ବାଣିଜ୍ୟ

ଏପ୍ରିଲ୍‌ରେ ୫,୪୧,୯୪୬ ୟୁନିଟ ଗାଡ଼ି ବିକ୍ରି

ଭୁବନେଶ୍ୱର,୬।୫: ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ର ମାସିକ ଗାଡି ବିକ୍ରି ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ଚଳିତ ଆର୍ଥିକ ବର୍ଷ (୨୦୨୪-୨୫ ) କୁ ଚମତ୍କାର ଢଙ୍ଗରେ ଆରମ୍ଭ କରିଛି। ଏପରିକି ୨୦୨୪ ଏପ୍ରିଲ୍‌ରେ…

ବଜାରରେ ବାଗୀର ନୂତନ ଉତ୍ପାଦ

ଭୁବନେଶ୍ୱର,୬।୫: ବଜାଜ୍‌ ଆଲିଆଞ୍ଜ୍‌ ଜେନେରାଲ ଇନ୍‌ସ୍ୟୁରାନ୍ସ (ବିଏଜିଆଇ ବା ବାଗୀ)ର ନୂତନ ଉତ୍ପାଦ ‘ପ୍ରିଭେ’ର ଅନାବରଣ ନିକଟରେ ହୋଇଯାଇଛି। ଏପରିକି କମ୍ପାନୀ ଏକ ବର୍ଦ୍ଧିତ ଏବଂ ଅତୁଳନୀୟ ଗ୍ରାହକ ସେବାପ୍ରାପ୍ତ କରିବାର ସୁବିଧା ପ୍ରଦାନ କରୁଛି। ପାରମ୍ପରିକ ଭାବେ ଭାରତରେ ବୀମା…

ଦେଶରେ ଦୈନିକ ଖୋଲୁଛି ୫୦୦ରୁ ଅଧିକ କମ୍ପାନୀ

ଭୁବନେଶ୍ୱର,୬।୫(ଅନୁରାଧା ମହାରଣା): ଦେଶରେ ଶିଳ୍ପକୁ ପ୍ରୋତ୍ସାହିତ କରିବା ପାଇଁ ଲୋକମାନେ ଚାକିରି ଖୋଜିବା ପରିବର୍ତ୍ତେ କିପରି ନିଯୁକ୍ତି ପ୍ରଦାନ କରିପାରିବେ ସେ ଦିଗ ପ୍ରତି ଗୁରୁତ୍ୱ ଦିଆଯାଉଛି । ଏହି କ୍ରମରେ ଦେଶରେ ଘରୋଇ କମ୍ପାନୀ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି…

ପେଟିଏମ୍‌କୁ ଆଉ ଏକ ଝଟ୍‌କା

ନୂଆଦିଲ୍ଲୀ,୫।୫ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଦ୍ୱାରା ପେଟିଏମ ପେମେଣ୍ଟ ବ୍ୟାଙ୍କ ଉପରେ ଲଗାଯାଇଥିବା ପ୍ରତିବନ୍ଧକ ପରେ ପେଟିଏମକୁ ଆଉ ଏକ ଝଟ୍‌କା ଲାଗିଛି। କମ୍ପାନୀର ସିଇଓ ତଥା ସଭାପତି ଭବେଶ ଗୁପ୍ତା ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଭବେଶ ଆସନ୍ତା…

ଭାରତୀୟ ମସଲାରେ କୀଟନାଶକ ସମ୍ପର୍କିତ ସମସ୍ତ ଦାବିକୁ ଖଣ୍ଡନ କଲା ଏଫ୍‌ଏସ୍‌ଏସ୍‌ଏଆଇ

ନୂଆଦିଲ୍ଲୀ,୫।୫: ଭାରତୀୟ ମସଲାକୁ ନେଇ ଉପୁଯିତିବା ବିବାଦ ମଧ୍ୟରେ ସ୍ପତିକାରଣ ରଖିଛି ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ ଅଫ୍ ଇଣ୍ଡିଆ (ଏଫ୍‌ଏସ୍‌ଏସ୍‌ଏଆଇ)। ବିଭିନ୍ନ ଦେଶ ଭାରତୀୟ ମସଲା ଉପରେ ଲଗାଇଥିବା ଅଭିଯୋଗକୁ ସମ୍ପୂର୍ଣ୍ଣ ଭାବେ ଅସ୍ୱୀକାର କରିଛି ଯେ ଏହା…

ପିଆଜ ରପ୍ତାନି ଉପରୁ ହଟିଲା କଟକଣା

ଭୁବନେଶ୍ୱର,୫।୫(ଅନୁରାଧା ମହାରଣା): ଘରୋଇ ବଜାରରେ ପିଆଜ ଦରବୃଦ୍ଧିରେ ଲଗାମ ଲଗାଇବା ପାଇଁ କେନ୍ଦ୍ର ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ପୂର୍ବରୁ ପିଆଜ ରପ୍ତାନି ଉପରେ ସରକାର କଟକଣା ଜାରି କରିଥିବାବେଳେ ବର୍ତ୍ତମାନ ଏହି କଟକଣା ପ୍ରତ୍ୟାହର କରାଯାଇଛି। ମାତ୍ର ପିଆଜ ରପ୍ତାନି…

ଉତ୍କଳ ହସ୍ପିଟାଲରେ ପ୍ରଥମ କ୍ୟାଡେଭେରିକ୍‌ ଲିଭର ଟ୍ରାନ୍ସପ୍ଲାଣ୍ଟ

ଭୁବନେଶ୍ୱର,୫।୫ (ଅଭୟ ଦାଶ):ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ନୀଳାଦ୍ରି ବିହାରସ୍ଥିତ ଉତ୍କଳ ହସ୍ପିଟାଲରେ ରାଜ୍ୟର ପ୍ରଥମ କ୍ୟାଡେଭେରିକ୍‌ ଲିଭର ଟ୍ରାନ୍ସପ୍ଲାଣ୍ଟ ସର୍ଜରି ସଫଳତାର ସହ ଶେଷ ହୋଇଛି। ଉଲ୍ଲେଖଯୋଗ୍ୟ, ଓଡ଼ିଶା (ଭୁବନେଶ୍ୱର)ର ଉତ୍କଳ ହସ୍ପିଟାଲ ଏବଂ ତେଲଙ୍ଗା ନା…

ହଳଦୀ ଏବଂ ଲଙ୍କାଗୁଣ୍ଡରେ ମିଶୁଛି ପୋଷାକ ରଙ୍ଗ

ନୂଆଦିଲ୍ଲୀ,୫।୫: ବଜାରରେ ଏବେ ପ୍ରାୟ ସବୁ କିଛି ଭେଜାଲ। ମସଲା ହେଉ କିମ୍ବା ଅନ୍ୟ କୌଣସି ଖାଦ୍ୟପଦାର୍ଥ ସବୁ ଥିରେ ମାତ୍ରାଧିକ କେମିକାଲ। ଏସବୁ ଖାଇବା ଦ୍ବାରା ଲୋକଙ୍କୁ ଯାବତୀୟ ରୋଗ ହେବା ସହ ସେମାନଙ୍କ ଜୀବନକାଳ କମୁଛି। ନିକଟରେ ଉତ୍ତର…

ମାଲାବାରର ଅକ୍ଷୟ ତୃତୀୟା କଲେକ୍ସନ

ଭୁବନେଶ୍ୱର,୪।୫: ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା କଲେକ୍ସନ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶହୀଦ ନଗରସ୍ଥିତ ମାଲାବାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ପରିସରରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏପରିକି ଚଳିତ ଅକ୍ଷୟ…

ଲାକ୍‌ମୀ ଏକାଡେମୀର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୪।୫: ଲାକ୍‌ମୀ ଏକାଡେମୀର ୨ୟ ବାର୍ଷିକ ଉତ୍ସବ ଶୁକ୍ରବାର ଶହୀଦ ନଗରସ୍ଥିତ ଏକାଡେମୀ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ଓଲିଉଡ୍‌ ଅଭିନେତ୍ରୀ ଶୀତଲ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଲାକ୍‌ମୀ ଏକାଡେମୀ ଦ୍ୱାରା ନିଆଯାଇଥିବା ବିଭିନ୍ନ ପଦକ୍ଷେପକୁ ପ୍ରଶଂସା…

ଖିମ୍‌ଜୀ ଜୁଏଲର୍ସର ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌

ଭୁବନେଶ୍ୱର,୪।୫ (ଅଭୟ ଦାଶ): ରାଜ୍ୟର ସର୍ବପୁରାତନ ତଥା ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ‘ଖିମ୍‌ଜୀ ଜୁଏଲର୍ସ’ର ବହୁ ପ୍ରତୀକ୍ଷିତ ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ଖିମ୍‌ଜୀ ପକ୍ଷରୁ ଆକର୍ଷଣୀୟ ଅଫର…

ରଣଜିତ ମାଝିଙ୍କୁ ୧୧ତମ ଶାମ୍ଭବୀ ପୁରସ୍କାର

ଭୁବନେଶ୍ୱର,୪।୫: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେଶନ (ବିଆଇପିଏଫ୍‌) ପକ୍ଷରୁ ଶୁକ୍ରବାର ଆୟୋଜିତ ୧୧ତମ ଶାମ୍ଭବୀ ପୁରସ୍କାର ବିତରଣ ଉତ୍ସବ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଜଙ୍ଗଲ ଅଧିକାର ଆଇନ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ସାମାଜିକ କର୍ମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?