ବାଣିଜ୍ୟ

ଏଲ୍‌ଆଇସିର ୫୮ ହଜାର କୋଟିର ବଡ଼ ପ୍ଲାନ୍‌, ଆଗକୁ…

ନୂଆଦିଲ୍ଲୀ, ୧୮।୬: ଦେଶର ସବୁଠାରୁ ବଡ଼ ଇନ୍ସ୍ୟୁରାନ୍ସ କମ୍ପାନୀ ଏଲ୍‌ଆଇସି ଆଗକୁ ଏକ ବଡ଼ ଯୋଜନା କାର୍ଯ୍ୟକାରୀ କରିବାକୁ ଯାଉଛି । ଜମି ଏବଂ ବିଲ୍ଡିଂ ବ୍ୟବସାୟ କରିବା ପାଇଁ ଏଲ୍‌ଆଇସି ୫୮ ହଜାର କୋଟି ଟଙ୍କାର ପ୍ଲାନ ପ୍ରସ୍ତୁତ କରିଛି…

ରେକର୍ଡ ସ୍ତର ଛୁଇଁଲା ଶେୟାର ମାର୍କେଟ୍‌

ମୁମ଼୍ବାଇ, ୧୮।୬: ମଙ୍ଗଳବାର ଶେୟାର ମାର୍କେଟ ରେକର୍ଡ ସ୍ତରରେ କାରବାର କରିଥିବା ଦେଖିବାକୁ ମିଳିଛି। ସେନ୍‌ସେକ୍ସ ଏବଂ ନିଫ୍ଟି ସର୍ବକାଳୀନ ଉଚ୍ଚ ସ୍ତରରେ ପହଞ୍ଚିଛି । ୭୭,୨୪୪.୧୭ ପଏଣ୍ଟରେ ପହଞ୍ଚିଛି ସେନ୍‌ସେକ୍ସ। ଏଥିରେ ୨୨୬.୬୨ (୦.୨୯ ପ୍ରତିଶତ) ପଏଣ୍ଟ ବୃଦ୍ଧି ପାଇଛି…

ୟୁବିଆଇ ସମ୍ବଲପୁର କ୍ଷେତ୍ର ପକ୍ଷରୁ ରିଟେଲ୍‌ ଏକ୍ସପୋ

ଭୁବନେଶ୍ୱର,୧୮।୬ (ଅଭୟ ଦାଶ): ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର କ୍ଷେତ୍ରୀୟ କାର୍ଯ୍ୟାଳୟ ସମ୍ବଲପୁର ପକ୍ଷରୁ ଆୟୋଜିତ ଏକ ମେଗା ରିଟେଲ୍‌ ଏକ୍ସପୋ-୨୦୨୪ ସମ୍ବଲପୁରର ଗଙ୍ଗାଧର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୟୁବିଆଇ ପକ୍ଷରୁ ରିଟେଲ୍‌ ଋଣ ସମ୍ବନ୍ଧୀୟ ଉପତ୍ାଦ,…

ବେଦାନ୍ତ ଆଇଓଓର ନୂତନ ଅଭିଯାନ

ଭୁବନେଶ୍ୱର,୧୮।୬: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ବେଦାନ୍ତ ଆଇରନ ଓର୍‌ ଓଡ଼ିଶା (ଆଇଓଓ)ର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର ଲୋକପ୍ରିୟ ପ୍ରକଳ୍ପ ତଥା ପ୍ରୋଜେକ୍ଟ ‘ଜୀଭିକା’ର ଏକ ଅଂଶ ଭାବେ…

