ବାଣିଜ୍ୟ

୧ ଜୁଲାଇରୁ ଝଟ୍‌କା! ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ; ଆଧାର, ଆଇଟିଆର୍ ଏବଂ ବ୍ୟାଙ୍କରେ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇ ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହାର ପ୍ରଭାବ ଟ୍ୟାକ୍ସପେୟର (କରଦାତା), ବ୍ୟାଙ୍କ ଗ୍ରାହକ, କ୍ରେଡିଟ୍ କାର୍ଡ ବ୍ୟବହାରକାରୀ, ପାସପୋର୍ଟ ଆବେଦନକାରୀ ଏବଂ ଆଧାର କାର୍ଡଧାରୀଙ୍କ ଉପରେ ପଡ଼ିବ। ଆସନ୍ତୁ ଜାଣିବା ଜୁଲାଇରୁ…

RBIର ନୂଆ ପ୍ଲାନ! ଅନଲାଇନରେ ଟଙ୍କା ପଠାଇବା ନିୟମରେ ହେବ ପରିବର୍ତ୍ତନ, ଲାଗିବ….

ନୂଆଦିଲ୍ଲୀ,୨୯।୬: ଡିଜିଟାଲ୍ ପେମେଣ୍ଟର ବର୍ଦ୍ଧିତ ଧାରା ମଧ୍ୟରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଅନଲାଇନ୍ ଠକେଇକୁ ରୋକିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। RBI ପ୍ରସ୍ତାବ ଦେଇଛି ଯେ ୧୦,୦୦୦ ରୁ ଅଧିକ ଅନଲାଇନ୍ ଟ୍ରାନ୍ସଫର ସମ୍ପୂର୍ଣ୍ଣ ହେବା…

ଏଲପିଜି ଗ୍ରାହକ ସାବଧାନ! ଆଉ ମାତ୍ର ୪୮ ଘଣ୍ଟା, ବନ୍ଦ ହୋଇଯିବ ଏହି ଜରୁରୀ ସେବା…

ନୂଆଦିଲ୍ଲୀ,୨୯।୬: ଯଦି ଆପଣଙ୍କ ଘରେ ମଧ୍ୟ ଇଣ୍ଡେନ୍ (Indane), ଏଚପି (HP) କିମ୍ବା ଭାରତ ଗ୍ୟାସ୍ (Bharat Gas) ର ଏଲପିଜି କନେକ୍ସନ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଜରୁରୀ। ସରକାରଙ୍କ ନୂଆ ଗାଇଡଲାଇନ୍ ଅନୁଯାୟୀ,…

ତିରୁମାଲା ମନ୍ଦିର ସୁପ୍ରଭାତ ସେବାରେ ଯୋଗଦେଲେ ଅନନ୍ତ ଅମ୍ବାନୀ, କଲେ ମୁଣ୍ଡନ

ତିରୁମାଲା,୨୮।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ରବିବାର ତିରୁମାଲାର ପାହାଡ଼ରେ ଅବସ୍ଥିତ ପବିତ୍ର ଭଗବାନ ଭେଙ୍କଟେଶ୍ୱରଙ୍କ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଅନନ୍ତ ତିରୁମାଲାରେ ପହଞ୍ଚି ଭଗବାନ ଭେଙ୍କଟେଶ୍ୱର ସ୍ବାମୀଙ୍କ ନିକଟରେ ମୁଣ୍ଡନ କରାଇବାର ଶତାବ୍ଦୀ ପୁରୁଣା ପରମ୍ପରାକୁ…

‘ତତ୍କାଳ’ ଏବଂ ‘କରେଣ୍ଟ’ ଟିକେଟ୍ ବୁକିଂ ମଧ୍ୟରେ ଥିବା ତଫାତ କ’ଣ? ଜାଣିଥିଲେ ସହଜ ହେବ ଯାତ୍ରା

ନୂଆଦିଲ୍ଲୀ,୨୮।୬: ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଟିକେଟ୍ ବୁକିଂର ଅନେକ ବିକଳ୍ପ ରହିଛି। ଏହା ମଧ୍ୟରେ ତତ୍କାଳ ବୁକିଂ (Tatkal Booking) ଏବଂ କରେଣ୍ଟ ବୁକିଂ (Current Booking) ସବୁଠାରୁ ଅଧିକ ବ୍ୟବହୃତ ବିକଳ୍ପ। ହେଲେ ଅନେକ ସମୟରେ…

୧୦୦-୨୦୦ ଟଙ୍କିଆ ନୋଟ୍‌କୁ ନେଇ ବଡ଼ଖବର; ଘରେ ଜମା କରିବା ଆରମ୍ଭ କଲେଣି ଲୋକେ, ଜାଣନ୍ତୁ କଣ ରହିଛି କାରଣ…

ନୂଆଦିଲ୍ଲୀ, ୨୮।୬: ନିକଟ ଦିନଗୁଡ଼ିକରେ ୧୦୦ ଏବଂ ୨୦୦ ଟଙ୍କିଆ ନୋଟକୁ ନେଇ ଏକ ନୂଆ ଧାରା ଦେଖିବାକୁ ମିଳୁଛି। ଲୋକମାନେ ପୂର୍ବ ଅପେକ୍ଷା ନିଜ ଘରେ ଅଧିକ ନଗଦ ଟଙ୍କା ରଖିବା ଆରମ୍ଭ କରିଛନ୍ତି। ଏଠାରେ ଆମେ ୫୦୦ କିମ୍ବା…

ସାବଧାନ! ୭୩୦ରୁ କମିଲେ ସିବିଲ ସ୍କୋର, ମିଳିବନି ଗାଡ଼ି କି ଘର ପାଇଁ ଋଣ; ଜାଣନ୍ତୁ କ’ଣ ରହିଛି ଗାଇଡଲାଇନ୍‌

ନୂଆଦିଲ୍ଲୀ, ୨୮।୬: ଆଜିକାଲିର ସମୟରେ ଲୋନ୍‌ (ଋଣ) ନେବା ମଧ୍ୟ ଏକ ବେଶ କଷ୍ଟକର ପ୍ରକ୍ରିୟା ପାଲଟିବାରେ ଲାଗିଛି। ଆସନ୍ତା ବର୍ଷଗୁଡ଼ିକରେ ଘର କିଣିବା, ନୂଆ କାର୍‌ କିମ୍ବା ଶିକ୍ଷା ଋଣ ନେବା ସେତେଟା ସହଜ ହୋଇ ରହିବ ନାହିଁ, ଯଦି…

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା ଭଳି ଲାଗୁନାହିଁ । ଆଉ ଏହି ଭିଷଣ ଗରମ ମଧ୍ୟରେ ଘରେ ରହିଥିବା…

ଆକାଉଣ୍ଟରେ ଏତିକି ଟଙ୍କା ଡିପୋଜିଟ ଅଛି କି? ଜୁଲାଇ ୩୧ ସୁଦ୍ଧା କରନ୍ତୁ ଏହି କାମ, ନଚେତ…

ବର୍ତ୍ତମାନ ପ୍ରାୟ ସବୁ ଲୋକଙ୍କର ବ୍ୟାଙ୍କରେ ସେଭିଂ ଆକାଉଣ୍ଟ ଅଛି। ପ୍ରତି ମାସରେ ଆପଣ ଏକ ସଞ୍ଚୟ ଆକାଉଣ୍ଟରେ ଜମା ହୋଇଥିବା ରାଶି ଉପରେ ସୁଧ ମଧ୍ୟ ପାଆନ୍ତି। ତେଣୁ, ଅଧିକାଂଶ ଲୋକ ଏହି ଆକାଉଣ୍ଟରେ ସେମାନଙ୍କର ଟଙ୍କା ରଖିବାକୁ ପସନ୍ଦ…

ସାବଧାନ! ୧ ଜୁଲାଇରୁ ବଦଳିଯିବ ଏହି ସବୁ ନିୟମ; ମହଙ୍ଗା ପଡ଼ିବ ନା ଆଶ୍ୱସ୍ତି ମିଳିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୬: ପ୍ରତି ମାସର ପହିଲା ତାରିଖ ନିଜ ସହିତ କିଛି ନୂଆ ନିୟମ ନେଇ ଆସିଥାଏ। ଜୁନ ମାସ ଏବେ ଶେଷ ହେବାକୁ ଯାଉଛି ଏବଂ ଜୁଲାଇ ମାସ ଆରମ୍ଭ ହେବା ସୀମାରେ ପହଞ୍ଚିଛି। ଭାରତରେ ୧ ଜୁଲାଇ ୨୦୨୬ରୁ ଅନେକ…

ବିନା ବ୍ୟାଙ୍କ ଆକାଉଣ୍ଟରେ UPI ପେମେଣ୍ଟ କରିପାରିବେ ପିଲା, ୧୫ହଜାର ଟଙ୍କା ଯାଏ…

ନୂଆଦିଲ୍ଲୀ,୨୬।୬: ଦେଶରେ ଡିଜିଟାଲ ପେମେଣ୍ଟର ସୁବିଧା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ପିଲାମାନେ ବଡ଼ ହେବା ସହିତ ସେମାନଙ୍କର ଖର୍ଚ୍ଚ ମଧ୍ୟ ବଢ଼ିଥାଏ ଏବଂ ସେମାନଙ୍କୁ ପକେଟ ମନିର ଆବଶ୍ୟକତା ପଡ଼ିଥାଏ। କିନ୍ତୁ ପିଲାମାନଙ୍କ ପାଖରେ ଆର୍ଥିକ ଜ୍ଞାନର ଅଭାବ ଥିବାରୁ…

LPG ଯୋଗାଣ ଉପରେ ଥିବା ସମସ୍ତ କଟକଣା ହଟିଲା, କମର୍ସିଆଲ ଗ୍ରାହକଙ୍କ ପାଇଁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାର ଶିଳ୍ପ ଏବଂ ବାଣିଜ୍ୟିକ ଏଲପିଜି ଗ୍ରାହକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଘୋଷଣା କରିଛନ୍ତି। ସରକାର ଅଣ-ଘରୋଇ ପ୍ୟାକ ହୋଇଥିବା ଏଲପିଜି ଯୋଗାଣ ଉପରେ ସମସ୍ତ କ୍ଷେତ୍ର-ୱାରି କଟକଣା ଉଠାଇ ଦେଇଛନ୍ତି, ଯାହା ପଶ୍ଚିମ ଏସିଆ ସଙ୍କଟ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?