ଅଙ୍କୁରା ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲେ ବାଲୁଗାଁର ଯାଆଁଳା ଶିଶୁ
ଭୁବନେଶ୍ୱର ,୨୮।୪: ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ମେଡିକାଲ ଚେନ୍ ଅଙ୍କୁରାର ଭୁବନେଶ୍ୱର ଶାଖା (ଅଙ୍କୁରା ହସ୍ପିଟାଲ)ରେ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ ଶେଷ ହୋଇଛି। ବିଶେଷକରି ଅଙ୍କୁରା ଭୁବନେଶ୍ୱରର ଡା.ବିଚିତ୍ରାନନ୍ଦ, ଡା.ଅଜୟ, ଡା.ଶୁଭ୍ରାଂଶୁ ଓ ଡା.ପ୍ରିୟବ୍ରତଙ୍କ ନେତୃତ୍ୱରେ…
ସଫେଇ ଦେଲା ଏମଡିଏଚ
ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ ଗ୍ରାହକଙ୍କୁ ଆଶ୍ୱାସନା ଦେବାକୁ ଚେଷ୍ଟା କରିଛି ଅନ୍ୟତମ ପ୍ରମୁଖ ମସଲା ବ୍ରାଣ୍ଡ ଏମଡିଏଚ। ଏମଡିଏଚ…
୬ ଦେଶକୁ ରପ୍ତାନି ହେବ ପିଆଜ
ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରପ୍ତାନି ଉପରେ ନିଷେଧାଦେଶ ସତ୍ତ୍ୱେ ୬ ଦେଶକୁ ୯୯,୧୫୦ ମେଟ୍ରିକ୍ ଟନ୍ ପିଆଜ ରପ୍ତାନି ପାଇଁ ସରକାର ଅନୁମୋଦନ ଦେଇଛନ୍ତି। ଏହି ୬ ଦେଶ ମଧ୍ୟରେ…
୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ
ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ ଅନେକ ବଡ ଆଇଟି କମ୍ପାନୀ ବଜାରରେ ଥିବା ଅନିଶ୍ଚିତ ଚାହିଦା ପରିବେଶ ମଧ୍ୟରେ କ୍ୟାମ୍ପସ୍…
ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?
ନୂଆଦିଲ୍ଲୀ,୨୭।୪: ଗୁଗ୍ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାରତୀୟ ଅଟନ୍ତି। ଏଭଳି ପରିସ୍ଥିତିରେ ଲୋକମାନେ ଆମେରିକାରେ ଥଟ୍ଟା…
ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…
ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍ଡେଟ୍ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍ରେ ଯାତ୍ରା କରିବା ବେଳେ ବିଭାଗ ପକ୍ଷରୁ ୧ ଲିଟର ପାଣି ବୋତଲ ଦିଆଯାଇଥାଏ। ହେଲେ ଏବେ ବନ୍ଦେ ଭାରତ…
ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ
ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍ର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ‘ସଲିଟେୟାର’ର ଆନୁଷ୍ଠାନିକ ଉନ୍ମୋଚନ (ଅନାବରଣ) ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହର୍ଷପ୍ରିୟା…
ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ
ଭୁବନେଶ୍ୱର,୨୭।୪: ନାଲ୍କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ନାଲ୍କୋ ସିଏମ୍ଡି ଶ୍ରୀଧର ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏବଂ ଭାରତ…
ଦିନିକିଆ କେୟାର କନେକ୍ଟ କର୍ମଶାଳା
ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି ବିଭିନ୍ନ ପ୍ରକାର ସ୍ନାୟୁରୋଗରେ ଆକ୍ରାନ୍ତ ହୋଇ କେୟାର ହସ୍ପିଟାଲରେ ସଫଳତାର ସହ ଚିକିତ୍ସା ହୋଇଥିବା…
ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ
ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍ଲେଟ ଶହୀଦନଗରଠାରେ ଏକ ସ୍ବତନ୍ତ୍ର ଉତ୍ସବର ଆୟୋଜନ କରାଯାଇଥିଲା। ଚାନ୍ଦି ଭଣ୍ଡାରର ନିର୍ଦ୍ଦେଶିକା ଲିପ୍ସା ହଂସ ଏବଂ…
ଉତ୍କଳରେ ନ୍ୟୁକ୍ଲିୟର୍ ମେଡିସିନ୍ ଅପଡେଟ୍ ସମ୍ମିଳନୀ
ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍ ମେଡିସିନ୍ ଅପଡେଟ୍-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ ଦେଇ ଉତ୍କଳ ହସ୍ପିଟାଲର ଡିନ୍ ଡାଇରେକ୍ଟର ପ୍ରଫେସର ଡା. ପିକେ ଦାସ କହିଥିଲେ,…
ଜେଇଇ ମେନ୍ରେ ବେଦାନ୍ତୁର ବାଜିମାତ୍
ଭୁବନେଶ୍ୱର,୨୭।୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତୁ ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଜେଇଇ (ମେନ୍)-୨୦୨୪ ଫଳାଫଳରେ ବାଜିମାତ୍ କରିଛି। ଏପରିକି ଏହାର ୧୬୯୮ଜଣ ଛାତ୍ରୀଛାତ୍ରୀ ଜେଇଇ ଆଡଭାନ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ସେହିଭଳି ଜେଇଇ(ମେନ୍)୨୦୨୪ ଫଳାଫଳରେ କୃତକାର୍ଯ୍ୟ…