ସାବୁନ୍‌, ସାମ୍ପୁ ସମେତ ଏହି ସବୁ ଜିନିଷ ହେଲା ମହଙ୍ଗା

ନୂଆଦିଲ୍ଲୀ,୧୭।୬: ଗ୍ରାହକଙ୍କୁ ମହଙ୍ଗା ମାଡରୁ କୌଣସି ଆଶ୍ୱସ୍ତି ମିଳୁନାହିଁ। ପନିପରିବା ଏବଂ ଡାଲିର ମୂଲ୍ୟ ବୃଦ୍ଧି ସାଧାରଣ ଲୋକଙ୍କୁ ଅସୁବିଧାରେ ପକାଉଥିଲା। କିନ୍ତୁ ଏବେ ଏଫଏମସିଜି କମ୍ପାନୀଗୁଡିକ ସାଧାରଣ ଲୋକଙ୍କୁ ଆଉ ଏକ ଝଟକା ଦେଇଛନ୍ତି। ଗତ ୨ରୁ ୩ମାସ ମଧ୍ୟରେ,…

ଏସ୍‌ବିଆଇ ଲାଇଫର ଡିଜିଟାଲ ଅଭିଯାନ

ଭୁବନେଶ୍ୱର,୧୭।୬: ଦେଶର ପ୍ରମୁଖ ଘରୋଇ ବୀମା କମ୍ପାନୀ ‘ଏସ୍‌ବିଆଇ ଲାଇଫ୍‌ ଇନସ୍ୟୁରାନ୍ସ’ର ବହୁ ପ୍ରତୀକ୍ଷିତ ଡିଜିଟାଲ ଅଭିଯାନ ‘ପାପା ହୈ ନା’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଚଳିତ ବର୍ଷର ପିତୃ ଦିବସ ଅବସରରେ ଏସ୍‌ବିଆଇ ଲାଇଫ୍‌ ଇନସ୍ୟୁରାନ୍ସ…

ଆଜିଠାରୁ ରାଉରକେଲା ବଜାରରେ ଅମୂଲ ସମ୍ଭାର

ଭୁବନେଶ୍ୱର,୧୭।୬: ଦେଶର ପ୍ରମୁଖ ଦୁଗ୍ଧ ଉତ୍ପାଦକ ତଥା ଗୁଜରାଟ କୋ-ଅପରେଟିଭ ମିଲ୍କି ମାର୍କେଟିିଂ ଫେଡେରେଶନ୍‌ ଲିମିଟେଡ (ଜିସିଏମ୍‌ଏମ୍‌ଏଫ ଲିମିଟେଡ)ର ଅଗ୍ରଣୀ ବ୍ରାଣ୍ଡ୍‌ ‘ଅମୂଲ’ର ନୂତନ ଉତ୍ପାଦ ସମ୍ଭାର ସୋମବାରଠାରୁ ରାଉରକେଲା ବଜାରରେ ଉପଲବ୍ଧ ହେବ। ଏପରିକି ରାଉରକେଲା ବଜାରରେ ବ୍ରାଣ୍ଡ୍‌ର ଅମୂଲ…

ନ୍ୟୁ ରାଜସ୍ଥାନ କଟନ୍‌ଫାବ-୨୦୨୪ ଉଦ୍‌ଘାଟିତ

ଭୁବନେଶ୍ୱର,୧୭।୬ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ହରିୟାଣାର କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ଭୁବନେଶ୍ୱରର ୟୁନିଟ-୩ ପ୍ରଦର୍ଶନୀ ପଡିଆଠାରେ ଆୟୋଜିତ ‘ନ୍ୟୁ ରାଜସ୍ଥାନ କଟନ୍‌ଫାବ-୨୦୨୪ ପ୍ରଦର୍ଶନୀ’ ନିକଟରେ ଉଦଘାଟିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଜୁନ…

ଓପୋର ନୂତନ ଉତ୍ପାଦ

ଭୁବନେଶ୍ୱର,୧୭।୬: ଦେଶର ପ୍ରମୁଖ ସ୍ମାର୍ଟଫୋନ ବ୍ରାଣ୍ଡ୍‌ ତଥା ଓପୋ ଇଣ୍ଡିଆର ନୂତନ ଉତ୍ପାଦ ‘ଏଫ୨୭ ପ୍ରୋ+୫ଜି’ର ସର୍ବଭାରତୀୟ ଉନ୍ମୋଚନ (ଶୁଭାରମ୍ଭ) ନିକଟରେ ହୋଇଯାଇଛି। ଏ ସମ୍ପର୍କରେ ଓପୋ ଇଣ୍ଡିଆର ନିର୍ଦ୍ଦେଶକ (ପ୍ରଡକ୍ଟ କମa୍ୟୁନିକେଶନ) ସାଭିଓ ଡିସୁଜା କହିଛନ୍ତି, ଓପୋ ଏଫ୨୭ପ୍ରୋ+୫ଜି ଏକମାତ୍ର…

ସିନେମା-ଟିକେଟ୍‌ ବ୍ୟବସାୟ ଜୋମାଟୋକୁ ବିକ୍ରି କରିବାକୁ ଯୋଜନା କରୁଛି ପେଟିଏମ୍‌: ରିପୋର୍ଟ

ମୁମ୍ବାଇ,୧୬ା୬: ପେଟିଏମ୍‌ ଏହାର ସିନେମା-ଟିକେଟ୍‌ ବ୍ୟବସାୟ ଅନଲାଇନ ଡେଲିଭରି ସଂସ୍ଥା ଜୋମାଟୋକୁ ବିକ୍ରୀ କରିବାକୁ ଆଲୋଚନା କରୁଥିବା ଜଣାପଡିଛି। ବିକ୍ରି ହ୍ରାସ ପାଇଥିବାରୁ କମ୍ପାନୀ ଏକ ସ୍ଟ୍ରାତେଜୀ ଭାବେ ଏହି ପଦକ୍ଷେପ ନେଇଥିବା ବ୍ଲୁମବର୍ଗ ରିପୋର୍ଟ କରିଛି। ୱାନ97 କମ୍ୟୁନିକେସନ୍ ଲିମିଟେଡ୍,…

ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ଭାରତୀୟ ରେଳପଥ

ଭୁବନେଶ୍ୱର, ୧୬।୬ (ଅନୁରାଧା ମହାରଣା): ଏକାଧିକ ସ୍ଥାନରେ ଆୟୋଜିତ ଜନସେବା କାର୍ଯ୍ୟକ୍ରମରେ ସବୁଠୁ ଅଧିକ ଲୋକଙ୍କୁ ଏକତ୍ରିତ କରିବା ଲାଗି ଭାରତୀୟ ରେଳପଥ ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସ(ଏଲ୍‌ବିଆର୍‌)ରେ ସ୍ଥାନ ପାଇଛି। ରେଳ ମନ୍ତ୍ରଣାଳୟ ୨୦୨୪ ଫେବୃୟାରୀ ୨୬ରେ ଏକ କାର୍ଯ୍ୟକ୍ରମ…

ବଜାରରେ ଅମୂଲର ନୂତନ ଉତ୍ପାଦ ସମ୍ଭାର

ଭୁବନେଶ୍ୱର,୧୬।୬ (ଅଭୟ ଦାଶ): ଦେଶର ପ୍ରମୁଖ ଦୁଗ୍ଧ ଉତ୍ପାଦକ ତଥା ଗୁଜରାଟ କୋ-ଅପରେଟିଭ ମିଲ୍କି ମାେକେଟିିଂ ଫେଡେରେଶନ ଲିମିଟେଡ୍‌ (ଜିସିଏମ୍‌ଏମ୍‌ଏଫ୍‌ ଲିମିଟେଡ୍‌) ର ଅଗ୍ରଣୀ ବ୍ରାଣ୍ଡ ‘ଅମୂଲ’ର ନୂତନ ଉତ୍ପାଦ ସମ୍ଭାରକୁ ଓଡ଼ିଶା ବଜାରରେ ଶୁଭାରମ୍ଭ ସହ ବଜାର ପ୍ରବେଶ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?