ବାଣିଜ୍ୟ

ଭୁବନେଶ୍ୱରରେ ନିଆରା ଫ୍ୟାଶନ୍‌ ଶୋ ଲାବଣ୍ୟବତୀ

ଭୁବନେଶ୍ୱର,୨୯ା୭: ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଓ ଫିକି ଫ୍ଲୋ ଭୁବନେଶ୍ୱର ଚାପ୍ଟରର ମିଳିତ ସହଯୋଗରେ ଏକ ନିଆରା ଫ୍ୟାଶନ୍‌ ଶୋ ଲାବଣ୍ୟବତୀ (ହସ୍ତତନ୍ତର କବିତା) ଭୁବନେଶ୍ୱରର ଏକ ଘରୋଇ ହୋଟେଲଠାରେ ଆୟୋଜିତ ହୋଇଯାଇଛି। ଏପରିକି ଆମ…

ରୟାଲ ସାଇନ୍ସ କଲେଜର ସ୍ବାଗତ ଉତ୍ସବ

ଭୁବନେଶ୍ୱର,୨୮।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ରୟାଲ କଲେଜ୍‌ ଅଫ୍‌ ସାଇନ୍ସ୍‌ ଏଣ୍ଡ୍‌ ଟେକ୍ନୋଲୋଜି ବା ରୟାଲ ସାଇନ୍ସ କଲେଜ ପରିସରରେ ନବାଗତ ଦ୍ୱାବିଂଶତମ ବ୍ୟାଚ୍‌ ଓ ରୟାଲ ପବ୍ଲିକ୍‌ ସ୍କୁଲ୍‌ର ୫ମ ବ୍ୟାଚ୍‌ର ଛାତ୍ରୀଛାତ୍ରମାନଙ୍କୁ…

ଏଞ୍ଜେଲ ଟ୍ୟାକ୍ସ ହଟିବା ନେଇ ପ୍ରତିକ୍ରିୟା ରଖିଲେ ଗୋୟଲ

ଭୁବନେଶ୍ୱର, ୨୯ା୭(ଅନୁରାଧା ମହାରଣା): ସମସ୍ତ ବର୍ଗର ନିବେଶକଙ୍କ ପାଇଁ ୨୦୧୨ରେ ୟୁନାଇଟେଡ ପ୍ରୋଗ୍ରେସିଭ୍‌ ଆଲାଏନ୍ସ (ୟୁପିଏ) ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ଏଞ୍ଜେଲ ଟ୍ୟାକ୍ସ ହଟାଇବା ଷ୍ଟାର୍ଟଅପ କମ୍ପାନୀଗୁଡିକୁ ପୁଞ୍ଜି ବିନିଯୋଗ କରିବାରେ ସହାୟକ ହେବ। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ…

ଭାରତ ଛାଡିବା ପୂର୍ବରୁ ଆୟକର ମଞ୍ଜୁରୀ ବାଧ୍ୟତାମୂଳକ ? ସ୍ପଷ୍ଟୀକରଣ ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୮ା୭: ବିଦେଶରେ ରହି ଚାକିରି ବା ବ୍ୟବସାୟ କରୁଥିବା ବ୍ୟକ୍ତିମାନେ(ଏନଆରଆଇ) ଆୟକର ନ ଦେଲେ ଭାରତ ଛାଡ଼ିପାରିବେ ନାହିଁ ବୋଲି ଖବର ଆଲୋଡ଼ନ ସୃଷ୍ଟି କରିବା ପରେ ଏ ସମ୍ପର୍କରେ ସ୍ପଷ୍ଟୀକରଣ ଦେଇଛନ୍ତି କେନ୍ଦ୍ର ସରକାର। ସେଣ୍ଟ୍ରାଲ ବୋର୍ଡ ଅଫ୍ ଡାଇରେକ୍ଟ…

ବୈଲୋଚନ ଏଆଇବିଓସିର ରାଜ୍ୟ ସଭାପତି

ଭୁବନେଶ୍ୱର,୨୮।୭: ଅଲ୍‌ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନ୍‌ଫେଡେରେଶନ (ଏଆଇବିଓସି) ରାଜ୍ୟ କାର୍ଯ୍ୟକାରୀ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଶନିବାର ଭୁବନେଶ୍ୱରର ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ)ର ପ୍ରଧାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଆଗାମୀ ୩ବର୍ଷ ପାଇଁ ଏଆଇବିଓସିର ରାଜ୍ୟ ସଭାପତି,…

ନାଲ୍‌କୋ ପରିଦର୍ଶନରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ସତୀଶ

ଭୁବନେଶ୍ୱର,୨୮।୭: ପ୍ରଥମଥର ପାଇଁ କେନ୍ଦ୍ର କୋଇଲା ଏବଂ ଖଣି ରାଷ୍ଟ୍ର୍ୟମନ୍ତ୍ରୀ ସତୀଶ ଚନ୍ଦ୍ର ଦୁବେ ଶନିବାର ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌(ନାଲ୍‌କୋ)ର ଭୁବନେଶ୍ୱରସ୍ଥିତ ମୁଖ୍ୟାଳୟ ପରିଦର୍ଶନ କରିଛନ୍ତି। ସେ ଭୁବନେଶ୍ୱରରେ ପହଞ୍ଚିବା ପରେ ସମସ୍ତ ନିର୍ଦ୍ଦେଶକଙ୍କ ଉପସ୍ଥିତିରେ ନାଲ୍‌କୋ ସିଏମ୍‌ଡି ଶ୍ରୀଧର…

ବଢ଼ିପାରେ ଚିନି ଏମ୍‌ଏସ୍‌ପି

ଭୁବନେଶ୍ୱର, ୨୮।୭(ଅନୁରାଧା ମହାରଣା): ଆସନ୍ତା କିଛିଦିନ ମଧ୍ୟରେ ଚିନିର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବୃଦ୍ଧି ଉପରେ ସରକାର ନିଷ୍ପତ୍ତି ନେଇପାରନ୍ତି। କେନ୍ଦ୍ର ଖାଦ୍ୟ ସଚିବ ସଞ୍ଜୀବ ଚୋପ୍ରା ଏନେଇ ସୂଚନା ଦେଇଛନ୍ତି। ଅଲ ଇଣ୍ଡିଆ ସୁଗାର ଟ୍ରେଡ୍‌ ଆସୋସିଏଶନ (ଏଆଇଏସ୍‌ଟିଏ)ର ଏକ…

ବଜାରରେ ଏଲ୍‌ଜିର ନୂତନ ଉତ୍ପାଦ

ଭୁବନେଶ୍ୱର,୨୮।୭: ଏଲ୍‌ଜି ଇଲେକ୍ଟ୍ରୋନିକ୍ସ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ଓଏଲ୍‌ଇଡି ଟିଭି’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଏପରିକି ଏଲ୍‌ଜି ନୂଆ ଏନ୍‌ପିଆଇ ସିରିଜ ଅଧୀନରେ ଏହି ଟିଭି ଅତ୍ୟାଧୁନିକ ଜ୍ଞାନକୌଶଳ ସହ ଆର୍ଟିଫିସିଆଲ ଇଣ୍ଡେଲିଜେନ୍ସି (ଏଆଇ) ଟେକ୍ନୋଲୋଜି…

ସୁପର ବିଳାସପୂର୍ଣ୍ଣ ଘରର ଚାହିଦା ବଢ଼ୁଛି

ନୂଆଦିଲ୍ଲୀ,୨୮।୭: କ୍ରମାଗତ ଭାବେ ଭାରତରେ ବିଳାସପୂର୍ଣ୍ଣ ରିଅଲ ଇଷ୍ଟେଟର ସଂଖ୍ୟା ବଢୁଥିବାବେଳେ ସୁପର ବିଳାସପୂର୍ଣ୍ଣ ଘରଗୁଡ଼ିକର ଚାହିଦା ମଧ୍ୟ ଅସାଧାରଣ ବୃଦ୍ଧି ଘଟିଛି। ଏପରିକି ଧନିକ ଶ୍ରେଣୀର କ୍ରେତାମାନେ ସଫଳତା ଓ ଆକାଂକ୍ଷାକୁ ପ୍ରତିଫଳିତ କରୁଥିବା ସମ୍ପତ୍ତି ପ୍ରତି ଆକର୍ଷିତ ହେଉଛନ୍ତି।…

ଇଲେକ୍ଟ୍ରିକ ଗାଡ଼ି କିଣିଲେ ମିଳିବ ସବସିଡି; ସମୟସୀମା ବୃଦ୍ଧି କଲେ ସରକାର

ନୂଆଦିଲ୍ଲୀ,୨୭।୭: କେନ୍ଦ୍ର ସରକାର ‘ଇଲେକ୍ଟ୍ରିକ୍ ମୋବିଲିଟି ପ୍ରୋମୋସନ୍ ସ୍କିମ୍ ୨୦୨୪’ କୁ ଦୁଇମାସ ଅର୍ଥାତ୍ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏନେଇ ଭାରୀ ଶିଳ୍ପ ମନ୍ତ୍ରଣାଳୟ ସୂଚନା ଦେଇଛି। ଶୁକ୍ରବାର ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତ୍ତିରେ ଏହା ମଧ୍ୟ କୁହାଯାଇଛି…

‘ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା’ କ’ଣ? ଯେଉଁଥିରେ ବିନା ବନ୍ଧକରେ ମିଳିଥାଏ ୨୦ ଲକ୍ଷର ଋଣ, ଜାଣନ୍ତୁ କିଏ ପାଇପାରିବେ ଲାଭ…

ନୂଆଦିଲ୍ଲୀ,୨୭।୭: ଦେଶର ଯୁବବର୍ଗଙ୍କୁ ଆତ୍ମନିର୍ଭର କରିବା ଉଦ୍ଦେଶ୍ୟରେ ମୋଦି ସରକାର ୨୦୧୫ରେ ‘ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା’ ଆରମ୍ଭ କରିଥିଲେ। ଏହି ଯୋଜନା ଅଧିନରେ ନିଜର କାରୋବାର ଆରମ୍ଭ କରିବା ଅଥବା ବ୍ୟବସାୟ ବଢ଼ାଇବାକୁ ଇଚ୍ଛା ରଖିଥିବା ଯୁବକମାନଙ୍କୁ ବନ୍ଧକ ବିନା ୧୦…

ବିଶ୍ୱ ବାଣିଜ୍ୟ ଦିବସ ପାଳିତ

ଭୁବନେଶ୍ୱର, ୨୭।୭: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୱାଲର୍‌ଡ ଟ୍ରେଡ୍‌ ସେଣ୍ଟର(ଡବ୍ଲ୍ୟୁଟିସି) ଭୁବନେଶ୍ୱର ପରିସରରେ ବିଶ୍ୱ ବାଣିଜ୍ୟ ଦିବସ-୨୦୨୪ (ୱାଲର୍‌ଡ ଟ୍ରେଡ୍‌ ଡେ-୨୦୨୪) ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଏକ ସ୍ବତନ୍ତ୍ର ସମାରୋହ ଓ ସମ୍ମାନ ଉତ୍ସବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?