ବାଣିଜ୍ୟ

ଦୈନିକ ୫୧,୦୦୦ ଖାଦ୍ୟ ପ୍ୟାକେଟ ବିତରଣ କରିବ ମାଲାବାର

ଭୁବନେଶ୍ୱର,୨୯।୫ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମାଲାବାର ଗ୍ରୁପ୍‌ର ଗୋଆସ୍ଥିତ ମାଲାବାର ହେଡ୍‌କ୍ୱାର୍ଟର୍ସ ପରିସରରେ ବିଶ୍ୱ କ୍ଷୁଧା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମାଲାବାର ଗ୍ରୁପ୍‌ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ହଙ୍ଗର-ଫ୍ରି ୱାଲର୍ଡ’ ଜରିଆରେ ଦୈନିକ…

ଖୁସି ଖବର: ଇନଫୋସିସରେ ହେବ ନାହିଁ ଛଟେଇ

ନୂଆଦିଲ୍ଲୀ,୨୮।୫: ସମ୍ପ୍ରତି ସମଗ୍ର ବିଶ୍ୱରେ ଛଟେଇ ଚାଲିଛି। ଏହାର ବ୍ୟାପକ ପ୍ରଭାବ ଭାରତରେ ମଧ୍ୟ ଦୃଶ୍ୟମାନ ହୋଇଛି। ଛଟେଇ ଦ୍ୱାରା ଆଇଟି କ୍ଷେତ୍ର ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। କୃତ୍ରିମ ଇଣ୍ଟେଲିଜେନ୍ସ (ଏଆଇ) ଚାକିରି ଉପରେ ନକାରାତ୍ମକ ପ୍ରଭାବ ପକାଉଛି। ସନ୍ଦେହର…

ଶେୟାର ବଜାର କାରବାରରେ ହ୍ରାସ

ଭୁବନେଶ୍ୱର,୨୮।୫: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍‌…

ଉତ୍ପାଦନ କ୍ଷେତ୍ରରେ ନାଲ୍‌କୋର ସର୍ବକାଳୀନ ରେକର୍ଡ

ଭୁବନେଶ୍ୱର,୨୮।୫ (ଅଭୟ ଦାଶ): ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ନବରତ୍ନ ଉଦ୍ୟୋଗ/କମ୍ପାନୀ) ତଥା କେନ୍ଦ୍ର ଖଣି ମନ୍ତ୍ରଣାଳୟ ଅଧୀନ ନ୍ୟାଶନାଲ ଆଲୁମିନିୟମ୍‌ କମ୍ପାନୀ ଲିମିଟେଡ ବା ନାଲ୍‌କୋର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ…

ଡ୍ରିମ୍‌ସ ପଲିଟେକ୍‌ନିକ୍‌ର କ୍ୟାମ୍ପସ ଚୟନ

ଭୁବନେଶ୍ୱର,୨୮।୫: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମ୍‌ସ ଗ୍ରୁପର ପ୍ରମୁଖ କଲେଜ ଡ୍ରିମ୍‌ସ ପଲିଟେକ୍‌ନିକର କ୍ୟାମ୍ପସ ଚୟନ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କଲେଜର ମୋଟ ୪୪୨ ଜଣ ଛାତ୍ରୀଛାତ୍ରଙ୍କୁ ନିଯୁକ୍ତି ମିଳିଛି। ଏପରିକି ଗତ ୬ ମାସ…

୨୫୦ ଟଙ୍କାରୁ କମ୍ ଷ୍ଟକ୍ ପାଇଁ ଏକ ପଇସା ମୂଲ୍ୟର ଟିକ୍ ଆଣିବ ଏନଏସଇ

ମୁମ୍ୱାଇ,୨୭।୫: ନ୍ୟାସନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନଏସଇ) ଏହାର ଟ୍ରେଡିଂ ପାରାମିଟରରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଘୋଷଣା କରିଛି। ଯାହା ଜୁନ୍ ୧୦, ୨୦୨୪ ଠାରୁ କାର୍ଯ୍ୟକାରୀ ହେବ। ଏନଏସଇ ପ୍ରତି ଶେୟାର ୨୫୦ ଟଙ୍କାରୁ କମ୍ ଥିବା ସମସ୍ତ ଷ୍ଟକ୍ ପାଇଁ…

ନୁଭୋକୋ ଭିସ୍ତାସ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୨୬।୫: ନୁଭୋକୋ ଭିସ୍ତାସ୍‌ କର୍ପୋରେଶନ ଲିମିଟେଡର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହିତ ୨୦୨୩-୨୪ ଆର୍ଥିକ ବର୍ଷର ବାର୍ଷିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ଏପରିକି ୨୦୨୩-୨୪ ଆର୍ଥିକ…

ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳାଫଳ: ଟେଟ୍ରାହେଡ୍ରନ୍‌ର ଶତପ୍ରତିଶତ ସଫଳତା

ଭୁବନେଶ୍ୱର/ମଙ୍ଗୁଳି,୨୬।୫ (ମାନସ ସାମଲ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା କଟକର ଟାଙ୍ଗୀସ୍ଥିତ ଟେଟ୍ରାହେଡ୍ରନ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନ୍ସ (ଟେଟ୍ରାହେଡ୍ରନ୍‌ ହାୟର ସେକେଣ୍ଡାରୀ ସ୍କୁଲ ଏବଂ ଟେଟ୍ରାହେଡ୍ରନ୍‌ ଓମେନ୍ସ ହାୟର ସେକେଣ୍ଡାରୀ ସ୍କୁଲ)ର ଉଲ୍ଲେଖନୀୟ ସଫଳତା ସହ ଯୁକ୍ତ୨ ବିଜ୍ଞାନ ଫଳାଫଳରେ…

ଭାରତୀ ଆକ୍ସାର ନୂତନ ଉତ୍ପାଦ

ଭୁବନେଶ୍ୱର,୨୬।୫: ପ୍ଲସ୍‌’ସ୍କିମ (ଯୋଜନା)ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଏହା ହେଉଛି, ଏକ ୟୁନିଟ୍‌ ଲିଙ୍କଡ୍‌ ବୀମା ଯୋଜନା। ଯାହାକୁ ବଜାର ଲିଙ୍କ୍‌ ସହିତ ବାର୍ଷିକ ପ୍ରିମିୟମ୍‌ର ୧୦୦ଗୁଣା ପର୍ଯ୍ୟନ୍ତ ବୀମା ପ୍ରଦାନ କରିବା ଲାଗି ପ୍ରସ୍ତୁତ କରାଯାଇଛି।…

ସୋନିର ନୂତନ ବ୍ରାଭିଆ ୨ସିରିଜ

ଭୁବନେଶ୍ୱର,୨୭।୫: ସୋନି ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ବ୍ରାଭିଆ ୨ସିରିଜର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏଥିରେ ୪କେ ଅଲଟ୍ରା ଏଚଡି ଏଲଇଡି ଡିସପ୍ଲେ ପ୍ରଯୁକ୍ତି ସାମିଲ ଥିଲାବେଳେ ଗୁଗଲ୍‌ ଟିଭି ସହିତ ଏହା ସଂଯୋଜିତ…

କଟକରେ ଲାଲଚାନ୍ଦର ୨ୟ ଶୋ’ରୁମ୍‌

ଭୁବନେଶ୍ୱର,୨୭।୫(ଅଭୟ ଦାଶ): ଲାଲଚାନ୍ଦ ଜୁଏଲର୍ସର ନୂତନ ତଥା ୨ୟ ଶୋ’ରୁମ ରବିବାର କଟକର ସିଡିଏସ୍ଥିତ ସେକ୍ଟର୬ଠାରେ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ବଲିଉଡ୍‌ ଅଭିନେତା ସୁନୀଲ ସେଟ୍ଟୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ…

ଆୟକର ନାଁରେ ଆସୁଛି ନକଲି ନୋଟିସ: ସତର୍କ ରହିବାକୁ ମାର୍ଗଦର୍ଶିକା ଜାରି

ଭୁବନେଶ୍ୱର,୨୭।୫: (ଅନୁରାଧା ମହାରଣା): ଆୟକର ବିଭାଗ ନାମରେ କର ପୈଠରେ ଖିଲାପ ନେଇ ନୋଟିସ ପାଇବା କ୍ଷଣି ସାଧାରଣ ଲୋକ ବିବ୍ରତ ହୋଇପଡ଼ନ୍ତି। କିଛି ବିଚାର ନକରି ତୁରନ୍ତ ମୋବାଇଲକୁ ମେସେଜ୍‌ ଆସିଥିବା ଲିଙ୍କ ଉଫରେ କ୍ଲିକ୍‌ କରି ଟଙ୍କା ପୈଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?