ଇପିଏଫ୍ଓରେ ଯୋଡ଼ି ହେଲେ ୧୪.୪୧ ଲକ୍ଷ ସଦସ୍ୟ
ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍ଓ)ଗତ ମାର୍ଚ୍ଚ ମାସରେ ୧୪.୪୧ ଲକ୍ଷ ନେଟ୍ ସଦସ୍ୟଙ୍କୁ ଯୋଡ଼ିଛି। ଇପିଏଫ୍ଓ ପକ୍ଷରୁ ସୋମବାର ମିଳିଥିବା ତଥ୍ୟ ଅନୁସାରେ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ଏନେଇ ଏକ ପ୍ରେସ୍ ବିଜ୍ଞପ୍ତିରେ ବିସ୍ତୃତ ସୂଚନା ଦେଇଛି। ଚଳିତ ବର୍ଷ…
ଆଇଏଆଇର ଉପାଧ୍ୟକ୍ଷ ହେଲେ ଜନ୍ ସ୍ଲାଭେନ
ଭୁବନେଶ୍ୱର,୨୧।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଆଲୁମିନିୟମ ସିଇଓ ଜନ୍ ସ୍ଲାଭେନଙ୍କୁ ନିକଟରେ ଅନ୍ତର୍ଜାତୀୟ ଆଲୁମିନିୟମ ପ୍ରତିଷ୍ଠାନ (ଆଇଏଆଇ)ର ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଏପରିକି ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ତା’ର ସିଇଓ ଜନ୍ ସ୍ଲାଭେନଙ୍କୁ…
ଆଜି ଖୋଲିବ ଏବିଏଲ୍ର ରାଟଟ୍ସ ଇସ୍ୟୁ
ନୂଆଦିଲ୍ଲୀ,୨୧।୫: ଦେଶର ଅଗ୍ରଣୀ ତଥା ଏକ ପିୟୋର ଭେଜ (ପୂର୍ଣ୍ଣ ଶାକାହାରୀ) ପ୍ରାଣୀ ସ୍ବାସ୍ଥ୍ୟ ପ୍ରଯତ୍ନକାରୀ ସମାଧାନ କମ୍ପାନୀ ଅଜୁନି ବାୟୋଟେକ ଲିମିଟେଡ ବା ଏବିଏଲ (ଏନ୍ଏସଇ-ଆଜୁନି)ର ରାଇଟ୍ସ ଇସ୍ୟୁ ୨୦୨୪ ମେ ୨୧ରେ ଖୋଲିବାକୁ ଯାଉଛି। ଏପରିକି ଏବିଏଲର ୪୩.୮୧…
ବିଓଏମ୍ର ନୂଆ ମାଇଲଖୁଣ୍ଟ
ଭୁବନେଶ୍ୱର,୨୧।୫: ବ୍ୟାଙ୍କ୍ ଅଫ ମହାରାଷ୍ଟ୍ର (ବିଓଏମ୍)ର ବାର୍ଷିକ ଫଳାଫଳ ଅନୁଯାୟୀ ବ୍ୟାଙ୍କ ମୋଟ୍ ବ୍ୟବସାୟ ଅଭିବୃଦ୍ଧି ତଥା ଋଣଦାତାଙ୍କ ମଧ୍ୟରେ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଖୁଣ୍ଟ ହାସଲ କରିଛି। ଏପରିକି ଜମା ସଂଗ୍ରହ କ୍ଷେତ୍ରରେ ବିଓଏମ ଶ୍ରେଷ୍ଠ ପ୍ରଦର୍ଶନକାରୀ ବ୍ୟାଙ୍କ ଭାବେ…
ଶୁଭେନ୍ଦୁ ନାଲ୍କୋର ମାନବସମ୍ବଳ ମହାପ୍ରବନ୍ଧକ
ଅନୁଗୋଳ,୨୧ା୫ (ଅମିତ କୁମାର ସାମଲ): ଅନୁଗୋଳସ୍ଥିତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍କୋର ନୂଆ ମାନବ ସମ୍ବଳ ମହାପ୍ରବନ୍ଧକ ଭାବେ ଦାୟିତ୍ୱ ତୁଲାଇବେ ଶୁଭେନ୍ଦୁ କୁମାର ନାୟକ। ଏ ନେଇ ନାଲ୍କୋ ଉଚ୍ଚକର୍ତ୍ତୃପକ୍ଷଙ୍କ ପକ୍ଷରୁ ରବିବାର ନିଯୁକ୍ତି ପତ୍ର ଦିଆଯାଇଛି। ନାୟକ ଦୀର୍ଘ ୨୪…
୬.୫% ଜିଡିପି ଅଭିବୃଦ୍ଧି ହାରରେ ଦେଶ ଧନୀ ହେବନାହିଁ
ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): ଜି -୨୦ ଦେଶ ମଧ୍ୟରେ ଭାରତର ଅର୍ଥନୀତି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ତଥାପି ଏହା ଏକ ଗରିବ ଦେଶରେ ଗଣାଯାଉଛି। ଭାରତରେ ସଂଖ୍ୟାରେ ଏକ ଡିଭିଡେଣ୍ଡ ରହିଛି। ବହୁ ସଂଖ୍ୟାରେ ଯୁବକ ଶ୍ରମ ବଜାରକୁ ଆସୁଛନ୍ତି। ସେମାନଙ୍କୁ…
ଓଡ଼ିଶାରେ ସିବିଆଇର ପ୍ରଥମ ମହିଳା ଶାଖା
ଭୁବନେଶ୍ୱର,୨୧।୫ (ଅଭୟ ଦାଶ): ଓଡ଼ିଶାରେ ସେଣ୍ଟ୍ରାଲ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ବା ସିବିଆଇର ପ୍ରଥମ ମହିଳା ଶାଖା ଭୁବନେଶ୍ୱରସ୍ଥିତ ନୟାପଲ୍ଲୀଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ମୁମ୍ବାଇସ୍ଥିତ ସିବିଆଇ କେନ୍ଦ୍ରୀୟ କାର୍ଯ୍ୟାଳୟର ମହାପ୍ରବନ୍ଧକ ସଞ୍ଜୁ ଭି ମଙ୍ଗରୁଲକର ମୁଖ୍ୟ ଅତିଥି ଭାବେ…
ପ୍ରଥମଥର ୩ ଲକ୍ଷ କୋଟି ପାର କଲା ବ୍ୟାଙ୍କ ଗୁଡ଼ିକର ଲାଭ
ମୁମ୍ବାଇ,୨୦।୫: ପ୍ରଥମ ଥର ପାଇଁ ବ୍ୟାଙ୍କିଙ୍ଗ କ୍ଷେତ୍ରର ମୋଟ ଲାଭ ଆର୍ଥିକ ବର୍ଷ ୨୦୨୪ ରେ ୩ ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି। ତାଲିକାଭୁକ୍ତ ସରକାରୀ ଏବଂ ବେସରକାରୀ କ୍ଷେତ୍ର ବ୍ୟାଙ୍କଗୁଡିକର ମୋଟ ଲାଭ ୩୯% ବୃଦ୍ଧି ହୋଇ ୩.୧…
ଅତୁଳନୀୟ ବୀମା ସମାଧାନକୁ ଗୁରୁତ୍ୱ
ଭୁବନେଶ୍ୱର,୨୦।୫: ଘରୋଇ ବଜାରରେ ବୀମା ଶିଲ୍ପର ଚାହିଦା ବୃଦ୍ଧି ପାଉଛି। ଏପରିକି ଗ୍ରାହକଙ୍କୁ ଅତୁଳନୀୟ ବୀମା ସମାଧାନ ଯୋଗାଇଦେବାକୁ ଘରୋଇ ବୀମା କମ୍ପାନୀ ବନ୍ଧନ ଲାଇଫ୍ ଗୁରୁତ୍ୱ ପ୍ରଦାନ କରୁଛି। ଏ ନେଇ ବନ୍ଧନ ଲାଇଫ୍ର ଏମ୍ଡି ତଥା ସିଇଓ ସତୀଶୱାର…
୪୩,୦୦୦କୋଟି ନିବେଶକରିବ ଟାଟା ମୋଟର୍ସ
ନୂଆଦିଲ୍ଲୀ,୨୦।୫ (ଅଭୟ ଦାଶ): ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ଟାଟା ଗ୍ରୁପ୍ର ଅଗ୍ରଣୀ ସଂସ୍ଥା ଟାଟା ମୋଟର୍ସ ୨୦୨୪-୨୫ ଆର୍ଥକ ବର୍ଷରେ ପ୍ରାୟ ୪୩,୦୦୦ କୋଟି ଟଙ୍କା ନିବେଶକରିବ ବୋଲି କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ଏହି…
ବଜାରରେ ଟିଭିଏସ୍ ଆପାଚି ଆର୍ଟିଆର୍ ୧୬୦ସିରିଜ୍, ବ୍ଲାକ୍ ଏଡିଶନର ଅନାବରଣ
ଭୁବନେଶ୍ୱର,୨୦।୫: ଟିଭିଏସ୍ ମୋଟର କମ୍ପାନୀର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଟିଭିଏସ୍ ଆପାଚି ଆର୍ଟିଆର୍ ୧୬୦ ସିରିଜ୍କୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବ୍ରାଣ୍ଡ୍ର ‘ବ୍ଲେକ୍ ଅଫ୍ ବ୍ଲାକ୍’ ଡାର୍କ…
“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ
ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା ପ୍ରାର୍ଥୀ ଜୁଏଲ ଓରାମ ବଡ଼ ବୟାନ ଦେଇଛନ୍ତି। ଚର୍ଚ୍ଚା ମଧ୍ୟରେ ଜୁଆଲ ଓରାମ କହିଛନ୍ତି…
Archives


