ଦି ଡ୍ରିମ୍ ଜିମ୍ର ନୂତନ ସେଣ୍ଟର
ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ ରଖି ଅତ୍ୟାଧୁନିକ ଜ୍ଞାନକୌଶଳ ଓ ଯନ୍ତ୍ରପାତିରେ ସୁସଜ୍ଜିତ ଦି ଡ୍ରିମ୍ ଜିମ୍ର ଏକ୍ସକ୍ଲୁସିଭ ସେଣ୍ଟର…
ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର
ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍ ଏଜେନ୍ସି ନିର୍ଦ୍ଦେଶରେ କୁହାଯାଇଛି ଯେ ଗ୍ରହଣୀୟ ସୀମାଠାରୁ ଅଧିକ କୀଟନାଶକ ଥିବା ଜଣାପଡିଛି। ହଂକଂରେ…
ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା
ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା (ଭିଆଇଟି ଇଞ୍ଜିନିୟରିଂ ଏଣ୍ଟ୍ରାନ୍ସ ଏକ୍ଜାମ ବା ଭିଆଇଟିଇଇଇ) ୨୦୨୪ ଏପ୍ରିଲ ୧୯ରୁ ଆରମ୍ଭ ହେଉଛି।…
ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ
ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍ୟା ଓମ୍ନିଟକ୍ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ ବଜାର(ଭାରତ)ରେ ବୃତ୍ତିଗତ ଏବଂ ବାଣିଜି୍ୟକ ରେଡିଅସ୍ ବଣ୍ଟନ ପାଇଁ ଉଭୟ କମ୍ପାନୀ ମଧ୍ୟରେ ଉକ୍ତ…
ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ
ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍ଏମ୍ଏସ୍ଆଇ) ଲିମିଟେଡ୍ର ନୂତନ କମ୍ପ୍ଲିଟଲି ନକ୍ ଡାଉନ୍ ବା ସିକେଡି ଇଞ୍ଜିନ୍ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍ଘାଟିତ ହୋଇଯାଇଛି। ଏପରିକି କମ୍ପାନୀର ହରିୟାଣାସ୍ଥିତ ମାନେସର ଗ୍ଲୋବାଲ ରିସୋର୍ସ ଫ୍ୟାକ୍ଟ୍ରିରେ ଏହି ୟୁନିଟ୍ ତଥା…
କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା
ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍ଡିନ ପକ୍ଷରୁ ଘରୋଇ ବଜାରରେ ଶ୍ରେଷ୍ଠ ନିଯୁକ୍ତିଦାତା ଓ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଆଇଟି କମ୍ପାନୀଗୁଡ଼ିକର ତାଲିକା…
ବଦଳିଲା ଇପିଏଫ୍ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ
ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ ପରିବର୍ତ୍ତନ କରାଯାଇଛି। ଏହା ସହ ଚିକିତ୍ସା ପାଇଁ ପିଏଫ୍ରୁ ଟଙ୍କା ଉଠାଇବା ସହଜ ହୋଇଯାଇଛି।…
୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା କମ୍ପାନୀର ମୋଟ କର୍ମଚାରୀଙ୍କ ମଧ୍ୟରୁ ୧୦ ପ୍ରତିଷ୍ଠା ଅଟେ। ଏହି ପୁନଃନିର୍ମାଣ ପ୍ରକ୍ରିୟାରେ କମ୍ପାନୀ…
ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ
ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ ପ୍ରତିଷ୍ଠା ଉତ୍ସବ ଧୁମଧାମରେ ପାଳିତ ହୋଇଯାଇଛି। ଏ ସମ୍ପର୍କରେ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ପରିଚାଳନା…
ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ
ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍ର ନୂତନ ଉତ୍ପାଦ ଯଥା, ଆରିଜୋ ମେଲଟ ରେସିଷ୍ଟାଣ୍ଟ ଓୟାର (ଆରିଜୋ), ସୁପରିଓ + ଇକୋ ସେଫ୍ ଓୟାର…
ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍
ଭୁବନେଶ୍ୱର,୧୮।୪: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍ ବୁଧବାର କଟକର କ୍ୟାଣ୍ଟନମେଣ୍ଟରୋଡ୍ସ୍ଥିତ ଏନ୍ସିସି କ୍ୟାଣ୍ଟିନଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଗ୍ରୁପ୍ କମାଣ୍ଡର ଏନ୍ସିସି କଲୋନେଲ ସତ୍ୟବ୍ରତ ସ୍ବାଇଁ ସମ୍ମାନିତ ଅତିଥି ଭାବେ ଯୋଗଦେଇ…
ଶ୍ରୀଲଙ୍କା, ୟୁଏଇକୁ ପିଆଜ ରପ୍ତାନି କରିବ ଭାରତ
ଭୁବନେଶ୍ୱର,୧୮।୪(ଅନୁରାଧା ମହାରଣା): ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଏବଂ ଶ୍ରୀଲଙ୍କାକୁ ସୀମିତ ପରିମାଣରେ ପିଆଜ ରପ୍ତାନି କରିବାକୁ ଭାରତ ଅନୁମତି ଦେଇଛି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରଣାଳୟ ଦ୍ୱାରା ବୈଦେଶିକ ବାଣିଜ୍ୟ ନିର୍ଦ୍ଦେଶାଳୟ (ଡିଜିଏଫ୍ଟି) ମାଧ୍ୟମରେ ଏନେଇ ଏକ ବିଜ୍ଞପ୍ତି ଜାରି…

