ବାଣିଜ୍ୟ

ବକ୍ସାଇଟ୍‌ ଉତ୍ତୋଳନରେ ଓଡ଼ିଶାର ଅବଦାନ ୭୩%

ନୂଆଦିଲ୍ଲୀ, ୭।୫: ୨୦୨୧-୨୨ ଆର୍ଥତ୍କ ବର୍ଷରେ ଭାରତରେ ବକ୍ସାଇଟ୍‌ ଉତ୍ପାଦନ ୧୦.୩୭ ପ୍ରତିଶତ ବୃ୍‌ଦ୍ଧି ପାଇ ୨୨.୪୯ ନିୟୁତ ଟନ୍‌ରେ ପହଞ୍ଚତ୍ଛି। ସେଥିରେ ଓଡ଼ିଶାର ଅବଦାନ ୭୩.୧୩ ପ୍ରତିଶତ ବୋଲି ଖଣି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ନାଲ୍‌କୋ ୩୩.୧୨ ପ୍ରତିଶତ...

ଏଥର ୫ଦିନ ହେବ ବ୍ୟାଙ୍କ କାର୍ଯ୍ୟ ଦିବସ,୨ଦିନ ଛୁଟି

ନୂଆଦିଲ୍ଲୀ,୬।୫: ଏଥର ୫ ଦିନ ଚାଲିବ ବ୍ୟାଙ୍କ। ଭାରତର ବ୍ୟାଙ୍କ କର୍ମଚାରୀମାନେ ସପ୍ତାହରେ ୫ଦିନ କାମ କରି ୨ଦିନ ଛୁଟି ପାଇପାରିବେ। କର୍ମଚାରୀମାନେ ସୋମବାରରୁ ଶୁକ୍ରବାର ଯାଏ କାମ କରିବେ। ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ୍‌ ଏମ୍ଫେଲାଇ ଏବଂ ଇଣ୍ଡିଆନ୍‌...

ଏପ୍ରିଲରେ ୫,୩୧୩ ୟୁନିଟ୍‌ ବିକିଲା ହୋଣ୍ଡା

ନୂଆଦିଲ୍ଲୀ,୬ା୫: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ପ୍ରିମିୟମ କାର୍‌ ନିର୍ମାତା ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ମାସର ବିକ୍ରି ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ବର୍ଷ ଏପ୍ରିଲ ମାସରେ...

ହିରୋ ମୋଟୋକର୍ପର ବିକ୍ରି ଫଳାଫଳ

ନୂଆଦିଲ୍ଲୀ,୬ା୫: ଦେଶର ପ୍ରମୁଖ ୨ ଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପର ୨୦୨୩-୨୪ ଆର୍ଥିକ ବର୍ଷର ବିକ୍ରି ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀ ଚଳିତ ଆର୍ଥିକ ବର୍ଷର ଏପ୍ରିଲ ମାସରେ ୩,୯୬,୧୦୭ ୟୁନିଟ୍‌ ଗାଡ଼ି ବିକ୍ରି କରିଥିବା ବେଳେ...

ଏମ୍‌ଜି କୋମେଟ୍‌ ଇଭିର ଅନାବରଣ

ଭୁବନେଶ୍ୱର,୬ା୫: ଦେଶର ପ୍ରମୁଖ ପ୍ରିମିୟମ କାର୍‌ସ ନିମାତା ଏମ୍‌ଜି ମୋଟର ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଇଲେକ୍ଟ୍ରି ଭେଇକିଲ(ଇଭି) ମଡେଲ ‘ଏମ୍‌ଜି କୋମେଟ୍‌ ଇଭି’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ...

ଫୋନ୍‌ପେରେ ୟୁପିଆଇ ଲାଇଟ୍‌ ଫିଚର

ନୂଆଦିଲ୍ଲୀ,୬ା୫: ଫୋନ୍‌ପେ ନିଜ ଆପ୍‌ରେ ୟୁପିଆଇ ଲାଇଟ ଫିଚର ସାମିଲ କରିଥିବା ସମ୍ପର୍କରେ ଘୋଷଣା କରିଛି। ଏହି ଫିଚର ସହ ଗ୍ରାହକମାନେ ବିନା କୌଣସି ପିନ୍‌ ଏଣ୍ଟରକରି ସେମାନଙ୍କ ୟୁପିଆଇ ଲାଇଟ ଆକାଉଣ୍ଟରୁ ମାତ୍ର ଗୋଟିଏ କ୍ଲିକ୍‌ରେ ୨୦୦ଟଙ୍କାରୁ କମ୍‌...

