ବାଣିଜ୍ୟ

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି। ଏହି ନୂଆ ସୁବିଧାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଲଗେଜ୍ ବୁକିଂକୁ ଅଧିକ ସୁବିଧାଜନକ…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି । କଣ ଆପଣ ମଧ୍ୟ ଆପଣଙ୍କର ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ ଗୁଣା ଲାଭ ମିଳିପାରିବ। ଏବେ ଦିଲ୍ଲୀର ମହିଳାମାନଙ୍କୁ ମଧ୍ୟ ଏହିପରି ଲାଭ ମିଳିବ।…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ସଂସଦରେ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, E20 ପେଟ୍ରୋଲ୍…

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ! କେନ୍ଦ୍ର କର୍ମଚାରୀଙ୍କ ଭଳି ବଢିବ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୯ା୭: ପଶ୍ଚିମବଙ୍ଗର ହଜାର ହଜାର ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁବ୍‌ ଭଲ ଖବର ସାମ୍ନାକୁ ଆସିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା (DA) କୁ ନେଇ ଏକ ବଡ଼ ଅପଡେଟ୍‌ ଦେଇଛନ୍ତି। ବଙ୍ଗଳାର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ସୂଚନା ଦେଇ…

ଏହି ବଡ଼ ବ୍ୟାଙ୍କ୍‌ ହୋଇଯିବ ବନ୍ଦ! ଆକାଉଣ୍ଟରେ ଟଙ୍କା ଥିଲେ ତୁରନ୍ତ କରନ୍ତୁ ଏହି କାମ…

ନୂଆଦିଲ୍ଲୀ, ୨୯।୭: ଯଦି ଆପଣ ପ୍ରତିଦିନ ପେଟିଏମ୍ (Paytm) ଆପ୍‌ ଜରିଆରେ ୟୁପିଆଇ (UPI) ପେମେଣ୍ଟ, ମୋବାଇଲ୍ ରିଚାର୍ଜ କିମ୍ବା ବିଲ୍ ପରିଶୋଧ କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ରହିଛି। ଦିଲ୍ଲୀ ହାଇକୋର୍ଟଙ୍କ ଆଦେଶ ପରେ ପେଟିଏମ୍…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ ହେବାକୁ ଯାଉଚି । ଏଥିରେ ଘରୋଇ ରୋଷେଇ ଘରେ ବ୍ୟବହୃତ ଏଲପିଜି ଗ୍ୟାସ…

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ ସମସ୍ତ ଜିନିଷର ଦର ବୃଦ୍ଧି ପାଇବାକୁ ଯାଉଛି। ବର୍ଷ ୨୦୨୬ରେ ଏହା କ୍ରମାଗତ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା ଏକ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର । ଯଦି ପରୀକ୍ଷଣ ସଫଳ…

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ ଖାଦ୍ୟ ସାମଗ୍ରୀ ସମେତ ବିଭିନ୍ନ ସାମଗ୍ରୀର ମୂଲ୍ୟରେ ନିରନ୍ତର ପରିବର୍ତ୍ତନ ଦେଖାଯାଇଥିଲା। ମେ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତି ଆଣି ଦେଇଛି। ସରକାର ଟୋଲ ଟ୍ୟାକ୍ସ ଆଦାୟ…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ ଘର ଉପରେ ନଜର ରଖିଛନ୍ତି। ‘ଦି ଇକୋନୋମିକ୍ ଟାଇମ୍ସ’ର ଏକ ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?