E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍? ପ୍ରଥମ ଥର ମାନିଲେ ସରକାର
ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା କିଛି ପୁରୁଣା ଗାଡ଼ିର ଇନ୍ଧନ ଦକ୍ଷତା (ମାଇଲେଜ୍) ରେ ସାମାନ୍ୟ ହ୍ରାସ ଆସିପାରେ।…
ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…
ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା ନେଇ ଅନେକ ଲୋକ ଅଭିଯୋଗ କରିଛନ୍ତି। ହେଲେ ସରକାର ଏହାକୁ ପ୍ରତ୍ୟାହାର କରିବା…
ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି । କିନ୍ତୁ ସରକାର ଏସବୁ ମିଛ ଏବଂ ଗୁଜବ ବୋଲି ଆଶ୍ୱାସନା ଦେଉଛନ୍ତି…
ଏଣିକି ବିନା ଇଣ୍ଟରନେଟ୍ରେ ହେବ UPI ପେମେଣ୍ଟ! ଦ୍ରୁତ ଗତିରେ ଚାଲିଛି…
ନୂଆଦିଲ୍ଲୀ,୨୧।୭: UPI ଭାରତରେ ଡିଜିଟାଲ ପେମେଣ୍ଟର ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏବେ ଇଣ୍ଟରନେଟ ସଂଯୋଗ ବିନା ମଧ୍ୟ UPI ପେମେଣ୍ଟ କରିବାର ଏକ ଉପାୟ ଖୋଲିବାରେ ଲାଗିଛି। ଭାରତୀୟ ଜାତୀୟ ପେମେଣ୍ଟ ନିଗମ (NPCI) ସମ୍ପ୍ରତି ଘୋଷଣା କରିଛି ଯେ,…
ଅର୍ଗାନେଲ୍ ଫାର୍ମର ନୂଆ ରିଟେଲ୍ ଷ୍ଟୋର ଉଦ୍ଘାଟିତ
ଭୁବନେଶ୍ୱର, ୧୮ା୭: ଓଡ଼ିଶାର ଅର୍ଗାନିକ୍ ବ୍ରାଣ୍ଡ୍ ଅର୍ଗାନେଲ୍ ଫାର୍ମସ୍ ପକ୍ଷରୁ ପଟିଆ କଳାରାହାଙ୍ଗ ଜେଡ୍ – ୧ ଆପାର୍ଟମେଣ୍ଟ ନିକଟରେ ଗୁରୁବାର ଆଉ ଏକ ରିଟେଲ୍ ଷ୍ଟୋର ଉଦ୍ଘାଟନ ହୋଇଛି ା ଏହି ଷ୍ଟୋର କମ୍ପାନୀର ବଜାର ଉପସ୍ଥିତିକୁ ଆହୁରି ସୁଦୃଢ଼…
UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!
ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ ଡିଜିଟାଲ୍ ପେମେଣ୍ଟକୁ ପ୍ରୋତ୍ସାହନ ଦେବା ପରେ ଏବେ ସରକାର UPI ଦେୟ ଉପରେ…
୮ମ ବେତନ ଆୟୋଗ: କେବେଠାରୁ ଲାଗୁ ହେବ ନୂଆ ଦରମା? ୫୦ ଲକ୍ଷ କର୍ମଚାରୀ ଓ ୭୦ ଲକ୍ଷ ପେନସନଭୋଗୀଙ୍କ ପାଇଁ ଜରୁରୀ ଅପଡେଟ୍
ନୂଆଦିଲ୍ଲୀ,୧୭।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖବର। ୮ମ ବେତନ ଆୟୋଗ ଗଠନ ହେବାର ପ୍ରାୟ ୯ ମାସ ବିତିଯାଇଛି ଏବଂ ଏବେ ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ ଯେ କର୍ମଚାରୀଙ୍କ ଦରମା…
ସାଧାରଣ ଲୋକ ବି ଖୋଲିପାରିବେ ନିଜର ଏକ ବ୍ୟାଙ୍କ? ଜାଣନ୍ତୁ କେତେ ଟଙ୍କା ଆବଶ୍ୟକ…
ନୂଆଦିଲ୍ଲୀ,୧୭।୭: ଅନେକ ଲୋକ ନିଜର ବ୍ୟାଙ୍କ ଆରମ୍ଭ କରିବାର ସ୍ୱପ୍ନ ଦେଖନ୍ତି, କିନ୍ତୁ ଭାରତରେ ଏହା ପ୍ରକୃତରେ ସମ୍ଭବ କି? ଏହାର ଉତ୍ତର ହେଉଛି ହଁ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ର ‘ଅନ୍-ଟ୍ୟାପ୍ ଲାଇସେନ୍ସିଂ ନୀତି’ (On-Tap Licensing Policy)…
ଇଲେକ୍ଟ୍ରିକ୍ ଗାଡ଼ିରେ ନିଆଁ ଲାଗିଲେ ମିଳିବ କି ଇନ୍ସୁରାନ୍ସ ଟଙ୍କା? ଜାଣନ୍ତୁ ବୀମା କମ୍ପାନୀର ନିୟମ
ନୂଆଦିଲ୍ଲୀ, ୧୬।୭: ନୋଏଡାର ସେକ୍ଟର ୬୬ ସ୍ଥିତ ଏକ ବିଲ୍ଡିଂର ପାର୍କିଂରେ ଛିଡ଼ା ହୋଇଥିବା ଇଲେକ୍ଟ୍ରିକ୍ ବାଇକ୍ରେ ସ୍ପାର୍କିଂ ହୋଇ ପ୍ରଚଣ୍ଡ ନିଆଁ ଲାଗିଯାଇଥିଲା। ଏହି ଦୁଃଖଦ ଦୁର୍ଘଟଣାରେ ଦୁଇ ଜଣ ପ୍ରାଣ ହରାଇଛନ୍ତି। ଅଗ୍ନିଶମ ବାହିନୀ ଅନେକ ପରିଶ୍ରମ କରି…
ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍କା, ଲାଗୁ ହେଲା ନୂଆ ଦର
ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଅନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା ଦେଖିବାକୁ ମିଳିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ…
8th Pay Commission: ଚମକିବ ସରକାରୀ କର୍ମଚାରୀଙ୍କ ଭାଗ୍ୟ, ଆଶାଠାରୁ ଅଧିକ ମିଳିବ…
ନୂଆଦିଲ୍ଲୀ,୧୫।୭: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱାସନାଜନକ ଖବର ସାମ୍ନାକୁ ଆସିଛି। ଆଗାମୀ ଦିନରେ କର୍ମଚାରୀଙ୍କ ହାଉସ ରେଣ୍ଟ ଆଲାଉନ୍ସ ବା ଘରଭଡ଼ା ଭତ୍ତା (HRA) ରେ ହେବାକୁ ଥିବା ବୃଦ୍ଧି ସେମାନଙ୍କ…
ଅଧିକ ବ୍ୟାଙ୍କ ଆକାଉଣ୍ଟ ରଖୁଛନ୍ତି କି? ସାବଧାନ! ଆପଣଙ୍କ ପକେଟ୍ ଉପରେ ପଡ଼ିପାରେ ଭାରି…
ନୂଆଦିଲ୍ଲୀ, ୧୫।୭: ଆଜିର ଡିଜିଟାଲ ଯୁଗରେ ବ୍ୟାଙ୍କ ଆକାଉଣ୍ଟ ଖୋଲିବା ଅତ୍ୟନ୍ତ ସହଜ ହୋଇଯାଇଛି। ବ୍ୟାଙ୍କକୁ ନଯାଇ ଘରେ ବସି ମୋବାଇଲ୍ ସାହାଯ୍ୟରେ ମିନିଟ୍କ ମଧ୍ୟରେ ନୂଆ ଆକାଉଣ୍ଟ ଖୋଲିଯାଉଛି। ଏହି ସହଜ ପ୍ରକ୍ରିୟା ଯୋଗୁଁ ଆଜି ପ୍ରାୟ ପ୍ରତ୍ୟେକ ଚାକିରିଆ…

