ବାଣିଜ୍ୟ

ଆପଲ୍ କୁ ପଛରେ ପକାଇ ଏକ ନମ୍ବର ସ୍ମାର୍ଟଫୋନ୍ ବ୍ରାଣ୍ଡ ହେଲା ସାମସଙ୍ଗ, ହ୍ରାସ ପାଇଲା ଆଇଫୋନ୍ ବିକ୍ରି

ମୁମ୍ବାଇ,୧୫।୪: ଆଇଡିସିର ରିପୋର୍ଟ ଅନୁଯାୟୀ ବିଶ୍ୱର ଏକ ନମ୍ବର ସ୍ମାର୍ଟଫୋନ୍ ବ୍ରାଣ୍ଡ ମାନ୍ୟତା ପାଇଛି ସାମସଙ୍ଗ। ଏଥିସହିତ ବିଶ୍ୱର ଏକ ନମ୍ବର ସ୍ମାର୍ଟଫୋନ୍ ବ୍ରାଣ୍ଡ ଭାବରେ ଆପଲ୍ ର ରାଜତ୍ୱ ଶେଷ ହୋଇଛି। ରିପୋର୍ଟରେ ଏହା ମଧ୍ୟ ପ୍ରକାଶ ପାଇଛି ଯେ…

ଟେସଲା ସହିତ ସେମିକଣ୍ଡକ୍ଟର ଚିପ୍ସ ପାଇଁ ଚୁକ୍ତି ସ୍ଵାକ୍ଷର କଲା ଟାଟା ଇଲେକ୍ଟ୍ରୋନିକ୍ସ

ମୁମ୍ବାଇ,୧୫।୪: ଆମେରିକାର ଅଟୋମେକର୍ ଟେସଲା ଟାଟା ଇଲେକ୍ଟ୍ରୋନିକ୍ସ ସହିତ ସେମିକଣ୍ଡକ୍ଟର ଚିପ୍ସ ପାଇଁ ଏକ ରଣନୀତିକ ଚୁକ୍ତି ସ୍ୱାକ୍ଷର କରିଛି। ରିପୋର୍ଟ ଅନୁଯାୟୀ ଟେସଲା ଭାରତରେ ଏକ ଯୋଗାଣ ଶୃଙ୍ଖଳା ନିର୍ମାଣ କରିବାକୁ ଆଗ୍ରହୀ ଅଟେ ଯାହା ସ୍ଥାନୀୟ ରାଜସ୍ୱ ଉତ୍ପାଦନଠାରୁ…

ଇରାନ-ଇସ୍ରାଏଲ ଟେନସନ: ଷ୍ଟକ୍ ମାର୍କେଟରେ ହାହାକାର, ୯୦୦ ପଏଣ୍ଟ ଖସିଲା ସେନସେକ୍ସ

ମୁମ୍ବାଇ,୧୫।୪: ଭାରତୀୟ ଷ୍ଟକ୍ ମାର୍କେଟରେ ସୋମବାର ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଶନିବାର ଏବଂ ରବିବାର ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ଉପୁଜିଥିଲା। ଇରାନ ଇସ୍ରାଏଲର ଅନେକ ସ୍ଥାନକୁ ଡ୍ରୋନ୍ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରିଥିବାରୁ…

ଆଶାଠାରୁ ଅଧିକ କାରବାର, ବଜାରରେ ଶୀତତାପ ସାମଗ୍ରୀ ଚାହିଦା ବୃଦ୍ଧି

୧୫ା୪: ଭୁବନେଶ୍ୱର,୧୫ା୪: (ଅଭୟ ଦାଶ): ଦିନକୁ ଦିନ ତାପମାତ୍ରାରେ ବୃଦ୍ଧି ସାଙ୍ଗକୁ ବଜାରରେ ଶୀତତାପ ସାମଗ୍ରୀ ଯଥା ଏୟାର କଣ୍ଡିଶନର (ଏସି), କୁଲର, ରେଫ୍ରିଜରେଟର ଏବଂ ଅନ୍ୟାନ୍ୟ ବର୍ଗର ଫ୍ୟାନ କାରବାର ସହିତ ଚାହିଦା ମଧ୍ୟ ବୃଦ୍ଧି ଘଟିଛି। ବିଶେଷ କରି…

ଏଫ୍‌ଡି ସୁଧ ହାରରେ ବୃଦ୍ଧି

ଭୁବନେଶ୍ୱର,୧୫ା୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବଜାଜ ଫିନ୍‌ସର୍ଭର ଅଗ୍ରଣୀ କମ୍ପାନୀ ବଜାଜ ଫାଇନାନ୍ସ ଲିମିଟେଡ୍‌ ପକ୍ଷରୁ ତା’ର ସମସ୍ତ ଅବଧିର ଫିକ୍ସଡ୍‌ ଡିପୋଜିଟ୍‌ (ଏଫ୍‌ଡି) ଉପରେ ସୁଧ ହାର ବୃଦ୍ଧି କରାଯାଇଛି, ଯାହା ୨୦୨୪ ଏପ୍ରିଲ୍‌ ୩ରୁ ଲାଗୁ…

ଅତ୍ୟାବଶ୍ୟକ ସାମଗ୍ରୀର ଦର ଆକାଶଛୁଆଁ

ଭୁବନେଶ୍ୱର,୧୫ା୪: ଦିନକୁ ଦିନ ଅତ୍ୟାବଶ୍ୟକ ସାମଗ୍ରୀର ଦର ଉଚ୍ଚ ରହିବାରୁ ଉଭୟ ଖାଉଟି ଓ ବ୍ୟବସାୟୀ ଚିନ୍ତାରେ ପଡ଼ିଛନ୍ତି। ବିଶେଷକରି ଘରୋଇ ବଜାରରେ ପରିବାଠାରୁ ଆରମ୍ଭକରି ଖାଇବା ତେଲ ଦର ଆକାଶଛୁଆଁ ରହିଛି। ଫଳରେ ଖାଉଟି ଅତିରିକ୍ତ ଖର୍ଚ୍ଚାନ୍ତରେ ଆଉଟୁପାଉଟୁ ହେଉଛନ୍ତି।…

ପଶ୍ଚିମ ଏସିଆରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ମୂଲ୍ୟ ୧୦୦ ଡଲାର ପାର କରିବା ସମ୍ଭାବନା

ନୂଆଦିଲ୍ଲୀ,୧୪।୪: ପଶ୍ଚିମ ଏସିଆରେ ପୁଣି ବିବାଦ ଚରମ ସୀମାରେ ପହଞ୍ଚିଛି। ପ୍ରଥମ ଥର ପାଇଁ ଇରାନ-ଇସ୍ରାଏଲ ମୁହାଁମୁହିଁ ହୋଇଛନ୍ତି। ଫଳରେ ଏହି ଅଂଚଳରେ ପ୍ରତ୍ୟେକ୍ଷ ଯୁଦ୍ଧ ସ୍ଥିତି ଉପୁଜିଛି। ତେବେ ଏହି ଯୁଦ୍ଧ ସ୍ଥିତିର ପ୍ରଭାବ ସମଗ୍ର ବିଶ୍ୱ ଉପରେ ପଡିପାରେ।…

ଏରିଅଲର ନୂତନ ଅଭିଯାନ ‘ହୋମ୍‌ ଟାଇମ୍ସ ଶେୟାର ଦି ଲୋଡ୍‌’

ଭୁବନେଶ୍ୱର,୧୪।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଫ୍ୟାବ୍ରିକ କେୟାର ବ୍ରାଣ୍ଡ୍‌ ଏରିଅଲର ନୂତନ ଅଭିଯାନ ‘ହୋମ୍‌ ଟାଇମ୍ସ ଶେୟାର ଦି ଲୋଡ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏରିଅଲର ନୂତନ ଅଭିଯାନ ତଥା ସଦ୍ୟତମ ଚଳଚ୍ଚିତ୍ର ‘ହୋମ୍‌ ଟାଇମ୍ସ ଶେୟାର…

ଟାଟା ଏଆଇଏର ନୂତନ ସେବା ପିପିଏସ୍‌,ହ୍ବାଟ୍‌ଆପ୍‌ ଜରିଆରେ…

ଭୁବନେଶ୍ୱର,୧୪।୪: ଦେଶର ପ୍ରମୁଖ ଘରୋଇ ଜୀବନ ବୀମା କମ୍ପାନୀ ‘ଟାଟା ଏଆଇଏ’ର ନୂତନ ସୁବିଧା (ସେବା) ବା ହ୍ବାଟ୍ସ୍‌ଆପ୍‌ ଜରିଆରେ ପ୍ରିମିୟମ୍‌ ପେମେଣ୍ଟ ସର୍ଭିସ୍‌ (ପିପିଏସ୍‌)ର ଶୁଭାରମ୍ଭ କରାଯାଇଛି। ଏପରିକି ବୀମା କ୍ଷେତ୍ରରେ କମ୍ପାନୀ ପ୍ରଥମ ଧରଣର ସେବା ନିକଟରେ ଆରମ୍ଭ…

ଯୁବଗୋଷ୍ଠୀଙ୍କୁ ପ୍ଲାଟଫର୍ମ ଯୋଗାଉଛି ବେଦାନ୍ତ

ଭୁବନେଶ୍ୱର,୧୪।୪(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ବେଦାନ୍ତ ଆଲୁମିନିୟମ ସର୍ବଦା ଯୁବଗୋଷ୍ଠୀଙ୍କୁ ନୂତନ ପ୍ଲାଟ୍‌ଫର୍ମ ଯୋଗାଇ ଆସିଛି। ଏପରିକି କମ୍ପାନୀର ଓଡ଼ିଶା ୟୁନିଟ୍‌ ନିକଟରେ ରାୟଗଡ଼ା ଜିଲାର କାଶୀପୁର ଠାରେ ଆୟୋଜିତ କାଶୀପୁର…

ହେଲଦି ଡ୍ରିଙ୍କ୍ସ ଶ୍ରେଣୀରୁ ହଟିଲା Bournvita , ସରକାର ଦେଲେ କଡ଼ା ଚେତାବନୀ

ନୂଆଦିଲ୍ଲୀ,୧୩।୪: ଉଦ୍ୟୋଗ ମନ୍ତ୍ରଣାଳୟ ଇ-ବାଣିଜ୍ୟ କମ୍ପାନୀମାନଙ୍କୁ ଏକ ନିର୍ଦ୍ଦେଶାବଳୀ ଜାରି କରିଛି। ମନ୍ତ୍ରଣାଳୟ Bournvita ଏବଂ ଅନ୍ୟାନ୍ୟ ପାନୀୟକୁ ହେଲଦି ଡ୍ରିଙ୍କ୍‌ ଶ୍ରେଣୀରୁ ହଟାଇ ଦେଇଛି। ନ୍ୟାଶନାଲ କମିଶନ ଫର ପ୍ରୋଟେକସନ ଅଫ ଚାଇଲ୍ସ ରାଇଟ (ଏନସିପିସିଆର) ଦ୍ୱାରା ହେଲଦି ଡ୍‌ରିଙ୍କ୍ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri