ବାଣିଜ୍ୟ

ଭାରତରେ ହେବାକୁ ଯାଉଛି ବଡ଼ ଘଟଣା! ସତର୍କ କଲା ହିଣ୍ଡେନବର୍ଗ, ଛାନିଆରେ ଆଦାନୀ

ନୂଆଦିଲ୍ଲୀ,୧୦।୮: ଖୁବ୍‌ଶୀଘ୍ର ଭାରତରେ ଘଟିବାକୁ ଯାଉଛି କିଛି ବଡ଼ ଘଟଣା! ଏନେଇ ଶନିବାର ସକାଳୁ ସକାଳୁ ସତର୍କ କରାଇଛି ଆମେରିକାର କ୍ଷୁଦ୍ର ବିକ୍ରେତା ସଂସ୍ଥା ହିଣ୍ଡେନବର୍ଗ ରିସର୍ଚ୍ଚ। ତେବେ ସତର୍କବାଣୀ ଶୁଣି ବିଶେଷକରି ଦେଶର ଦ୍ୱିତୀୟ ଧନୀ ବ୍ୟକ୍ତି ତଥା ଆଦାନୀ…

ୟୁଟ୍ୟୁବ ପୂର୍ବତନ ସିଇଓଙ୍କ ପରଲୋକ; ଚାକିରି ପୂର୍ବରୁ ଭାରତରେ କରୁଥିଲେ ସାମ୍ବାଦିକତା

ନୂଆଦିଲ୍ଲୀ,୧୦ା୮: ୟୁଟ୍ୟୁବ ପୂର୍ବତନ ସିଇଓ ତଥା ଗୁଗୁଲ ଇତିହାସର ଏକ ପ୍ରମୁଖ ବ୍ୟକ୍ତି ସୁଜନ ୱୋଜିକ୍କି ଦୁଇ ବର୍ଷ ଧରି କର୍କଟ ରୋଗ ସହ ଲଢ଼ିବା ପରେ ମୃତ୍ୟୁ ବରଣ କରିଛନ୍ତି। ଆଲଫାବେଟ ଏବଂ ଗୁଗୁଲର ସିଇଓ ସୁନ୍ଦର ପିଚାଇ ଶନିବାର…

ବ୍ରେଥ୍‌ ଫ୍ରି ମନ୍‌ସୁନ୍‌ ଯାତ୍ରା

ନୂଆଦିଲ୍ଲୀ,୧୦।୮: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ହେଲ୍‌ଥ ବ୍ରାଣ୍ଡ୍‌ ସିପ୍‌ଲାର ନୂତନ ଅଭିଯାନ ‘ବ୍ରେଥ୍‌ ଫ୍ରି ମନ୍‌ସୁନ୍‌ ଯାତ୍ରା’ର ଶୁଭାରମ୍ଭ କରାଯାଇଛି। ବିଶେଷକରି ବର୍ଷାଋତୁ ଆସିବା ସହ ଏହା ଆମର ଶ୍ୱାସକ୍ରିୟା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ଆହ୍ବାନ ସୃଷ୍ଟି କରିଥାଏ।…

ଏପିବିର ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୧୦।୮: ଦେଶର ପ୍ରମୁଖ ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ପ୍ଲାଟ୍‌ଫର୍ମ ଏୟାରଟେଲ ପେମେଣ୍ଟସ ବ୍ୟାଙ୍କ (ଏପିବି)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ୟାଙ୍କର ଆଗାମୀ କାର୍ଯ୍ୟକଳାପ ସହ ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି।…

ଫୋନ୍‌ପେର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୦।୮: ଦେଶର ପ୍ରମୁଖ ଡିଜିଟାଲ ଫାଇନାନ୍ସ ପ୍ଲାଟ୍‌ଫର୍ମ ‘ଫୋନ୍‌ପେ’ର ନୂତନ ଉତ୍ପାଦ ‘ଜୀବନ ବୀମା’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ପ୍ଲାଟ୍‌ଫର୍ମରେ ପୂର୍ବ-ଅନୁମୋଦିତ ଟର୍ମ ଲାଇଫ୍‌ ଇନ୍‌ସ୍ୟୁରାନ୍ସ ଫିଚରକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ (ଅନାବରଣ) କରାଯାଇଛି। ସେହିଭଳି ପଲିସି କ୍ରୟ…

ତନିସ୍କର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

କେନ୍ଦୁଝର,୧୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଟା ଗ୍ରୁପର ଅଂଶ ତଥା ତନିସ୍କ ପକ୍ଷରୁ କେନ୍ଦୁଝରରେ ଏକ ନୂଆ ଷ୍ଟୋର ଶୁକ୍ରବାର ଶୁଭାରମ୍ଭ କରାଯାଇଛି। ନୂଆ ଷ୍ଟୋରକୁ ତନିସ୍କର ରିଟେଲ ଅପରେଶନ ମୁଖ୍ୟ ଅନୁପମ ଶାହ, କ୍ଲଷ୍ଟ୍‌ର ବିଜନେସ ମ୍ୟାନେଜର ଅରିନ୍ଦମ ପ୍ରମାଣିକ ଓ…

ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୧୦।୮: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ହୋଇଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍‌…

ପ୍ରଥମ ତ୍ରୈମାସିକରେ ୧୦,୪୬୧କୋଟି ଲାଭ

ମୁମ୍ବାଇ,୧୦।୮: ଭାରତୀୟ ଜୀବନ ବୀମା ନିଗମ(ଲାଇଫ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ବା ଏଲ୍‌ଆଇସି)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ନିଗମର କାରବାର ଓ ଆଗାମୀ କାର୍ଯ୍ୟକଳାପ ସାଙ୍ଗକୁ ୨୦୨୪-୨୫ ଆର୍ଥକ ବର୍ଷର ପ୍ରଥମ ତ୍ରୈମାସିକ…

ଆଜି ସରିବ ‘ହାଟ୍‌’ ଫ୍ୟାଶନ ଆଣ୍ଡ ଲାଇଫ୍‌ ଷ୍ଟାଇଲ ପ୍ରଦର୍ଶନୀ

ଭୁବନେଶ୍ୱର,୧୦।୮ (ଅନୁରାଧା ମହାରଣା): ପ୍ରତିବର୍ଷ ଭଳି ବର୍ଷ ଚଳିତ ବର୍ଷ ମଧ୍ୟ ଫ୍ୟାଶନ ଆଣ୍ଡ ଲାଇଫ୍‌ ଷ୍ଟାଇଲ ଏକ୍‌ଜିବିଶନ(ପ୍ରଦର୍ଶନୀ) ‘ହାଟ୍‌’ ଶୁକ୍ରବାର ଭୁବନେଶ୍ୱରର ଜୟଦେବବିହାର ନିକଟସ୍ଥ ହୋଟେଲ ପାଲ ହାଇଟ୍ସଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ୨ଦିନିଆ ପ୍ରଦର୍ଶନୀ ୨୦୨୪ ଅଗଷ୍ଟ ୯…

ମିଲ୍କ ମନ୍ତ୍ରା ପରିଦର୍ଶନ କଲେ ଆମେରିକା କନ୍‌ସଲ୍‌ ଜେନେରାଲ

ଭୁବନେଶ୍ୱର, ୯।୮: ରାଜ୍ୟର ପ୍ରମୁଖ ଘରୋଇ କମ୍ପାନୀ ତଥା ମିଲ୍କ ବ୍ରାଣ୍ଡ୍‌ ‘ମିଲ୍କ ମନ୍ତ୍ରା’ର ମୁଖ୍ୟାଳୟକୁ ଆମେରିକା କନ୍‌ସଲ୍‌ ଜେନେରାଲ ଜେନିଫର୍‌ ଲାର୍ସନ ତାଙ୍କ ଟିମ୍‌ ଗୁରୁବାର ପରିଦର୍ଶନ କରିଛନ୍ତି। ଏପରିକି ସେ ଏହାର ପ୍ରତିଷ୍ଠାତା ଶ୍ରୀକୁମାର ମିଶ୍ର ଏବଂ ସହପ୍ରତିଷ୍ଠାତା…

‘ଏକ ଷ୍ଟେଶନ ଏକ ଉପତ୍ାଦ’ ଜରିଆରେ ଆର୍ଥିକ ଅଭିବୃଦ୍ଧି

ଭୁବନେଶ୍ୱର, ୯।୮: ଭାରତୀୟ ରେଳପଥର ବହୁ ପ୍ରତୀକ୍ଷିତ ‘ଏକ ଷ୍ଟେଶନ ଏକ ଉପତ୍ାଦ’ କାର୍ଯ୍ୟକ୍ରମ ଅଧୀନରେ ଆରମ୍ଭ କରାଯାଇଥିବା ଆକର୍ଷଣୀୟ ଷ୍ଟଲ୍‌ଗୁଡିକ ପ୍ରତିଦିନ ଭଲ ରୋଜାଗାର କରୁଛନ୍ତି। ଏପରିକି ଉଭୟ ଖୋର୍ଦ୍ଧା ରୋଡ୍‌ ଓ ଭୁବନେଶ୍ୱର ରେଳ ଷ୍ଟେଶନଠାରେ ପ୍ରତିଦିନ ୪୦୦୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?