ବାଣିଜ୍ୟ

ଖରାପ ପ୍ରଦର୍ଶନରେ ଏସୀୟ ମୁଦ୍ରା ମଧ୍ୟରେ ଟଙ୍କା ଦ୍ୱିତୀୟ

ଭୁବନେଶ୍ୱର,୨।୯ (ଅନୁରାଧା ମହାରଣା): ଡଲାର ତୁଳନାରେ ଖରାପ ପ୍ରଦର୍ଶନ କରୁଥିବା ଏସୀୟ ମୁଦ୍ରା ମଧ୍ୟରେ ଭାରତୀୟ ଟଙ୍କା ଦ୍ୱିତୀୟ ସ୍ଥାନରେ ରହିଛି। ଡଲାରର ପ୍ରବଳ ଚାହିଦା ଏବଂ ଘରୋଇ ଇକ୍ୱିଟିରୁ ପ୍ରତ୍ୟାହାର ଯୋଗୁ ଅଗଷ୍ଟରେ ଏହା ୦.୨ ପ୍ରତିଶତ ହ୍ରାସ ପାଇଛି।…

ପବ୍ଲିକ ଇସ୍ୟୁରୁ ପାଣ୍ଠି ସଂଗ୍ରହ

ନୂଆଦିଲ୍ଲୀ,୨।୯ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଏରୋନ୍‌ କମ୍ପୋଜିଟ ଲିମିଟେଡ (ଏସିଏଲ୍‌)ର ପବ୍ଲିକ ଇସ୍ୟୁ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜର ଏନଏସ୍‌ଇ ଇମର୍ଜ ପ୍ଲାଟଫର୍ମରେ ଶୁଭାରମ୍ଭ କରିବାକୁ ଅନୁମୋଦନ ହାସଲ କରିଛି। ଏପରିକି ପବ୍ଲିକ ଇସ୍ୟୁରୁ ସଂଗୃହୀତ ରାଶି…

ଅଗଷ୍ଟରେ ୧.୭୫ ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୯ (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ପଞ୍ଚମ ମାସରେ ମଧ୍ୟ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ ହୋଇଛି ବୋଲି ଗୁରୁବାର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ…

ଅଗଷ୍ଟ ମାସରେ ସଂଗ୍ରହ ହେଲା ୧.୭୪ ଲକ୍ଷ କୋଟି ଜିଏସଟି, ୧୦ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୧।୯: ଅଗଷ୍ଟରେ ମୋଟ ଜିଏସଟି ସଂଗ୍ରହ ୧.୭୪ ଲକ୍ଷ କୋଟି ରହିଛି ଏବଂ ଏହା ୧୦ ପ୍ରତିଶତ ବୃଦ୍ଧି ପାଇଛି। ଅଗଷ୍ଟ ୨୦୨୩ ରେ, ଏହି ସଂଖ୍ୟା ୧,୫୯,୦୬୯ କୋଟି ଅର୍ଥାତ୍ ୧.୫୯ ଲକ୍ଷ କୋଟି ଟଙ୍କା ଥିଲା। ଯଦି ଆମେ…

ବ୍ଲାକ୍‌ ଜେଡ୍‌କୁ ଟପ୍‌ ଏକ୍ସପର୍ଟ ଆଓ୍ବାର୍ଡ

ନୂଆଦିଲ୍ଲୀ,୧।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଗରବତି ନିର୍ମାତା ମହୀଶୂର ଦୀପ ପ୍ରଫ୍ୟୁମେରୀ ହାଉସ (ଏମ୍‌ଡିପିଏଚ୍‌)ର ପ୍ରମୁଖ ବ୍ରାଣ୍ଡ୍‌ ବ୍ଲାକ୍‌ ଜେଡ୍‌କୁ ଶ୍ରେଷ୍ଠ ରପ୍ତାନି ପୁରସ୍କାର(ଟପ୍‌ ଏକ୍ସପର୍ଟ ଆଓ୍ବାର୍ଡ) ମିଳିଛି। ଏପରିକି ବ୍ରାଣ୍ଡ୍‌ର ଗୁଣବତ୍ତା ଓ ଅଗରବତି ହସ୍ତଶିଳ୍ପ ବର୍ଗରେ ଉଲ୍ଲେଖନୀୟ…

ଆୟୁର୍ବେଦିକ୍‌ ବିଜ୍ଞାନ ଗବେଷଣା କ୍ଷେତ୍ରରେ ସଫଳତା

ଭୁବନେଶ୍ୱର, ୧।୯(ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟକୁ ଆୟୁର୍ବେଦିକ୍‌ ବିଜ୍ଞାନ ଗବେଷଣା କ୍ଷେତ୍ରରେ ଏକ ଅପୂର୍ବ ସଫଳତା ମିଳିଛି। ଏପରିକି ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ କେନ୍ଦ୍ରୀୟ ଆୟୁର୍ବେଦୀୟ ବିଜ୍ଞାନ ଅନୁସନ୍ଧାନ…

ଏସ୍‌ବିଆଇ ଲାଇଫ୍‌ର ନୂତନ ଅଭିଯାନ

ନୂଆଦିଲ୍ଲୀ,୧।୯ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଜୀବନ ବୀମା କମ୍ପାନୀ ଏସ୍‌ବିଆଇ ଲାଇଫ୍‌ ଇନ୍‌ସ୍ୟୁରାନ୍ସ (ଏସ୍‌ବିଆଇ ଲାଇଫ୍‌)ର ନୂତନ ଅଭିଯାନ ନ୍ୟୁ ଡିଜିଟାଲ ଫିଲ୍ମର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ପ୍ୟାରିସ୍‌ଠାରେ ଆୟୋଜିତ ପ୍ୟାରିସ୍‌ ପାରାଲିମ୍ପିକ୍‌-୨୦୨୪ରେ ଅଂଶଗ୍ରହଣ କରିଥିବା ଭାରତୀୟ…

ରାଜ୍ୟର ବିକାଶ କ୍ଷେତ୍ରରେ ବ୍ଲୁ ପ୍ରିଣ୍ଟ୍‌ର ଆବଶ୍ୟକ

ଭୁବନେଶ୍ୱର, ୧।୯ (ଅଭୟ ଦାଶ): ଉତ୍କଳ ଚାମ୍ବର ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ୍‌ (ୟୁସିସିଆଇଏଲ୍‌) ପକ୍ଷରୁ ଆୟୋଜିତ ୩ ଦିନିଆ ଗ୍ଲୋବାଲ୍‌ ଟ୍ରେଡ୍‌ ଶୋ’ ‘ରିସର୍ଜେଣ୍ଟ ଓଡ଼ିଶା ୨୦୨୪’ର ଦ୍ୱିତୀୟ ଦିନର କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି। ୨ୟ ଦିନରେ…

ବଢ଼ିଲା ଗ୍ୟାସ୍‌ ଦର, ଜାଣନ୍ତୁ କେତେ ବଢ଼ିଲା…

ନୂଆଦିଲ୍ଲୀ,୧ା୯: ନୂଆ ମାସର ପ୍ରଥମ ଦିନରେ ସାଧାରଣ ଲୋକମାନେ ମୁଦ୍ରାସ୍ଫୀତିର ଏକ ନୂଆ ଝଟ୍‌କା ଟକା ପାଇଛନ୍ତି। ସରକାରୀ ତୈଳ ଏବଂ ଗ୍ୟାସ୍‌ ମାର୍କେଟିଂ କମ୍ପାନୀଗୁଡ଼ିକ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ଆଜି ଅର୍ଥାତ୍‌ ସେପ୍ଟେମ୍ବର ୧ରୁ ପରିବର୍ତ୍ତନ କରିଛନ୍ତି। ଏହି ପରିବର୍ତ୍ତନ…

ପେନସନଧାରୀଙ୍କ ମୃତ୍ୟୁ ହୋଇଗଲେ ପରିବାର ସଦସ୍ୟଙ୍କୁ କେତେ ପ୍ରତିଶତ ମିଳିବ ପେନସନ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୮: ଅଗଷ୍ଟ ୨୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଓପିଏସ ଏବଂ ଏନପିଏସ୍‌ ହଟାଯାଇ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ୟୁନିଫାଏଡ ପେନସନ ଯୋଜନା ଅନୁମୋଦନ କରାଯାଇଥିଲା। ୟୁପିଏସ ଅଧୀନରେ କେନ୍ଦ୍ରୀୟ କର୍ମଚାରୀଙ୍କୁ ଅତିକମ୍‌ରେ ୨୫ ବର୍ଷ ଧରି…

ଟାଟା ଷ୍ଟିଲ୍‌କୁ ବେଷ୍ଟ ସିଏସ୍‌ଆର୍‌ ପୁରସ୍କାର

ଭୁବନେଶ୍ୱର,୩୧।୮ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଟାଟା ଷ୍ଟିଲ୍‌କୁ ନିକଟରେ ଆଉ ଏକ ଜାତୀୟସ୍ତର ସମ୍ମାନ ‘ବେଷ୍ଟ ସିଏସ୍‌ଆର୍‌ ପୁରସ୍କାର ’ ପ୍ରଦାନ କରାଯାଇଛି। ବିଶେଷକରି କମ୍ପାନୀର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ…

ସୁଲଭ ମୂଲ୍ୟରେ ଭରସାଯୋଗ୍ୟ ୱାଇ-ଫାଇ ସେବା

ଭୁବନେଶ୍ୱର,୩୧।୮ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସେବା ପ୍ରଦାନକାରୀ କମ୍ପାନୀ ଭାରତୀ ଏୟାରଟେଲ୍‌ (ଏୟାରଟେଲ୍‌)ର ସେବା ସମ୍ପ୍ରସାରଣ ସହ ଓଡ଼ିଶାର ସମସ୍ତ ୩୦ଟି ଜିଲାରେ ବ୍ରାଣ୍ଡ୍‌ର ହୋମ୍‌ ୱାଇ-ଫାଇ ସେବାକୁ ବିସ୍ତାର କରିଛି। ଏପରିକି ଏହି ସମ୍ପ୍ରସାରଣ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?