ବାଣିଜ୍ୟ

ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ସଚେତନତା ଶିବିର

ଭୁବନେଶ୍ୱର,୨୪।୮ (ଅଭୟ ଦାଶ): ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାକୁ ପ୍ରୋତ୍ସାହନ ଦେବା ଏବଂ ଅଂଶଗ୍ରହଣକାରୀଙ୍କ ମଧ୍ୟରେ ଅଧିକ ସଚେତନତା ସୃଷ୍ଟି କରିବା ତଥା ଏହି ଯୋଜନାର ପ୍ରଚାର ପାଇଁ ୟୁକୋ ବ୍ୟାଙ୍କ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶା ଆନୁକୂଲ୍ୟରେ ସ୍ଥାନୀୟ ଗୁରୁ…

କେୟାର ହସ୍ପିଟାଲର ଦିନିକିଆ କର୍ମଶାଳା

ଭୁବନେଶ୍ୱର,୨୪।୮ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଚନ୍ଦ୍ରଶେଖରପୁରସ୍ଥିତ କେୟାର ହସ୍ପିଟାଲ ପକ୍ଷରୁ ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି ବର୍ତ୍ତମାନ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଏବଂ ରୋବୋଟିକ୍‌ ପଦ୍ଧତିରେ କିଭଳି ବିଭିନ୍ନ ପ୍ରକାର ଆଣ୍ଠୁ…

ଅକ୍ଟୋବରରେ ନୂଆ ଏମ୍‌ପିସି ସଦସ୍ୟ ଚୟନ

ଭୁବନେଶ୍ୱର,୨୪।୮(ଅନୁରାଧା ମହାରଣା) : ଅକ୍ଟୋବର ସୁଦ୍ଧା ଭାରତ ସରକାର ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ମୁଦ୍ରାନୀତି କମିଟି (ଏମ୍‌ପିସି)ରେ ନୂତନ ବାହ୍ୟ ସଦସ୍ୟ ନିଯୁକ୍ତ କରିବେ। ସୁଧ ହାର ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ ପୂର୍ବରୁ ଏହି ନିଯୁକ୍ତି ହେବ ବୋଲ ସୂଚନା ରହିଛି।…

ସିଲ୍କ ଇଣ୍ଡିଆ ଏକ୍‌ଜିବିଶନ ଉଦ୍‌ଘାଟିତ

ଭୁବନେଶ୍ୱର,୨୪।୮ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱରର ହୋଟେଲ ନ୍ୟୁ ମାରିୟନଠାରେ ଏକ ୯ ଦିନିଆ ସିଲ୍କ ଇଣ୍ଡିଆ ସ୍ବତନ୍ତ୍ର ପ୍ରଦଶର୍ନୀର ଆୟୋଜନ କରାଯାଇଛି। ଏପରିକି ଶୁକ୍ରବାର ସିଲ୍କ ଇଣ୍ଡିଆ ଏକ୍‌ଜିବିଶନ ଆଣ୍ଡ ସେଲ୍‌ ଆନୁଷ୍ଠାନିକ ଭାବେ…

ନୂତନ ୟୁପିଆଇ ସର୍ଭିସ୍‌ ପ୍ଲାଟ୍‌ଫର୍ମର ଶୁଭାରମ୍ଭ

ନୂଆଦିଲ୍ଲୀ,୨୪।୮ (ଅଭୟ ଦାଶ): ବର୍ତ୍ତମାନ ବଜାରରେ ଏକ ନୂତନ କ୍ରେଡିଟ୍‌-ଫାଷ୍ଟ ୟୁପିଆଇ ସର୍ଭିସ୍‌ ପ୍ଲାଟ୍‌ଫର୍ମର ଶୁଭାରମ୍ଭ କରାଯାଇଛି। ଏପରିକି ସୁପର୍‌ ଡଟ୍‌ ମନି ପକ୍ଷରୁ ଏକ ସଫଳ ବିଟା ଫେଜ୍‌ ପରେ ଔପଚାରିକ ଭାବେ ଏହାର ଆପ୍‌ ଶୁଭାରମ୍ଭ କରାଯାଇଛି। ବିଟା…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭାରତ ମସଲା ଏମ୍‌ଡି

ଭୁବନେଶ୍ୱର,୨୪।୮(ଅନୁରାଧା ମହାରଣା): ଭାରତ ମସଲାର ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ସୁଶାନ୍ତ କୁମାର ପଣ୍ଡା ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ରାଜ୍ୟରେ ଏମ୍‌ଏସ୍‌ଏମ୍‌ଇ ସେକ୍ଟର କିଭଳି କାର୍ଯ୍ୟକରୁଛି, ଉଦ୍ୟୋଗପତିମାନଙ୍କୁ ସହଯୋଗ ମିଳୁଛି କି ନାହିଁ ଓ ବିଶେଷକରି…

ପୁରୀରେ ସ୍ବସ୍ତି ପ୍ରିମିୟମ୍‌ର ବିଚ୍‌ ରିସୋର୍ଟ

ଭୁବନେଶ୍ୱର,୨୪୮(ଅନୁରାଧା ମହାରଣା) : ସ୍ବସ୍ତିଗ୍ରୁପ୍‌ ଦ୍ୱାରା ପୁରୀରେ ନିର୍ମିତ ସ୍ବସ୍ତି ପ୍ରିମିୟମ୍‌ ବିଚ୍‌ ରିସୋର୍ଟ ଆସନ୍ତା ୨୫ ତାରିଖରେ ଖୋଲିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନବନିର୍ମିତ ରିସୋର୍ଟକୁ ଉଦ୍‌ଘାଟନ କରିବେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…

ବଜାରରେ ‘ଫାର୍ମ ବି’ ଉତ୍ପାଦ

ଭୁବନେଶ୍ୱର,୨୪।୮ (ଅଭୟ ଦାଶ): ବିଶ୍ୱେଶ୍ୱର ଫୁଡ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ପ୍ରମୁଖ ବ୍ରାଣ୍ଡ୍‌ ‘ଫାର୍ମ ବି’ର ଉତ୍ପାଦଗୁଡିକୁ ଶୁକ୍ରବାର ଆନୁଷ୍ଠାନିକ ଭାବେ ପଶ୍ଚିମ ଓଡ଼ିଶା ବଜାରରେ ଶୁଭାରମ୍ଭ କରାଯାଇଛି। ଏପରିକି ବ୍ରାଣ୍ଡ୍‌ର ସମସ୍ତ ଉତ୍ପାଦକୁ ବଜାର ପ୍ରବେଶ କରାଇବା ସହିତ କଳାହାଣ୍ଡି ଜିଲାର…

ଭାରତ-ଚାଇନା ବାଣିଜି୍ୟକ କାରବାରରେ ସର୍ବାଧିକ ହ୍ରାସ

ଭୁବନେଶ୍ୱର,୨୪।୮(ଅନୁରାଧା ମହାରଣା): ଚଳିତ କ୍ୟାଲେଣ୍ଡର ବର୍ଷର ପ୍ରଥମ ୬ମାସ (ଜାନୁଆରୀ-ଜୁନ)ରେ ଆମେରିକା ଭାରତର ସର୍ବୋଚ୍ଚ ବାଣିଜ୍ୟ ଭାଗିଦାରୀ ଭାବରେ ଉଭା ହୋଇଛି। ଅନ୍ୟପଟେ ଏ ଅବଧି ମଧ୍ୟରେ ଚାଇନା ସହିତ ଦେଶରେ ସର୍ବାଧିକ ୪୧.୬ ବିଲିୟନ ଡ଼ଲାରର ବାଣିଜି୍ୟକ କାରବାର ହ୍ରାସ…

ଫାବିଓ ବିଲେଟ୍‌ର ନୂଆ ସିଇଓ

ନୂଆଦିଲ୍ଲୀ,୨୪।୮ (ଅଭୟ ଦାଶ): ବେଦାନ୍ତ ଆଲୁମିନିୟମର ପ୍ରମୁଖ ୟୁନିଟ୍‌ ‘ବିଲେଟ୍‌’ର ନୂଆ ସିଇଓ ଭାବେ ଫାବିଓ ରୋବର୍ଟୋ ମାର୍ଟିନ୍ସଙ୍କୁ ନିକଟରେ ନିଯୁକ୍ତି ଦିଆଯାଇଛି। ଏପରିକି ସେ ଏହି ନୂତନ ଭୂମିକାରେ ବିଲେଟ୍‌ ଉତ୍ପାଦ ଗୋଷ୍ଠୀର ଦାୟିତ୍ୱ ନେବେ। ଉତ୍ପାଦନକୁ ତ୍ୱରାନ୍ବିତକରି ଉତ୍ପାଦ…

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୮ (ଅଭୟ ଦାଶ): କ୍ରମାଗତ ୪ର୍ଥ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷ କରି…

ଅନିଲ ଅମ୍ବାନୀଙ୍କ ଉପରେ ଲାଗିଲା ୨୫ କୋଟି ଟଙ୍କା ଜୋରିମନା, ୫ ବର୍ଷ ବ୍ୟାନ୍‌

ନୂଆଦିଲ୍ଲୀ,୨୩।୮: ମାର୍କେଟ ରେଗୁଲେଟର ସେବି ବ୍ୟବସାୟୀ ଅନିଲ ଅମ୍ବାନୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସେବି ତାଙ୍କୁ ୫ ବର୍ଷ ପାଇଁ ସିକ୍ୟୁରିଟି ବଜାରରୁ ପ୍ରତିବନ୍ଧକ ଲଗାଇଛି। ଏହା ବ୍ୟତୀତ ସେବି ମଧ୍ୟ ଅନିଲ ଅମ୍ବାନୀଙ୍କ ଉପରେ କୋଟି କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?