ବାଣିଜ୍ୟ

ଡ୍ରାଇଭିଂ ଲାଇସେନ୍ସ ନିୟମରେ ବଡ଼ ପରିବର୍ତ୍ତନ କଲେ ସରକାର, ଜୁନ୍‌ ପହିଲାରୁ ହେବ ଲାଗୁ; ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୯।୫: ସରକାରଙ୍କ ପକ୍ଷରୁ ଡ୍ରାଇଭିଂ ଲାଇସେନ୍ସ ପାଇବା ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏବେ ଆବେଦନକାରୀଙ୍କୁ ଆର୍‌ଟିଓ ଯାଇ ଡ୍ରାଇଭିଂ ଟେଷ୍ଟ ଦେବାର ଆବଶ୍ୟକତା ପଡ଼ିବ ନାହିଁ। ଏଣିକି ବେସରକାରୀ ସଂସ୍ଥା ଡ୍ରାଇଭିଂ ଟେଷ୍ଟ କରୀବା ଏବଂ ସାର୍ଟିଫିକେଟ୍‌ ଜାରି କରିବା…

ଆଇସକ୍ରିମ ମ୍ୟାନ ରଘୁନନ୍ଦନ କମାଥଙ୍କ ପରଲୋକ

ନୂଆଦିଲ୍ଲୀ,୧୯।୫: ଦେଶକୁ ଆଇସକ୍ରିମ ଖୁଆଉଥିବା ରଘୁନନ୍ଦନ କମାଥ ଆଉ ଆମ ମଧ୍ୟରେ ନାହାଁନ୍ତି। ପ୍ରାକୃତିକ ଆଇସକ୍ରିମର ପ୍ରତିଷ୍ଠାତା ରଘୁନନ୍ଦନ କମାଥ ଶନିବାର ୭୫ ବର୍ଷ ବୟସରେ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ସେ ଅସୁସ୍ଥତା ସହ ସଂଘର୍ଷ କରୁଥିଲେ। ସୋସିଆଲ…

ଓଡିଏମ୍‌ର ସ୍ବତନ୍ତ୍ର ସମ୍ବର୍ଦ୍ଧନା ସମାରୋହ

ଭୁବନେଶ୍ୱର,୧୯।୫ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ୍‌ର ଛାତ୍ରୀଛାତ୍ରମାନେ ନିକଟରେ ପ୍ରକାଶିତ ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ଶ୍ରେଣୀର ବିଜ୍ଞାନ ଓ ବାଣିଜ୍ୟ ଫଳାଫଳରେ…

ନକଲି କଲ୍‌ ଉପରେ ରୋକ ଲଗାଇବ ଟ୍ରାଇ

ଭୁବନେଶ୍ୱର,୧୯।୫ (ଅନୁରାଧା ମହାରଣା): ନକଲି ତଥା ବାରମ୍ବାର କଲ୍‌ କରି ହଇରାଣ କରୁଥିବା ମାର୍କେଟିଂ କଲ୍‌କୁ ରୋକିବା ପାଇଁ ଦେଶରେ ବହୁ ବର୍ଷ ଧରି ନିୟମ ରହିଆସିଛି। ଟେଲିକମ ରେଗୁଲେଟୋରୀ ଅଥରିଟି ଅଫ ଇଣ୍ଡିଆ (ଟ୍ରାଇ) କ୍ରମାଗତ ଭାବରେ ଏହିପରି କଲ୍‌…

ଲଗାତାର ୬ ମାସ ପାଇଁ ଓଡ଼ିଶାରେ ଦରଦାମ୍ ସବୁଠୁ ଅଧିକ

ଭୁବନେଶ୍ୱର,୧୮।୫: ବିଭିନ୍ନ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ଦୃଷ୍ଟିରୁ ଓଡ଼ିଶା ଲଗାତାର ୬ ମାସ ହେଲା ଦେଶର ସବୁଠାରୁ ମହଙ୍ଗା ପାଲଟିଛି। ଓଡ଼ିଶାରେ ଗତ ୬ ମାସ ମଧ୍ୟରେ କ୍ରମାଗତ ଭାବରେ ଖୁଚୁରା ମୁଦ୍ରାସ୍ଫୀତି ହାର ସାତ ପ୍ରତିଶତରୁ ଅଧିକ ରେକର୍ଡ ହୋଇଛି।…

ଆମେରିକାରେ ଜୟଆଲୁକ୍କାସ୍‌ର ମେଗା ବିସ୍ତାର ଯୋଜନା

ଭୁବନେଶ୍ୱର, ୧୮।୫: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଜୁଏଲେରି ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ନୂତନ ଆଉଟ୍‌ଲେଟ୍‌ ଏବଂ ବିସ୍ତାର ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଆଗାମୀ ଦିନରେ ବ୍ରାଣ୍ଡ୍‌ର ୫ଟି ଆଉଟ୍‌ଲେଟ ଆମେରିକା ବଜାରରେ ଉଦ୍‌ଘାଟନ ଏବଂ ପୁନଃ ଉନ୍ମୋଚନ…

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୧୮।୫: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଦରବୃଦ୍ଧି କାରଣରୁ (କ୍ରମାଗତ ଭାବେ) ଘରୋଇ ବଜାରରେ (କ୍ରମାଗତ ଭାବେ) ଉଭୟ ସୁନା ଓ ରୁପା ଦର ବୃଦ୍ଧି ପାଉଛି। ଏପରିକି ଶୁକ୍ରବାର ନୂଆଦିଲ୍ଲୀରେ ୨୨କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୮୦୫ ଟଙ୍କା ଏବଂ…

ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ

ଭୁବନେଶ୍ୱର,୧୮।୫ (ଅନୁରାଧା ମହାରଣା): ଭାରତର ସର୍ବବୃହତ୍‌ ପାର୍କ ଚେନ୍‌ କୁହାଯାଉଥିବା ୱଣ୍ଡେର୍ଲା ହଲିଡେଜ୍‌ ପକ୍ଷରୁ ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ ନିର୍ମାଣ ହୋଇଛି। ଭୁବନେଶ୍ୱରଠାରୁ ୨୨.୫ କି.ମି. ଦୂର କୁମ୍ଭାରବସ୍ତରେ ଏହି ପାର୍କ ଆସନ୍ତା ୨୪ରେ ଖୋଲାଯିବ। କୋଚି, ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ…

ଓସ୍‌ମେ ମହିଳା ଶିଳ୍ପୋଦ୍ୟୋଗୀ ସଂଘର ନୂତନ କର୍ମକର୍ତ୍ତା

ଭୁବନେଶ୍ୱର,୧୮।୫: ରାଜ୍ୟର ପ୍ରମୁଖ ଶିଳ୍ପ ସଂଘ ତଥା କଟକ ଖପୁରିଆ ଶିଳ୍ପାଞ୍ଚଳଠାରେ ଥିବା ଓଡ଼ିଶା ଆସମ୍ବଲି ଅଫ୍‌ ସ୍ମଲ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ୍‌ (ଓଏଏସ୍‌ଏମ୍‌ଇ ବା ଓସ୍‌ମେ)ର ଓଡ଼ିଶା ମହିଳା ଶିଳ୍ପୋଦ୍ୟୋଗୀ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ନିକଟରେ ସଂଘର ସମ୍ମିଳନୀ…

ଓସିପିଏଲ୍‌ ପକ୍ଷରୁ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୮।୫: ଓଡ଼ିଶା କୋଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଓସିପିଏଲ୍‌)ର ମନୋହରପୁର ୟୁନିଟ୍‌ ପକ୍ଷରୁ ଆୟୋଜିତ ଏକ ଦିନିକିଆ କର୍ମଶାଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ନିମୋନୋକୋନିଓସିସ୍‌ ଉପରେ ଏକ ବୃତ୍ତିଗତ ସ୍ବାସ୍ଥ୍ୟ ଏବଂ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ପ୍ଲାଣ୍ଟ ପରିସରରେ…

ଭି-ମାର୍ଟର ନୂତନ ଟି-ଶାର୍ଟ ରେଞ୍ଜ

ନୂଆଦିଲ୍ଲୀ,୧୮।୫: ଦେଶର ପ୍ରମୁଖ ଫ୍ୟାଶନ ରିଟେଲର ଭି-ମାର୍ଟ (ଭି-ମାର୍ଟ ରିଟେଲ ଲିମିଟେଡ୍‌)ର ନୂତନ ଟି-ଶାର୍ଟ ରେଞ୍ଜ ନିକଟରେ ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୧୦୦୦ରୁ ଅଧିକ ପ୍ରକାର ନୂତନ ଟି-ଶାର୍ଟ ବର୍ଗମାଳା ପୁରୁଷ, ମହିଳା ଓ ଶିଶୁମାନଙ୍କ…

୨୦୨୪ରେ ଭାରତର ଜିଡିପି ଅଭିବୃଦ୍ଧି ଆକଳନ ୬.୯% ପର୍ଯ୍ୟନ୍ତ ବୃଦ୍ଧି କଲା ଜାତିସଂଘ

ନୂଆଦିଲ୍ଲୀ,୧୭।୫: ମିଳିତ ଜାତିସଂଘ ୨୦୨୪ ପାଇଁ ଭାରତର ଅଭିବୃଦ୍ଧି ଆକଳନକୁ ସଂଶୋଧନ କରିଛି ଏବଂ ଚଳିତ ବର୍ଷ ଅର୍ଥନୀତି ପ୍ରାୟ ୭% ବୃଦ୍ଧି ପାଇବ ବୋଲି ଆକଳନ କରିଛି। ଗୁରୁବାର ପ୍ରକାଶିତ ୨୦୨୪ ମଧ୍ୟଭାଗ ସୁଦ୍ଧା ଏଜେନ୍ସିର ବିଶ୍ୱ ଅର୍ଥନୀତି ସ୍ଥିତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri