ବାଣିଜ୍ୟ

ଖାଉଟିଙ୍କୁ ଘାରିଛି ଦରବୃଦ୍ଧି ଚିନ୍ତା

ଭୁବନେଶ୍ୱର,୮।୫(ଅନୁରାଧା ମହାରଣା): ଗତ କିଛି ମାସ ଧରି ଦେଶରେ ମୁଦ୍ରାସ୍ଫୀତିରେ ମନ୍ଥରତା ଦେଖାଦେଇଛି। ମାର୍ଚ୍ଚରେ ଖୁଚୁରା ମୁଦ୍ରାସ୍ଫୀତି ହାର ୯ ମାସ ମଧ୍ୟରେ ସର୍ବନିମ୍ନ ସ୍ତରକୁ ଖସି ଆସିଥିଲା। ତେବେ ଖୁଚୁରା ମୁଦ୍ରାସ୍ଫୀତି ହାର ରିଜର୍ଭ ବ୍ୟାଙ୍କର ଲକ୍ଷ୍ୟଠାରୁ ଅଧିକ ରହିଛି।…

ଟିପିସିଓଡିଏଲ୍‌ ପକ୍ଷରୁ ଟିଏମ୍‌ୟୁର ଶୁଭାରମ୍ଭ

ଭୁବନେଶ୍ୱର,୭।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ନୂତନ ଜ୍ଞାନକୌଶଳରେ ନିର୍ମିତ ଟ୍ରାନ୍ସଫର୍ମର ମନିଟରିଂ ୟୁନିଟ୍‌ ବା ଟିଏମ୍‌ୟୁର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଉନ୍ନତ…

ଅଗଷ୍ଟରେ ୪ଜି ସେବା ଆରମ୍ଭ କରିବ ବିଏସ୍‌ଏନ୍‌ଏଲ୍‌

ନୂଆଦିଲ୍ଲୀ,୭।୫ (ଅଭୟ ଦାଶ): ଚଳିତ ବର୍ଷ ଅଗଷ୍ଟରେ ଭାରତ ସଞ୍ଚାର ନିଗମ ଲିମିଟେଡ ବା ବିଏସ୍‌ଏନ୍‌ଏଲ୍‌ ୪ଜି ସେବା ଆନୁଷ୍ଠାନିକ ଭାବେ ସର୍ବଭାରତୀୟ ସ୍ତରରେ ଆରମ୍ଭ କରିବ ବୋଲି ଜାତୀୟ ଗଣମାଧ୍ୟମରେ ଆଲୋଚନା ଓ ଚର୍ଚ୍ଚା ହେଉଛି। ଏପରିକି ବିଏସ୍‌ଏନ୍‌ଏଲ୍‌ ସାରା ଦେଶରେ…

ଏଇଏଲ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୭।୫: ଆଦାନି ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ଆଦାନି ଏଣ୍ଟରପ୍ରାଇଜେସ୍‌ ଲିମିଟେଡ୍‌ (ଏଇଏଲ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ ଆଗାମୀ କାର୍ଯ୍ୟକଳାପ ବିଷୟର ବିସ୍ତୃତ ଆଲୋଚନା ସହ ୨୦୨୩-୨୪ ଆର୍ଥିକ ବର୍ଷ ଓ ଏହି…

ଏପିକ୍‌ ନ୍ୟୁ ସ୍ବିଫ୍ଟର ପ୍ରି-ବୁକିଂ ଆରମ୍ଭ

ଭୁବନେଶ୍ୱର,୭।୫: ମାରୁତି ସୁଜୁକୀ ଇଣ୍ଡିଆ ଲିମିଟେଡ୍‌ ବା ଏମ୍‌ଏସ୍‌ଆଇଏଲ୍‌ର ବହୁ ପ୍ରତୀକ୍ଷିତ ତଥା ୪ର୍ଥ ପିଢ଼ିର ନୂତନ ମଡେଲ ‘ଏପିକ୍‌ ନ୍ୟୁ ସ୍ବିଫ୍ଟ’ର ଓ୍ବାର୍ଲଡ ପ୍ରିମିୟର (ଟ୍ରିଜର) ରିଲିଜ ନିକଟରେ ହୋଇଯାଇଛି। ଏପରିକି ଏହାର ପ୍ରି-ବୁକିଂ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ,…

ଗୃହଋଣରେ ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୭।୫(ଅନୁରାଧା ମହାରଣା): କ୍ରମାଗତ ଭାବେ ଗୃହଋଣରେ ଉଲ୍ଲେଖନୀୟ ଅଭିବୃଦ୍ଧି ହେଉଛି। ଏପରିକି ଦେଶରେ ଗୃହ ଋଣ ପରିମାଣ ଆଶ୍ଚର୍ଯ୍ୟଜନକ ଭାବେ ବଢ଼ିବାରେ ଲାଗିଛି। ଗତ ୨ ବର୍ଷ ମଧ୍ୟରେ ଗୃହ ଋଣ ପରିମାଣ ପ୍ରାୟ ୧୦ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି…

ଭବିଷ୍ୟତରେ କେଉଁ ସୁନା ଅଧିକ ଟଙ୍କା ଦେବ ୨୨ କ୍ୟାରେଟ୍‌ ନା ୨୪ କ୍ୟାରେଟ୍‌, ଜାଣି ରଖନ୍ତୁ…

ସୁନା କେବଳ ମହିଳାଙ୍କ ପସନ୍ଦ ନୁହେଁ, ଏହା ନିବେଶକଙ୍କ ପସନ୍ଦ ମଧ୍ୟ ଅଟେ। ଏହା କେବଳ ପସନ୍ଦ ବିଷୟ ନୁହେଁ, ସୁନା ଏହାର ଦୀର୍ଘକାଳୀନ ମୂଲ୍ୟରେ ମଧ୍ୟ ଜିତୁଥିବା ପରି ମନେହୁଏ। ବର୍ତ୍ତମାନ ୨୪ କ୍ୟାରେଟ୍‌ ସୁନା ୧୦ ଗ୍ରାମ୍‌ର ମୂଲ୍ୟ…

ଉଚ୍ଚତର ଶିକ୍ଷା,ଗବେଷଣାକୁ ୟୁଜିସିର ପ୍ରାଧାନ୍ୟ

ଭୁବନେଶ୍ୱର,୬।୫: ରାଜ୍ୟରେ ଉଚ୍ଚତର ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଉତ୍କର୍ଷ ହାସଲ ଲାଗି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପ୍ରାଧାନ୍ୟ ଦେଉଛି, ଏଥିପାଇଁ ପର୍ଯ୍ୟାପ୍ତ ଆର୍ଥିକ ଅନୁଦାନ ବ୍ୟବସ୍ଥା ମଧ୍ୟ ରହିଛି। ଶିକ୍ଷାନୁଷ୍ଠାନଗୁଡିକ ଏହି ସୁଯୋଗର ସଦୁପଯୋଗ କରିବାକୁ ୟୁଜିସିର ନବ…

ଆଇଡିବିଆଇର ୪ର୍ଥ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୬।୫: ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ଏପରିକି ବ୍ୟାଙ୍କର ଲାଭ ବାର୍ଷିକ…

କଟକରେ ଅରୁନ୍ଧତୀ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟଲେଟ: ଉଦଘାଟନ କରିବେ ରବିନା ଟଣ୍ଡନ, ଅର୍ଚ୍ଚିତା

ଭୁବନେଶ୍ୱର,୬।୫( (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅରୁନ୍ଧତୀ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟଲେଟ କଟକର କ୍ୟାଣ୍ଟନମେଣ୍ଟ ଛକଠାରେ ଖୋଲିବାକୁ ଯାଉଛି। ଏପରିକି ଆଜି (ସୋମବାର) ଅରୁନ୍ଧତୀ ଜୁଏଲର୍ସର ନୂତନ ଶୋ’ରୁମକୁ ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନ ଏବଂ ଓଲିଉଡ…

ଏପ୍ରିଲ୍‌ରେ ୫,୪୧,୯୪୬ ୟୁନିଟ ଗାଡ଼ି ବିକ୍ରି

ଭୁବନେଶ୍ୱର,୬।୫: ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ର ମାସିକ ଗାଡି ବିକ୍ରି ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ଚଳିତ ଆର୍ଥିକ ବର୍ଷ (୨୦୨୪-୨୫ ) କୁ ଚମତ୍କାର ଢଙ୍ଗରେ ଆରମ୍ଭ କରିଛି। ଏପରିକି ୨୦୨୪ ଏପ୍ରିଲ୍‌ରେ…

ବଜାରରେ ବାଗୀର ନୂତନ ଉତ୍ପାଦ

ଭୁବନେଶ୍ୱର,୬।୫: ବଜାଜ୍‌ ଆଲିଆଞ୍ଜ୍‌ ଜେନେରାଲ ଇନ୍‌ସ୍ୟୁରାନ୍ସ (ବିଏଜିଆଇ ବା ବାଗୀ)ର ନୂତନ ଉତ୍ପାଦ ‘ପ୍ରିଭେ’ର ଅନାବରଣ ନିକଟରେ ହୋଇଯାଇଛି। ଏପରିକି କମ୍ପାନୀ ଏକ ବର୍ଦ୍ଧିତ ଏବଂ ଅତୁଳନୀୟ ଗ୍ରାହକ ସେବାପ୍ରାପ୍ତ କରିବାର ସୁବିଧା ପ୍ରଦାନ କରୁଛି। ପାରମ୍ପରିକ ଭାବେ ଭାରତରେ ବୀମା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri