ଟେକ୍ନୋ ଇଣ୍ଡିଆ ସହ ଗୁଗଲ କ୍ଲାଉଡ୍ର ସହଭାଗିତା
ଭୁବନେଶ୍ୱର,୨୫।୫ (ଅନୁରାଧା ମହାରଣା): ଟେକ୍ନୋ ଇଣ୍ଡିଆ ଗ୍ରୁପ୍ ଏବଂ ଗୁଗଲ କ୍ଲାଉଡ୍ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପିତ ହୋଇଛି। ଟେକ୍ନୋ ଇଣ୍ଡିଆ ଗ୍ରୁପ୍ର ମୁଖ୍ୟ ଇନୋଭେଶନ ଅଫିସର ତଥା କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ମେଘଦୂତ ରାୟଚୌଧୁରୀଙ୍କ ନେତୃତ୍ୱରେ ଏହି ସହଭାଗିତା…
ଫିକି ଫ୍ଲୋ ଭୁବନେଶ୍ବରର ଦିନିକିଆ କର୍ମଶାଳା
ଭୁବନେଶ୍ୱର,୨୫।୫: ଫେଡେରେଶନ ଅଫ୍ ଇଣ୍ଡିଆନ ଚାମ୍ବର୍ସ ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ର ମହିଳା ଶାଖା ସହ ଅନୁବନ୍ଧିତ ପ୍ରତିଷ୍ଠାନ ଫିକି ଫ୍ଲୋ ଭୁବନେଶ୍ୱର ପକ୍ଷରୁ ନିକଟରେ ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ଫିକି ଫ୍ଲୋ ଭୁବନେଶ୍ୱର ଆନୁକୂଲ୍ୟରେ ଆୟୋଜିତ…
ଆପ୍ଲାଏନ୍ସେସ୍ ଶିଳ୍ପ ଅଭିବୃଦ୍ଧି ପଥରେ ଓଡ଼ିଶା ବଜାର
ଭୁବନେଶ୍ୱର,୨୫।୫: କ୍ରମାଗତ ଭାବେ ଘରୋଇ ଆପ୍ଲାଏନ୍ସେସ୍ ଶିଳ୍ପ ଅଭିବୃଦ୍ଧି ପଥରେ ଅଗ୍ରସର ହେଉଥିବା ବେଳେ ଜାତୀୟସ୍ତରରେ ମଧ୍ୟ ଓଡ଼ିଶା ବଜାରର ଅଂଶ ପ୍ରାୟ ୬% ରହିଛି ବୋଲି ଗୋଦ୍ରେଜ ୍ ଆପ୍ଲାଏନ୍ସେସ୍ର କାର୍ଯ୍ୟନିର୍ବାହୀ ଉପାଧ୍ୟକ୍ଷ ତଥା ବିଜ୍ନେସ୍ ହେଡ୍ କମଲ ନନ୍ଦୀ…
ଡିଆଇଏଲ୍ର ନୂତନ ଉତ୍ପାଦ
ଭୁବନେଶ୍ୱର,୨୫।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଡାବର ଇଣ୍ଡିଆ ଲିମିଟେଡ୍ (ଡିଆଇଏଲ୍)ର ନୂତନ ଉତ୍ପାଦ ‘ଡାବର ଗ୍ଲୁକୋପ୍ଲସ୍-ସି ଇନ୍ଷ୍ଟାଣ୍ଟ ଏନର୍ଜି ଡ୍ରିଙ୍କ୍’ର ଶୁଭାରମ୍ଭ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ସବୁ ସମୟରେ ଏନର୍ଜି ସଲ୍ୟୁଶନ ପାଇଁ…
ବାଲୁକାକଳା ମାଧ୍ୟମରେ ଭୋଟର ସଚେତନତା
ଭୁବନେଶ୍ୱର,୨୫।୫: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍ବିଆଇ)ର ନୂତନ ଅଭିଯାନ ‘ବାଲୁକା କଳା ମାଧ୍ୟମରେ ଭୋଟର ସଚେତନତା’ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏସ୍ବିଆଇର ଭୁବନେଶ୍ୱର ପ୍ରଧାନ କାର୍ଯ୍ୟାଳୟ ସମ୍ମୁଖରେ ଏକ ଆକର୍ଷଣୀୟ ବାଲୁକା କଳାକୃତିର ନିର୍ମାଣ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଏସ୍ବିଆଇ…
ଖିମ୍ଜୀ ଜୁଏଲର୍ସର ୧୩ତମ ପୂର୍ତ୍ତି ଉତ୍ସବ
କଟକ,୨୫।୫ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ସର୍ବପୁରାତନ ଗହଣା ବ୍ରାଣ୍ଡ୍ ଖିମ୍ଜୀ ଜୁଏଲର୍ସର ୧୩ତମ ପୂର୍ତ୍ତି ଉତ୍ସବ କଟକ ଶୋ‘ରୁମ୍(ଷ୍ଟୋର) ପରିସରରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ରାଣ୍ଡ୍ର କଟକ ଷ୍ଟୋର ପକ୍ଷରୁ ଆକର୍ଷଣୀୟ ବାର୍ଷିକ ଉତ୍ସବ…
ବୈଦ୍ୟୁତିକ ସାମଗ୍ରୀର ଦର ବୃଦ୍ଧି ଆଶଙ୍କା
ଭୁବନେଶ୍ୱର,୨୫।୫ (ଅନୁରାଧା ମହାରଣା): ଲୋହିତ ସାଗର ସଙ୍କଟ ଯୋଗୁ ବର୍ତ୍ତମାନ ଏହାର ପ୍ରଭାବ ବ୍ୟବସାୟ କ୍ଷେତ୍ରରେ ଦେଖିବାକୁ ମିଳୁଛି। ଶିପିଂ କଣ୍ଟେନରର ଅଭାବ କାରଣରୁ ଚାଇନାରୁ ଆସୁଥିବା ସାମଗ୍ରୀ ଉପରେ ମାଲ ପରିବହନ ଶୁଳ୍କ ବୃଦ୍ଧି ହେତୁ ଆଇଟି ହାର୍ଡୱେର୍, ଟିଭି, ୱାଶିଂ…
ଗୁଗୁଲ ପେ’ ୟୁଜର୍ସଙ୍କ ପାଇଁ ଖୁସି ଖବର, ଆକାଉଣ୍ଟରୁ କଟିବନି ଟଙ୍କା ଆଉ କରିପାରିବେ ପେମେଣ୍ଟ
ନୂଆଦିଲ୍ଲୀ,୨୪।୫: ଆପଣ ‘ଗୁଗୁଲ ପେ’ ବ୍ୟବହାର କରନ୍ତି କି? ଯଦିି ଆପଣ ଗୁଗୁଲ ପେ’ ବ୍ୟବହାରକାରୀ, ତେବେ ଆପଣଙ୍କ ପାଇଁ ଖୁସି ଖବର । ଏଣିକି ଆପଣ ଆକାଉଣ୍ଟରୁ ଟଙ୍କା ନ କଟିବନି ଆଉ ଆପଣ ଗୁଗୁଲ ପେ’ରେ ପେମେଣ୍ଟ କରିପାରିବେ…
ପେଟ୍ରୋଲ-ଡିଜେଲରେ ଲାଗିବ ଜିଏସଟି! ମୋଦି ୩.o ରେ ଏପରି ହେବ ବୋଲି ଦାବି କଲେ ପ୍ରଶାନ୍ତ କିଶୋର
ନୂଆଦିଲ୍ଲୀ,୨୪।୫: ଶେଷ ପର୍ଯ୍ୟାୟରେ ୨୦୨୪ ଲୋକ ସଭା ନିର୍ବାଚନ। ଜନତା ଏବେ ୪ ଜୁନର ଫଳାଫଳକୁ ଅପେକ୍ଷା କରି ରହିଛନ୍ତି। କିନ୍ତୁ ରେଜଲ୍ଟ ଆସିବା ପୂର୍ବରୁ ଦେଶ-ବିଦେଶର ଅନେକ ବିଶେଷଜ୍ଞ ଏନେଇ ଅନେକ ଭବିଷ୍ୟବାଣୀ କରୁଛନ୍ତି । ରାଜନୈତିକ ରଣନୀତିଜ୍ଞ ପ୍ରଶାନ୍ତ…
୫୦୦୦-୬,୩୦୦ କର୍ମଚାରୀ ଛଟେଇ କରିପାରେ ପେଟିଏମ: ରିପୋର୍ଟ
ମୁମ୍ବାଇ,୨୪ା୫: ଫାଇନାନସିଆଲ ଏକ୍ସପ୍ରେସ୍ର ଏକ ରିପୋର୍ଟ ଅନୁଯାୟୀ ପେଟିଏମ ପ୍ୟାରେଣ୍ଟ କମ୍ପାନୀ ଓ୍ବାନ୍ ୯୭ କମ୍ୟୁନିକେସନ ଚଳିତ ଆର୍ଥିକ ବର୍ଷରେ କର୍ମଚାରୀଙ୍କ ଖର୍ଚ୍ଚକୁ ଯଥେଷ୍ଟ ହ୍ରାସ କରିବାକୁ ଚାହୁଁଛି। ରିପୋର୍ଟରେ କୁହାଯାଇଛି ଯେ କମ୍ପାନୀ ହୁଏତ ପ୍ରାୟ ୧୫-୨୦ ପ୍ରତିଶତ କର୍ମଜୀବୀକୁ…
ପ୍ରଥମଥର ୨୩,୦୦୦ ଅତିକ୍ରମ କଲା ନିଫ୍ଟି, ସର୍ବକାଳୀନ ଉଚ୍ଚରେ ସେନସେକ୍ସ
ମୁମ୍ବାଇ, ୨୪ା୫: ଦେଶରେ ନିର୍ବାଚନ ଜାରି ରହିଥିଲା ବେଳେ ସକାରାତ୍ମକ ଫଳାଫଳ ଆଶାରେ ଶେୟାର ବଜାରରେ ଉତ୍ସାହ ଲାଗି ରହିଛି। ଏହି କ୍ରମରେ ଶୁକ୍ରବାର ସେନସେକ୍ସ ଏବଂ ନିଫ୍ଟି ବେଞ୍ଚମାର୍କ ସର୍ବକାଳୀନ ଉଚ୍ଚ ସ୍ତରକୁ ଛୁଇଁଛି। ଗୁରୁବାର ନିଫ୍ଟି ନୂତନ ଉଚ୍ଚତାକୁ…
ବାର୍ଷିକ ଆଧାରରେ ୧.୬ ଗୁଣ ଅଭିବୃଦ୍ଧି
ନୂଆଦିଲ୍ଲୀ,୨୪ା୫: ଦେଶର ପ୍ରମୁଖ ଘରୋଇ ଇ-କମର୍ସ ମାର୍କେଟ ପ୍ଲେସ୍ ଫ୍ଲିପ୍କାର୍ଟ ନିକଟରେ ଏକ ନୂଆ ମାଇଲଖୁଣ୍ଟ ସହ ଗ୍ରୋସରି ବ୍ୟବସାୟରେ ଉଲ୍ଲେଖନୀୟ ସଫଳତା ପାଇଛି। ଏପରିକି ପ୍ଲାଟ୍ଫର୍ମ ବାର୍ଷିକ ଆଧାରରେ ୧.୬ ଗୁଣ ଅଭିବୃଦ୍ଧି ହାସଲ କରିଛି। ଏକ ଗ୍ରାହକ-ପ୍ରଥମ ସଂସ୍ଥା ଭାବେ…
Archives


