ବିଜିୟୁରେ ୩ ଦିନିଆ ଜାତୀୟ କର୍ମଶାଳା
ଭୁବନେଶ୍ୱର,୧୯।୩: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ), ନିଆଦିଲ୍ଲୀର କନ୍ସୋର୍ଟିୟମ ଫର୍ ଏଜୁକେଶନାଲ କମ୍ୟୁନିକେଶନ (ସିଇସି) ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଅଧୀନ ଇଣ୍ଟର ୟୁନିଭରସିଟି ସେଣ୍ଟର ଫର୍ ୟୁଜିସିର ମିଳିତ ସହଯୋଗରେ ଏକ…
ବଜାରରେ ହାୟର ଇଣ୍ଡିଆର ନୂତନ ଉତ୍ପାଦ ରେଞ୍ଜ
ଭୁବନେଶ୍ୱର,୧୯।୩: ଦେଶର ପ୍ରମୁଖ ଆପ୍ଲାଏନ୍ସ ବ୍ରାଣ୍ଡ୍ ତଥା ହାୟର ଆପ୍ଲାଏନ୍ସ ଇଣ୍ଡିଆର ନୂତନ ଉତ୍ପାଦ ରେଞ୍ଜ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି କ୍ରମାଗତ ଭାବେ ୧୫ ବର୍ଷ ଧରି ଭାରତୀୟ ପ୍ରମୁଖ ଉପକରଣ ବ୍ରାଣ୍ଡ୍ ଭାବେ କମ୍ପାନୀ ୨୦ତମ ପୂର୍ତ୍ତି ଉତ୍ସବ…
ମିଭାନ ସାମନ୍ତରାୟ ଜିତିଲେ ‘ହାର୍ଲେ ଡେଭିଡ୍ସନ’
ଭୁବନେଶ୍ୱର,୧୯।୩: ଓଡ଼ିଶାର ସର୍ବବୃହତ୍ ଶାଢ଼ି ଏବଂ ଗାର୍ମେଣ୍ଟ୍ସ ଶୋ’ରୁମ ‘ଶ୍ରୀଦୁର୍ଗା’ ଫ୍ୟାମିଲି ଷ୍ଟୋର ପକ୍ଷରୁ ଆୟୋଜିତ ଲକି ଡ୍ର କାର୍ଯ୍ୟକ୍ରମରେ ଭୁବନେଶ୍ୱରର ମିଭାନ ସାମନ୍ତରାୟ ଭାଗ୍ୟଶାଳୀ ବିଜେତା ହୋଇଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୨୩ ଦୁର୍ଗାପୂଜାରେ ଆରମ୍ଭ ହୋଇଥିବା ଲକି ଡ୍ର’ଅଫର୍ର ବିଜେତାଙ୍କ ନାମ…
ଦଶପଲ୍ଲାରେ ଏମ୍ଆର୍ଏଫ୍ର ଏକ୍ସକ୍ଲୁସିଭ ଆଉଟ୍ଲେଟ
ଭୁବନେଶ୍ୱର,୧୯।୩ (ଅଭୟ ଦାଶ): ଦେଶର ପ୍ରମୁଖ ବହୁରାଷ୍ଟ୍ରୀୟ ଟାୟାର ଉତ୍ପାଦକ କମ୍ପାନୀ ଏମ୍ଆର୍ଏଫ୍ ଲିମିଟେଡର ଏକ୍ସକ୍ଲୁସିଭ ଆଉଟଲେଟ ‘ଆଶୁତୋଷ ଟାୟାର୍ସ’ ସୋମବାର ନୟାଗଡ଼ର ଦଶପଲ୍ଲାସ୍ଥିତ ହରିଡାବାରିଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଏମ୍ଆର୍ଏଫ୍ ଲିମିଟେଡ ଓଡ଼ିଶା (ଭୁବନେଶ୍ୱର) ୟୁନିଟର ଜିଲା ପ୍ରବନ୍ଧକ…
୪ ମାସର ନାତିକୁ ୨୪୦ କୋଟିରୁ ଅଧିକ ଟଙ୍କାର ଉପହାର ଦେଲେ ଇନଫୋସିସ ପ୍ରତିଷ୍ଠାତା
ନୂଆଦିଲ୍ଲୀ,୧୮।୩: ଇନଫୋସିସ ପ୍ରତିଷ୍ଠାତା ଏନ.ଆର ନାରାୟଣ ମୁର୍ତ୍ତୀ ତାଙ୍କ ଚାରି ମାସର ନାତି ଏକାଗ୍ର ରୋହନ ମୁର୍ତ୍ତୀଙ୍କୁ ୨୪୦ କୋଟିରୁ ଅଧିକ ମୂଲ୍ୟର ଶେୟାର ଉପହାର ଦେଇଛନ୍ତି। ଏକ୍ସଚେଞ୍ଜ ଫାଇଲିଂ ଅନୁଯାୟୀ, ଏକାଗ୍ର ରୋହନ ମୁର୍ତ୍ତୀ ଭାରତର ଦ୍ୱିତୀୟ ବୃହତ୍ତମ ସୂଚନା…
ଉଦ୍ୟୋଗୀ ହେବା ପାଇଁ ନିରନ୍ତର ଉଦ୍ୟମ ଲୋଡ଼ା
ଗଞ୍ଜାମର ଗ୍ରାମାଞ୍ଚଳରୁ ଜୀବନ ଆରମ୍ଭକରି ଗ୍ରାମ୍ୟ ପରିବେଶରେ ମାଧ୍ୟମିକ ଶିକ୍ଷା ଶେଷ କରିଥିଲେ। ଅତି ନିକଟରୁ କ୍ଷୁଦ୍ର ବ୍ୟବସାୟ ମାଧ୍ୟମରେ ପରିଚାଳନାଗତ ଦକ୍ଷତା ଆହରଣ କରିପାରିଥିଲେ। ମାତ୍ର ଜୀବନରେ ଆଗକୁ ବଢ଼ିବାର ଆଶା ସବୁ ବାଧାକୁ ଅତିକ୍ରମ କରିଥିଲା। ଉଦ୍ୟୋଗୀ ମଣିଷ…
୨୫ଦିନରେ ହାଣ୍ଡଲୁମ୍ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ
ଭୁବନେଶ୍ୱର,୧୮।୩: କାମଧେନୁ ଖଦି ଉଲ ପାନିପଥ ହରିୟାଣା ପକ୍ଷରୁ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆଠାରେ ଏକ ଆନ୍ତଃରାଜ୍ୟ ହାଣ୍ଡଲୁମ୍ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀର ଆୟୋଜନ କରାଯାଇଛି। ମେଳାରେ ୭୫ରୁ ଅଧିକ ଷ୍ଟଲରେ ଉଭୟ ହାଣ୍ଡଲୁମ୍ ଆଣ୍ଡ ହାଣ୍ଡିକ୍ରାଫ୍ଟ ଉତ୍ପାଦ ମିଳୁଛି। ପ୍ରତିଦିନ ସନ୍ଧ୍ୟା…
ଟାଟା ଷ୍ଟିଲ୍ର ଦିନିକିଆ କର୍ମଶାଳା
ଭୁବନେଶ୍ୱର,୧୮।୩: ଟାଟା ଷ୍ଟିଲ୍ର ଫେରୋ ଆଲଏଜ୍ ଆଣ୍ଡ୍ ମିନେରାଲ୍ସ ଡିଭିଜନ୍ (ଏଫ୍ଏଏମ୍ଡି) ପକ୍ଷରୁ ଆୟୋଜିତ ଏକ ଦିନିକିଆ କର୍ମଶାଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଭାରତୀୟ ଖଣି ଇଞ୍ଜିନିୟର ସଂଘ (ଏମ୍ଇଏଆଇ)ର ଭୁବନେଶ୍ୱର-ସୁକିନ୍ଦା ଚାପ୍ଟର ପାଇଁ ‘ଭାରତୀୟ ଖଣି ଶିଳ୍ପର ଆହ୍ବାନ…
୫୫୬.୪୯କୋଟିର ପୁଞ୍ଜିନିବେଶ ପ୍ରସ୍ତାବକୁ ଏସ୍ଡବ୍ଲ୍ୟୁସିର ଅନୁମୋଦନ
ଭୁବନେଶ୍ୱର,୧୮।୩: ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ୍ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୫ମ ସିଙ୍ଗଲ୍ ୱିଣ୍ଡୋ କମିଟି(ଏସ୍ଡବ୍ଳ୍ୟୁସି) ବୈଠକରେ ମୋଟ ୮୨.୪୨ ମେଗାୱାଟ୍ ଅକ୍ଷୟ ଶକ୍ତି ଉପତ୍ାଦନ ପାଇଁ ଆସିଥିବା ୫୫୬.୪୯କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ…
ବୈଶାଖୀ ବାଣିଜ୍ୟ ମେଳାରେ ଫ୍ରିଡମ୍ର ଆକର୍ଷଣୀୟ ଷ୍ଟଲ୍
ଭୁବନେଶ୍ୱର,୧୮।୩: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କଟକ ବୈଶାଖୀ ବାଣିଜ୍ୟ ମେଳାରେ ଫ୍ରିଡମ୍ ଅଏଲ ପକ୍ଷରୁ ଏକ ଆକର୍ଷଣୀୟ ଷ୍ଟଲ କରାଯାଇଛି। ଏହି ପରିପ୍ରେକ୍ଷୀରେ ଏକ ଉଦଘାଟନୀ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବିଖ୍ୟାତ ସର୍ଜରି ବିଶେଷଜ୍ଞ…
ଏଚ୍ଏମ୍ଏସ୍ଆଇର ସଡ଼କ ସୁରକ୍ଷା ସଚେତନତା ଅଭିଯାନ
ଭୁବନେଶ୍ୱର,୧୮।୩: ହୋଣ୍ଡା ମୋଟରସାଇକେଲ୍ ଆଣ୍ଡ୍ ସ୍କୁଟର ଇଣ୍ଡିଆ (ଏଚ୍ଏମ୍ଏସ୍ଆଇ) ଲିମିଟେଡ୍ର ଲୋକପ୍ରିୟ କାର୍ଯ୍ୟକ୍ରମ ତଥା ସ୍ବତନ୍ତ୍ର ପଦକ୍ଷେପ ‘ସଡ଼କ ସୁରକ୍ଷା ସଚେତନତା ଅଭିଯାନ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ସଡ଼କ ସୁରକ୍ଷା ଏଚ୍ଏମ୍ଏସ୍ଆଇର ସର୍ବୋଚ୍ଚ ପ୍ରାଥମିକତା ହୋଇଥିବାବେଳେ ସଡ଼କରେ…
ଡିଏମ୍ଏଫ୍ର ନୂତନ ଉତ୍ପାଦ
ଭୁବନେଶ୍ୱର,୧୮।୩: ଡିଏସ୍ପି ମ୍ୟୁଚୁଆଲ ଫଣ୍ଡ (ଡିଏମ୍ଏଫ୍)ର ନୂତନ ଉତ୍ପାଦ ‘ଡିଏସ୍ପି ଏସ୍ ଆଣ୍ଡ ପି ବିଏସ୍ଇ ଲିକ୍ୱିଡ ରେଟ ଇଟିଏଫ୍ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଏହି ନିୟୁ ଫଣ୍ଡ ଅଫରର ସବସ୍କ୍ରିପସନ ନିକଟରେ ଆରମ୍ଭ ହୋଇଥିବାବେଳେ ୨୦୨୪…
Archives


