୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି
ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା ସହ ମୂଲ୍ୟବୃଦ୍ଧି, ଆମେରିକୀୟ ଡଲାର ତୁଳନାରେ ଅନ୍ୟାନ୍ୟ ମୁଦ୍ରାର ଅବମୂଲ୍ୟାୟନକୁ ନେଇ ଶେୟାର…
ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍ର ବଜାର ପ୍ରବେଶ
ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍ ଏଣ୍ଟ୍ରି ପ୍ଲାଟ୍ଫର୍ମ (ଆର୍ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ ପାଇଁ ପ୍ରସ୍ତୁତ କରାଯାଇଥିବା ଟ୍ରାଇବର ୧୦୦ ପିଏସ୍ରେ ମଡ୍ୟୁଲାର ୭-ସିଟ୍ ଓ ଏକ…
ଦୀପାବଳି ପୂର୍ବରୁ ଚାଷୀଙ୍କୁ ଉପହାର: ଖାତାକୁ ଆସୁଛି PM କିଷାନର ୨୦୦୦ ଟଙ୍କା; ତୁରନ୍ତୁ କରନ୍ତୁ…
ନୂଆଦିଲ୍ଲୀ,୨।୧୦: ଦେଶର କୋଟି କୋଟି ଚାଷୀଙ୍କୁ ଦୀପାବଳି ପୂର୍ୱରୁ ସରକାର ଉପହାର ଦେଇପାରନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-Kisan) ଯୋଜନାର ୨୪ତମ କିସ୍ତି ରାଶି ଜାରି କରିବାକୁ ପ୍ରସ୍ତୁତି ଚଳାଇଛନ୍ତି। ପାର୍ୱଣ ଖର୍ଚ୍ଚକୁ ଦୃଷ୍ଟିରେ ରଖି ସରକାର…
FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ
ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ ସରକାର ସମୟ ସମୟରେ ବିଭିନ୍ନ ନିୟମରେ ପରିବର୍ତ୍ତନ କରୁଛନ୍ତି। ଏହି କ୍ରମରେ ଦିବ୍ୟାଙ୍ଗଜନଙ୍କ…
ଟାଟା ଗ୍ରୁପ୍ର ବଜାର ପୁଞ୍ଜିରେ ୧୦% ହ୍ରାସ, ନିବେଶକଙ୍କୁ ପ୍ରଭାବିତ କରିଛି ବିବାଦ
ମୁମ୍ବାଇ,୨।୧୦: ଟାଟା ଟ୍ରଷ୍ଟ ଏବଂ ଟାଟା ସନ୍ସ ମଧ୍ୟରେ ଚାଲିଥିବା ବିବାଦ ଏବେ ନିବେଶକମାନଙ୍କୁ ପ୍ରଭାବିତ କରିଛି । ଏହି କାରଣରୁ ଟାଟା ଗ୍ରୁପ ଅନ୍ତର୍ଭୁକ୍ତ ଅନେକ କମ୍ପାନୀର ବଜାର ପୁଞ୍ଜି(ଏମ୍-କ୍ୟାପ୍)ରେ ଅନୂ୍ୟନ ୧୦ ପ୍ରତିଶତ ହ୍ରାସ ପାଇବା ସହିତ ପ୍ରାୟ…
8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA
ନୂଆଦିଲ୍ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା ଦେଶର କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନ (8th Pay Commission) ଗଠନ…
2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍!
ନୂଆଦିଲ୍ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ ପେମେଣ୍ଟ ଉପରେ ଭରସା କରି ଘରୁ ବାହାରିବାର ଭୁଲ ଆଦୌ କରନ୍ତୁ ନାହିଁ,…
ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍, ୬ ମାସ ମାଗଣା ରିଚାର୍ଜ
ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍ ସହ ୬ ମାସର ମାଗଣା ରିଚାର୍ଜ ସୁବିଧା ରହିଛି । ଏହି ଅବଧି ମଧ୍ୟରେ ଗ୍ରାହକମାନେ ପ୍ରତି ମାସରେ…
୯୦ ବର୍ଷ ଧରି ଓଡ଼ିଶା ଜୁଏଲେରି ବଜାରରେ ‘ଟ୍ରେଣ୍ଡ ସେଟର’ ପାଲଟିଛି ଖିମ୍ଜୀ ଦୟାଭାଇ ଗ୍ରୁପ
ଭୁବନେଶ୍ୱର,୨।୧୦: ଆବହମାନ କାଳରୁ ସୁନା ଓ ଅନ୍ୟାନ୍ୟ ମୂଲ୍ୟବାନ୍ ଧାତୁ ନିର୍ମିତ ଗହଣା ଚାହିଦା ଭାରତୀୟ ପରମ୍ପରାର ଅଂଶ ହୋଇ ରହିଆସିଛି । କିନ୍ତୁ ସମୟାନୁସାରେ ଅଳଙ୍କାର ପ୍ରସ୍ତୁତିର ତରିକା ବଦଳିବା ସହ ଗ୍ରାହକମାନଙ୍କ ଚାହିଦାରେ ମଧ୍ୟ ପରିବର୍ତ୍ତନ ଘଟିଛି ।…
ସେନ୍ସେକ୍ସ, ନିଫ୍ଟିରେ ୨୫ ବର୍ଷର ସବୁଠୁ ବଡ଼ ସାପ୍ତାହିକ ହ୍ରାସ
ମୁମ୍ବାଇ,୨।୧୦(ପି.ଟି./ରଏଟର୍ସ): ଗୁରୁବାର କାରବାର ଶେଷସୁଦ୍ଧା ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟ ୩୧ ପଇସା ହ୍ରାସ ପାଇ ୯୬.୨୫ରେ ବନ୍ଦ ହୋଇଛି, ଯାହା ଗତ ଦୁଇ ମାସ ମଧ୍ୟରେ ସର୍ବନିମ୍ନ ସ୍ତର। ଇଣ୍ଟରବ୍ୟାଙ୍କ ବୈଦେଶିକ ମୁଦ୍ରା ବଜାରରେ ଗୁରୁବାର ଟଙ୍କା…
ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍ସିଡି, ଜାଣନ୍ତୁ କେତେ…
ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ ମଧ୍ୟ ୫ କିଲୋ ଓଜନର ଛୋଟ LPG ସିଲିଣ୍ଡର ବ୍ୟବହାର ହେଉଛି, ତେବେ…
ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…
ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍ ଆଜିଠାରୁ AC, LED TV, ଫ୍ରିଜ୍, ୱାଶିଂ ମେସିନ୍ ସମେତ ବିଭିନ୍ନ କନ୍ଜ୍ୟୁମର ଇଲେକ୍ଟ୍ରୋନିକ୍ସ (Consumer Electronics) ସାମଗ୍ରୀର…

