ବାଣିଜ୍ୟ

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ ପାଇଁ ଏକ ‘ନୂତନ ଜୀବନ’ ପାଇବା ସହ କମ୍ପାନୀ ଏକ ‘ସ୍ମାର୍ଟ’ ପ୍ରତ୍ୟାବର୍ତ୍ତନ କରିବାରେ…

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ। ଜିଓ ଏହାର ପ୍ରିମିୟମ୍‌ ୟୁଜର୍ସଙ୍କ ପାଇଁ ନୂଆ ୨୯ ଟଙ୍କିଆ ପ୍ଲାନ୍‌ ଲଞ୍ଚ କରିଛି।…

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର କରିଥିବା ବେଳେ ନିଫ୍ଟି ୨୨,୫୦୦ ଉପରକୁ ଚାଲି ଯାଇଥିଲା। ବ୍ୟାଙ୍କିଙ୍ଗ ସେକ୍ଟର ଠାରୁ ଆରମ୍ଭ…

୫୨୭ ଟି ଭାରତୀୟ ପଦାର୍ଥରେ କ୍ୟାନ୍ସର ସୃଷ୍ଟିକାରୀ ରାସାୟନିକ ପଦାର୍ଥ ପାଇଲା ୟୁରୋପୀୟ ୟୁନିଅନ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୨୫।୪: ୟୁରୋପୀୟ ୟୁନିଅନର ଖାଦ୍ୟ ନିରାପତ୍ତା କର୍ତ୍ତୃପକ୍ଷ ଭାରତରେ ଉତ୍ପାଦ ହେଉଥିବା ୫୨୭ ପଦାର୍ଥରେ କର୍କଟ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥ ଇଥାଇଲିନ୍ ଅକ୍ସାଇଡ୍ ଚିହ୍ନଟ କରିଛି। ସେଥିମଧ୍ୟରୁ ୫୪ ଟି ‘ଜୈବିକ'(ଅର୍ଗାନିକ) ନାମରେ ନାମିତ ହୋଇଥିଲା। ଉତ୍ପାଦଗୁଡିକର ସମ୍ପୂର୍ଣ୍ଣ ତାଲିକା…

ହର୍ଲିକ୍ସରୁ ‘ସ୍ୱାସ୍ଥ୍ୟ’ ଲେବଲ୍ ପ୍ରତ୍ୟାହାର କଲା ଏଚୟୁଏଲ, ‘ପୁଷ୍ଟିକର ପାନୀୟ’ ଭାବରେ କଲା ରିବ୍ରାଣ୍ଡିଂ

ନୂଆଦିଲ୍ଲୀ,୨୫।୪: ସ୍ୱାସ୍ଥ୍ୟ ପାନୀୟ ବର୍ଗରେ ସାମ୍ପ୍ରତିକ ନିୟାମକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ହିନ୍ଦୁସ୍ତାନ ୟୁନିଲିଭର (ଏଚୟୁଏଲ) ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରିବ୍ରାଣ୍ଡିଂ ପଦକ୍ଷେପ ନେଇଛି। କମ୍ପାନୀ ଏହାର ‘ସ୍ୱାସ୍ଥ୍ୟ ଖାଦ୍ୟ ପାନୀୟ’ ବର୍ଗର ନାମକୁ ‘କାର୍ଯ୍ୟକ୍ଷମ ପୁଷ୍ଟିକର ପାନୀୟ’ (ଏଫଏନଡି) ଭାବରେ…

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ ଖଣିଜ ବିଦେଶ ଇଣ୍ଡିଆ ଲିମିଟେଡ୍‌ (କାବିଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣାପତ୍ର (ଏମ୍‌ଓୟୁ) ନିକଟରେ…

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ କଲେକ୍ସନର ଶୁଭାରମ୍ଭ ସହ ଅନନ୍ୟ ଏବଂ ଉତ୍କୃଷ୍ଟ ସଂଗ୍ରହ ସହିତ ପର୍ବ ପାଳନ କରିବାର…

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା ଓ ଆଶଙ୍କାରେ ଥିବା ଅଳଙ୍କାର ବ୍ୟବସାୟୀମାନେ କିଛି ପରିମାଣରେ ଆଶ୍ୱସ୍ତି ଲାଭ କରିଛନ୍ତି। ଏପରିକି…

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା ଏବଂ ବ୍ୟବସାୟୀଙ୍କ ବିରୋଧରେ ଟିଡିଏସର ସ୍ୱଳ୍ପ ରିହାତି ପାଇଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ…

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ ଏକ ଦୁନିଆରେ ରହିପାରେ। ପୁର୍ବରୁ ଅନେକ ଗୁରଗତ୍ତ୍ୱପୁର୍ଣ୍ଣ ଜିନିଷ ନୋକେ ବ୍ୟବହାର କରୁଛନ୍ତି ଯାହାକୁ…

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ ନୂତନ ଗ୍ରାହକ ଯୋଡ଼ି ପାରିବନି ଏବଂ ନୂଆ କ୍ରେଡିଟ କାର୍ଡ ମଧ୍ୟ ପ୍ରଦାନ କରିପାରିବ…

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର ଲାଭ କରିପାରିଛି। ସ୍ପେନ୍‌ ୨୦୨୩ ବର୍ଷ ପାଇଁ ଓ୍ବାଲର୍‌ଡ ଟିମ୍‌ ଅଫ୍‌ ଦି ଇୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?