ବାଣିଜ୍ୟ

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ ଦେଇ ଉତ୍କଳ ହସ୍ପିଟାଲର ଡିନ୍‌ ଡାଇରେକ୍ଟର ପ୍ରଫେସର ଡା. ପିକେ ଦାସ କହିଥିଲେ, ଉତ୍କଳ…

ଜେଇଇ ମେନ୍‌ରେ ବେଦାନ୍ତୁର ବାଜିମାତ୍‌

ଭୁବନେଶ୍ୱର,୨୭।୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତୁ ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଜେଇଇ (ମେନ୍‌)-୨୦୨୪ ଫଳାଫଳରେ ବାଜିମାତ୍‌ କରିଛି। ଏପରିକି ଏହାର ୧୬୯୮ଜଣ ଛାତ୍ରୀଛାତ୍ରୀ ଜେଇଇ ଆଡଭାନ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ସେହିଭଳି ଜେଇଇ(ମେନ୍‌)୨୦୨୪ ଫଳାଫଳରେ କୃତକାର୍ଯ୍ୟ ହାସଲ…

ସୁରଟ ଗ୍ରାହକ ଜିତିଲେ ଇ-ସ୍କୁଟର

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମସଲା ବ୍ରାଣ୍ଡ୍‌ ‘ରୁଚି’ (ରୁଚି ଫୁଡ୍‌ଲାଇନ)ର ଲୋକପ୍ରିୟ ଯୋଜନା ‘ଫେଷ୍ଟିଭାଲ ବୋନାଞ୍ଜା ଅଫର’ ଜରିଆରେ ସୁରଟର ଭାଗ୍ୟଶାଳୀ ବିଜେତାଙ୍କୁ ଆକର୍ଷଣୀୟ ପୁରସ୍କାର ପ୍ରଦାନ କରାଯାଇଛି। ସୁରଟର ହୋଟେଲ ଏମ୍ବାସିଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ…

ପିଏଫ୍‌ପିଡିଏଲ୍‌ ସହ ଏଚ୍‌ଡିଏଫ୍‌ସି ଲାଇଫ୍‌ର ବୁଝାମଣା

ଭୁବନେଶ୍ୱର,୨୭।୪: ଏଚ୍‌ଡିଏଫ୍‌ସି ଲାଇଫ୍‌ ଏବଂ ପିୟରଲେସ୍‌ ଫାଇନାନ୍ସସିଆଲ ପ୍ରଡକ୍ଟସ ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ପିଏଫ୍‌ପିଡିଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଭୟ କମ୍ପାନୀଙ୍କ ମଧ୍ୟରେ କର୍ପୋରେଟ ଏଜେନ୍ସିି ଟାଇ-ଅପ୍‌ ହୋଇଥିବାବେଳେ ପିଏଫ୍‌ପିଡିଏଲ୍‌ ଗ୍ରାହକଙ୍କୁ ଏଚ୍‌ଡିଏଫ୍‌ସି ଲାଇଫ୍‌ ଜୀବନବୀମା ଉପତ୍ାଦ ବଣ୍ଟନ…

ରାଇଟ୍ସର ସୁବର୍ଣ୍ଣ ଜୟନ୍ତୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ରାଇଟ୍ସ ଲିମିଟେଡ୍‌ର ପୂର୍ବତଟ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ସୁବର୍ଣ୍ଣ ଜୟନ୍ତୀ ଉସତ୍ବ ଅନୁଷ୍ଠିତ ହୋଇଯାଇଛି। ରେଲୱେ ଅଡିଟୋରିୟମରେ କାର୍ଯ୍ୟକ୍ରମରେ ଏମକେ ଶର୍ମା ସ୍ବାଗତ ଭାଷଣ ଦେବା ପରେ ଆଞ୍ଚଳିକ ମୁଖ୍ୟ ଅନିଲ ପାକାଶ (ଜିଜିଏମ) ରାଇଟ୍ସ ସଫଳତାର ଯାତ୍ରା ଉପରେ…

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର ବ୍ୟବହାର କରାଯାଉଛି। ହେଲେ ଗତ କିଛିଦିନ ଧରି ଏକ ଚାର୍ଜକୁ ନେଇ ୟୁପିଆଇ ଚର୍ଚ୍ଚାରେ…

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା ସାମ୍ନାକୁ ଆସିବା ପରେ କାର୍ଡଗୁଡ଼ିକୁ ବ୍ଲକ କରାଯାଇଛି। ତେବେ ଏଯାବତ କାର୍ଡଗୁଡ଼ିକର ଦୂରୁପଯୋଗ ହୋଇ…

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି ନ ମିଳିବାରୁ ଟି୨୦ ବିଶ୍ୱକପ ପାଇଁ ସେ ଚୟନ ହୋଇପାରନ୍ତି। ଯଦିଓ ଚେନ୍ନାଇ ସୁପର…

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା ୨୦୦ ଟଙ୍କା ମହଙ୍ଗା ହୋଇ ୭୧,୪୦୦ ଟଙ୍କାରୁ ଅଧିକ ହୋଇଛି। ରୂପା ମୂଲ୍ୟ ମଧ୍ୟ…

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ କରିବ। ଯାହା ଆଇଟି କ୍ଷେତ୍ରର ବ୍ୟାପକ ଧାରାଠୁ ଆଗକୁ ଯାଇ ଏହି ପଦକ୍ଷେପ ନେଇଛି…

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ କରିଛି। ଏପରିକି କ୍ରମାଗତ ଭାବେ ବ୍ୟବସାୟିକ ବିସ୍ତାର ମାଧ୍ୟମରେ ଏଚ୍‌ଏମ୍‌ଏସ୍‌ଆଇ ପୂର୍ବ ଭାରତରେ ୮ନିୟୁତ…

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ ଓ ନେତୃତ୍ୱାଧୀନ ଅଧିବେଶନ ପ୍ରଦର୍ଶିତ ହୋଇଥିଲାବେଳେ ଅତ୍ୟାବଶ୍ୟକ ଉପାଦାନ ନିର୍ମାତାମାନେ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri