ବାଣିଜ୍ୟ

ବଢ଼ିଲା କୋଇଲା ଆମଦାନୀ

ଭୁବନେଶ୍ୱର,୧3।୫ (ଅନୁରାଧା ମହାରଣା): ୨୦୨୩-୨୪ ଆର୍ଥିକ ବର୍ଷରେ ଭାରତର କୋଇଲା ଆମଦାନୀ ୭.୭% ବୃଦ୍ଧି ହୋଇ ୨୬୮.୨୪ ମେଟ୍ରେିକ୍‌ ଟନ୍‌ (ଏମଟି)ରେ ପହଞ୍ଚିଛି। ବିଟୁବି ଇ-କମର୍ସ କମ୍ପାନୀ ଏମଜଙ୍କଶନ୍‌ ସର୍ଭିସେସ୍‌ ରିପୋର୍ଟ ଅନୁଯାୟୀ, ୨୦୨୨-୨୩ ଆର୍ଥିକ ବର୍ଷରେ ଭାରତର କୋଇଲା ଆମଦାନୀ…

ହସ୍ତଶିଳ୍ପ ଷ୍ଟଲ୍‌ରେ ପ୍ରବଳ ଭିଡ଼

ଭୁବନେଶ୍ୱର,୧୩।୫: ସନ୍ଧ୍ୟା ହେଲେ ସହରବାସୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ ‘ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ’ରେ ଭିଡ଼ ଜମାଉଛନ୍ତି। ଏପରିକି ଘର ସାଜସଜ୍ଜା ପାଇଁ ସୂକ୍ଷ୍ମ କାରୁକାର୍ଯ୍ୟରେ ନିର୍ମିତ ହସ୍ତଶିଳ୍ପ ସାମଗ୍ରୀ ଷ୍ଟଲରେ ପ୍ରବଳ ଭିଡ ଜମାଉଛନ୍ତି। ସେହିଭଳି ସୁଲଭ ମୂଲ୍ୟରେ…

ଏକ ଲକ୍ଷ ନୂଆ ନିଯୁକ୍ତି ସୃଷ୍ଟି କରିବ ”ପିଏମ ସୂର୍ଯ୍ୟ ଘର: ମାଗଣା ବିଜୁଳି ଯୋଜନା”

ନୂଆଦିଲ୍ଲୀ,୧୨ା୫: ୧୦ ନିୟୁତ ଘରକୁ ସୌର ପ୍ୟାନେଲ ଯୋଗାଇବାରେ ସାହାଯ୍ୟ କରିବା ପାଇଁ ସରକାର ସୌର ପ୍ୟାନେଲ ସ୍ଥାପନ ଏବଂ ପରିଚାଳନାରେ ପାରଦର୍ଶୀ ଥିବା ୧୦୦,୦୦୦-ଶକ୍ତିଶାଳୀ କର୍ମଜୀବୀ ପ୍ରସ୍ତୁତ କରିବାକୁ ସରକାର କାର୍ଯ୍ୟ କରୁଛନ୍ତି। ଏହି ଯୋଜନାର ଅଗ୍ରଗତି ବିଷୟରେ ଅବଗତ…

ମହିନ୍ଦ୍ରା ଏକ୍ସୟୁଭି ୩ ଏକ୍ସଓର ଅନାବରଣ

ଭୁବନେଶ୍ୱର,୧୨।୫: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ ନ୍ୟୁ ଦି ଏକ୍ସୟୁଭି ୩ଏକ୍ସଓ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ପଏଣ୍ଟ ଆଦିତ୍ୟ ମୋଟର୍ସ ପରିସରରେ ଏକ…

ଆଜି ସରିବ ଲାଲ୍‌ଚାନ୍ଦର ସ୍ବତନ୍ତ୍ର ଅକ୍ଷୟତୃତୀୟା ଅଫର

ଭୁବନେଶ୍ୱର,୧୨।୫ (ଅଭୟ ଦାଶ): ଲାଲ୍‌ଚାନ୍ଦ ଜୁଏଲର୍ସର ସ୍ବତନ୍ତ୍ର ଅକ୍ଷୟ ତୃତୀୟା ଅଫର ରବିବାର ଶେଷ ହେଉଛି। ଏହି ଅଫର ୨୦୨୪ ମେ ୫ରୁ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଥିବାବେଳେ ଚଳିତ ମାସ ୧୨ରେ ବିଧିବଦ୍ଧ ଭାବେ ମଧ୍ୟ ଶେଷ ହେଉଛି। ଉଲ୍ଲେଖଯୋଗ୍ୟ,…

ଅକ୍ଷୟତୃତୀୟା କାରବାର ଉତ୍ସାହଜନକ

ଭୁବନେଶ୍ୱର,୧୧।୫ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷର ଅକ୍ଷୟ ତୃତୀୟା କାରବାର ମଧ୍ୟ ବେଶ୍‌ ଉତ୍ସାହଜନକ ରହିଥିଲାବେଳେ ସର୍ବଭାରତୀୟ ସ୍ତରରେ ସୁନା କାରବାର ୧୫ରୁ ୨୦% ବୃଦ୍ଧି ପାଇଛି ବୋଲି ଇଣ୍ଡିଆନ ବୁଲିଅନ ଆଣ୍ଡ ଜୁଏଲର୍ସ ଆସୋସିଏସନ ପକ୍ଷରୁ ଆକଳନ…

ମାର୍ଚ୍ଚରେ ଖସିଲା ଆଇଆଇପି ଅଭିବୃଦ୍ଧି

ଭୁବନେଶ୍ୱର,୧୧।୫ (ଅନୁରାଧା ମହାରଣା): ଦେଶରେ ଶିଳ୍ପ ଉତ୍ପାଦନର ଗତି ମନ୍ଥର ହୋଇଯାଇଛି। ଇଣ୍ଡେକ୍ସ ଅଫ୍‌ ଇଣ୍ଡଷ୍ଟ୍ରିଆଲ ପ୍ରଡକ୍ସନ (ଆଇଆଇପି)ର ତଥ୍ୟ ଅନୁଯାୟୀ, ୨୦୨୪ ମାର୍ଚ୍ଚରେ ଶିଳ୍ପ ଉତ୍ପାଦନର ଅଭିବୃଦ୍ଧି ହାର ୪.୯ ପ୍ରତିଶତ ହୋଇଛି। ଫେବୃଆରୀରେ ଏହି ଅଭିବୃଦ୍ଧି ହାର ୫.୭ ପ୍ରତିଶତ…

ବେଦାନ୍ତ ଆଲୁମିନିୟମର ନୂତନ ଅଭିଯାନ

ଭୁବନେଶ୍ୱର,୧୧।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ଏକ ନୂତନ ଅଭିଯାନର ଶୁଭାରମ୍ଭ ହୋଇଯାଇଛି। ଏପରିକି ବେଦାନ୍ତ ଆଲୁମିନିୟମ ଓଡ଼ିଶାର ସୁନ୍ଦରଗଡ଼ ଜିଲା ଅଧୀନ ଜାମକାନି, ଗିରିସମା, ମୁଣ୍ଡେରଖେଟ, ଝାରପଲମ ଏବଂ…

ସମନ୍ବୟ-ସହଯୋଗିତାକୁ ଗୁରୁତ୍ୱ

ଭୁବନେଶ୍ୱର,୧୧।୫: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ଆନୁଆଲ ବିଜନେସ୍‌ ଆସୋସିଏଟ୍‌ ମିଟ୍‌ ଭୁବନେଶ୍ୱରର ଏମ୍‌ଡିସି ବରମୁଣ୍ଡା ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ତଥା ଦେଶର ବିଭିନ୍ନ…

ଏପିଏସ୍‌ଇଜେଡ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୧୦ା୫: ଆଦାନୀ ପୋଟର୍ସ ଆଣ୍ଡ ସ୍ପେଶିଆଲ ଇକୋନୋମିକ୍‌ ଜୋନ୍‌ (ଏପିଏସ୍‌ଇଜେଡ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ ଆଗାମୀ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା ସହ ୨୦୨୩-୨୪ ଆର୍ଥିକ ବର୍ଷ (୨୦୨୪ ମାର୍ଚ୍ଚ ୩୧ସୁଦ୍ଧା…

ଟାଟା ଷ୍ଟିଲ୍‌ର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୧୦ା୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଟାଟା ଷ୍ଟିଲ୍‌ ନିକଟରେ ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି। ଉଲ୍ଲେଖଯୋଗ୍ୟ, ପ୍ରଥମ ଭାରତୀୟ ଇସ୍ପାତ କମ୍ପାନୀ ଭାବେ ଟାଟା ଷ୍ଟିଲ୍‌ ବି୨୪ ବାୟୋଫୁଏଲ୍‌ ସହ ଭିଏଲ୍‌ଏସ୍‌ଏଫ୍‌ଓ…

ଡାବର ଇଣ୍ଡିଆର ନୂତନ ଅଭିଯାନ

ଭୁବନେଶ୍ୱର,୧୦ା୫ (ଅଭୟ ଦାଶ): ଡାବର ଇଣ୍ଡିଆ ଲିମିଟେଡ୍‌ର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀର ଅଗ୍ରଣୀ ଇନ୍‌ଷ୍ଟାଣ୍ଟ ଏନର୍ଜି ଡ୍ରିଙ୍କ୍‌ ଡାବର ଗ୍ଲୁକୋଜ ପକ୍ଷରୁ ଦେଶର ଯୁବ କ୍ରୀଡ଼ା ପ୍ରତିଭାମାନଙ୍କୁ ପ୍ରୋତ୍ସାହିତ କରିବା ଏବଂ ଦେଶର ପ୍ରମୁଖ କ୍ରୀଡ଼ା ଅନୁଷ୍ଠାନଗୁଡିକରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri