ବାଣିଜ୍ୟ

ଓଡିଏମ୍‌ର ସ୍ବତନ୍ତ୍ର ସମ୍ବର୍ଦ୍ଧନା ସମାରୋହ

ଭୁବନେଶ୍ୱର,୧୯।୫ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ୍‌ର ଛାତ୍ରୀଛାତ୍ରମାନେ ନିକଟରେ ପ୍ରକାଶିତ ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ଶ୍ରେଣୀର ବିଜ୍ଞାନ ଓ ବାଣିଜ୍ୟ ଫଳାଫଳରେ…

ନକଲି କଲ୍‌ ଉପରେ ରୋକ ଲଗାଇବ ଟ୍ରାଇ

ଭୁବନେଶ୍ୱର,୧୯।୫ (ଅନୁରାଧା ମହାରଣା): ନକଲି ତଥା ବାରମ୍ବାର କଲ୍‌ କରି ହଇରାଣ କରୁଥିବା ମାର୍କେଟିଂ କଲ୍‌କୁ ରୋକିବା ପାଇଁ ଦେଶରେ ବହୁ ବର୍ଷ ଧରି ନିୟମ ରହିଆସିଛି। ଟେଲିକମ ରେଗୁଲେଟୋରୀ ଅଥରିଟି ଅଫ ଇଣ୍ଡିଆ (ଟ୍ରାଇ) କ୍ରମାଗତ ଭାବରେ ଏହିପରି କଲ୍‌…

ଲଗାତାର ୬ ମାସ ପାଇଁ ଓଡ଼ିଶାରେ ଦରଦାମ୍ ସବୁଠୁ ଅଧିକ

ଭୁବନେଶ୍ୱର,୧୮।୫: ବିଭିନ୍ନ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ଦୃଷ୍ଟିରୁ ଓଡ଼ିଶା ଲଗାତାର ୬ ମାସ ହେଲା ଦେଶର ସବୁଠାରୁ ମହଙ୍ଗା ପାଲଟିଛି। ଓଡ଼ିଶାରେ ଗତ ୬ ମାସ ମଧ୍ୟରେ କ୍ରମାଗତ ଭାବରେ ଖୁଚୁରା ମୁଦ୍ରାସ୍ଫୀତି ହାର ସାତ ପ୍ରତିଶତରୁ ଅଧିକ ରେକର୍ଡ ହୋଇଛି।…

ଆମେରିକାରେ ଜୟଆଲୁକ୍କାସ୍‌ର ମେଗା ବିସ୍ତାର ଯୋଜନା

ଭୁବନେଶ୍ୱର, ୧୮।୫: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଜୁଏଲେରି ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ନୂତନ ଆଉଟ୍‌ଲେଟ୍‌ ଏବଂ ବିସ୍ତାର ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଆଗାମୀ ଦିନରେ ବ୍ରାଣ୍ଡ୍‌ର ୫ଟି ଆଉଟ୍‌ଲେଟ ଆମେରିକା ବଜାରରେ ଉଦ୍‌ଘାଟନ ଏବଂ ପୁନଃ…

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୧୮।୫: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଦରବୃଦ୍ଧି କାରଣରୁ (କ୍ରମାଗତ ଭାବେ) ଘରୋଇ ବଜାରରେ (କ୍ରମାଗତ ଭାବେ) ଉଭୟ ସୁନା ଓ ରୁପା ଦର ବୃଦ୍ଧି ପାଉଛି। ଏପରିକି ଶୁକ୍ରବାର ନୂଆଦିଲ୍ଲୀରେ ୨୨କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୮୦୫ ଟଙ୍କା…

ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ

ଭୁବନେଶ୍ୱର,୧୮।୫ (ଅନୁରାଧା ମହାରଣା): ଭାରତର ସର୍ବବୃହତ୍‌ ପାର୍କ ଚେନ୍‌ କୁହାଯାଉଥିବା ୱଣ୍ଡେର୍ଲା ହଲିଡେଜ୍‌ ପକ୍ଷରୁ ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ ନିର୍ମାଣ ହୋଇଛି। ଭୁବନେଶ୍ୱରଠାରୁ ୨୨.୫ କି.ମି. ଦୂର କୁମ୍ଭାରବସ୍ତରେ ଏହି ପାର୍କ ଆସନ୍ତା ୨୪ରେ ଖୋଲାଯିବ। କୋଚି, ବେଙ୍ଗାଲୁରୁ ଏବଂ…

ଓସ୍‌ମେ ମହିଳା ଶିଳ୍ପୋଦ୍ୟୋଗୀ ସଂଘର ନୂତନ କର୍ମକର୍ତ୍ତା

ଭୁବନେଶ୍ୱର,୧୮।୫: ରାଜ୍ୟର ପ୍ରମୁଖ ଶିଳ୍ପ ସଂଘ ତଥା କଟକ ଖପୁରିଆ ଶିଳ୍ପାଞ୍ଚଳଠାରେ ଥିବା ଓଡ଼ିଶା ଆସମ୍ବଲି ଅଫ୍‌ ସ୍ମଲ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ୍‌ (ଓଏଏସ୍‌ଏମ୍‌ଇ ବା ଓସ୍‌ମେ)ର ଓଡ଼ିଶା ମହିଳା ଶିଳ୍ପୋଦ୍ୟୋଗୀ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ନିକଟରେ ସଂଘର ସମ୍ମିଳନୀ…

ଓସିପିଏଲ୍‌ ପକ୍ଷରୁ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୮।୫: ଓଡ଼ିଶା କୋଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଓସିପିଏଲ୍‌)ର ମନୋହରପୁର ୟୁନିଟ୍‌ ପକ୍ଷରୁ ଆୟୋଜିତ ଏକ ଦିନିକିଆ କର୍ମଶାଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ନିମୋନୋକୋନିଓସିସ୍‌ ଉପରେ ଏକ ବୃତ୍ତିଗତ ସ୍ବାସ୍ଥ୍ୟ ଏବଂ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ପ୍ଲାଣ୍ଟ ପରିସରରେ…

ଭି-ମାର୍ଟର ନୂତନ ଟି-ଶାର୍ଟ ରେଞ୍ଜ

ନୂଆଦିଲ୍ଲୀ,୧୮।୫: ଦେଶର ପ୍ରମୁଖ ଫ୍ୟାଶନ ରିଟେଲର ଭି-ମାର୍ଟ (ଭି-ମାର୍ଟ ରିଟେଲ ଲିମିଟେଡ୍‌)ର ନୂତନ ଟି-ଶାର୍ଟ ରେଞ୍ଜ ନିକଟରେ ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୧୦୦୦ରୁ ଅଧିକ ପ୍ରକାର ନୂତନ ଟି-ଶାର୍ଟ ବର୍ଗମାଳା ପୁରୁଷ, ମହିଳା ଓ…

୨୦୨୪ରେ ଭାରତର ଜିଡିପି ଅଭିବୃଦ୍ଧି ଆକଳନ ୬.୯% ପର୍ଯ୍ୟନ୍ତ ବୃଦ୍ଧି କଲା ଜାତିସଂଘ

ନୂଆଦିଲ୍ଲୀ,୧୭।୫: ମିଳିତ ଜାତିସଂଘ ୨୦୨୪ ପାଇଁ ଭାରତର ଅଭିବୃଦ୍ଧି ଆକଳନକୁ ସଂଶୋଧନ କରିଛି ଏବଂ ଚଳିତ ବର୍ଷ ଅର୍ଥନୀତି ପ୍ରାୟ ୭% ବୃଦ୍ଧି ପାଇବ ବୋଲି ଆକଳନ କରିଛି। ଗୁରୁବାର ପ୍ରକାଶିତ ୨୦୨୪ ମଧ୍ୟଭାଗ ସୁଦ୍ଧା ଏଜେନ୍ସିର ବିଶ୍ୱ ଅର୍ଥନୀତି ସ୍ଥିତି…

ଏପ୍ରିଲରେ ୧୧,୬୫୬ ୟୁନିଟ୍‌ ଟ୍ରାକ୍ଟର ବିକ୍ରି

ଭୁବନେଶ୍ୱର,୧୭ା୫: ଭାରତର ୧ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ‘ସୋନାଲିକା’ର ମାସିକ ବିକ୍ରି ଫଳାଫଳ ନିକଟରେ ଘୋଷଣା କରାଯାଇଛି। କମ୍ପାନୀର ଘୋଷଣା ଅନୁଯାୟୀ ୨୦୨୪ ଏପ୍ରିଲରେ ବ୍ରାଣ୍ଡ୍‌ ମୋଟ ୧୧,୬୫୬ ୟୁନିଟ୍‌ ବିକ୍ରି କରିଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ଅପ୍ରତ୍ୟାଶିତ…

ଟିପିସିଓଡିଏଲ୍‌ର ନୂତନ ଅଭିଯାନ

ଭୁବନେଶ୍ୱର,୧୭ା୫: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ନୂତନ ଅଭିଯାନ ‘ସମୃଦ୍ଧି’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର କର୍ପୋରେଟ୍‌ ସୋସିଆଲ ରେସ୍‌ପନ୍ସବିଲିଟି (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଜରିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?