ବାଣିଜ୍ୟ

Exit Poll ପରେ ଶେୟାର ବଜାରରେ ଉତ୍ସାହ, ସେନସେକ୍ସ-ନିଫ୍ଟିରେ ଜବରଦସ୍ତ ବୃଦ୍ଧି

ମୁମ୍ବାଇ, ୩।୬: ଲୋକସଭା ନିର୍ବାଚନ ପାଇଁ ଏକଜିଟ୍ ପୋଲ୍ ଆକଳନ ପରେ ଶେୟାର ବଜାରରେ ଜବରଦସ୍ତ ଉତ୍ସାହ ଦେଖିବାକୁ ମିଳିଛି। ସୋମବାର ବଜାର ଖୋଲିବା ମାତ୍ରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜ ସୁଚକାଙ୍କ ସେନସେକ୍ସ ୨,୬୨୧.୯୮ ପଏଣ୍ଟ କିମ୍ବା ୩.୫୫ ପ୍ରତିଶତ ବୃଦ୍ଧି…

ରେପୋରେଟ୍‌ କମିବା ଆଶା କ୍ଷୀଣ

ଭୁବନେଶ୍ୱର,୩।୬(ଅନୁରାଧା ମହାରଣା): ମୁଦ୍ରାସ୍ଫୀତିର ଆହ୍ବାନ ମଧ୍ୟରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଆଗାମୀ ମୁଦ୍ରାନୀତି କମିଟି ବୈଠକରେ ରେପୋ ରେଟ୍‌ ହ୍ରାସ ହେବା ଆଶା କ୍ଷୀଣ ହୋଇଛି। ବିଶିଷ୍ଟ ଅର୍ଥନୈତିକ ବିଶେଷଜ୍ଞମାନେ ଏହି ମତ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଲୋକ ସଭା…

ଜିଏସ୍‌ଟି ସଂଗ୍ରହରେ ରେକର୍ଡ, ମେ’ରେ ୧,୭୨,୭୩୯ କୋଟି

ନୂଆଦିଲ୍ଲୀ, ୩।୬(ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ମାସରେ ମଧ୍ୟ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ଶନିବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ…

ଆଜିଠାରୁ ୨ ଟଙ୍କା ବଢ଼ିଲା ଅମୁଲ କ୍ଷୀର ମୂଲ୍ୟ

ଭୁବନେଶ୍ୱର, ୩।୬: ବଢ଼ିଲା ଅମୁଲ କ୍ଷୀର ମୂଲ୍ୟ। କ୍ଷୀରର ଉତ୍ପାଦନ ତଥା ଉତ୍ପାଦନର ମୂଲ୍ୟ ବୃଦ୍ଧିକୁ ଦୃଷ୍ଟିରେ ରଖି ସମସ୍ତ ପ୍ରକାରରେ ଅମୁଲ କ୍ଷୀରର ମୂଲ୍ୟ ଲିଟର ପିଛା ୨ ଟଙ୍କା ବୃଦ୍ଧି କରାଯାଇଛି। ଗୁଜୁରାଟ କୋଅପରେଟିଭ୍ ମିଲ୍କ ମାର୍କେଟିଂ ଫେଡେରେସନ୍…

ଦେଢ଼ଦିନ ମଧ୍ୟରେ ଦାବି ଫଇସଲା

ଭୁବନେଶ୍ୱର,୨।୬: ଦେଶର ପ୍ରମୁଖ ଘରୋଇ ଜୀବନ ବୀମା କମ୍ପାନୀ ଆଇସିଆଇସିଆଇ ପ୍ରୁଡେନ୍‌ସିଆଲ ଲାଇଫ୍‌ ଇନ୍‌ସ୍ୟୁରାନ୍ସ ପ୍ରାୟ ଦେଢ ଦିନ ମଧ୍ୟରେ ଦାବି ଫଇସଲାର ସମାଧାନ କରୁଛି। ଏପରିକି ୨୦୨୩-୨୪ ଆର୍ଥତ୍କ ବର୍ଷରେ କମ୍ପାନୀର ଦାବି ସମାଧାନ ଅନୁପାତ ୯୯.୧୭% ରହିଛି,ଯାହା ଉକ୍ତ…

ଲାଭାର ନୂତନ ଉତ୍ପାଦ ‘ପାୱାର ପ୍ୟାକ୍‌ଡ ଯୁବା ୫ଜି’; ୧୨୮ଜିବିର ମୂଲ୍ୟ ୯,୯୯୯ ଟଙ୍କା

ଭୁବନେଶ୍ୱର,୨।୬: ଲାଭା ଇଣ୍ଟରନ୍ୟାଶନାଲ ଲିମିଟେଡ୍‌ର ନୂତନ ଉତ୍ପାଦ ଯୁବା ୫ଜି (ପାୱାର ପ୍ୟାକ୍‌ଡ ଯୁବା ୫ଜି)ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଦୁଇଟି ମେମୋରି ଭାରିଆଣ୍ଟରେ ଉନ୍ମୋଚନ ହୋଇଥିବା ଯୁବା ୫ଜିରେ ଅତ୍ୟାଧୁନିକ ଫିଚର ସହ ଉତ୍କୃଷ୍ଟ ବ୍ୟାଟେରି…

ମେ’ରେ ରେକର୍ଡ ୧, ୭୨, ୭୩୯ କୋଟି ଟଙ୍କାର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୬: (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ମାସରେ ମଧ୍ୟ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ଶନିବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ…

ଗୌତମ ଆଦାନୀ ଏସିଆର ଶ୍ରେଷ୍ଠ ଧନୀ

ନୂଆଦିଲ୍ଲୀ,୧ା୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଅଧ୍ୟକ୍ଷ ମୁକେଶ ଅମ୍ବାନୀଙ୍କୁ ଟପି ଆଦାନୀ ଗ୍ରୁପ୍‌ର ଅଧ୍ୟକ୍ଷ ଗୌତମ ଆଦାନୀ ଏସିଆର ସବୁଠୁ ଧନୀ ବ୍ୟକ୍ତିର ପରିଚୟ ହାସଲ କରିଛନ୍ତି। ବ୍ଲୁମ୍‌ବର୍ଗ ବିଲିୟନେୟାର୍ସ ସୂଚକାଙ୍କରୁ ଏହା ଜଣାପଡ଼ିଛି। ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ଆଦାନୀ ୧୧୧…

New Rule From June 1: ଆଜିଠାରୁ ବଦଳିଯାଇଛି ଏସବୁ ଗୁରତ୍ୱପୂର୍ଣ୍ଣ ନିୟମ; ଜାଣି ନିଅନ୍ତୁ ନଚେତ ହଇରାଣରେ ପଡ଼ିବେ

ନୂଆଦିଲ୍ଲୀ,୧।୬: ଜୁନ ପହିଲା ଅର୍ଥାତ ଆଜିଠାରୁ ଲାଗୁ ହୋଇଛି କିଛି ନୂଆ ନିୟମ। ଘରୋଇ ଗ୍ୟାସ ସିଲିଣ୍ଡରର ଦାମ୍‌ କମ୍‌ ହୋଇଥିବା ବେଳେ ଗାଡ଼ି ଚଳାଇବା ନେଇ ଟ୍ରାଫିକ୍‌ ନିୟମରେ ପରିବର୍ତ୍ତନ କରାଯାଇଛି। ଏବେ ଟ୍ରାଫିକ ନିୟମ ପୂର୍ବଠାରୁ ଅଧିକ କଠିନ…

ତନେଇରାର ସାବିତ୍ରୀ,ରଜ ଅଫର

ଭୁବନେଶ୍ୱର,୧।୬: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ତନେଇରା ପକ୍ଷରୁ ସାବିତ୍ରୀ ଓ ରଜ ଉପଲକ୍ଷେ ସ୍ବତନ୍ତ୍ର ଗୋଲ୍‌ଡ କଏନ୍‌ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୪ ଜୁନ୍‌ ୧୬ ପର୍ଯ୍ୟନ୍ତ ଭୁବନେଶ୍ୱରର ଷ୍ଟେଶନ ସ୍କୋୟାରସ୍ଥିତ ତନେଇରା…

୮.୨% ହୋଇପାରେ ଜିଡିପି ଅଭିବୃଦ୍ଧି

ଭୁବନେଶ୍ୱର,୧।୬(ଅନୁରାଧା ମହାରଣା): ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍‌ଏସ୍‌ଓ), ପରିସଂଖ୍ୟାନ ଏବଂ ପ୍ରୋଗ୍ରାମ କାର୍ଯ୍ୟାନ୍ବୟନ ପକ୍ଷରୁୁ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବାର୍ଷିକ ମୋଟ ଘରୋଇ ଉତ୍ପାଦ (ଜିଡିପି)ର ସାମୟିକ ଆକଳନ ପ୍ରକାଶ ପାଇଛି। ଏହାସହ ୨୦୨୩-୨୪ର ଚତୁର୍ଥ ତ୍ରୈମାସିକ (ଜାନୁଆରୀ-ମାର୍ଚ୍ଚ) ପାଇଁ…

ଟ୍ରେଣ୍ଡସ୍‌ର ରଜ ମଉଜ

ଭୁବନେଶ୍ୱର, ୧।୬(ଅଭୟ ଦାଶ): ରିଲାଏନ୍ସ ରିଟେଲର ପୋଷାକ ଓ ଆସେସୋରିଜ୍‌ ସ୍ପେଶାଲିଟି ଚେନ୍‌ ‘ଟ୍ରେଣ୍ଡସ୍‌’ର ରଜ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଶନିବାରଠାରୁ ଟ୍ରେଣ୍ଡସ୍‌ର ରଜ ମଉଜ ଏବଂ ଶ୍ରେଷ୍ଠ ରଜ ଲୁକ୍ସ ପ୍ରତିଯୋଗିତା ସହ ରଜ ଅଭିଯାନ ଆରମ୍ଭ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?