ଓଟିସ୍ ଇଣ୍ଡିଆର ସ୍ବତନ୍ତ୍ର ଅଭିଯାନ
ଭୁବନେଶ୍ୱର,୪।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଓଟିସ୍ ଇଣ୍ଡିଆର ସ୍ବତନ୍ତ୍ର ଅଭିଯାନ ‘ଜେନ୍ ୩ଟିମ୍ ନୋଭା ରେଞ୍ଜର ଅନଲାଇନ ଅର୍ଡର ବୁକିଂ’ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଘରୋଇ ବଜାରର କୋଠାବାଡି ମାଲିକ ଓ ଫାସିଲିଟି ମ୍ୟାନେଜରମାନେ ଓଟିସ୍...
ଏଏମ୍ଏନ୍ଏସ୍କୁ ଏଚ୍ଏସ୍ଇ ଇନୋଭେଶନ୍ ଆଓ୍ବାର୍ଡ
ଭୁବନେଶ୍ୱର, ୪।୧୨ (ଅଭୟ ଦାଶ): ଆର୍ସେଲର ମିତ୍ତଲ ନିପନ୍ ଷ୍ଟିଲ (ଏଏମ୍ଏନ୍ଏସ୍) ଇଣ୍ଡିଆ ଲିମିଟେଡକୁ ନିକଟରେ ଆଉ ଏକ ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ପୁଣେର ପ୍ରୋ-ଏମ୍ଏଫ୍ଜି ମିଡ଼ିଆ ଦ୍ୱାରା ଆୟୋଜିତ କ୍ୟୁୟୁପିଆଇଡି କନ୍ଫରେନ୍ସ ଆଣ୍ଡ ଆୱାର୍ଡ-୨୦୨୩ ସମାରୋହରେ...
ଟାଟା ଏଆଇଏର ନୂତନ ଉତ୍ପାଦ
ଭୁବନେଶ୍ୱର,୪।୧୨: ଟାଟା ଏଆଇଏ ଲାଇଫ ଇନ୍ସ୍ୟୁରାନ୍ସ କମ୍ପାନୀ ଲିମିଟେଡ ବା ଟାଟା ଏଆଇଏର ନୂତନ ଉତ୍ପାଦ ‘ଟାଟା ଏଆଇଏ ଫର୍ଚୁନ ଗ୍ୟାରେଣ୍ଟି ରିଟାୟାରମେଣ୍ଟ ରେଡିନେସ’ପ୍ଲାନ୍ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ବିଶେଷ କରି ଏହା ଲୋକଙ୍କ ଅବସର ଜୀବନକୁ ସୁବର୍ଣ୍ଣ...
ଟିଏମ୍ ଫୋରମର ପ୍ରଥମ ଇନୋଭେଶନ ହବ୍
ଭୁବନେଶ୍ୱର,୩।୧୨: ରିଲାଏନ୍ସ ଜିଓ ଓ ଟିଏମ୍ ଫୋରମର ମିଳିତ ସହଯୋଗରେ ନଭି ମୁମ୍ବାଇସ୍ଥିତ ରିଲାଏନ୍ସ କର୍ପୋରେଟ୍ ଆଇଟି ପାର୍କଠାରେ ଟିଏମ୍ ଫୋରମ୍ର ପ୍ରଥମ ଇନୋଭେଶନ ହବ୍ ନିକଟରେ ଉଦ୍ଘାଟିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଆସେଞ୍ଚର, ଡ୍ୟୁସ୍ ଟେଲିକମ୍, ଗୁଗଲ କ୍ଲାଉଡ୍,...
ବ୍ଲିଙ୍କିଟ୍ ସହ ଏନ୍ଏସ୍ଡିସିର ବୁଝାମଣା
ଭୁବନେଶ୍ୱର,୩।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ବ୍ଲିଙ୍କିଟ୍ ଏବଂ ଜାତୀୟ ଦକ୍ଷତା ବିକାଶ ନିଗମ (ଏନ୍ଏସ୍ଡିସି) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ହୋଇଯାଇଛି। ବିଶେଷକରି ରୋଜଗାର ସୃଷ୍ଟି ଏବଂ ଦକ୍ଷତା ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଉକ୍ତ ବୁଝାମଣା ହୋଇଛି।...
ବେଦାନ୍ତ ଆଲୁମିନିୟମର ୩ୟ ବୈଷୟିକ ମାଷ୍ଟର କ୍ଲାସ୍
ଭୁବନେଶ୍ୱର,୩।୧୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ବେଦାନ୍ତ ଆଲୁମିନିୟମ ପକ୍ଷରୁ ଆୟୋଜିତ ୩ୟ ବୈଷୟିକ ମାଷ୍ଟର କ୍ଲାସ୍ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଉକ୍ତ କ୍ଲାସ୍ (କର୍ମଶାଳା) ଏକ୍ସଟ୍ରୁଜନ ଇଣ୍ଡଷ୍ଟ୍ରିରେ ଅଭିନବତା ଓ ଦକ୍ଷତା ବୃଦ୍ଧି...
Dark Patterns Ban: ଅନଲାଇନରେ ଗ୍ରାହକଙ୍କୁ କରାଯାଉଛି ବିଭ୍ରାନ୍ତ, ସରକାର ଜାରି କଲେ ନିର୍ଦ୍ଦେଶାବଳୀ…
ନୂଆଦିଲ୍ଲୀ,୨।୧୨ : ଗ୍ରାହକଙ୍କ ସୁରକ୍ଷା ପାଇଁ ଇ-କମର୍ସ ପ୍ଲାଟଫର୍ମରେ ସରକାର ‘ଡାର୍କ ପାଟର୍ନସ’ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। କମ୍ପାନୀ କିମ୍ବା ବ୍ୟବସାୟୀମାନେ ଗ୍ରାହକଙ୍କୁ ପ୍ରତାରଣା କରିବାକୁ ଚେଷ୍ଟା କରନ୍ତି କିମ୍ବା ‘ଡାର୍କ ପାଟର୍ନସ’ ମାଧ୍ୟମରେ ସେମାନଙ୍କର ଆଚରଣ କିମ୍ବା...
ଭାରତ ପାଇଁ ଖୁସି ଖବର: ବଢ଼ିଲା ବିକାଶ ହାର, ବ୍ରୋକେଜ କମ୍ପାନୀ ନୋମୁରା ରିପୋର୍ଟ ଜାରି…
ନୂଆଦିଲ୍ଲୀ,୨।୧୨ : ଭାରତୀୟ ଅର୍ଥନୀତି ପାଇଁ ଏକ ଖୁସି ଖବର ଆସିଛି। ବାସ୍ତବରେ, ଜାପାନର ବ୍ରୋକେଜ କମ୍ପାନୀ ନୋମୁରା ଚଳିତ ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ଭାରତର ଅଭିବୃଦ୍ଧି ହାରକୁ ୫.୯ ପ୍ରତିଶତରୁ ୬.୭ ପ୍ରତିଶତକୁ ବୃଦ୍ଧି କରିଛି। ଦ୍ୱିତୀୟ...
ପାର୍ବଣ ଋତୁ ପରେ ମାନ୍ଦା ପଡିଲା ମଲ୍-ବଜାର: ପାଣିରେ ପଡିଲା ବ୍ୟବସାୟୀଙ୍କ କୋଟି କୋଟି ଟଙ୍କାର ଜିନିଷ
ନୂଆଦିଲ୍ଲୀ,୨।୧୨: ଦେଶରେ ସରିଛି ପାର୍ବଣ ଋତୁ। ଋତୁ ସହ କ୍ରେଜ ଓ ଚାହିଦା ମଧ୍ୟ କମିଛି। ଏହାର ସିଧାସଳଖ ପ୍ରଭାବ ଦେଖାଦେଇଛି ବଡ ବଡ ଦୋକାନ ବଜାରରେ। ପାର୍ବଣ ଋତୁର ଆରମ୍ଭ ଗଣେଶ ପୂଜାରୁ ବଜାରରେ ଆଶିଂକ ଚମକ ଆଣିଦେଇଥିବାବେଳେ...
ସୋସିଆଲ ମିଡିଆ ବ୍ୟବହାର କଲେ ଏବେ ପିଲାଙ୍କୁ ବି ଦେବାକୁ ପଡିବ ଟ୍ୟାକ୍ସ, ରହିଛି ଏହି ନିୟମ
ନୂଆଦିଲ୍ଲୀ,୨।୧୨: ବର୍ତ୍ତମାନ ଏପରି ଏକ ସମୟ ଆସିଛି ଯେଉଁଥିରେ ଟଙ୍କା ରୋଜଗାର କରିବା ଚାକିରି ଆବଶ୍ୟକ ହେଉନାହିଁ। ଅନେକ ଗୁଡିଏ ଉତ୍ସ ରହିଛି। କେବଳ ଯୁବପିଢି ନୁହନ୍ତି ପିଲା ଠାରୁ ବୁଢା ପର୍ଯ୍ୟନ୍ତ ସମସ୍ତେ ଘରେ ବସି ଲକ୍ଷ ଲକ୍ଷ...
ନଭେମ୍ବରରେ ୧.୬୮ଲକ୍ଷ କୋଟିର ଜିଏସ୍ଟି ସଂଗ୍ରହ
ନୂଆଦିଲ୍ଲୀ,୨।୧୨, (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ୮ମ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍ସ ଆଣ୍ଡ ସର୍ଭିସ୍ ଟ୍ୟାକ୍ସ ବା ଜିଏସ୍ଟି) ସଂଗ୍ରହ କରାଯାଇଛି ବୋଲି ଶୁକ୍ରବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ,...
ଆଇ ଡେଷ୍ଟିନିର ଏକ୍ସକ୍ଲୁସିଭ ଆଉଟ୍ଲେଟ୍
ଭୁବନେଶ୍ୱର,୨।୧୨: ଆପଲ୍ର ଅଧିକୃତ ରିସେଲର ଆଇ ଡେଷ୍ଟିନିର ଏକ୍ସକ୍ଲୁସିଭ ଆଉଟ୍ଲେଟ୍ ଭୁବନେଶ୍ୱରର ପଟିଆସ୍ଥିତ ୟୁଡି ସିଟି ମଲ୍ ପରିସରରେ ଉଦ୍ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଆ ଅଭିନେତ୍ରୀ ଏଲିନା ସାମନ୍ତରାୟ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ କରିଥିଲେ। ଅନ୍ୟମାନଙ୍କ...
Archives


