ବାଣିଜ୍ୟ

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା ସାମ୍ନାକୁ ଆସିବା ପରେ କାର୍ଡଗୁଡ଼ିକୁ ବ୍ଲକ କରାଯାଇଛି। ତେବେ ଏଯାବତ କାର୍ଡଗୁଡ଼ିକର ଦୂରୁପଯୋଗ ହୋଇ…

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି ନ ମିଳିବାରୁ ଟି୨୦ ବିଶ୍ୱକପ ପାଇଁ ସେ ଚୟନ ହୋଇପାରନ୍ତି। ଯଦିଓ ଚେନ୍ନାଇ ସୁପର…

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା ୨୦୦ ଟଙ୍କା ମହଙ୍ଗା ହୋଇ ୭୧,୪୦୦ ଟଙ୍କାରୁ ଅଧିକ ହୋଇଛି। ରୂପା ମୂଲ୍ୟ ମଧ୍ୟ…

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ କରିବ। ଯାହା ଆଇଟି କ୍ଷେତ୍ରର ବ୍ୟାପକ ଧାରାଠୁ ଆଗକୁ ଯାଇ ଏହି ପଦକ୍ଷେପ ନେଇଛି…

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ କରିଛି। ଏପରିକି କ୍ରମାଗତ ଭାବେ ବ୍ୟବସାୟିକ ବିସ୍ତାର ମାଧ୍ୟମରେ ଏଚ୍‌ଏମ୍‌ଏସ୍‌ଆଇ ପୂର୍ବ ଭାରତରେ ୮ନିୟୁତ…

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ ଓ ନେତୃତ୍ୱାଧୀନ ଅଧିବେଶନ ପ୍ରଦର୍ଶିତ ହୋଇଥିଲାବେଳେ ଅତ୍ୟାବଶ୍ୟକ ଉପାଦାନ ନିର୍ମାତାମାନେ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ…

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ ବର୍ଷର ୪ର୍ଥ ତ୍ରୈମାସିକ ଏବଂ ବାର୍ଷିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ୨୦୨୩-୨୪…

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ ସାଜିଛି। ପାଣିପାଗ ବିଭାଗ ଆଗାମୀ ଦିନରେ ତାପମାତ୍ରା ବୃଦ୍ଧି ନେଇ ପୂର୍ବାନୁମାନ କରିଛି। ଅନ୍ୟପଟେ…

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ ପାଇଁ ଏକ ‘ନୂତନ ଜୀବନ’ ପାଇବା ସହ କମ୍ପାନୀ ଏକ ‘ସ୍ମାର୍ଟ’ ପ୍ରତ୍ୟାବର୍ତ୍ତନ କରିବାରେ…

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ। ଜିଓ ଏହାର ପ୍ରିମିୟମ୍‌ ୟୁଜର୍ସଙ୍କ ପାଇଁ ନୂଆ ୨୯ ଟଙ୍କିଆ ପ୍ଲାନ୍‌ ଲଞ୍ଚ କରିଛି।…

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର କରିଥିବା ବେଳେ ନିଫ୍ଟି ୨୨,୫୦୦ ଉପରକୁ ଚାଲି ଯାଇଥିଲା। ବ୍ୟାଙ୍କିଙ୍ଗ ସେକ୍ଟର ଠାରୁ ଆରମ୍ଭ…

୫୨୭ ଟି ଭାରତୀୟ ପଦାର୍ଥରେ କ୍ୟାନ୍ସର ସୃଷ୍ଟିକାରୀ ରାସାୟନିକ ପଦାର୍ଥ ପାଇଲା ୟୁରୋପୀୟ ୟୁନିଅନ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୨୫।୪: ୟୁରୋପୀୟ ୟୁନିଅନର ଖାଦ୍ୟ ନିରାପତ୍ତା କର୍ତ୍ତୃପକ୍ଷ ଭାରତରେ ଉତ୍ପାଦ ହେଉଥିବା ୫୨୭ ପଦାର୍ଥରେ କର୍କଟ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥ ଇଥାଇଲିନ୍ ଅକ୍ସାଇଡ୍ ଚିହ୍ନଟ କରିଛି। ସେଥିମଧ୍ୟରୁ ୫୪ ଟି ‘ଜୈବିକ'(ଅର୍ଗାନିକ) ନାମରେ ନାମିତ ହୋଇଥିଲା। ଉତ୍ପାଦଗୁଡିକର ସମ୍ପୂର୍ଣ୍ଣ ତାଲିକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri