ବାଣିଜ୍ୟ

ଭାରତ କ୍ୟୁଆର୍‌ କୋଡ୍‌ର ଶୁଭାରମ୍ଭ

ଭୁବନେଶ୍ୱର, ୨୨ା୭ (ଅଭୟ ଦାଶ): ବନ୍ଧନ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂଆ ପେମେଣ୍ଟ ସମାଧାନ ‘ଭାରତ କ୍ୟୁଆର୍‌ କୋଡ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଭାରତ କ୍ୟୁଆର୍‌ କୋଡ୍‌ ଜରିଆରେ ଏହି ନୂଆ ପେମେଣ୍ଟ…

୫୦ ଦିନରେ ୫ କୋଟିରୁ ଅଧିକ କାରବାର: ମୁଖ୍ୟ ଆକର୍ଷଣ ବୟନିକାର କ୍ଲିୟରାନ୍ସ ସେଲ୍‌

ଭୁବନେଶ୍ୱର, ୨୨ା୭(ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ‘ନ୍ୟୁ ରାଜସ୍ଥାନ କଟନ୍‌ ଫାବ୍‌-୨୦୨୪ ପ୍ରଦର୍ଶନ (ମେଳା)’ର କାରବାର ବେଶ୍‌ ଉତ୍ସାହଜନକ ରହିଛି। ଏପରିକି ଜୁନ୍‌ ୧ରୁ ଆରମ୍ଭ ହୋଇଥିବା ଏହି ମେଳା ଏହାରି ମଧ୍ୟରେ ୫୦ ଦିନ…

କମିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ ଆପଣଙ୍କ ସହରର ନୂଆ ରେଟ୍‌…

ନୂଆଦିଲ୍ଲୀ,୨୧।୭: ତୈଳ କମ୍ପାନୀ ପକ୍ଷରୁ ରବିବାର ପେଟ୍ରୋଲ ଏବଂ ଡିଜେଲ ଦର ଜାରି କରାଯାଇଛି। ଏଥିରେ କୌଣସି ପରିବର୍ତ୍ତନ ହୋଇ ନ ଥିଲେ ବି କିଛି ରାଜ୍ୟରେ ଟ୍ୟାକ୍ସ କମିବା ଏବଂ ବଢ଼ିବା ଯୋଗୁ କିଛି ପ୍ରମୁଖ ସହରରେ ତୈଳ ଦରରେ…

ମଣିପାଲ ହସ୍ପିଟାଲରେ ଆଡଲ୍ଟ ଇମ୍ୟୁନାଇଜେଶନ କ୍ଲିନିକ୍‌

ଭୁବନେଶ୍ୱର,୨୧।୭(ଅନୁରାଧା ମହାରଣା): ଭୁବନେଶ୍ୱର ଖଣ୍ଡଗିରିସ୍ଥିତ ମଣିପାଲ ହସ୍ପିଟାଲରେ ଆଡଲ୍ଡ ଇମ୍ୟୁନାଇଜେଶନ କ୍ଲିନିକ୍‌ ଉଦ୍‌ଘାଟିତ ହୋଇଯାଇଛି। ଫାଇଜର ଲିମିଟେଡ୍‌ ସହଭାଗିତାରେ ପ୍ରସ୍ତୁତ ଏହି କ୍ଲିନିକ୍‌ରେ ବୟସ୍କମାନଙ୍କ ନିମନ୍ତେ ପ୍ରତିଷେଧକ ବ୍ୟବସ୍ଥା କରାଯାଇଛି। ହସ୍ପିଟାଲର ନିର୍ଦ୍ଦେଶକ ଡା. ଶକ୍ତିମୟ ମହାପାତ୍ର କ୍ଲିନିକ୍‌ର ଉଦ୍‌ଘାଟନୀ ଉସତ୍ବରେ…

କଟକରେ ରିଲାଏନ୍ସ ଡିଜିଟାଲର ନୂତନ ଷ୍ଟୋର

ଭୁବନେଶ୍ୱର, ୨୧।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ଲାଟ୍‌ଫର୍ମ ‘ରିଲାଏନ୍ସ ଡିଜିଟାଲ’ର ନୂତନ ଷ୍ଟୋର ଶନିବାର କଟକର ବାଦାମବାଡ଼ିସ୍ଥିତ ଲିଙ୍କ୍‌ରୋଡ୍‌ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଲିଉଡ୍‌ ଅଭିନେତ୍ରୀ ଶିବାନୀ ସଙ୍ଗୀତା ଏବଂ…

ବଜାରରେ ନିଉଟ୍ରୋଲାର ନୂତନ ଉତ୍ପାଦ

ଭୁବନେଶ୍ୱର, ୨୧।୭ (ଅଭୟ ଦାଶ): ଦେଶର ପ୍ରମୁଖ ଫୁଡ୍‌ ବ୍ରାଣ୍ଡ୍‌ ନିଉଟ୍ରୋଲାର ନୂତନ ଉତ୍ପାଦ ରେଞ୍ଜ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ବର ଇନ୍‌ଫୋସିଟିସ୍ଥିତି କ୍ରିଷ୍ଟାଲ କ୍ରାଉନ ହୋଟେଲଠାରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ…

ବିଓବିର ୧୧୭ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର, ୨୧।୭ (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ବରୋଦା(ବିଓବି)ର ୧୧୭ତମ ପ୍ରତିଷ୍ଠା ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଓବିର କଟକସ୍ଥିତ ସିଡିଏ ଶାଖାଠାରେ ପ୍ରତିଷ୍ଠା ଦିବସ ପାଳନ କରାଯାଇଥିଲା। ସେହିଭଳି ବିଓବିର ବରିଷ୍ଠ ପ୍ରବନ୍ଧକ ସୁବାସ ଚନ୍ଦ୍ର ପ୍ରଧାନଙ୍କ…

ଇପିଏଫ୍‌ଓରେ ଯୋଡ଼ିହେଲେ ୧୯.୫୦ ଲକ୍ଷ

ଭୁବନେଶ୍ୱର,୨୧।୭(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନ (ଇପିଏଫ୍‌ଓ) ୨୦୨୪ ମେ’ ମାସର ତଥ୍ୟ ପ୍ରକାଶ କରିଛି। ତଥ୍ୟ ଅନୁଯାୟୀ, ମେ’ ମାସରେ ୧୯.୫୦ ଲକ୍ଷ ସଦସ୍ୟ ଇପିଏଫ୍‌ଓରେ ଯୋଗଦେଇଛନ୍ତି। ତେବେ ୨୦୧୮ ଏପ୍ରିଲଠାରୁ ବର୍ତ୍ତମାନ ସୁଦ୍ଧା ମେ’ ମାସରେ ସର୍ବାଧିକ ସଦସ୍ୟ…

ଉପଭୋକ୍ତାଙ୍କ ସୁରକ୍ଷାକୁ ଟିପିସିଓଡିଏଲ୍‌ର ପ୍ରାଥମିକତା

ଭୁବନେଶ୍ୱର, ୨୧।୭ (ଅଭୟ ଦାଶ): ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ସବୁବେଳେ ଉପଭୋକ୍ତାଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଆସିଛି। ଏପରିକି ନିକଟରେ ବିଦ୍ୟୁତ୍‌ ଉପଭୋକ୍ତାଙ୍କ ମୋବାଇଲ ଫୋନ୍‌କୁ…

ଲମ୍ୟାନ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର, ୨୧।୭ (ଅଭୟ ଦାଶ): କେୱାଲ କିରଣ କ୍ଲୋଦିଂ ଲିମିଟେଡ୍‌(କେକେସିଏଲ୍‌)ର ମେନ୍‌ସ ଫ୍ୟାଶନ୍‌ ବ୍ରାଣ୍ଡ ‘ଲମ୍ୟାନ୍‌’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ କେନ୍ଦ୍ରାପଡ଼ାର ଦୁହୁରିଆ ଛକସ୍ଥିତ ରାଜକିଶୋର ମାର୍କେଟ କମ୍ପ୍ଲେକ୍ସଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଏଠାରେ ସର୍ଟସ, ଟି-ଶାର୍ଟ, ଜିନ୍ସ, କାଜୁଆଲ ଶାର୍ଟ, କାଜୁଆଲ…

ହ୍ବାଟ୍ସଆପ୍‌ରେ ଆଇଟିଆର୍‌ ଦାଖଲ

ଭୁବନେଶ୍ୱର,୨୧।୭(ଅନୁରାଧା ମହାରଣା): ୨୦୨୩-୨୪ ଆର୍ଥିକ ବର୍ଷ ଏବଂ ମୂଲ୍ୟାଙ୍କନ ବର୍ଷ ୨୦୨୪-୨୫ ପାଇଁ ଆୟକର ରିଟନର୍ର୍(ଆଇଟିଆର୍‌) ଦାଖଲ କରିବାର ସମୟସୀମା ଶେଷହେବାକୁ ଯାଉଛି। ଏଭଳି ପରିସ୍ଥିତିରେ ଯଦି ଟିକସଦାତାମାନେ ଜରିମାନା ଏଡ଼ାଇବା ପାଇଁ ଯଥାଶୀଘ୍ର ରିଟର୍ନ ଦାଖଲ କରିବାକୁ ଚାହୁଁଛନ୍ତି, ତେବେ…

ଟାଟା ଷ୍ଟିଲ୍‌ର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର, ୨୧।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ‘ଟାଟା ଷ୍ଟିଲ୍‌’କୁ ନିକଟରେ ଆଉ ଏକ ସଫଳତା ମିଳିଛି। ଟାଟା ଷ୍ଟିଲ୍‌ର ଓଡ଼ିଶା ୟୁନିଟ୍‌ ଅନ୍ତର୍ଗତ କଟକ ଜିଲାର ଆଠଗଡ଼ସ୍ଥିତ ଫେରୋକ୍ରୋମ୍‌ କାରଖାନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?