ବାଣିଜ୍ୟ

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷ କରି ମଙ୍ଗଳବାର ବମ୍ବେ…

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ର ବ୍ୟବସାୟ ବିଭାଗରେ…

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଅନ୍ତର୍ଜାତୀୟ ବଜାର ସହ ଦେଶରେ ଦିନକୁ ଦିନ ସୁନାର ମୂଲ୍ୟ ବୃଦ୍ଧି…

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ ହେବା ପରେ ବର୍ତ୍ତମାନ ଭାରତରେ ମଧ୍ୟ ସମାନ ପରିସ୍ଥିତି ସୃଷ୍ଟି ହେବାରେ ଲାଗିଛି। ପ୍ରଥମ…

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ସେହିଭଳି କମ୍ପାନୀ ଶକ୍ତି ଉତ୍ପାଦନ ପାଇଁ ବାୟୋମାସ୍‌…

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା ୟୁନିଟ୍‌ କାର୍ଯ୍ୟ ପରିସର କେନ୍ଦୁଝର ଜିଲା ଅଧୀନ ଶଙ୍କରୀ ଗ୍ରାମଠାରେ ଉକ୍ତ…

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ ଆଗାମୀ କାର୍ଯ୍ୟକଳାପ ଆଦି ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲାବେଳେ ୨୦୨୩-୨୪…

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ ତାଙ୍କର ଉଚ୍ଚ ପ୍ରଶଂସା କରିଛନ୍ତି। ଏପରି କି ତାଙ୍କୁ ଭବିଷ୍ୟତର ବିଶ୍ୱ ଚାମ୍ପିୟନ ବୋଲି…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି। ସୁନା ସୋମବାର ୧୦ ଗ୍ରାମ ପିଛା ୬୦୦ ଟଙ୍କା ଶସ୍ତା ହୋଇଛି। ଏଥି ସହିତ…

ସର୍ବୋତ୍ତମ ପ୍ରଯୁକ୍ତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨ା୪: ବ୍ରିଜ୍‌ଷ୍ଟୋନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ତୁରଞ୍ଜା ୬ଆଇ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଯାତ୍ରୀବାହୀ ଯାନ ସେଗ୍‌ମେଣ୍ଟ ପାଇଁ ବ୍ରାଣ୍ଡ୍‌ ନୂଆ ପିଢ଼ିର ଟାୟାର ବ୍ରିଜ୍‌ଷ୍ଟୋନ୍‌ ତୁରଞ୍ଜା ୬ଆଇର ଶୁଭାରମ୍ଭ ସହ ବଜାର ପ୍ରବେଶ ସମ୍ପର୍କରେ…

ଶ୍ରୀଲେଦର୍ସ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତି ଅନାବରଣ

ଭୁବନେଶ୍ୱର,୨୨ା୪: ଦେଶର ପ୍ରମୁଖ ସୁଜ୍‌ ବ୍ରାଣ୍ଡ୍‌ ଶ୍ରୀଲେଦର୍ସର ପ୍ରତିଷ୍ଠାତା ତଥା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ସୁରେଶ ଚନ୍ଦ୍ର ଦେଙ୍କର ୧୧୩ତମ ଜନ୍ମବାର୍ଷିକୀ ରବିବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଜାମସେଦପୁରର ବିଷ୍ଟୁପୁର ରୋଡଠାେରେ ଅବସ୍ଥିତ ଶ୍ରୀଲେଦର୍ସର ଗ୍ରାଣ୍ଡ୍‌ ଶୋ’ରୁମ୍‌ ମୁଖ୍ୟ…

ଶପର୍ସ ଷ୍ଟପ୍‌ ସହ ଆକ୍ସିସ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର,୨୨ା୪: ଆକ୍ସିସ୍‌ ବ୍ୟାଙ୍କ ଏବଂ ଶପର୍ସ ଷ୍ଟପ୍‌ସ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପନ ହୋଇଛି। ଏପରିକି ଉଭୟ ସଂସ୍ଥାର ମିଳିତ ସହଭାଗିତାରେ ଏକ ଅଭିନବ କୋ ବ୍ରାଣ୍ଡେଡ୍‌ କ୍ରେଡିଟ୍‌ କାର୍ଡ ‘ଆକ୍ସିସ୍‌ ବ୍ୟାଙ୍କ ଶପର୍ସ ଷ୍ଟପ୍‌ କ୍ରେଡିଟ୍‌ କାର୍ଡ’ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?