ବାଣିଜ୍ୟ

ରଣଜିତ ମାଝିଙ୍କୁ ୧୧ତମ ଶାମ୍ଭବୀ ପୁରସ୍କାର

ଭୁବନେଶ୍ୱର,୪।୫: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେଶନ (ବିଆଇପିଏଫ୍‌) ପକ୍ଷରୁ ଶୁକ୍ରବାର ଆୟୋଜିତ ୧୧ତମ ଶାମ୍ଭବୀ ପୁରସ୍କାର ବିତରଣ ଉତ୍ସବ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଜଙ୍ଗଲ ଅଧିକାର ଆଇନ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ସାମାଜିକ କର୍ମୀ…

ୟୁକୋ ବ୍ୟାଙ୍କର ବାର୍ଷିକ ଆର୍ଥିକ ଫଳାଫଳ

ଭୁବନେଶ୍ୱର,୪।୫: ୟୁକୋ ବ୍ୟାଙ୍କର ବାର୍ଷିକ ଆର୍ଥିକ ଫଳାଫଳ ନିକଟରେ ପ୍ରକାଶ ପାଇଛି। ବ୍ୟାଙ୍କର ଗ୍ରସ୍‌ ଅଗ୍ରିମ ୧୫.୬୨% ବୃଦ୍ଧି ପାଇ ୧,୮୬,୮୭୭ କୋଟି ଟଙ୍କାରେ ପହଞ୍ଚତ୍ଛି। ବ୍ୟାଙ୍କର ସମୁଦାୟ ଜମା ୫.୫୩% ବୃଦ୍ଧି ପାଇ ୨,୬୩,୧୩୦ କୋଟି ଟଙ୍କା ହୋଇଥିବାବେଳେ ରିଟେଲ୍‌,…

ଏସ୍‌ଆର୍‌ଏମ୍‌-ସିସିଟିଆର୍‌ ସହ ପତଞ୍ଜଳିର ଚୁକ୍ତି

ଭୁବନେଶ୍ୱର,୪।୫(ଅନୁରାଧା ମହାରଣା): ପତଞ୍ଜଳି ରିସର୍ଚ୍ଚ ଫାଉଣ୍ଡେଶନ (ପିଆର୍‌ଏଫ୍‌) ଏବଂ ଚେନ୍ନାଇର ଏସ୍‌ଆର୍‌ଏମ୍‌ ସେଣ୍ଟର ଫର୍‌ କ୍ଲିନିକାଲ ଟ୍ରାଏଲ ଆଣ୍ଡ ରିସର୍ଚ୍ଚ ବା ଏସ୍‌ଆର୍‌ଏମ୍‌-ସିସିଟିଆର୍‌ ମଧ୍ୟରେ ଏକ ଚୁକ୍ତି ନିକଟରେ ସ୍ବାକ୍ଷରିତ ହୋଇଯାଇଛି। ଏହି ଅବସରରେ ପିଆର୍‌ଏଫର ଆଚାର୍ଯ୍ୟ ବାଲକ୍ରିଷ୍ଣାଙ୍କ ସମେତ ପିଆର୍‌ଏଫ୍‌ର…

କମିଲା ଅଶୋଧିତ ତୈଳ ଦର: ରୁଷିଆରୁ ଅଶୋଧିତ ତୈଳ ଆମଦାନୀ

ଭୁବନେଶ୍ୱର,୪।୫ (ଅନୁରାଧା ମହାରଣା): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ ପିଛା ୮୦ ଡଲାରରୁ ତଳକୁ ଖସିଛି। ଡବ୍ଲ୍ୟୁଟିଆଇ ଅଶୋଧିତ ତୈଳ ବ୍ୟାରେଲ ପିଛା ୭୮.୯୯ ଡଲାରରେ କାରବାର କରୁଛି। ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ସତ୍ତ୍ୱେ ଗତ…

ରେକର୍ଡ ପରିମାଣର ବିଦ୍ୟୁତ୍‌ ଚାହିଦା ପୂରଣ

ଭୁବନେଶ୍ୱର,୪।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ‘ଟିପିସିଓଡିଏଲ୍‌’ ଚଳିତ ବର୍ଷ ଏପ୍ରିଲରେ ୨୧୪୦ ମେଗାୱାଟ୍‌ର ରେକର୍ଡ ସର୍ବୋଚ୍ଚ ବିଦ୍ୟୁତ୍‌ ଚାହିଦାକୁ ବିନା ନେଟ୍‌ୱର୍କ ସମସ୍ୟାରେ ସଫଳତାର ସହ ପୂରଣ କରିଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଏପ୍ରିଲ ୩୦ରେ…

ଶେୟାର ବଜାରରେ ହାହାକାର, ନିବେଶକ ହରାଇଲେ ୪ ଲକ୍ଷ କୋଟି

ମୁମ୍ବାଇ,୩।୫: ଷ୍ଟକ୍ ମାର୍କେଟ୍ ଏବଂ ନିବେଶକମାନଙ୍କ ପାଇଁ ଶୁକ୍ରବାର ଏକ ଖରାପ ଦିନ ବୋଲି ପ୍ରମାଣିତ ହୋଇଛି। ଭାରି କ୍ଷତି ସହ ସେନସେକ୍ସ ଏବଂ ନିଫ୍ଟି କାରବାର ବନ୍ଦ ହୋଇଛି। ସେନସେକ୍ସ ୭୩୨.୯୬ ପଏଣ୍ଟ ହ୍ରାସ ପାଇ ୭୩୮୭୮.୧୫ ପଏଣ୍ଟରେ ବନ୍ଦ…

ଅରୁନ୍ଧତୀ ରାଉରକେଲା ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୩।୫:ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅରୁନ୍ଧତୀ ଜୁଏଲର୍ସର ରାଉରକେଲା ଷ୍ଟୋର ପରିସରରେ ‘ଅରୁନ୍ଧତୀ ରାଉରକେଲା ଷ୍ଟୋର’ର ୨ୟ ବାର୍ଷିକ ଉତ୍ସବ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଅରୁନ୍ଧତୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଥିଲେ, ଅରୁନ୍ଧତୀ ରାଉରକେଲା…

ନନ୍ଦଘର ଆନ୍ଦୋଳନରେ ମନୋଜ ବାଜପେୟୀ

ଭୁବନେଶ୍ୱର,୩।୫:ବେଦାନ୍ତ ଗ୍ରୁପ୍‌ର ସ୍ବତନ୍ତ୍ର ପ୍ରକଳ୍ପ ‘ନନ୍ଦଘର’ ଆନ୍ଦୋଳନରେ ବଲିଉଡ୍‌ ଅଭିନେତା ମନୋଜ ବାଜପେୟୀ ସାମିଲ ହୋଇଛନ୍ତି। ଏପରିକି ସମଗ୍ର ଭାରତରେ ପ୍ରାୟ ୧୪ ଲକ୍ଷ ଅଙ୍ଗନୱାଡି କେନ୍ଦ୍ରକୁ ପରିବର୍ତ୍ତନ କରିବାକୁ ନନ୍ଦଘର ଲକ୍ଷ୍ୟ ରଖିଛି। ଏହି ପରିପ୍ରେକ୍ଷୀରେ ବାଜପେୟୀଙ୍କ ସହ ନନ୍ଦଘର…

୫୪୦୦ କୋଟି ନିବେଶ କରିବ ଜେଏସ୍‌ଏଲ୍‌

ଭୁବନେଶ୍ୱର,୩।୫ (ଅଭୟ ଦାଶ):ଦେଶର ପ୍ରମୁଖ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଉତ୍ପାଦନକାରୀ ତଥା ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ମେଲ୍ଟିଂ ଏବଂ ଡାଉନଷ୍ଟ୍ରିମ କ୍ଷମତାକୁ ବୃଦ୍ଧି କରିବା ସହ ବିଶ୍ୱରେ ଏକ ସର୍ବବୃହତ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲ ଉତ୍ପାଦନକାରୀ ଭାବେ ପରିଗଣିତ ହେବାର ଉଦ୍ଦେଶ୍ୟ ନେଇ…

ଲାଲ୍‌ଚାନ୍ଦ୍‌ର ସ୍ବତନ୍ତ୍ର ଅକ୍ଷୟ ତୃତୀୟା ଅଫର

ଭୁବନେଶ୍ୱର,୩।୫:ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଲାଲ୍‌ଚାନ୍ଦ୍‌ ଜୁଏଲର୍ସ ପକ୍ଷରୁ ଅକ୍ଷୟ ତୃତୀୟା ଉପଲକ୍ଷେ ସ୍ବତନ୍ତ୍ର ଅକ୍ଷୟ ତୃତୀୟା ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ସୁନା, ରୁପା ଏବଂ ହୀରାର ସର୍ବୋତ୍କୃଷ୍ଟ ସଂଗ୍ରହ ଉପରେ ଆକର୍ଷଣୀୟ ରିହାତି ଆଣିଛି। ଏହି…

ବିବାଦ ପରେ ପଶିଲା ଚେତା, ମସଲାର ଗୁଣାତ୍ମକ ଯାଞ୍ଚ କରିବାକୁ ସମସ୍ତ ରାଜ୍ୟକୁ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨।୫: ନିକଟରେ ଭାରତରୁ ରପ୍ତାନି ହୋଇଥିବା ମସଲାକୁ ନେଇ ବିବାଦ ପରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ସରକାରଙ୍କୁ ମସଲା ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାପୂର୍ବରୁ ଉଭୟ ମସଲା ବୋର୍ଡ ଏବଂ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ ଅଫ୍…

ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍‌ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା

ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍‌ଟି ସଂଗ୍ରହ ୨.୧୦ ଲକ୍ଷ କୋଟିରେ ପହଞ୍ଚିଛି। ରାଜସ୍ବ ବର୍ଷ ତୁଳନାରେ ଏହା ମୋଟ ୧୨.୪ ପ୍ରତିଶତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri