ବାଣିଜ୍ୟ

ଧାନର ଏମ୍‌ଏସ୍‌ପି ବୃଦ୍ଧି ଅର୍ଥନୀତି ପାଇଁ ଶୁଭ ସଙ୍କେତ

ଭୁବନେଶ୍ୱର,୧୪ା୬(ଅନୁରାଧା ମହାରଣା): ରାଜ୍ୟର କୃଷକମାନଙ୍କ ସଶକ୍ତୀକରଣ ପାଇଁ ଏକ ‘ସମୃଦ୍ଧ କୃଷକ ନୀତି’ ଆସିବ ଏବଂ ଚାଷୀମାନଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ଅନୁଯାୟୀ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) କୁଇଣ୍ଟାଲ ପିଛା ୩୧୦୦ ଟଙ୍କାକୁ ବୃଦ୍ଧି କରାଯିବ। ବୁଧବାର କ୍ୟାବିନେଟ୍‌ ବୈଠକରେ ଏପରି…

ଦେଶରେ ୧୨ ମାସ ତଳେ ଖୁଚୁରା ମୁଦ୍ରାସ୍ଫୀତି, ଓଡ଼ିଶା ବଜାରରେ ଆକାଶ ଛୁଆଁ ଦରଦାମ୍

ଭୁବନେଶ୍ୱର, ୧୩।୬: ଭାରତରେ ଖୁଚୁରା ମୁଦ୍ରାସ୍ଫୀତି ବା ମହଙ୍ଗା ହାର ମେ ମାସରେ ୧୨ ମାସର ସର୍ବନିମ୍ନ ୪.୭୫% ସ୍ତରକୁ ଖସିଛି। ଯାହା ଏପ୍ରିଲ ମାସରେ ୪.୮୩% ଥିଲା ବୋଲି ବୁଧବାର ସରକାର ପ୍ରକାଶ କରିଥିବା ତଥ୍ୟରେ କହିଛନ୍ତି। ତେବେ ମେ…

ଆମେରିକା ବ୍ୟାଙ୍କର ପ୍ରଭାବ, ରେକର୍ଡ ସ୍ତରରେ ସେୟାର ମାର୍କେଟ୍‌

ମୁମ଼୍ବାଇ, ୧୩।୬: ବିଶ଼୍ବର ସବୁଠାରୁ ବୃହତ୍‌ ଅର୍ଥନୈତିକ ଦେଶ ଆମେରିକାର ଫେଡରାଲ୍‌ ରିଜର୍ଭ ବ୍ୟାଙ୍କ୍‌ ଏହାର ନୀତିଗତ ସୁଧ ହାରକୁ ନେଇ ଘୋଷଣା କରିଛି । ଏହି ନିଷ୍ପତ୍ତି ସାରା ବିଶ଼୍ବର ଅପେକ୍ଷା ରହିଥିଲା । ଏହାର ପ୍ରଭାବ ଗୁରୁବାର ଭାରତୀୟ…

ସେନ୍‌କୋର ବ୍ରାଇଡାଲ ଜୁଏଲେରି କଲେକ୍ସନ

ଭୁବନେଶ୍ୱର,୧୩।୬: ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ବହୁ ପ୍ରତୀକ୍ଷିତ ତଥା ନୂତନ ବ୍ରାଇଡାଲ ଜୁଏଲେରି କଲେକ୍ସନ ‘ପ୍ୟାର୍‌ କା ଗଠ୍‌ବନ୍ଧନ-୨୦୨୪’ର ସର୍ବଭାରତୀୟସ୍ତରରେ ଉନ୍ମୋଚନ ହୋଇଯାଇଛି। ଏପରିକି ଗ୍ରାହକମାନେ https://sencogoldanddiamonds.com/ରେ ଏହି ସ୍ବତନ୍ତ୍ର ଗଠ୍‌ବନ୍ଧନ କଲେକ୍ସନକୁ ଦେଖିପାରିବେ। ଯେଉଁଠାରେ ପ୍ରତ୍ୟେକ ଅଳଙ୍କାରର ଡିଜାଇନ…

ଏସ୍‌ବିଆଇର ନୂତନ ଅଭିଯାନ ‘ଏସ୍‌ଏମ୍‌ଇ ଡିଜିଟାଲ ବିଜ୍‌ନେସ୍‌ ଋଣ’, ୪୫ମିନିଟ୍‌ ଭିତରେ…

ଭୁବନେଶ୍ୱର,୧୩।୬: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସବିଆଇ)ର ନୂତନ ଅଭିଯାନ ‘ଏସ୍‌ଏମ୍‌ଇ ଡିଜିଟାଲ ବିଜ୍‌ନେସ୍‌ ଋଣ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏମ୍‌ଏସ୍‌ଏମ୍‌ଇ ଋଣ କ୍ଷେତ୍ରରେ ବ୍ୟାଙ୍କ ଏକ ନୂଆ ମାନଦଣ୍ଡ ଧାର୍ଯ୍ୟ କରାଯାଇଥିଲାବେଳେ ଆସନ୍ତା ୫ବର୍ଷ ମଧ୍ୟରେ ବ୍ୟାଙ୍କର ଅଭିବୃଦ୍ଧି ଓ…

ଅରୁନ୍ଧତୀ ଜୁଏଲର୍ସର ନୂତନ କଲେକ୍ସନ ‘ମଙ୍ଗଳସୂତ୍ର ଏବଂ ପେଣ୍ଡେଣ୍ଟ’, ମିଳୁଛି ଆକର୍ଷଣୀୟ ଅଫର

ଭୁବନେଶ୍ୱର,୧୩।୬ (ଅଭୟ ଦାଶ): ଅରୁନ୍ଧତୀ ଜୁଏଲର୍ସର ବହୁ ପ୍ରତୀକ୍ଷିତ ତଥା ନୂତନ କଲେକ୍ସନ ‘ମଙ୍ଗଳସୂତ୍ର ଏବଂ ପେଣ୍ଡେଣ୍ଟ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆକର୍ଷଣୀୟ ଅଫର ସହ ରିହାତି ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଏ ସମ୍ପର୍କରେ ଅରୁନ୍ଧତୀ ଜୁଏଲର୍ସର…

ଶେୟାର ବଜାରରେ ପୁଣି ରେକର୍ଡ, ସର୍ବୋଚ୍ଚ ଛୁଇଁଲା ନିଫ୍ଟି

ନୂଆଦିଲ୍ଲୀ, ୧୨।୬: ଶେୟାର ବଜାର ଖୋଲିବାର ଏକ ଘଣ୍ଟା ପୂର୍ବରୁ ନୂଆ ଇତିହାସ ରଚିଛି ନିଫ୍ଟି। ୨୩,୪୨୦.୩୫ ପଏଣ୍ଟରେ ପହଞ୍ଚି ରେକର୍ଡ କରିଛି । ପୂର୍ବରୁ ଏହି ରେକର୍ଡ ୨୩,୪୧୧.୯୦ ପଏଣ୍ଟ ରହିଥିଲା । ଦୁଇଦିନ ତଳେ ଅର୍ଥାତ ସପ୍ତାହର ଆରମ୍ଭ…

ବୈଶକ ଶକ୍ତି ସଂରକ୍ଷଣର ସମ୍ପ୍ରସାରଣ କରିବ ଇକ୍ୟୁ ଏନର୍ଜି

ଭୁବନେଶ୍ୱର,୧୨।୬(ଅନୁରାଧା ମହାରଣା): ବ୍ୟାଟେରି ଷ୍ଟୋରେଜ କମ୍ପାନୀ ଇକ୍ୟୁ ଏନର୍ଜି ବିଶ୍ୱସ୍ତରରେ ଏହାର ଶକ୍ତି ସଂରକ୍ଷଣ କ୍ଷମତାକୁ ୨୦୨୮ ସୁଦ୍ଧା ୧.୩ ଜିଡବ୍ଲ୍ୟଏଚ୍‌ରୁ ୯ ଜିଡବ୍ଲ୍ୟଏଚ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖିଛି। ଇକ୍ୟୁ ଏନର୍ଜିର ପରିଚାଳନା ନିର୍ଦ୍ଦେଶକ କେଣ୍ଟାରୋ ଓନୋ ସୂଚନା ଦେଇଛନ୍ତି।…

ଭାରତରେ ଜିଡିପି ଅଭିବୃଦ୍ଧି ହାର ୬.୬% ହେବ

ଭୁବନେଶ୍ୱର,୧୨।୬(ଅନୁରାଧା ମହାରଣା): ୨୦୨୪ରେ ଭାରତୀୟ ଅର୍ଥନୀତି ୬.୬ ପ୍ରତିଶତ ହାରରେ ବୃଦ୍ଧି ପାଇବ। ୨୦୨୪ ପାଇଁ ଭାରତର ଜିଡିପି ଆକଳନ ବୃଦ୍ଧି ପାଉଥିବାବେଳେ ବିଶ୍ୱ ବ୍ୟାଙ୍କ କହିଛି ଯେ, ଚଳିତ ବର୍ଷ ଭାରତ ୬.୬ ପ୍ରତିଶତ ହାରରେ ବୃଦ୍ଧି ପାଇବ ମାତ୍ର…

କାରବାର ଆରମ୍ଭରୁ ଲାଲ୍‌ ହୋଇଗଲା ଶେୟାର ମାର୍କେଟ୍‌

ମୁମ଼୍ବାଇ, ୧୧।୬: ଭାରତୀୟ ଶେୟାର ବଜାର ମଙ୍ଗଳବାର କାରବାର ଆରମ୍ଭରୁ ବୃଦ୍ଧି ସହିତ ଖୋଲିଥିବା ବେଳେ ନିଫ୍ଟି ସଙ୍ଗେସଙ୍ଗେ ଲାଲ୍‌ ହୋଇଯାଇଥିବା ଦେଖିବାକୁ ମିଳିଛି। ବ୍ୟାଙ୍କ ନିଫ୍ଟିରେ ହ୍ରାସ ଘଟି ଏହା ୪୯,୫୩୯ ପଏଣ୍ଟ ତଳକୁ ଖସି ଆସିଛି । ବିଏସ୍‌ଇର…

ଭୋକ ମାରିଦେଉଛି ଚଢ଼ାଦର

ଭୁବନେଶ୍ୱର,୧୧।୬(ଅନୁରାଧା ମହାରଣା): ଦିନକୁ ଦିନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ବଢ଼ିବାରେ ଲାଗିଛି। ତେବେ ଚାଉଳ, ଡାଲି, ପରିବା ଓ ତେଲ ଭଳି ଅତ୍ୟାବଶ୍ୟକ ସାମଗ୍ରୀର ଦର ବଢ଼ିବା ଗରିବ ଓ ମଧ୍ୟବିତ୍ତଙ୍କୁ ଚିନ୍ତାରେ ପକାଇଲାଣି। ଉଭୟ ଉଷୁନା ଓ ଅରୁଆ…

ଜେଏସ୍‌ପିକୁ କଳିଙ୍ଗ ଏକ୍ସଲେନ୍ସ ଆଓ୍ବାର୍ଡ

ଭୁବନେଶ୍ୱର,୧୧।୬ (ଅଭୟ ଦାଶ): ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର(ଜେଏସପି)କୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ଓ ସ୍ବୀକୃତି ଦିଆଯାଇଛି। ଏପରିକି କମ୍ପାନୀର କର୍ପୋରେଟ୍‌ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ/ପଦକ୍ଷେପ ମାଧ୍ୟମରେ ଅନେକପ୍ରକାର ଜନମଙ୍ଗଳକାରୀ କାର୍ଯ୍ୟ କରାଯାଉଛି, ଜନସାଧାରଣଙ୍କ ବିକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?