ଟାଟା ଷ୍ଟିଲ୍ର ନୂଆ ମାଇଲଖୁଣ୍ଟ
ଭୁବନେଶ୍ୱର,୧୦ା୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍ର ଅଗ୍ରଣୀ କମ୍ପାନୀ ଟାଟା ଷ୍ଟିଲ୍ ନିକଟରେ ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି। ଉଲ୍ଲେଖଯୋଗ୍ୟ, ପ୍ରଥମ ଭାରତୀୟ ଇସ୍ପାତ କମ୍ପାନୀ ଭାବେ ଟାଟା ଷ୍ଟିଲ୍ ବି୨୪ ବାୟୋଫୁଏଲ୍ ସହ ଭିଏଲ୍ଏସ୍ଏଫ୍ଓ…
ଡାବର ଇଣ୍ଡିଆର ନୂତନ ଅଭିଯାନ
ଭୁବନେଶ୍ୱର,୧୦ା୫ (ଅଭୟ ଦାଶ): ଡାବର ଇଣ୍ଡିଆ ଲିମିଟେଡ୍ର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀର ଅଗ୍ରଣୀ ଇନ୍ଷ୍ଟାଣ୍ଟ ଏନର୍ଜି ଡ୍ରିଙ୍କ୍ ଡାବର ଗ୍ଲୁକୋଜ ପକ୍ଷରୁ ଦେଶର ଯୁବ କ୍ରୀଡ଼ା ପ୍ରତିଭାମାନଙ୍କୁ ପ୍ରୋତ୍ସାହିତ କରିବା ଏବଂ ଦେଶର ପ୍ରମୁଖ କ୍ରୀଡ଼ା ଅନୁଷ୍ଠାନଗୁଡିକରେ…
ଆଜି ଅକ୍ଷୟତୃତୀୟା
ଭୁବନେଶ୍ୱର,୧୦ା୫: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଘରୋଇ ବଜାରର ଅଳଙ୍କାର ପ୍ରତିଷ୍ଠାନଗୁଡ଼ିକ ପକ୍ଷରୁ ‘ଅକ୍ଷୟ ତୃତୀୟା ମହୋତ୍ସବ’ର ଆୟୋଜନ କରାଯାଇଛି। ଅକ୍ଷୟ ତୃତୀୟା ଉପଲକ୍ଷେ ଅଳଙ୍କାର ପ୍ରତିଷ୍ଠାନଗୁଡ଼ିକ ପକ୍ଷରୁ ଆକର୍ଷଣୀୟ ଅଫର ଓ ରିହାତି ସାଙ୍ଗକୁ ଉପହାର ଓ ଲକି…
ଏପ୍ରିଲରେ ହୋଣ୍ଡାର ୧୦,୮୬୭ ୟୁନିଟ୍ ବିକ୍ରି
ନୂଆଦିଲ୍ଲୀ,୧୦ା୫: ହୋଣ୍ଡା କାର୍ସ ଇଣ୍ଡିଆ ଲିମିଟେଡ୍ (ଏଚ୍ସିଆଇଏଲ୍)ର ମାସିକ ଗାଡ଼ି ବିକ୍ରି ଫଳାଫଳ ନିକଟରେ ଘୋଷଣା କରାଯାଇଛି। ୨୦୨୪ ଏପ୍ରିଲରେ କମ୍ପାନୀ ମୋଟ ୧୦,୮୬୭ ୟୁନିଟ୍ ଗାଡ଼ି ବିକ୍ରି କରିଥିଲାବେଳେ ୨୦୨୩ ଏପ୍ରିଲରେ ଏହି ସଂଖ୍ୟା ୭,୬୭୬ ୟୁନିଟ୍ ହୋଇଥିଲା। ସେହିଭଳି…
ନିବେଶକ ହରାଇଲେ ୭ ଲକ୍ଷ କୋଟିରୁ ଅଧିକ, ୩ଦିନରେ କମିଲା ପ୍ରାୟ ୧୧ଲକ୍ଷ କୋଟି
ନୂଆଦିଲ୍ଲୀ,୧୦ା୫: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଛି। ଫଳରେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ ବା ବିଏସ୍ଇରେ ପଞ୍ଜୀକୃତ ଷ୍ଟକ୍ଗୁଡିକର ଶେୟାର ବଡ ଧରଣର କମିଥିଲାବେଳେ ନିବେଶକମାନେ ଲକ୍ଷାଧିକ ଟଙ୍କାର କ୍ଷତି ସହିଛନ୍ତି। ଏପରିକି ଦିନକରେ ନିବେଶକ ୭(୭,୩୪,୫୧୩.୪୮କୋଟି)…
୬୦୦ ପଏଣ୍ଟ ଖସିଲା ସେନ୍ସେକ୍ସ, ୨ ଲକ୍ଷ କୋଟି ହରାଇଲେ ନିବେଶକ
ମୁମ୍ବାଇ,୯।୫: ଗୁରୁବାର ଅପରାହ୍ନ ବାଣିଜ୍ୟ ସେସନ୍ରେ ଉଭୟ ସେନସେକ୍ସ ଏବଂ ନିଫ୍ଟି ହ୍ରାସ ପାଇବାରୁ ନିବେଶକମାନେ 2 ଲକ୍ଷ କୋଟିରୁ ଅଧିକ ଟଙ୍କା କ୍ଷ୍ୟତି ସହିଛନ୍ତି। ମାର୍କେଟ୍ କ୍ୟାପ୍ ୨.୧୯ ଲକ୍ଷ କୋଟି ଟଙ୍କା ହ୍ରାସ ପାଇ ୩୯୮,୫୦ ଲକ୍ଷ କୋଟି…
ଅକ୍ଷୟ ତୃତୀୟା ପୂର୍ବରୁ ବୃଦ୍ଧି ପାଇଲା ସୁନା ଓ ରୂପା ମୂଲ୍ୟ, ଜାଣନ୍ତୁ ପ୍ରମୁଖ ସହର ଗୁଡିକର ତାଜା ରେଟ୍ ?
ନୂଆଦିଲ୍ଲୀ,୯।୫: ଶୁକ୍ରବାର ଅକ୍ଷୟ ତୃତୀୟା ପର୍ବ ସାରା ଦେଶରେ ପାଳନ କରାଯିବ। ଏହି ଦିନ ସୁନା କିଣିବାର ବିଶେଷ ମହତ୍ତ୍ୱ ରହିଛି। ଯଦି ଆପଣ ମଧ୍ୟ ସୁନା କିଣିବାକୁ ଚିନ୍ତା କରୁଛନ୍ତି, ତେବେ ସୁନା ଓ ରୂପା ମୂଲ୍ୟ କ’ଣ ଜାଣି…
ଅକ୍ଷୟ ତୃତୀୟା ଉପଲକ୍ଷେ ସ୍ମାଇଲ ଗୋଲ୍ଡର ବମ୍ପର ଅଫର, ଆକର୍ଷଣୀୟ ରିହାତି ଘୋଷଣା
ଭୁବନେଶ୍ୱର,୯।୫: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱରର ଶହୀଦନଗରସ୍ଥିତ ସ୍ମାଇଲ ଗୋଲ୍ଡ ଜୁଏଲର୍ସ ପକ୍ଷରୁ ‘ବମ୍ପର ଅଫର’ ସମ୍ପର୍କରେ ଘୋଷଣା କରାଯାଇଛି। ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ସ୍ମାଇଲ ଗୋଲ୍ଡ ପକ୍ଷରୁ ଏହି ଆକର୍ଷଣୀୟ ଅଫର ଓ ରିହାତିର…
ରୁଚି ଫୁଡ୍ଲାଇନର ନୂତନ ଟିଭିସି ଲୋକାର୍ପିତ
ଭୁବନେଶ୍ୱର,୯।୫ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଘରୋଇ ସଂସ୍ଥା ‘ରୁଚି ଫୁଡ୍ଲାଇନ୍’ର ବହୁ ପ୍ରତୀକ୍ଷିତ ତଥା ଜନସଚେତନତାମୂଳକ ବାର୍ତ୍ତା ସମ୍ବଳିତ ନୂଆ ଟିଭି ବିଜ୍ଞାପନ ବା ଟେଲିଭିଜନ କମର୍ସିଆଲ (ଟିଭିସି)ର ଆନୁଷ୍ଠାନିକ ଲୋକାର୍ପିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ଖବରଦାତା ସମ୍ମିଳନୀ…
ଡିସ୍ ଟିଭି ସ୍ମାର୍ଟ+ ସେବାର ଶୁଭାରମ୍ଭ
ଭୁବନେଶ୍ୱର,୯।୫: ଡିସ୍ ଟିଭି ଇଣ୍ଡିଆ ଲିମିଟେଡ୍ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ସୁବିଧାଭିତ୍ତିକ ‘ଡିସ୍ ଟିଭି ସ୍ମାର୍ଟ+’ ସେବାର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଡିସି ଟିଭି ପକ୍ଷରୁ ବୁଧବାର ଭୁବନେଶ୍ୱରଠାରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା।…
ଅଲ୍ ନ୍ୟୁ ପଲ୍ସର ଏନ୍ଏସ୍୪୦୦ଜେଡ୍ର ଅନାବରଣ
ନୂଆଦିଲ୍ଲୀ, ୮।୫ (ଅଭୟ ଦାଶ): ବଜାଜ ଅଟୋ ଲିମିଟେଡ୍ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍ ନ୍ୟୁ ପଲ୍ସର ଏନ୍ଏସ୍୪୦୦ଜେଡ୍’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଅଲ୍ ନ୍ୟୁ ପଲ୍ସର ଏନ୍ଏସ୍୪୦୦ଜେଡ୍ରେ ଅନେକ ଅତ୍ୟାଧୁନିକ ବୈଶିଷ୍ଟ୍ୟ…
ଇମାମିର ନୂତନ ଅଭିଯାନ
ନୂଆଦିଲ୍ଲୀ,୮।୫: ଦେଶର ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇମାମି ଗ୍ରୁପ୍ର ଅଗ୍ରଣୀ କମ୍ପାନୀ ଇମାମି ଲିମିଟେଡ୍ର ନୂତନ ଅଭିଯାନ ‘ଟେଲିଭିଜନ କମର୍ସିଆଲ ବା ଟିଭିସି’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବ୍ରାଣ୍ଡ୍ର ଆୟୁର୍ବେଦିକ ତେଲ ‘ନବରତ୍ନ ’ର ଗୁଣବତ୍ତା…

