ବାଣିଜ୍ୟ

୫ ବର୍ଷରେ ୧୫,୦୦୦କୋଟିର ଋଣ ବଣ୍ଟନ

ନୂଆଦିଲ୍ଲୀ,୨୩।୮:ଘରୋଇ ବଜାରରେ ବର୍ତ୍ତମାନ ଋଣ ବଣ୍ଟନ ଓ ପ୍ରଦାନକୁ ନେଇ ଡିଜିଟାଲ ପ୍ଲାଟ୍‌ଫର୍ମଗୁଡିକ ପ୍ରତିଯୋଗିତାମୂଳକ ସୁଧ ହାରରେ ଋଣ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଏପରିକି ଦେଶର ପ୍ରମୁଖ ଡିଜିଟାଲ ଆର୍ଥିକ ନେଣଦେଣକାରୀ ସଂସ୍ଥା ଭାରତ ପେ ମଧ୍ୟ ତା’ର ମର୍ଚ୍ଚାଣ୍ଟ…

ଓଡ଼ିଶାରେ ଜିଓ ୧ ନମ୍ବର: ପଛରେ ପଡିଲା ବିଏସ୍‌ଏନ୍‌ଏଲ୍‌

ଭୁବନେଶ୍ୱର,୨୩।୮:ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ କମ୍ପାନୀ ‘ରିଲାଏନ୍ସ ଜିଓ’ ଓଡ଼ିଶାର ସର୍ବାଧିକ ପସନ୍ଦର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ଉଭା ହୋଇଛି। ଏପରିକି ରାଜ୍ୟରେ ଜିଓ ତା’ର ୧ ନମ୍ବର ସ୍ଥାନକୁ ଆହୁରି ସୁଦୃଢ଼ କରିଛି। ଉଲ୍ଲେଖଯୋଗ୍ୟ, ଟେଲିକମ୍‌ ରେଗୁଲେଟୋରି ଅଥରିଟି…

ଏବେ ମିଳିବନି ମହଙ୍ଗା ମାଡ଼ରୁ ଆଶ୍ବସ୍ତି; ଚେତାବନୀ ଦେଲା ଆରବିଆଇ

ନୂଆଦିଲ୍ଲୀ,୨୨ା୮: ଅର୍ଥ ମନ୍ତ୍ରଣାଳୟ ଏହାର ମାସିକ ଅର୍ଥନୈତିକ ସମୀକ୍ଷାରେ କହିଛି ଯେ ଦରଦାମ୍ ହ୍ରାସ ପାଉଛି। କିନ୍ତୁ ଆଗାମୀ ଦିନରେ ଖାଦ୍ୟ ସାମଗ୍ରୀ ଦରଦାମ୍ ହ୍ରାସ ପାଇବାର କୌଣସି ସମ୍ଭାବନା ନାହିଁ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ କହିଛି। ଘରୋଇ ବଜାରରେ…

ଆର୍‌ବିଆଇ ଗଭର୍ନରଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୨୨।୮(ଅନୁରାଧା ମହାରଣା): ଆମେରିକାସ୍ଥିତ ‘ଗ୍ଲୋବାଲ ଫାଇନାନ୍ସ’ ପତ୍ରିକା ପକ୍ଷରୁ କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ସର୍ବଭାରତୀୟ ସ୍ତରରେ ସର୍ବୋଚ୍ଚ କେନ୍ଦ୍ରୀୟ ବ୍ୟାଙ୍କର ଭାବରେ ମନୋନୀତ ହୋଇଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର…

ଆଜି ଭାରତୀୟ ହକି ଦଳର ରୋଡ୍‌ ଶୋ’

ଭୁବନେଶ୍ୱର, ୨୧।୮ (ତପନ ସ୍ବାଇଁ): ଭାରତୀୟ ପୁରୁଷ ହକି ଦଳ ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ହାସଲ କରି ଦେଶ ପାଇଁ ଗୌରବ ଆଣିଛି। ଫଳରେ ଖେଳାଳିଙ୍କୁ ବିଭିନ୍ନ ସ୍ଥାନରେ ସମ୍ବର୍ଦ୍ଧନା ପର୍ବ ଜାରି ରହିଛି। ଓଡ଼ିଶା ୨୦୧୮ରୁ ଭାରତୀୟ ହକି…

ଶ୍ରୀ ଶକ୍ତିର ତୃତୀୟ ପର୍ଯ୍ୟାୟ ଶୁଭାରମ୍ଭ

ନୂଆଦିଲ୍ଲୀ,୨୧।୮: ଭାରତର ସର୍ବବୃହତ୍‌ ଆଲୁମିନିୟମ ଉତ୍ପାଦକ ତଥା ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ‘ଶ୍ରୀ ଶକ୍ତି’ର ତୃତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମକୁ ନିକଟରେ ଶୁଭାରମ୍ଭ କରାଯାଇଛି। ଏପରିକି କମ୍ପାନୀର ମହିଳା କର୍ମଚାରୀମାନଙ୍କୁ ଆବଶ୍ୟକ ସହଯୋଗ ଓ ସହାୟତା ଯୋଗାଇଦେବା ଆଶାରେ ଏହି…

ଆକ୍ସିସ୍‌ର ନିଓ ଫର୍‌ ମର୍ଚ୍ଚାଣ୍ଟ ଆପ୍‌

ନୂଆଦିଲ୍ଲୀ,୨୧।୮: ଆକ୍ସିସ୍‌ ବ୍ୟାଙ୍କର ନୂତନ ଉତ୍ପାଦ ‘ନିଓ ଫର୍‌ ମର୍ଚ୍ଚାଣ୍ଟ ଆପ୍‌’ର ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଏପରିକି ଭିସା ଓ ମିନଟୋକ୍‌ର ସହଭାଗିତାରେ ମର୍ଚ୍ଚାଣ୍ଟମାନଙ୍କ ଲାଗି ‘ନିଓ ଫର୍‌ ମର୍ଚ୍ଚାଣ୍ଟ ଆପ୍‌’ର ଶୁଭାରମ୍ଭ କରାଯାଇଛି। ସେହିଭଳି ଉନ୍ନତ ବ୍ୟାଙ୍କିଙ୍ଗ୍‌ ସମାଧାନ…

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୧।୮: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ…

ଆଭୂଷଣ ଫ୍ୟାଶନ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୧।୮: ରାଜ୍ୟର ସର୍ବବୃହତ୍‌ ୧ଗ୍ରାମ୍‌ ଗୋଲ୍‌ଡ ଆଣ୍ଡ ଫ୍ୟାଶନ ଜୁଏଲେରି ଶୋ’ରୁମ୍‌ ତଥା ଆଭୂଷଣ ଫ୍ୟାଶନ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଭୁବନେଶ୍ୱରର ଫୋରମ ମାର୍ଟଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଆଭୂଷଣ ପକ୍ଷରୁ ଏକ ସ୍ବତନ୍ତ୍ର ଉଦ୍‌ଘାଟନୀ ଉତ୍ସବର ଆୟୋଜନ…

ଇମ୍ଫାକୁ ରପ୍ତାନି ଉତ୍କର୍ଷ ପୁରସ୍କାର

ଭୁବନେଶ୍ୱର,୨୧।୮: ଇଣ୍ଡିଆନ୍‌ ମେଟାଲ୍ସ ଆଣ୍ଡ ଫେରୋ ଆଲୟେଜ(ଇମ୍ଫା)କୁ ନିକଟରେ ରପ୍ତାନି ଉତ୍କର୍ଷ ପୁରସ୍କାର ପ୍ରଦାନ କରାଯାଇଛି। ୨୦୧୯-୨୦ ଏବଂ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଇମ୍ପାକୁ ଉକ୍ତ ପୁରସ୍କାର ଦିଆଯାଇଛି। ବିଶେଷକରି ବୃହତ୍‌ ଉଦ୍ୟୋଗ ବର୍ଗରେ କମ୍ପାନୀକୁ ରପ୍ତାନି ଉତ୍କର୍ଷ ପାଇଁ…

ଘରୋଇ ପୁଞ୍ଜିଗତ ବ୍ୟୟ ୨.୪୫ ଲକ୍ଷ କୋଟି ବୃଦ୍ଧି ଆଶଙ୍କା

ଭୁବନେଶ୍ୱର,୨୧।୮ (ଅନୁରାଧା ମହାରଣା): ଆର୍ଥିକ ବର୍ଷ ୨୦୨୪-୨୫ରେ ବେସରକାରୀ ଘରୋଇ କମ୍ପାନୀଗୁଡ଼ିକ ଦ୍ୱାରା ପୁଞ୍ଜିଗତ ବ୍ୟୟ ଖର୍ଚ୍ଚ ୨.୪୫ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି ପାଇପାରେ। ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) କର୍ମଚାରୀଙ୍କ ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନରୁ ଏପରି ତଥ୍ୟ…

ଭୁବନେଶ୍ୱରରେ ଟିଟିଏସ୍‌ର ନୂତନ ଶାଖା

ଭୁବନେଶ୍ୱର,୨୦।୮: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ବୈଷୟିକ ଶିକ୍ଷା ଏବଂ ବୃତ୍ତିଗତ ବିକାଶର ଅଗ୍ରଣୀ ସେବା ପ୍ରଦାନକାରୀ ‘ଟୋଟାଲ୍‌ ଟେକ୍ନୋଲୋଜି ସିଷ୍ଟମ’ (ଟିଟିଏସ)ର ନୂତନ ଶାଖା ଭୁବନେଶ୍ୱରର ଚନ୍ଦ୍ରଶେଖରପୁରଠାରେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷ କରି ଉଚ୍ଚ-ବୈଷୟିକ ତାଲିମ ସୁବିଧା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?