ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..
ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର । ଯଦି ଆପଣ ଜଣେ ଛାତ୍ର, ଭଡାଟିଆ ଆପାର୍ଟମେଣ୍ଟରେ ରହୁଛନ୍ତି, କିମ୍ବା ଏକ ଛୋଟ…
ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…
ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍କୁ ଗୋଟିଏ ଟ୍ରେନରେ ଯାତ୍ରା କରାଇବାର ଥାଉ, ସବୁଠାରୁ ବଡ଼ ଚ୍ୟାଲେଞ୍ଜ ହେଉଛି ସମସ୍ତଙ୍କ ପାଇଁ ଏକ…
ସୁନା-ରୂପା ମୂଲ୍ୟ ହ୍ରାସ ପାଇବ ନା ବୃଦ୍ଧି ପାଇବ? ବିଶେଷଜ୍ଞ କହିଲେ….
ନୂଆଦିଲ୍ଲୀ,୧୨।୭: ନିବେଶକମାନେ ଆମେରିକା-ଇରାନ ମଧ୍ୟରେ ନୂତନ ଉତ୍ତେଜନା, ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଏବଂ ମୁଦ୍ରାସ୍ଫୀତି ତଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିଥିବାରୁ ଆସନ୍ତା ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟ ଅସ୍ଥିର ରହିବାର ସମ୍ଭାବନା ରହିଛି। ବିଶେଷଜ୍ଞମାନେ କହିଛନ୍ତି ଯେ…
ଫର୍ଚ୍ୟୁନ୍ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ
ଫର୍ଚ୍ୟୁନ୍ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍ ପାଓ୍ବାରଫୁଲ୍ ଓ୍ବିମେନ୍ (ଏମ୍ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ୟବସାୟ, ଅର୍ଥ, ପ୍ରଯୁକ୍ତିବିଦ୍ୟା, ସ୍ବାସ୍ଥ୍ୟସେବା, ଜନନୀତି ତଥା ଉଦ୍ୟମିତା ସହ ଜଡ଼ିତ…
E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?
ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍)କୁ ନେଇ ଆଲୋଚନା ଓ ବିବାଦର ଏଭଳି ନିଆଁ ଜଳିବ, ତାହାର ଅନ୍ଦାଜ ବୋଧହୁଏ ସରକାରଙ୍କର ନ ଥିଲା। ଏହି…
ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ ଇନ୍ଧନ ଭାବେ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହଁାଉଛନ୍ତି। ଫଳରେ ରିଟେଲ ଆଉଟଲେଟ୍ଗୁଡ଼ିକରେ ହାଇ-ଅକ୍ଟେନ…
BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍
ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍ଟି ବିଶେଷ କରି ବ୍ୟବସାୟିକ ତଥା ଜରୁରୀକାଳୀନ ବ୍ୟବହାର ପାଇଁ ଉଦ୍ଦିଷ୍ଟ। ତେବେ ଦୂରସଞ୍ଚାର ବିଭାଗ (DoT) ର ନିୟମ…
ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…
ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ କରି ଘରୋଇ ବଜାର ପର୍ଯ୍ୟନ୍ତ, ଉଭୟ ମୂଲ୍ୟବାନ ଧାତୁ ଦରରେ ବଡ଼ ହ୍ରାସ…
ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍
ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ ‘ଜିଓଟିଭି ପ୍ରୋ ପ୍ୟାକ୍’ ବଜାରକୁ ଆଣିଛି। ଏହି ପ୍ଲାନ୍ ସାହାଯ୍ୟରେ ଗ୍ରାହକମାନେ JioTV…
ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର
ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ ଜାଣିବା ପାଇଁ ଆଉ ଆୟୁଷ୍ମାନ ଆପ୍ କିମ୍ବା ୱେବସାଇଟ୍ର ସାହାଯ୍ୟ ନେବାକୁ…
ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି
ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ ବଜାରରେ ନିଆଁକୁ ଆହୁରି ଘିଅ ଢାଳିବା ସଦୃଶ ହୋଇଥିଲା । ଯାହା ନିବେଶକଙ୍କ…
PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍ କରନ୍ତୁ ବାଲାନ୍ସ
ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ PF ଆକାଉଣ୍ଟରେ ୮.୨୫% ସୁଧ ଜମା କରିବା ପ୍ରକ୍ରିୟା ଆରମ୍ଭ କରିବାକୁ ନିର୍ଦ୍ଦେଶ…

