ବାଣିଜ୍ୟ

ଇସ୍‌ରାଏର ଚାର୍ଟରିଂ ସେରିମନି

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ହିଟିଂ, ରେଫ୍ରିଜରେଟିଂ ଆଣ୍ଡ ଏୟାର କଣ୍ଡିସ୍‌ନିଂ ଇଞ୍ଜିନିୟର୍ସ (ଆଇଏସ୍‌ଏଚ୍‌ଏଆର୍‌ଏଇ ବା ଇସ୍‌ରାଏ)ର ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଶୁକ୍ରବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଚାର୍ଟରିଂ ସେରିମନି’ର ଆୟୋଜନ ଭୁବନେଶ୍ୱରର ଏକ ୫ ତାରକା…

ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ମନ୍‌ସୁନ୍‌ ସେଲ୍‌

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ପୂର୍ବ ଭାରତର ପ୍ରମୁଖ ଗହଣା ବ୍ରାଣ୍ଡ୍‌ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ବହୁ ପ୍ରତୀକ୍ଷିତ ଅଫର ‘ମନ୍‌ସୁନ୍‌ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବର୍ତ୍ତମାନ ସାରା ଓଡ଼ିଶାରେ ମୌସୁମୀ (ବର୍ଷାଋତୁ)…

ବ୍ୟବସାୟ ସମ୍ପ୍ରସାରଣକୁ ସର୍ବାଧିକ ଗୁରୁତ୍ୱ

ଭୁବନେଶ୍ୱର ,୬।୭ (ଅଭୟ ଦାଶ): କିସ୍‌ନା ଡାଇମଣ୍ଡ ଆଣ୍ଡ ଗୋଲ୍ଡ ଜୁଏଲେରି ପକ୍ଷରୁ ଭୁବନେଶ୍ୱରଠାରେ ଏକ ଦିନିକିଆ ଗ୍ରାହକ ସମ୍ମିଳନୀ (ରିଟେଲ ପାର୍ଟନରମାନଙ୍କ ପାଇଁ ଏକ ବ୍ୟବସାୟିକ ବୈଠକ)ର ଆୟୋଜନ କରାଯାଇଥିଲା। ଏହି ଏକତ୍ରୀକରଣର ପ୍ରାଥମିକ ଲକ୍ଷ୍ୟ ଥିଲା ଦେଶବ୍ୟାପୀ କିସ୍‌ନା…

ମାଲାବାରରେ ମାଇନ ଡାଇମଣ୍ଡ ଶୋ

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡର ବହୁ ପ୍ରତୀକ୍ଷିତ ‘ଡାଇମଣ୍ଡ ’ ଶୋ ସର୍ବଭାରତୀୟ ସ୍ତରରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡର ଭୁବନେଶ୍ୱରସ୍ଥିତ ଶହୀଦନଗର ଶୋ’ରୁମ୍‌ରେ ମାଇନ ଡାଇମଣ୍ଡ ଶୋ’ ଶୁକ୍ରବାରଠାରୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧.୭୧ ବିଲିୟନ ଡଲାର ହ୍ରାସ

ଭୁବନେଶ୍ୱର,୬।୭(ଅନୁରାଧା ମହାରଣା): ଦେଶରେ ବୈଦେଶିକ ମୁଦ୍ରାଭଣ୍ଡାରରେ ହ୍ରାସ ଘଟିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଶୁକ୍ରବାର ତଥ୍ୟ ପ୍ରକାଶକରି କହିଛି, ଚଳିତବର୍ଷ ଜୁନ୍‌ ଶେଷ ସପ୍ତାହରେ ୧.୭୧୩ ବିଲିୟନ ଡଲାର ହ୍ରାସ ସହିତ ବୈଦେଶିକ ବିନିମୟ ସଂରକ୍ଷଣ ୬୫୧.୯୯୭ ବିଲିୟନ ଡଲାର ଥିଲା।…

ଏ.ଟି.କେଆର୍ନେୟ ସହ ଏଲ୍‌ଆଇସିର ସହଭାଗିତା

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଗ୍ଲୋବାଲ କନ୍‌ସଲ୍‌ଟିଂ ଫର୍ମା ମେସର୍ସ ଏ. ଟି. କେଆର୍ନେୟ ଏବଂ ଭାରତୀୟ ଜୀବନ ବିମା ନିଗମ (ଲାଇଫ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ବା ଏଲ୍‌ଆଇସି) ମଧ୍ୟରେ ଏକ…

ବେଦାନ୍ତ ଆଲୁମିନିୟମର ନୂତନ ଅଭିଯାନ

ଭୁବନେଶ୍ୱର,୬।୭ (ଅଭୟ ଦାଶ): ବେଦାନ୍ତ ଆଲୁମିନିୟମର ନୂତନ ଅଭିଯାନ ତଥା ଇ-ଲର୍ନିଂ କାର୍ଯ୍ୟକ୍ରମ ‘ବିଦ୍ୟାଗ୍ରହ’ର ୩ୟ ପର୍ଯ୍ୟାୟ ବା ଫେଜ୍‌-୩ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ତଥା ଇ-ଲର୍ନିଂ ପଦକ୍ଷେପ ‘ବିଦ୍ୟାଗ୍ରହ’କୁ ନିକଟରେ ଅନେକ…

ସେନ୍‌କୋର ସ୍ବତନ୍ତ୍ର ରଥଯାତ୍ରା ରିହାତି

ଭୁବନେଶ୍ୱର,୬।୭ (ଅଭୟ ଦାଶ): ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡସ୍‌ର ବହୁ ପ୍ରତୀକ୍ଷିତ ତଥା ସ୍ବତନ୍ତ୍ର ରଥଯାତ୍ରା ରିହାତି ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଏହି ଅଫରର ଶୁଭାରମ୍ଭ ନିକଟରେ ହୋଇଯାଇଛି। ସେହିଭଳି ଚଳିତ ବର୍ଷର…

ଅନ୍ୟର ଜମିରେ ଚାଷ କରୁଛନ୍ତି କି? ଜାଣନ୍ତୁ କ’ଣ ଏଭଳି ଭାଗଚାଷୀଙ୍କୁ ମିଳିବ ପିଏମ୍‌ କିଷାନ ଟଙ୍କା…

ନୂଆଦିଲ୍ଲୀ,୫।୭: ଦେଶର କୃଷକମାନଙ୍କୁ ଆର୍ଥିକ ଭାବେ ସହାୟତା କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନା’ ଚାଲୁ ରହିଛି। ଏହି ଯୋଜନା ଅଧୀନରେ ସରକାର କୃଷକଙ୍କୁ ପ୍ରତିବର୍ଷ ୬୦୦୦ ଟଙ୍କା ଦେଉଛି। ଏହି ଟଙ୍କା ୩…

ଇଫ୍‌କୋ ଇଣ୍ଡିଆର ନୂତନ ଅଭିଯାନ

ଭୁବନେଶ୍ୱର,୫।୭ (ଅଭୟ ଦାଶ): ଇଣ୍ଡିଆନ ଫାରମର୍ସ ଫଟଲାଇଜର କୋଅପରେଟିଭ ଲିମିଟେଡ ବା ଇଫକୋ ଇଣ୍ଡିଆର ନୂତନ ଅଭିଯାନ ‘ନାନୋ ଫଟଲାଇଜର ପ୍ରୋମୋଓନ କ୍ୟାମ୍ପେନିଂ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷ କରି ନାନୋ ସାର ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ଇଫକୋ ପକ୍ଷରୁ…

ଏଫ୍‌ଆଇଏମ୍‌ସିଏଫ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ,୫।୭: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଲାର୍ଜେଷ୍ଟ ଫରେନ ଫଣ୍ଡ ହାଉସେସ୍‌ ଫ୍ରାଙ୍କ୍‌ଲିନ୍‌ ଟେମ୍ପ୍ଲେଟନ (ଇଣ୍ଡିଆ)ର ନୂତନ ଉତ୍ପାଦ ‘ଫ୍ରାଙ୍କ୍‌ଲିନ୍‌ ଇଣ୍ଡିଆ ମଲ୍‌ଟି କ୍ୟାପ୍‌ ଫଣ୍ଡ ବା ଏଫ୍‌ଆଇଏମ୍‌ସିଏଫ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ନୂଆ ଫଣ୍ଡର ଅଫର…

କଟକରେ ଟାଟା ପ୍ରଡକ୍ଟ ସମୂହର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୫।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ‘ଟାଟା ଗ୍ରୁପ୍‌’ର ଅଗ୍ରଣୀ ବ୍ରାଣ୍ଡ୍‌ ତଥା ଟାଟା ପ୍ରଡକ୍ଟ ସମୂହ (ଟ୍ରୋମ୍ବୋ ଷ୍ଟୋର (ଟାଇଟନ୍‌ ୱାର୍ଲଡ, ହେଲିୟସ୍‌ ଓ ଫାଷ୍ଟ୍ରାକ୍‌) ସହ ମିଆ ବାୟ ତନିସ୍କ ଏବଂ ତନେଇରା ଷ୍ଟୋର)ର ଏକ୍ସକ୍ଲୁସିଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?