ଏଏମ୍ଏନ୍ଏସ୍ ଇଣ୍ଡିଆର ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଜରିଆରେ ନିଯୁକ୍ତି
ଭୁବନେଶ୍ୱର,୩୦।୫ (ଅଭୟ ଦାଶ): ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍ ଇଣ୍ଡିଆ ଲିମିଟେଡ୍ ବା ଏଏମ୍ଏନ୍ଏସ୍ ଇଣ୍ଡିଆର ଦକ୍ଷତା ବିକାଶ କାର୍ଯ୍ୟକ୍ରମ ‘ଦକ୍ଷ’ ଜରିଆରେ ନିଯୁକ୍ତି ସୁଯୋଗ ଯୋଗାଇ ଦିଆଯାଉଛି। ଏପରିକି କମ୍ପାନୀର ଦକ୍ଷ କାର୍ଯ୍ୟକ୍ରମ ଅନୁଯାୟୀ ଜାତୀୟ ଦକ୍ଷତା ବିକାଶ ନିଗମ…
ଆଇଆର୍ଡିଏଆଇ ସ୍ବାସ୍ଥ୍ୟବୀମା ସମ୍ପର୍କିତ ମାଷ୍ଟର ସର୍କୁଲାର ଜାରି,ବୀମାଧାରୀଙ୍କ ସ୍ବାର୍ଥ ପ୍ରତି ବିଶେଷ ଧ୍ୟାନ
ଭୁବନେଶ୍ୱର,୩୦।୫(ଅନୁରାଧା ମହାରଣା): ବୀମା ନିୟାମକ ଆଇଆର୍ଡିଏଆଇ ସ୍ବାସ୍ଥ୍ୟବୀମା ସମ୍ବନ୍ଧରେ ଏକ ମାଷ୍ଟର ସର୍କୁଲାର ଜାରି କରିଛି। ଏହି ସର୍କୁଲାରରେ ବୀମାଧାରୀଙ୍କ ସ୍ବାର୍ଥ ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ସର୍କୁଲାର ଅନୁସାରେ ଯଦି ପଲିସି ଧାରକ ବର୍ଷ ସାରା କୌଣସି ଔଷଧ ଗ୍ରହଣ…
ବଜାରରେ ମେଡ୍ ଇନ୍ ଇଣ୍ଡିଆ ରେଞ୍ଜ ରୋଭର ମଡେଲ୍
ଭୁବନେଶ୍ୱର,୩୦।୫: ଅନ୍ତରାଷ୍ଟ୍ରୀୟ ଅଟୋ ବ୍ରାଣ୍ଡ ରେଞ୍ଜ ରୋଭର ନୂତନ ରେଞ୍ଜଗୁଡିକୁ ଘରୋଇ ବଜାରରେ ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ନିକଟରେ ମେଡ ଇନ ଇଣ୍ଡିଆ ରେଞ୍ଜ ରୋଭରର ଆକର୍ଷଣୀୟ ଟିଜର ରିଲିଜ ହୋଇଯାଇଛି। ଅପରପକ୍ଷରେ ରେଞ୍ଜ…
ଏହି ୫୪ଟି ଷ୍ଟକ୍ ତାଲିକା କଲେ ପ୍ରସ୍ତୁତ କଲେ ବ୍ରୋକର, ଭାଜପା ଜିତିଲେ ମିଳିବ ଫାଇଦା
ନୂଆଦିଲ୍ଲୀ,୨୯।୫: କେନ୍ଦ୍ରରେ ମୋଦି ସରକାର ପୁଣିଥରେ କ୍ଷମତାକୁ ଫେରିଲେ କେଉଁ କମ୍ପାନୀ ସବୁ ଲାଭାନ୍ବିତ ହେବେ ଏବଂ ସେମାନଙ୍କର ଷ୍ଟକ ମୂଲ୍ୟ ବୃଦ୍ଧି ପାଇବ ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହାରି ମଧ୍ୟରେ ବ୍ରୋକରମାନେ ୫୪ ଟି କମ୍ପାନୀର ଷ୍ଟକ୍…
ସାରା ଓଡ଼ିଶାରେ ବିଏର ୫ଜି ନେଟ୍ଓ୍ବର୍କ
ଭୁବନେଶ୍ୱର,୨୯।୫: ଦେଶର ପ୍ରମୁଖ ଘରୋଇ ଟେଲିକମ୍ ସେବା ପ୍ରଦାନକାରୀ କମ୍ପାନୀ ଭାରତୀ ଏୟାରଟେଲ(ବିଏ)ର ଓଡ଼ିଶା ୟୁନିଟ ନିକଟରେ ଏକ ନୂଆ ମାଇଲଖୁଣ୍ଟ ହାସଲ କରିଛି। ଏପରିକି କମ୍ପାନୀ ସାରା ଓଡ଼ିଶାରେ ୫ଜି ନେଟଓ୍ବର୍କ ଉପଲବ୍ଧ କରାଇବା ସହ ରାଜ୍ୟରେ ମୋଟ ୧୯…
ମେ’୩୧ ସୁଦ୍ଧା ଆଧାର-ପାନ୍ ଲିଙ୍କ୍ କରିବାକୁ ପରାମର୍ଶ
ଭୁବନେଶ୍ୱର,୨୯।୫(ଅନୁରାଧା ମହାରଣା): ମେ’ ୩୧ ତାରିଖ ସୁଦ୍ଧା ଲୋକଙ୍କୁ ସେମାନଙ୍କର ପ୍ୟାନ୍ ଏବଂ ଆଧାରକୁ ଲିଙ୍କ୍ କରିବାକୁ ପଡ଼ିବ। ଏନେଇ ଆୟକର(ଆଇଟି) ବିଭାଗ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ଜାରି କରାଯାଇଛି। ଆଇଟି ବିଭାଗ ସୋସିଆଲ ମିଡିଆ ପ୍ଲାଟ୍ଫର୍ମ ଏକ୍ସ’ ରେ ଲେଖିଛି…
ବେଦାନ୍ତ ମୋବାଇଲ ହେଲ୍ଥ ୟୁନିଟ୍ର ଶୁଭାରମ୍ଭ
ଭୁବନେଶ୍ୱର,୨୯।୫: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ସୁବିଧାଭିତ୍ତିକ ମେଡିକାଲ ସେବା ‘ମୋବାଇଲ ହେଲ୍ଥ ୟୁନିଟ୍ ବା ଏମ୍ଏମ୍ୟୁ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। କମ୍ପାନୀ ଏହି ସେବାକୁ ଓଡ଼ିଶାର ରାୟଗଡ଼ା ଏବଂ କଳାହାଣ୍ଡି ଜିଲାର ସିଜିମାଳି ଖଣି ପରିସର ଅଞ୍ଚଳରେ…
ପରମେଶ୍ୱର ପୂର୍ବତଟ ରେଳପଥର ମହାପ୍ରବନ୍ଧକ
ଭୁବନେଶ୍ୱର,୨୯।୫(ଅନୁରାଧା ମହାରଣା): ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଆଇଆର୍ଏମ୍ଏସ୍ ପରମେଶ୍ୱର ଫୁଙ୍କୱାଲ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଆଇଆଇଟି କାନପୁରର ଛାତ୍ର ଥିଲେ ଏବଂ ଭାରତୀୟ ରେଳବାଇ ଇଞ୍ଜିନିୟର୍ସ ସେବା ୧୯୮୮ ବ୍ୟାଚ୍ ଅଧିକାରୀ । ସେ ଡିଆର୍ଏମ୍ଏସ୍, ଅହମ୍ମଦାବାଦ ଏଡିଆର୍ଏମ୍,…
ଦୈନିକ ୫୧,୦୦୦ ଖାଦ୍ୟ ପ୍ୟାକେଟ ବିତରଣ କରିବ ମାଲାବାର
ଭୁବନେଶ୍ୱର,୨୯।୫ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମାଲାବାର ଗ୍ରୁପ୍ର ଗୋଆସ୍ଥିତ ମାଲାବାର ହେଡ୍କ୍ୱାର୍ଟର୍ସ ପରିସରରେ ବିଶ୍ୱ କ୍ଷୁଧା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମାଲାବାର ଗ୍ରୁପ୍ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ହଙ୍ଗର-ଫ୍ରି ୱାଲର୍ଡ’ ଜରିଆରେ ଦୈନିକ…
ଖୁସି ଖବର: ଇନଫୋସିସରେ ହେବ ନାହିଁ ଛଟେଇ
ନୂଆଦିଲ୍ଲୀ,୨୮।୫: ସମ୍ପ୍ରତି ସମଗ୍ର ବିଶ୍ୱରେ ଛଟେଇ ଚାଲିଛି। ଏହାର ବ୍ୟାପକ ପ୍ରଭାବ ଭାରତରେ ମଧ୍ୟ ଦୃଶ୍ୟମାନ ହୋଇଛି। ଛଟେଇ ଦ୍ୱାରା ଆଇଟି କ୍ଷେତ୍ର ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। କୃତ୍ରିମ ଇଣ୍ଟେଲିଜେନ୍ସ (ଏଆଇ) ଚାକିରି ଉପରେ ନକାରାତ୍ମକ ପ୍ରଭାବ ପକାଉଛି। ସନ୍ଦେହର…
ଶେୟାର ବଜାର କାରବାରରେ ହ୍ରାସ
ଭୁବନେଶ୍ୱର,୨୮।୫: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍…
ଉତ୍ପାଦନ କ୍ଷେତ୍ରରେ ନାଲ୍କୋର ସର୍ବକାଳୀନ ରେକର୍ଡ
ଭୁବନେଶ୍ୱର,୨୮।୫ (ଅଭୟ ଦାଶ): ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ନବରତ୍ନ ଉଦ୍ୟୋଗ/କମ୍ପାନୀ) ତଥା କେନ୍ଦ୍ର ଖଣି ମନ୍ତ୍ରଣାଳୟ ଅଧୀନ ନ୍ୟାଶନାଲ ଆଲୁମିନିୟମ୍ କମ୍ପାନୀ ଲିମିଟେଡ ବା ନାଲ୍କୋର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ ଆଗାମୀ…
Archives


