ବାଣିଜ୍ୟ

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା (ଭିଆଇଟି ଇଞ୍ଜିନିୟରିଂ ଏଣ୍ଟ୍ରାନ୍ସ ଏକ୍‌ଜାମ ବା ଭିଆଇଟିଇଇଇ) ୨୦୨୪ ଏପ୍ରିଲ ୧୯ରୁ ଆରମ୍ଭ ହେଉଛି।…

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ ବଜାର(ଭାରତ)ରେ ବୃତ୍ତିଗତ ଏବଂ ବାଣିଜି୍ୟକ ରେଡିଅସ୍‌ ବଣ୍ଟନ ପାଇଁ ଉଭୟ କମ୍ପାନୀ ମଧ୍ୟରେ ଉକ୍ତ…

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି କମ୍ପାନୀର ହରିୟାଣାସ୍ଥିତ ମାନେସର ଗ୍ଲୋବାଲ ରିସୋର୍ସ ଫ୍ୟାକ୍ଟ୍ରିରେ ଏହି ୟୁନିଟ୍‌ ତଥା…

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ ବଜାରରେ ଶ୍ରେଷ୍ଠ ନିଯୁକ୍ତିଦାତା ଓ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଆଇଟି କମ୍ପାନୀଗୁଡ଼ିକର ତାଲିକା…

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ ପରିବର୍ତ୍ତନ କରାଯାଇଛି। ଏହା ସହ ଚିକିତ୍ସା ପାଇଁ ପିଏଫ୍‌ରୁ ଟଙ୍କା ଉଠାଇବା ସହଜ ହୋଇଯାଇଛି।…

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା କମ୍ପାନୀର ମୋଟ କର୍ମଚାରୀଙ୍କ ମଧ୍ୟରୁ ୧୦ ପ୍ରତିଷ୍ଠା ଅଟେ। ଏହି ପୁନଃନିର୍ମାଣ ପ୍ରକ୍ରିୟାରେ କମ୍ପାନୀ…

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ ପ୍ରତିଷ୍ଠା ଉତ୍ସବ ଧୁମଧାମରେ ପାଳିତ ହୋଇଯାଇଛି। ଏ ସମ୍ପର୍କରେ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ପରିଚାଳନା…

ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ ଯଥା, ଆରିଜୋ ମେଲଟ ରେସିଷ୍ଟାଣ୍ଟ ଓୟାର (ଆରିଜୋ), ସୁପରିଓ + ଇକୋ ସେଫ୍‌ ଓୟାର…

ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌

ଭୁବନେଶ୍ୱର,୧୮।୪: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌ ବୁଧବାର କଟକର କ୍ୟାଣ୍ଟନମେଣ୍ଟରୋଡ୍‌ସ୍ଥିତ ଏନ୍‌ସିସି କ୍ୟାଣ୍ଟିନଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଗ୍ରୁପ୍‌ କମାଣ୍ଡର ଏନ୍‌ସିସି କଲୋନେଲ ସତ୍ୟବ୍ରତ ସ୍ବାଇଁ ସମ୍ମାନିତ ଅତିଥି ଭାବେ ଯୋଗଦେଇ…

ଶ୍ରୀଲଙ୍କା, ୟୁଏଇକୁ ପିଆଜ ରପ୍ତାନି କରିବ ଭାରତ

ଭୁବନେଶ୍ୱର,୧୮।୪(ଅନୁରାଧା ମହାରଣା): ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଏବଂ ଶ୍ରୀଲଙ୍କାକୁ ସୀମିତ ପରିମାଣରେ ପିଆଜ ରପ୍ତାନି କରିବାକୁ ଭାରତ ଅନୁମତି ଦେଇଛି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରଣାଳୟ ଦ୍ୱାରା ବୈଦେଶିକ ବାଣିଜ୍ୟ ନିର୍ଦ୍ଦେଶାଳୟ (ଡିଜିଏଫ୍‌ଟି) ମାଧ୍ୟମରେ ଏନେଇ ଏକ ବିଜ୍ଞପ୍ତି ଜାରି…

ଆସନ୍ତାକାଲି ଘଣ୍ଟାଏ ବନ୍ଦ ରହିବ ଟ୍ରେନ ରିଜର୍ଭଭେଶନ ସେବା

ନୂଆଦିଲ୍ଲୀ,୧୭।୪: ଯଦି ଆପଣ କୌଣସି ସ୍ଥାନକୁ ଟ୍ରେନରେ ଯିବା ପାଇଁ ରିଜର୍ଭଭେଶନ ଟିକେଟ୍‌ ବୁକ୍‌ କରୁଛନ୍ତି ତେବେ ଏହାକୁ ତୁରନ୍ତ କରିନିଅନ୍ତୁ । କାରଣ ବୈଷୟିକ କାରଣରୁ ଅନଲାଇନ ଓ ଅଫଲାଇନ ରିଜର୍ଭଭେଶନ(ସଂରକ୍ଷଣ) ସମ୍ବନ୍ଧୀୟ ସେବା ବନ୍ଦ ରହିବାକୁ ଯାଉଛି। ଯାତ୍ରୀଙ୍କ…

ଯୁବ ଭାରତୀୟଙ୍କ ନିକଟରେ ବିରାଟ କୋହଲିଙ୍କ ଭଳି ମାନସିକତା…, କାହିଁକି ଏମିତି କହିଲେ ଆରବିଆଇର ପୂର୍ବତନ ଗଭର୍ନର ରଘୁରାମ ରାଜନ

ନୂଆଦିଲ୍ଲୀ,୧୭।୪: ଭାରତର ପୂର୍ବତନ ରିଜର୍ଭ ବ୍ୟାଙ୍କ ଗଭର୍ନର ରଘୁରାମ ରାଜନ ଦାବି କରିଛନ୍ତି ଯେ ବହୁ ସଂଖ୍ୟକ ଯୁବ ଭାରତୀୟ ବ୍ୟବସାୟ ପ୍ରତିଷ୍ଠା କରିବାକୁ ବିଦେଶ ଯାଉଛନ୍ତି କାରଣ ସେମାନେ ଭାରତରେ ଖୁସି ନୁହଁନ୍ତି। ସେ କହିଛନ୍ତି ଯେ ଯୁବ ଭାରତୀୟମାନଙ୍କର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri