ପିଆଜ ରପ୍ତାନି ଉପରୁ ହଟିଲା କଟକଣା
ଭୁବନେଶ୍ୱର,୫।୫(ଅନୁରାଧା ମହାରଣା): ଘରୋଇ ବଜାରରେ ପିଆଜ ଦରବୃଦ୍ଧିରେ ଲଗାମ ଲଗାଇବା ପାଇଁ କେନ୍ଦ୍ର ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ପୂର୍ବରୁ ପିଆଜ ରପ୍ତାନି ଉପରେ ସରକାର କଟକଣା ଜାରି କରିଥିବାବେଳେ ବର୍ତ୍ତମାନ ଏହି କଟକଣା ପ୍ରତ୍ୟାହର କରାଯାଇଛି। ମାତ୍ର ପିଆଜ ରପ୍ତାନି…
ଉତ୍କଳ ହସ୍ପିଟାଲରେ ପ୍ରଥମ କ୍ୟାଡେଭେରିକ୍ ଲିଭର ଟ୍ରାନ୍ସପ୍ଲାଣ୍ଟ
ଭୁବନେଶ୍ୱର,୫।୫ (ଅଭୟ ଦାଶ):ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ନୀଳାଦ୍ରି ବିହାରସ୍ଥିତ ଉତ୍କଳ ହସ୍ପିଟାଲରେ ରାଜ୍ୟର ପ୍ରଥମ କ୍ୟାଡେଭେରିକ୍ ଲିଭର ଟ୍ରାନ୍ସପ୍ଲାଣ୍ଟ ସର୍ଜରି ସଫଳତାର ସହ ଶେଷ ହୋଇଛି। ଉଲ୍ଲେଖଯୋଗ୍ୟ, ଓଡ଼ିଶା (ଭୁବନେଶ୍ୱର)ର ଉତ୍କଳ ହସ୍ପିଟାଲ ଏବଂ ତେଲଙ୍ଗା ନା…
ହଳଦୀ ଏବଂ ଲଙ୍କାଗୁଣ୍ଡରେ ମିଶୁଛି ପୋଷାକ ରଙ୍ଗ
ନୂଆଦିଲ୍ଲୀ,୫।୫: ବଜାରରେ ଏବେ ପ୍ରାୟ ସବୁ କିଛି ଭେଜାଲ। ମସଲା ହେଉ କିମ୍ବା ଅନ୍ୟ କୌଣସି ଖାଦ୍ୟପଦାର୍ଥ ସବୁ ଥିରେ ମାତ୍ରାଧିକ କେମିକାଲ। ଏସବୁ ଖାଇବା ଦ୍ବାରା ଲୋକଙ୍କୁ ଯାବତୀୟ ରୋଗ ହେବା ସହ ସେମାନଙ୍କ ଜୀବନକାଳ କମୁଛି। ନିକଟରେ ଉତ୍ତର…
ମାଲାବାରର ଅକ୍ଷୟ ତୃତୀୟା କଲେକ୍ସନ
ଭୁବନେଶ୍ୱର,୪।୫: ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା କଲେକ୍ସନ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶହୀଦ ନଗରସ୍ଥିତ ମାଲାବାରର ଏକ୍ସକ୍ଲୁସିଭ ଆଉଟ୍ଲେଟ୍ ପରିସରରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏପରିକି ଚଳିତ ଅକ୍ଷୟ…
ଲାକ୍ମୀ ଏକାଡେମୀର ବାର୍ଷିକ ଉତ୍ସବ
ଭୁବନେଶ୍ୱର,୪।୫: ଲାକ୍ମୀ ଏକାଡେମୀର ୨ୟ ବାର୍ଷିକ ଉତ୍ସବ ଶୁକ୍ରବାର ଶହୀଦ ନଗରସ୍ଥିତ ଏକାଡେମୀ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ଓଲିଉଡ୍ ଅଭିନେତ୍ରୀ ଶୀତଲ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଲାକ୍ମୀ ଏକାଡେମୀ ଦ୍ୱାରା ନିଆଯାଇଥିବା ବିଭିନ୍ନ ପଦକ୍ଷେପକୁ ପ୍ରଶଂସା…
ଖିମ୍ଜୀ ଜୁଏଲର୍ସର ଗ୍ରେଟ୍ ଅକ୍ଷୟ ତୃତୀୟା ସେଲ୍
ଭୁବନେଶ୍ୱର,୪।୫ (ଅଭୟ ଦାଶ): ରାଜ୍ୟର ସର୍ବପୁରାତନ ତଥା ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ‘ଖିମ୍ଜୀ ଜୁଏଲର୍ସ’ର ବହୁ ପ୍ରତୀକ୍ଷିତ ଗ୍ରେଟ୍ ଅକ୍ଷୟ ତୃତୀୟା ସେଲ୍ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ଖିମ୍ଜୀ ପକ୍ଷରୁ ଆକର୍ଷଣୀୟ ଅଫର ସମ୍ପର୍କରେ…
ରଣଜିତ ମାଝିଙ୍କୁ ୧୧ତମ ଶାମ୍ଭବୀ ପୁରସ୍କାର
ଭୁବନେଶ୍ୱର,୪।୫: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେଶନ (ବିଆଇପିଏଫ୍) ପକ୍ଷରୁ ଶୁକ୍ରବାର ଆୟୋଜିତ ୧୧ତମ ଶାମ୍ଭବୀ ପୁରସ୍କାର ବିତରଣ ଉତ୍ସବ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଜଙ୍ଗଲ ଅଧିକାର ଆଇନ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ସାମାଜିକ କର୍ମୀ…
ୟୁକୋ ବ୍ୟାଙ୍କର ବାର୍ଷିକ ଆର୍ଥିକ ଫଳାଫଳ
ଭୁବନେଶ୍ୱର,୪।୫: ୟୁକୋ ବ୍ୟାଙ୍କର ବାର୍ଷିକ ଆର୍ଥିକ ଫଳାଫଳ ନିକଟରେ ପ୍ରକାଶ ପାଇଛି। ବ୍ୟାଙ୍କର ଗ୍ରସ୍ ଅଗ୍ରିମ ୧୫.୬୨% ବୃଦ୍ଧି ପାଇ ୧,୮୬,୮୭୭ କୋଟି ଟଙ୍କାରେ ପହଞ୍ଚତ୍ଛି। ବ୍ୟାଙ୍କର ସମୁଦାୟ ଜମା ୫.୫୩% ବୃଦ୍ଧି ପାଇ ୨,୬୩,୧୩୦ କୋଟି ଟଙ୍କା ହୋଇଥିବାବେଳେ ରିଟେଲ୍,…
ଏସ୍ଆର୍ଏମ୍-ସିସିଟିଆର୍ ସହ ପତଞ୍ଜଳିର ଚୁକ୍ତି
ଭୁବନେଶ୍ୱର,୪।୫(ଅନୁରାଧା ମହାରଣା): ପତଞ୍ଜଳି ରିସର୍ଚ୍ଚ ଫାଉଣ୍ଡେଶନ (ପିଆର୍ଏଫ୍) ଏବଂ ଚେନ୍ନାଇର ଏସ୍ଆର୍ଏମ୍ ସେଣ୍ଟର ଫର୍ କ୍ଲିନିକାଲ ଟ୍ରାଏଲ ଆଣ୍ଡ ରିସର୍ଚ୍ଚ ବା ଏସ୍ଆର୍ଏମ୍-ସିସିଟିଆର୍ ମଧ୍ୟରେ ଏକ ଚୁକ୍ତି ନିକଟରେ ସ୍ବାକ୍ଷରିତ ହୋଇଯାଇଛି। ଏହି ଅବସରରେ ପିଆର୍ଏଫର ଆଚାର୍ଯ୍ୟ ବାଲକ୍ରିଷ୍ଣାଙ୍କ ସମେତ ପିଆର୍ଏଫ୍ର…
କମିଲା ଅଶୋଧିତ ତୈଳ ଦର: ରୁଷିଆରୁ ଅଶୋଧିତ ତୈଳ ଆମଦାନୀ
ଭୁବନେଶ୍ୱର,୪।୫ (ଅନୁରାଧା ମହାରଣା): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ ପିଛା ୮୦ ଡଲାରରୁ ତଳକୁ ଖସିଛି। ଡବ୍ଲ୍ୟୁଟିଆଇ ଅଶୋଧିତ ତୈଳ ବ୍ୟାରେଲ ପିଛା ୭୮.୯୯ ଡଲାରରେ କାରବାର କରୁଛି। ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ସତ୍ତ୍ୱେ ଗତ…
ରେକର୍ଡ ପରିମାଣର ବିଦ୍ୟୁତ୍ ଚାହିଦା ପୂରଣ
ଭୁବନେଶ୍ୱର,୪।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ‘ଟିପିସିଓଡିଏଲ୍’ ଚଳିତ ବର୍ଷ ଏପ୍ରିଲରେ ୨୧୪୦ ମେଗାୱାଟ୍ର ରେକର୍ଡ ସର୍ବୋଚ୍ଚ ବିଦ୍ୟୁତ୍ ଚାହିଦାକୁ ବିନା ନେଟ୍ୱର୍କ ସମସ୍ୟାରେ ସଫଳତାର ସହ ପୂରଣ କରିଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଏପ୍ରିଲ ୩୦ରେ…
ଶେୟାର ବଜାରରେ ହାହାକାର, ନିବେଶକ ହରାଇଲେ ୪ ଲକ୍ଷ କୋଟି
ମୁମ୍ବାଇ,୩।୫: ଷ୍ଟକ୍ ମାର୍କେଟ୍ ଏବଂ ନିବେଶକମାନଙ୍କ ପାଇଁ ଶୁକ୍ରବାର ଏକ ଖରାପ ଦିନ ବୋଲି ପ୍ରମାଣିତ ହୋଇଛି। ଭାରି କ୍ଷତି ସହ ସେନସେକ୍ସ ଏବଂ ନିଫ୍ଟି କାରବାର ବନ୍ଦ ହୋଇଛି। ସେନସେକ୍ସ ୭୩୨.୯୬ ପଏଣ୍ଟ ହ୍ରାସ ପାଇ ୭୩୮୭୮.୧୫ ପଏଣ୍ଟରେ ବନ୍ଦ…
Archives


