ଏପ୍ରିଲରେ ୧୧,୬୫୬ ୟୁନିଟ୍ ଟ୍ରାକ୍ଟର ବିକ୍ରି
ଭୁବନେଶ୍ୱର,୧୭ା୫: ଭାରତର ୧ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍ ‘ସୋନାଲିକା’ର ମାସିକ ବିକ୍ରି ଫଳାଫଳ ନିକଟରେ ଘୋଷଣା କରାଯାଇଛି। କମ୍ପାନୀର ଘୋଷଣା ଅନୁଯାୟୀ ୨୦୨୪ ଏପ୍ରିଲରେ ବ୍ରାଣ୍ଡ୍ ମୋଟ ୧୧,୬୫୬ ୟୁନିଟ୍ ବିକ୍ରି କରିଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ଅପ୍ରତ୍ୟାଶିତ…
ଟିପିସିଓଡିଏଲ୍ର ନୂତନ ଅଭିଯାନ
ଭୁବନେଶ୍ୱର,୧୭ା୫: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ଟିପିସିଓଡିଏଲ୍)ର ନୂତନ ଅଭିଯାନ ‘ସମୃଦ୍ଧି’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର କର୍ପୋରେଟ୍ ସୋସିଆଲ ରେସ୍ପନ୍ସବିଲିଟି (ସିଏସ୍ଆର୍) କାର୍ଯ୍ୟକ୍ରମ ଜରିଆରେ…
ଜେଏସ୍ଏଲ୍ର ଆର୍ଥିକ ଫଳାଫଳ
ଭୁବନେଶ୍ୱର,୧୬।୫ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ (ଜେଏସ୍ଏଲ୍)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ ଆଗାମୀ କାର୍ଯ୍ୟକଳାପ ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲାବେଳେ ୨୦୨୪ ମାର୍ଚ୍ଚ ୩୧ରେ ଶେଷ ହୋଇଥିବା…
୨୦୨୬ ସୁଦ୍ଧା ଜାପାନକୁ ପଛରେ ପକାଇ ଭାରତ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୀତି ପାଲଟିବ
ଭୁବନେଶ୍ୱର,୧୭ା୫ (ଅନୁରାଧା ମହାରଣା): ଚଳିତ ଆର୍ଥିକ ବର୍ଷ ମଧ୍ୟରେ ଭାରତ ୪ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ। ଏପରିକି ୨୦୨୫-୨୬ ଆର୍ଥିକ ବର୍ଷ ସୁଦ୍ଧା ଜାପାନକୁ ପଛରେ ପକାଇ ଭାରତ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୀତି ଭାବେ ଅତିକ୍ରମ କରିବ…
୪,୦୦୦ କର୍ମଚାରୀଙ୍କୁ ଛଟେଇ କଲା ତୋଷିବା: ରିପୋର୍ଟ
ନୂଆଦିଲ୍ଲୀ,୧୬।୫: ନୂତନ ମାଲିକାନା ଅଧୀନରେ ପୁନଃର୍ଗଠନର କାର୍ଯ୍ୟର ଏକ ଅଂଶ ଭାବରେ ତୋଷିବା ଏହାର ୪,୦୦୦ ଛଟେଇ କରିଥିବା ନ୍ୟୁଜ୍ ଏଜେନ୍ସି ରଏଟର୍ସ ରିପୋର୍ଟ କରିଛି। ଡିସେମ୍ବରରେ ବେସରକାରୀ ଇକ୍ୱିଟି ଫାର୍ମ ଜାପାନ ଇଣ୍ଡଷ୍ଟ୍ରିଆଲ୍ ପାର୍ଟନର୍ସ ନେତୃତ୍ୱରେ ଏକ କନ୍ସୋର୍ଟିୟମ୍ ଦ୍ୱାରା…
ଆଲଗୋରିଦମ ଆଧାରିତ କ୍ରେଡିଟ ମଡେଲ ଉପରେ ଅତ୍ୟଧିକ ର୍ନିଭରଶୀଳ ପାଇଁ NBFC କୁ ଚେତାବନୀ ଦେଲା RBI
ମୁମ୍ବାଇ,୧୬।୫: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଅଣ ବ୍ୟାଙ୍କ ଫାଇନାନ୍ସ କମ୍ପାନୀଗୁଡିକ (ଏନବିଏଫସି) କୁ ଆଲଗୋରିଦମ ଆଧାରିତ କ୍ରେଡିଟ ମଡେଲ ଉପରେ ଅଧିକ ର୍ନିଭରଶୀଳତା ଏବଂ ର୍ନିଦ୍ଦିଷ୍ଟ ବିଭାଗରେ ଅଧିକ ଋଣରୁ ଦୂରେଇ ରହିବା ପାଇଁ ସତର୍କତା ଅବଲମ୍ବନ କରିବାକୁ…
ରେକର୍ଡ ପ୍ରଫିଟ୍ ପରେ କର୍ମଚାରୀଙ୍କୁ ମାଲାମାଲ କଲା କମ୍ପାନୀ
ନୁଆଦିଲ୍ଲୀ, ୧୬।୫: ରେକର୍ଡ ପ୍ରଫିଟ ହାସଲ କରିବା ପରେ ସିଙ୍ଗାପୁର ଏୟାରଲାଇନ୍ ଏହାର କର୍ମଚାରୀଙ୍କୁ ୮ ମାସର ଦରମା ବୋନସ୍ ଆକାରରେ ଦେବାକୁ ଘୋଷଣା କରିଛି। କରୋନା ସମୟରେ କରିଥିବା ପରିଶ୍ରମ ପାଇଁ ୨୦୨୩ ରେ କମ୍ପାନୀ ୬.୬୫ ମାସର ବୋନସ୍…
ଏବେ ଶ୍ରୀଲଙ୍କାରେ ବି ଚାଲିବ UPI
ନୂଆଦିଲ୍ଲୀ,୧୬।୫: ଏଣିକି ଶ୍ରୀଲଙ୍କାରେ ମଧ୍ୟ ଚାଲିବ ଫୋନ୍ ପେ’। କମ୍ପାନୀ ଲଙ୍କା ପେ’ ସହ ସହଭାଗିତା ଘୋଷଣା କରିଛି। ଏହାଦ୍ୱାରା ବ୍ୟବହାରକାରୀ ଶ୍ରୀଲଙ୍କାରେ ୟୁପିଆଇ ଯେଗେ ଟଙ୍କା ନେଣଦେଣ କରିପାରିବେ। ଫୋନ୍ ପେ’ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରିତେଶ କହିଛନ୍ତି, ଲଙ୍କା…
ଟାଟା ଷ୍ଟିଲ୍କୁ ଉତ୍ପାଦକତା ଉତ୍କର୍ଷ ପୁରସ୍କାର
ଭୁବନେଶ୍ୱର,୧୬।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍ର ଅଗ୍ରଣୀ କମ୍ପାନୀ ଟାଟା ଷ୍ଟିଲ୍କୁ ନିକଟରେ ଆଉ ଏକ ସମ୍ମାନଜନକ ପୁରସ୍କାର ‘ଉତ୍ପାଦକତା ଉତ୍କର୍ଷ ପୁରସ୍କାର’ ଦିଆଯାଇଛି। ଏପରିକି କମ୍ପାନୀର ଫେରୋ ଆଲଏଜ୍ ଆଣ୍ଡ ମିନେରାଲ୍ସ ଡିଭିଜନ(ଏଫ୍ଏଏମ୍ଡି)କୁ ଏହି ପୁରସ୍କାର…
ଟେକ୍ନୋଲୋଜି କ୍ଷେତ୍ରରେ ଝିଅମାନଙ୍କ ସମାନ ଭାଗୀଦାରି ରହୁ: ଈଶା
ଭୁବନେଶ୍ୱର,୧୬।୫ (ଅଭୟ ଦାଶ): ଚତୁର୍ଥ ଶିଳ୍ପ ବିପ୍ଳବର ଏହି ଡିଜିଟାଲ ଯୁଗରେ ଯଦି ଭାରତକୁ ବିଶ୍ୱର ଅଗ୍ରଣୀ ଭାବେ ଉଭା ହେବାର ଅଛି,ତେବେ ଝିଅମାନଙ୍କୁ ଆଗକୁ ଆଣିବାକୁ ପଡ଼ିବ। ଏପରିକି ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ଇଞ୍ଜିନିୟରିଂ ସହ ସୂଚନା ଏବଂ ସଞ୍ଚାର ପ୍ରଯୁକ୍ତିବିଦ୍ୟା…
୨୦୪୭ ସୁଦ୍ଧା ଜିଡିପିର ୬% ଖର୍ଚ୍ଚକରି ଭାରତକୁ ବିକଶିତ କରିବାକୁ ପଡ଼ିବ
ଭୁବନେଶ୍ୱର,୧୬।୫ (ଅନୁରାଧା ମହାରଣା): ଦେଶର ଅର୍ଥନୀତି ଏହାର ଶିକ୍ଷା ସହ ସିଧାସଳଖ ଜଡ଼ିତ। ଭାରତର ରାଜନୈତିକ ଦଳଗୁଡ଼ିକ ଶିକ୍ଷା କ୍ଷେତ୍ରକୁ ଗମ୍ଭୀରତାର ସହ ନେବା ଉଚିତ । ଭେଲୋର ଇନ୍ଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲୋଜି(ଭିଆଇଟି)ର କୁଳାଧିପତି ଜି. ବିଶ୍ୱନାଥନ ଏପରି କହିଛନ୍ତି। ସେ…
ସୁନା ଋଣ ପ୍ରଦାନରେ ନିୟମ କଡ଼ାକଡ଼ି
ଭୁବନେଶ୍ୱର,୧୬।୫ (ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ପକ୍ଷରୁ ଅଣ ବ୍ୟାଙ୍କିଙ୍ଗ୍ ଆର୍ଥିକ କମ୍ପାନୀଗୁଡ଼ିକୁ ସୁନା ଋଣ ପରିମାଣ, ନିଲାମ ପ୍ରକ୍ରିୟା ଏବଂ ନଗଦ ବିତରଣ ସମ୍ପର୍କିତ ନିୟମ ଅନୁପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆର୍ବିଆଇ ତଥ୍ୟ ଅନୁଯାୟୀ, କୋଭିଡ୍ -୧୯…
Archives


