ଝାରସୁଗୁଡ଼ାରେ କ୍ୟାଲ୍ସିୟମ ଆଲୁମିନେଟ୍ ପ୍ଲାଣ୍ଟ
ଭୁବନେଶ୍ୱର,୧୭।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମାନୁଫ୍ୟାକ୍ଜରିଂ ଷ୍ଟାର୍ଟଅପ୍ ‘ରୁନାୟା’ର ଅତ୍ୟାଧୁନିକ କ୍ୟାଲ୍ସିୟମ୍ ଆଲୁମିନେଟ୍ ପ୍ଲାଣ୍ଟ ମଙ୍ଗଳବାର ଓଡ଼ିଶାର ଝାରସୁଗୁଡ଼ାଠାରେ ଉଦ୍ଘାଟିତ ହୋଇଯାଇଛି। ବିଶେଷକରି ବାର୍ଷିକ ୧୨,୦୦୦ମେଟ୍ରିକ୍ ଟନ୍ କ୍ଷମତା ବିଶିଷ୍ଟ ଏହି ନୂତନ ସୁବିଧା କେନ୍ଦ୍ର ଇସ୍ପାତ…
ଟାଟା ପାଓ୍ବାରର ନୂତନ ମାଇଲଖୁଣ୍ଟ
ଭୁବନେଶ୍ୱର,୧୭।୪: ଦେଶର ସର୍ବବୃହତ୍ ସମନ୍ବିତ ବିଦ୍ୟୁତ୍ କମ୍ପାନୀ ଭାବେ ପରିଚିତ ଟାଟା ପାୱାର ବୈଦ୍ୟୁତିକ ଭେଇକିଲ (ଇଭି) ଚାର୍ଜିଂ ସମାଧାନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ସହ ନୂତନ ମାଇଲଖୁଣ୍ଟ ହାସଲ କରିଛି। ଏପରିକି କମ୍ପାନୀ ପ୍ରଥମ ଇଭି ଚାର୍ଜିଂ ସମାଧାନ ପ୍ରଦାନକାରୀ…
ଶ୍ରୀଶ ସିବିଆଇର ନୂତନ କ୍ଷେତ୍ରୀୟ ମୁଖ୍ୟ
ଭୁବନେଶ୍ୱର,୧୭।୪: ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଇଣ୍ଡିଆ ବା ସିବିଆଇ ଭୁବନେଶ୍ୱର କ୍ଷେତ୍ରର ନୂତନ କ୍ଷେତ୍ରୀୟ ମୁଖ୍ୟ ଭାବେ ଶ୍ରୀଶ କୁମାର ଶର୍ମା ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ବିହାରର ଧାନବାଦ କ୍ଷେତ୍ରୀୟ କାର୍ଯ୍ୟାଳୟରେ କ୍ଷେତ୍ରୀୟ ମୁଖ୍ୟ ଭାବେ…
ବଜାରରେ ହିରୋର ଦି ମାଭରିକ୍ ୪୪୦
ଭୁବନେଶ୍ୱର,୧୭।୪(ଅଭୟ ଦାଶ): ହିରୋ ମୋଟକର୍ପ ଲିମିଟେଡ୍ ବା ହିରୋର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍ ନ୍ୟୁ ଦି ମାଭରିକ୍ ୪୪୦’ର ସର୍ବଭାରତୀୟ ଉନ୍ମୋଚନ ଏବଂ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର…
୨୦୨୪ରେ ଜିଡିପି ଅଭିବୃଦ୍ଧି ହାର ୬.୮%
ଭୁବନେଶ୍ୱର,୧୭।୪(ଅନୁରାଧା ମହାରଣା): ୨୦୨୪ରେ ଭାରତୀୟ ଅର୍ଥନୀତି ୬.୮ ପ୍ରତିଶତ ହାରରେ ବୃଦ୍ଧିପାଇବ। ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି(ଆଇଏମ୍ଏଫ୍) ବିଶ୍ୱ ଅର୍ଥନୈତିକ ଅଭିବୃଦ୍ଧି ଆଉଟଲୁକ୍ରେ ଏପରି ଆକଳନ ପ୍ରକାଶ କରିଛି। ଆଇଏମ୍ଏଫ୍ ୨୦୨୪ରେ ଭାରତରେ ଜିଡିପି ଅଭିବୃଦ୍ଧି ହାରକୁ ୬.୮ ପ୍ରତିଶତ ହେବ ବୋଲି ଆକଳନ…
ରେକର୍ଡସ୍ତରରେ ସୁନା ଦର: ଏବେ ୧୦ ଗ୍ରାମକୁ ଗଣିବେ…
ଭୁବନେଶ୍ୱର,୧୬।୪: ପୁଣି ବଢ଼ିଲା ସୁନା ଦର। ପ୍ରଥମ ଥର ପାଇଁ ସୁନା ସର୍ବକାଳୀନ ନୂଆ ରେକର୍ଡ ସହ ୭୪ ହଜାର ଟଙ୍କା ପାର କରିଛି। ୨୪ କ୍ୟାରେଟ୍ ସୁନା ୭୪ ହଜାରରୁ ଅଧିକ ଟଙ୍କାରେ ବିକ୍ରି ହେଉଛି। ସେହିପରି ୨୨ କ୍ୟାରେଟ…
ସଙ୍ଗୀତା ଏଏସ୍ଆଇସିର ନୂଆ ଅଧ୍ୟକ୍ଷା
ଭୁବନେଶ୍ୱର,୧୬।୪: ଏସିଆ ସୋସାଇଟି ଇଣ୍ଡିଆ ସେଣ୍ଟର (ଏଏସ୍ଆଇସି)ର ନୂତନ ଅଧ୍ୟକ୍ଷା ଭାବେ ଶିଳ୍ପପତି ସଙ୍ଗୀତା ଜିନ୍ଦଲ ନିକଟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏଏସ୍ଆଇସି ବୋର୍ଡ ପକ୍ଷରୁ ସଙ୍ଗୀତା ଜିନ୍ଦଲଙ୍କୁ ବୋର୍ଡର ନୂତନ ଅଧ୍ୟକ୍ଷା ଭାବେ ନିର୍ବାଚିତ କରାଯାଇଛି। ଏପରିକି ତାଙ୍କ କାର୍ଯ୍ୟକାଳ…
ଏଚ୍ସିଆଇଏଲର ନୂତନ ଓ୍ବେୟାରହାଉସ କାର୍ଯ୍ୟର ଶୁଭାରମ୍ଭ
ଭୁବନେଶ୍ୱର,୧୬।୪: ହୋଣ୍ଡା କାର୍ସ ଇଣ୍ଡିଆ ଲିମିଟେଡ (ଏଚ୍ସିଆଇଏଲ୍)ର ନୂତନ ପ୍ରକଳ୍ପ ‘ନ୍ୟୁ ସ୍ପେୟାର ପାର୍ଟସ ଓ୍ବେୟାରହାଉସ ଫାସିଲିଟି (ନୂତନ ଓ୍ବେୟାରହାଉସ) କାର୍ଯ୍ୟର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ଏହି ନୂତନ ପ୍ରକଳ୍ପ ଜରିଆରେ କମ୍ପାନୀ ତା’ର ସମସ୍ତ ବାଣିଜି୍ୟକ ୟୁନିଟ୍ ଯଥା ହୋଣ୍ଡା…
ମଉଳୁଛି ଶସ୍ତା ଇଏମ୍ଆଇ ଆଶା
ଭୁବନେଶ୍ୱର,୧୬।୪(ଅନୁରାଧା ମହାରଣା): ମହଙ୍ଗା ଇଏମ୍ଆଇରୁ ରକ୍ଷା ପାଇବାକୁ ଆଶା ବାନ୍ଧିଥିବା ଲୋକମାନେ ଚଳିତବର୍ଷର ଦ୍ୱିତୀୟାର୍ଦ୍ଧରେ ଏଥିରୁ ମୁକ୍ତି ପାଇବାକୁ ଆଶା କରୁଥିଲେ। ମାତ୍ର ମାର୍ଚ୍ଚ ମାସରେ ଆମେରିକାରେ ମୁଦ୍ରାସ୍ଫୀତି ହାର ବୃଦ୍ଧି ଏବଂ ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ଶସ୍ତା…
ସୁନା ଦର ୭୩ ହଜାର ପାର
ଭୁବନେଶ୍ୱର,୧୬।୪: କ୍ରମାଗତ ଭାବେ ଘରୋଇ ବଜାରରେ ସୁନା ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଗତ ଦୁଇ ସପ୍ତାହ ମଧ୍ୟରେ ଭୁବନେଶ୍ୱରରେ ସୁନା ଦର ୨୨କ୍ୟାରେଟ ଉପରେ ପ୍ରାୟ ୩୦୦୦ ଟଙ୍କା ଏବଂ ୨୪ କ୍ୟାରେଟ ଉପରେ ପ୍ରାୟ ୪୦୦୦ ଟଙ୍କା ବଢ଼ିଛି।…
ଇଶା-ଦୀପିକାଙ୍କ ମଧ୍ୟରେ ବ୍ୟବସାୟିକ ସହଭାଗିତା
ଭୁବନେଶ୍ୱର,୧୬।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପର ପ୍ରମୁଖ କମ୍ପାନୀ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ (ଆର୍ଆର୍ଭିଏଲ୍)ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ଇଶା ଏମ୍ ଅମ୍ବାନୀ ଏବଂ ୮୨ଂଇର ସହ ପ୍ରତିଷ୍ଠାତା ଦୀପିକା ପାଦୁକୋନଙ୍କ ମଧ୍ୟରେ ବ୍ୟବସାୟିକ ସହଭାଗିତା ସ୍ଥାପନ ହୋଇଛି।…
ମାର୍ଚ୍ଚ ମାସରେ ବୃଦ୍ଧି ପାଇଲା ହୋଲସେଲ୍ ମହଙ୍ଗା ହାର
ଚେନ୍ନାଇ,୧୫।୪: ମାର୍ଚ୍ଚ ମାସରେ ହୋଲସେଲ ମହଙ୍ଗା(ମୁଦ୍ରାସ୍ଫୀତି) ହାର ବୃଦ୍ଧି ପାଇ ୦.୫ ପ୍ରତିଶତରେ ପହଞ୍ଚିଛି। ଫେବୃଆରୀ ମାସରେ ଏହା ୦.୨ ପ୍ରତିଶତ ଥିଲା। ଏହି ରିପୋର୍ଟ ସୋମବାର ସରକାର ପ୍ରକାଶ କରିଛନ୍ତି। ସୋମବାର ପ୍ରକାଶିତ ବାଣିଜ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ମାର୍ଚ୍ଚ…
Archives