ବରଗଡ଼ ଅରୁନ୍ଧତୀ ଜୁଏଲର୍ସର ୪ର୍ଥ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୫।୫: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ବରଗଡ଼ସ୍ଥିତ ବରଗଡ଼ ଅରୁନ୍ଧତୀ ଜୁଏଲର୍ସର ୪ର୍ଥ ବାର୍ଷିକ ଉତ୍ସବ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଅରୁନ୍ଧତୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଛନ୍ତି, ଅରୁନ୍ଧତୀର ଏହି ସଫଳ ଯାତ୍ରାରେ ସାଥ୍‌...

ଡା. ଅର୍ଥୋକୁ ମୋଷ୍ଟ ଟ୍ରଷ୍ଟେଡ୍‌ ବ୍ରାଣ୍ଡ୍‌ ଅଫ୍‌ ଇଣ୍ଡିଆ ସମ୍ମାନ

ନୂଆଦିଲ୍ଲୀ,୫।୫ ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ଦିଭିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ଲୋକପ୍ରିୟ ବ୍ରାଣ୍ଡ୍‌ ଡା. ଅର୍ଥୋକୁ ନିକଟରେ ଭାରତର ଶ୍ରେଷ୍ଠ ବ୍ରାଣ୍ଡ୍‌ ସମ୍ମାନରେ ସମ୍ମାନିତ କରାଯାଇଛି। ଏପରିକି ଡା. ଅର୍ଥୋକୁ ମୋଷ୍ଟ ଟ୍ରଷ୍ଟେଡ୍‌ ବ୍ରାଣ୍ଡ୍‌ ଅଫ୍‌ ଇଣ୍ଡିଆ-୨୦୨୩ ସମ୍ମାନ...

୯ରେ ଖୋଲିବ ନେକ୍ସସ୍‌ ସିଲେକ୍ଟ ଟ୍ରଷ୍ଟର ଆଇପିଓ

ନୂଆଦିଲ୍ଲୀ,୫।୫:ନେକ୍ସସ୍‌ ସିଲେକ୍ଟ ଟ୍ରଷ୍ଟର ଇନିସିଆଲ୍‌ ପବ୍ଲିକ୍‌ ଅଫର (ଆଇପିଓ) ୨୦୨୩ ମେ ୯ ରେ ଖୋଲିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଏପରିକି ଏହା ଜରିଆରେ କମ୍ପାନୀ ପ୍ରାୟ ୩୨୦୦ କୋଟି ଟଙ୍କାର ପୁଞ୍ଜି ହାସଲ କରିବାକୁ ଲକ୍ଷ୍ୟ ରଖିଛି।...

ନ୍ୟୁ ଏଜ୍‌ ଏନର୍ଜି ମିନେରାଲ୍ସ ରିପୋର୍ଟ ଉନ୍ମୋଚିତ

ନୂଆଦିଲ୍ଲୀ,୪।୫: ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କର୍ମସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ର ଏକ ବିଶେଷଜ୍ଞ କମିଟି ଦ୍ୱାରା ପ୍ରସ୍ତୁତ ‘ନ୍ୟୁ ଏଜ୍‌ ଏନର୍ଜି ମିନେରାଲ୍ସ’ ରିପୋର୍ଟ ନିକଟରେ ଉନ୍ମୋଚିତ ହୋଇଯାଇଛି। ନୂଆଦିଲ୍ଲୀଠାରେ ଏକ ସ୍ବତନ୍ତ୍ର ସମାରୋହର ଆୟୋଜନ କରାଯାଇଥିଲା।...

ଡା. ଅର୍ଥୋ ଭାରତର ଶ୍ରେଷ୍ଠ ବ୍ରାଣ୍ଡ୍‌

ନୂଆଦିଲ୍ଲୀ,୪।୫: ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ଦିଭିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ଲୋକପ୍ରିୟ ବ୍ରାଣ୍ଡ୍‌ ଡା. ଅର୍ଥୋକୁ ନିକଟରେ ଭାରତର ଶ୍ରେଷ୍ଠ ବ୍ରାଣ୍ଡ୍‌ ସମ୍ମାନରେ ସମ୍ମାନିତ କରାଯାଇଛି। ଏପରିକି ଡା. ଅର୍ଥୋକୁ ମୋଷ୍ଟ ଟ୍ରଷ୍ଟେଡ୍‌ ବ୍ରାଣ୍ଡ୍‌ ଅଫ୍‌ ଇଣ୍ଡିଆ-୨୦୨୩ ସମ୍ମାନ...

ବିଓଏମ୍‌ର ନୂତନ ଅଞ୍ଚଳ ମୁଖ୍ୟ

ଭୁବନେଶ୍ୱର,୪।୫: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌), ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ଅଞ୍ଚଳ ମୁଖ୍ୟ ଭାବେ ଆଲୋକ କୁମାର ମିଶ୍ର ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ମୁମ୍ବାଇସ୍ଥିତ ଫୋର୍ଟ ଶାଖାରେ ଶାଖା ମୁଖ୍ୟ ଭାବେ କାର୍ଯ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri