ବାଣିଜ୍ୟ

Atal Pension Yojana: ଏହି ସରକାରୀ ଯୋଜନାରେ ମିଳିଥାଏ ୫୦୦୦ ଟଙ୍କା ପେନସନ୍‌, ସ୍ବାମୀସ୍ତ୍ରୀ ଉଭୟ କରିପାରିବେ ନିବେଶ…

ନୂଆଦିଲ୍ଲୀ,୬।୨: କେନ୍ଦ୍ର ସରକାର ଦେଶବାସୀଙ୍କୁ ସଞ୍ଚୟ ଲାଗି ପ୍ରୋତ୍ସାହିତ କରିବା ଲାଗି ଅନେକ ପ୍ରକାର ଯୋଜନା ଚଳାଉଛନ୍ତି। ଏଥିରେ ନିବେଶ କରି ଲୋକେ ନିଜର ଭବିଷ୍ୟତକୁ ଆର୍ଥିକ ଭାବେ ସୁରକ୍ଷିତ କରିପାରିବେ। ନିଜର ବାର୍ଦ୍ଧକ୍ୟକୁ ସୁରକ୍ଷିତ କରିବା ଲାଗି ଲୋକ ଚାକିରି…

Paytm UPIର କ’ଣ ହେବ! କାମ କରିବ ନା ବନ୍ଦ ହୋଇଯିବ? ଜବାବ ରଖିଲା କମ୍ପାନୀ

ନୂଆଦିଲ୍ଲୀ,୬।୧୨: ଗତ କିଛିଦିନ ଧରି ଆର୍‌ବିଆଇର କାର୍ଯ୍ୟାନୁଷ୍ଠାନ ଯୋଗୁ  ଚର୍ଚ୍ଚାରେ ରହିଛି ପେଟିଏମ୍‌ । ୩୦ କୋଟିରୁ ଅଧିକ ପେଟିଏମ୍‌ ବ୍ୟବହାରକାରୀଙ୍କ ମନରେ ଏହାକୁ ନେଇ ଅନେକ ପ୍ରଶ୍ନ ମଧ୍ୟ ରହିଛି। ଏସବୁ ମଧ୍ୟରେ ପେଟିଏମ୍‌ର ମ୍ୟାନେଜମେଣ୍ଟ ଏବଂ ପ୍ରତିଷ୍ଠାତା ବିଜୟ…

ବିଓଏମ୍‌ର ତ୍ରୈମାସିକ ଆର୍ଥିକ ଫଳାଫଳ

ଭୁବନେଶ୍ୱର,୬।୨: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା ସହ ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକ ଫଳାଫଳ ଘୋଷଣା କରାଯାଇଥିଲା। ଏପରିକି ରାଷ୍ଟ୍ରାୟତ୍ତ…

ବିଏମ୍‌ସି ପକ୍ଷରୁ ବିଶ୍ୱ କର୍କଟ ଦିବସ

ଭୁବନେଶ୍ୱର,୬।୨: ବାଲକୋ ମେଡିକାଲ ସେଣ୍ଟର (ବିଏମସି) ପକ୍ଷରୁ ବିଶ୍ୱ କର୍କଟ ଦିବସ ନିକଟରେ ପାଳିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ବେଦାନ୍ତ ଆଲୁମିନିୟମ ଭାରତର ବୃହତ ଆଲୁମିନିୟମ ନିର୍ମାତା ହୋଇଥିଲାବେଳେ ଉତମ ସ୍ବାସ୍ଥ୍ୟସେବା ତଥା କ୍ୟାନସର ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ଛତିଶଗଡର…

ବନ୍ଦ ହେଲା ୭୪ ହଜାର ମୋବାଇଲ୍‌ ସଂଯୋଗ

ଭୁବନେଶ୍ୱର,୬।୨(ଅନୁରାଧା ମହାରଣା): ଡିଜିଟାଲାଇଜେସନ ଯୁଗ ଆରମ୍ଭ ହେବା ଦିନଠାରୁ ସାଇବର ଠକେଇର ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ପ୍ରତିଦିନ ଦେଶର ଲୋକ ସାଇବର ଠକେଇର ଶିକାର ହେଉଛନ୍ତି। ଫୋନ କଲ୍‌ ଏବଂ ମେସେଜ ମାଧ୍ୟମରେ ସାଇବର ଠକମାନେ ଲୋକଙ୍କୁ ଟାର୍ଗେଟ୍‌ କରୁଛନ୍ତି।…

ପିଏନ୍‌ବିର ନୂତନ ଏଟିଏମ୍‌ ପଏଣ୍ଟ

ଭୁବନେଶ୍ୱର,୬।୨: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର ନୂତନ ଏଟିଏମ୍‌ ପଏଣ୍ଟ (ପରିସର) କୋଦଳା ମୁଖ୍ୟ ରାସ୍ତାଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ବ୍ରହ୍ମପୁର ମଣ୍ଡଳର ମଣ୍ଡଳ ମୁଖ୍ୟ ଡ. ଆଲୋକ ରଞ୍ଜନ ସେନାପତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ…

ଚାନ୍ଦି ଭଣ୍ଡାର ପକ୍ଷରୁ ଭେନସ୍‌ କଲେକ୍ସନ ଉନ୍ମୋଚିତ

ଭୁବନେଶ୍ୱର,୬।୨ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ରୁପା ଅଳଙ୍କାର ପ୍ରତିଷ୍ଠାନ (ବ୍ରାଣ୍ଡ୍‌) ଚାନ୍ଦି ଭଣ୍ଡାରର ବହୁ ପ୍ରତୀକ୍ଷିତ ତଥା ଆସନ୍ତା ଭାଲେଣ୍ଟାଇନ୍‌ ଡେ’ଉପଲକ୍ଷେ ସ୍ବତନ୍ତ୍ର ଭାବେ ଡିଜାଇନ କରାଯାଇଥିବା ‘ଭେନସ୍‌’ କଲେକ୍ସନକୁ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରାଯାଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଭୁବନେଶ୍ୱରର…

ବିଜିଆଇର ଶୀର୍ଷ ସ୍ଥାନରେ ମୁକେଶ

ନୂଆଦିଲ୍ଲୀ,୬।୨: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅନ୍ତଃରାଷ୍ଟ୍ରୀୟ ରେଟିଂ ବ୍ରାଣ୍ଡ୍‌ ଫାଇନାନ୍ସ ଦ୍ୱାରା ସଂକଳିତ ବ୍ରାଣ୍ଡ୍‌ ଗାର୍ଡିଆନଶିିପ୍‌ ଇଣ୍ଡେକ୍ସ (ବିଜିଆଇ) -୨୦୨୪ର ଫଳାଫଳ ଘୋଷଣା କରାଯାଇଛି। ଉକ୍ତ ଇଣ୍ଡେକ୍ସ ( ବିଜିଆଇ-୨୪) ରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ…

ରୁଷିଆରୁ ଅଶୋଧିତ ତୈଳ ଆମଦାନୀ କମାଇଲା ଭାରତ

ଭୁବନେଶ୍ୱର,୬।୨(ଅନୁରାଧା ମହାରଣା): ରୁଷିଆରୁ ଭାରତକୁ ଅଶୋଧିତ ତୈଳ ଆମଦାନୀ କ୍ରମାଗତ ହ୍ରାସ ପାଇ ୧୨ ମାସ ମଧ୍ୟରେ ଜାନୁଆରୀ ମାସରେ ସର୍ବନିମ୍ନ ସ୍ତରକୁ ଖସି ଆସିଛି। ୨୦୨୩ ମସିହାରେ ଭାରତ ରୁଷିଆରୁ ସର୍ବାଧିକ ଅଶୋଧିତ ତୈଳ କ୍ରୟ କରିଥିଲା। ଏନେଇ ଚଳିତବର୍ଷ ଜାନୁଆରୀ…

ପେଟିଏମ ଓ୍ବାଲେଟ ଉପରେ ଅମ୍ବାନୀଙ୍କ ନଜର! କିଣିପାରନ୍ତି କମ୍ପାନୀ

ନୂଆଦିଲ୍ଲୀ,୫।୨:ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ପେଟିଏମ ବ୍ୟାଙ୍କ ଉପରେ ପ୍ରତିବତିନ୍ଧକ ଲଗାଯିବା ପରେ କମ୍ପାନିର ପେରେଣ୍ଟ କମ୍ପାନି ୱାନ୯୭ କମ୍ୟୁନିକେଶନ ଉପରେ ସଙ୍କଟ ବଢିବାରେ ଲାଗିଛି । ୩ୟ କାରବାର ଦିନରେ କମ୍ପାନିର ଶେୟାର ଲଗାତାର କମିବାରେ ଲାଗିଛି। ଏବେ ପେଟିଏଟିମ…

Central GST Act: ଜିଏସଟି ନିୟମ ବଦଳିଲା, ପାନ ମସଲା କମ୍ପାନୀଙ୍କ ବିରୋଧରେ ଲାଗୁ ହୋଇପାରେ ୧ ଲକ୍ଷ ଜରିମାନା…

ନୂଆଦିଲ୍ଲୀ,୫।୨ : ସାରା ଦେଶରେ ପାନ ମସାଲା, ଗୁଟଖା ଏବଂ ଅନ୍ୟାନ୍ୟ ତମାଖୁ ଉତ୍ପାଦନକାରୀ କମ୍ପାନୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବାସ୍ତବରେ, ସେମାନଙ୍କୁ ସେମାନଙ୍କର ସମ୍ପୂର୍ଣ୍ଣ ପ୍ୟାକିଂ ମେସନାରୀକୁ ଜିଏସଟି କର୍ତ୍ତୃପକ୍ଷଙ୍କ ନିକଟରେ ପଞ୍ଜିକୃତ କରିବାକୁ ପଡିବ। ଯଦି…

ରାଜ୍ୟରେ ବଢିଛି ମୁଣ୍ଡପିଛା ଆୟ, ହ୍ରାସ ପାଇଛି ବେକାରୀ ଅଭିବୃଦ୍ଧି ହାର: ରାଜ୍ୟପାଳ

ଭୁବନେଶ୍ୱର,୫।୨: ଓଡିଶା ରାଜ୍ୟପାଳ ରଘୁବର ଦାସ ସୋମବାର ବିଧାନସଭାରେ ବଜେଟ ଅଧିବେଶନରେ ନିଜର ଅଭିଭାଷଣ ରଖିଛନ୍ତି। ସେଥିରେ ସେ ରାଜ୍ୟର ଅର୍ଥନୀତି ଅଭିବୃଦ୍ଧି ଉପରେ ଆଲୋକପାତ କରିଛନ୍ତି। ସେ କହିଛନ୍ତି, କରୋନା ପରେ ରାଜ୍ୟ ଅର୍ଥନୀତି ଦୃତ ଗତିରେ ବୃଦ୍ଧି ପାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri