ବାଣିଜ୍ୟ

ଏଚ୍‌ଏମ୍‌ଆଇଏଫ୍‌ର ‘ଆର୍ଟ ଫର୍‌ ହୋପ୍‌-ସିଜନ ୩’

ଭୁବନେଶ୍ୱର,୩୦।୩: ହ୍ୟୁଣ୍ଡାଇ ମୋଟର ଇଣ୍ଡିଆ ଲିମିଟେଡ୍‌ର ସାମାଜିକ ପ୍ରତିଷ୍ଠାନ ହ୍ୟୁଣ୍ଡାଇ ମୋଟର ଇଣ୍ଡିଆ ଫାଉଣ୍ଡେଶନ(ଏଚ୍‌ଏମ୍‌ଆଇଏଫ୍‌)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ଆର୍ଟ ଫର୍‌ ହୋପ୍‌-ସିଜନ୩’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏଚ୍‌ଏମ୍‌ଆଇଏଫ୍‌ର ଏମ୍‌ଡି ତଥା ସିଇଓ ଉନ୍‌ ସୋ କିମ୍‌,ଇଣ୍ଡିଆନ କାଉନସିଲ…

ଗହମ କଳାବଜାର, ମୂଲ୍ୟବୃଦ୍ଧିରେ ଲାଗିବ ରୋକ୍‌

ଭୁବନେଶ୍ୱର,୩୦।୩(ଅନୁରାଧା ମହାରଣା): ଗହମର ମୂଲ୍ୟବୃଦ୍ଧି କିମ୍ବା କଳାବଜାର ରୋକିବା ପାଇଁ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଗହମ ଷ୍ଟକ୍‌ ଘୋଷଣା କରିବାକୁ ସରକାର ବାଧ୍ୟତାମୂଳକ କରିଛନ୍ତି। ସରକାର ପୂର୍ବରୁ ଗହମ ଉପରେ ଏକ ଷ୍ଟକ୍‌ ସୀମା ଧାର୍ଯ୍ୟ କରିଥିଲେ।…

ଟିପିସିଓଡିଏଲ୍‌ ପାଳିଲା ଆର୍ଥ ଆଓ୍ବାର

ଭୁବନେଶ୍ୱର,୩୦।୩: ପ୍ରତିବର୍ଷ ଭଳି ଚଳିତ ମଧ୍ୟ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)ପକ୍ଷରୁ ନିକଟରେ ଆର୍ଥ ଆଓ୍ବାର ପାଳିତ ହୋଇଯାଇଛି। ବିଶେଷକରି ପରିବେଶ ଅବକ୍ଷୟ ଏବଂ ଜଳବାୟୁ ପରିବର୍ତ୍ତନ ରୋକିବା ପାଇଁ ଜରୁରୀ ପଦକ୍ଷେପର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆର୍ଥ…

୪ ଟ୍ରିଲିୟନ ଉପରେ ଜିଇଏମ୍‌ କାରବାର

ଭୁବନେଶ୍ୱର,୩୦।୩: ପ୍ରତିବର୍ଷ ଭଳି ଚଳିତ ମଧ୍ୟ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)ପକ୍ଷରୁ ନିକଟରେ ଆର୍ଥ ଆଓ୍ବାର ପାଳିତ ହୋଇଯାଇଛି। ବିଶେଷକରି ପରିବେଶ ଅବକ୍ଷୟ ଏବଂ ଜଳବାୟୁ ପରିବର୍ତ୍ତନ ରୋକିବା ପାଇଁ ଜରୁରୀ ପଦକ୍ଷେପର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆର୍ଥ…

୭୦ ହଜାର ମୁହାଁ ସୁନା ଦର

ଭୁବନେଶ୍ୱର,୩୦ା୩(ଅନୁରାଧା ମହାରଣା): ଦିନକୁ ଦିନ ସୁନାଦର ବଢ଼ିବାରେ ଲାଗିଛି। ଚଳିତ ମାସରେ ଭାରତୀୟ ବଜାରରେ ୧୦ ଗ୍ରାମ ସୁନା ମୂଲ୍ୟରେ ୪ରୁ ୫ ହଜାର ଟଙ୍କା ବୃଦ୍ଧି ପାଇଛି। ଭୁବନେଶ୍ୱରରେ ମାର୍ଚ୍ଚ ପହିଲାରେ ୨୨ କ୍ୟାରେଟ୍‌ ସୁନାଦର ୧୦ଗ୍ରାମ୍‌ ପିଛା ୫୮,୨୩୦…

ବିନା ଗ୍ୟାରେଣ୍ଟିରେ ଲୋନ୍‌ ନେବାକୁ ଚାହୁଁଛନ୍ତି କି? ସରକାରଙ୍କ ଏହି ଯୋଜନାରେ ମିଳିବ  ୧୦ ଲକ୍ଷ ଟଙ୍କା 

ନୂଆଦିଲ୍ଲୀ,୨୯।୩: ଗତ କିଛି ବର୍ଷ ଧରି ଦେଶରେ ଷ୍ଟାଟ୍‌ଅପ୍‌ର ସଂଖ୍ୟା ବଢ଼ିବାରେ ଲାଗିଛି। ଅଧିକାଂଶ ଯୁବଗୋଷ୍ଠୀ ନିଜର ବ୍ୟବସାୟ ଆରମ୍ଭ କରିବାକୁ ଚାହୁଁଛନ୍ତି। କ’ଣ ଆପଣ ବି ବ୍ୟବସାୟ ଆରମ୍ଭ କରିବାକୁ ଚାହୁଁଛନ୍ତି, ହେଲେ ବିନା ଗ୍ୟାରେଣ୍ଟିଂରେ ଆପଣଙ୍କୁ ଲୋନ୍‌ ମିଳୁନାହିଁ?…

ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ ଓ ପ୍ରାର୍ଥୀଙ୍କ ଦ୍ୱାରା କରାଯାଉଥିବା ଖର୍ଚ୍ଚର ସୀମା ନିର୍ଦ୍ଧାରଣ କରିବା। ନିର୍ବାଚନ କମିଶନର ନିଜ…

Bank Holiday: ଏପ୍ରିଲ ମାସରେ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ, ଦେଖନ୍ତୁ ଆରବିଆଇର ବ୍ୟାଙ୍କ ଛୁଟିଦିନ

ନୂଆଦିଲ୍ଲୀ,୨୯।୩: ଆସନ୍ତା ଏପ୍ରିଲ ମାସରେ ସମଗ୍ର ଦେଶରେ ପ୍ରାୟ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ। ଏପରି ପରିସ୍ଥିତିରେ, ଯଦି ବ୍ୟାଙ୍କଗୁଡିକରେ ଦୀର୍ଘ ସମୟ ଧରି ଛୁଟି ଥାଏ, ତେବେ ଅନେକ ଥର ଲୋକଙ୍କ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଅଟକିଯାଏ। ମାର୍ଚ୍ଚ ମାସ…

ଇପିଏଫ୍‌ଓରେ ଇ-କେୱାଇସି ବାଧ୍ୟତାମୂଳକ

ଭୁବନେଶ୍ୱର,୨୯।୩(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନ (ଇପିଏଫ୍‌ଓ)ରେ ସାରା ଦେଶରେ କୋଟି କୋଟି ସଂଖ୍ୟାରେ ଆକାଉଣ୍ଟଧାରୀ ଅଛନ୍ତି। ଗ୍ରାହକମାନଙ୍କ ପାଇଁ ଇପିଏଫ୍‌ଓ ପକ୍ଷରୁ ଇ-କେୱାଇସି ବାଧ୍ୟତାମୂଳକ କରାଯାଇଛି। ଆକାଉଣ୍ଟଧାରୀଙ୍କୁ ଅନ୍‌ଲାଇନ ଠକେଇରୁ ରକ୍ଷା କରିବା ପାଇଁ କଓ୍ବୋଇସିକୁ ବାଧ୍ୟତାମୂଳକ କରାଯାଇଛି। ତେବେ…

ଏଚ୍‌ଏମ୍‌ଏସ୍‌ଆଇର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୯ା୩: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ ଘରୋଇ ବଜାର (ଭାରତ)ରେ ୬ କୋଟିରୁ ଅଧିକ ଗାଡ଼ି ବିକ୍ରିକରି ନୂଆ ମାଇଲଖୁଣ୍ଟ ହାସଲ କରିଛି। ବିଶେଷକରି ଏହି ସଫଳତା ଭାରତୀୟ ବଜାର ପ୍ରତି କମ୍ପାନୀର ଉପସ୍ଥିତି ଓ ଅତୁଟ…

ବଜାରରେ ନାଲ୍‌କୋର ନୂତନ ଉତ୍ପାଦ

ଭୁବନେଶ୍ୱର,୨୯ା୩ (ଅଭୟ ଦାଶ): ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ତଥା ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଅଧୀନ ନବରତ୍ନ କମ୍ପାନୀ ‘ନାଲ୍‌କୋ’ର ନୂତନ ଉତ୍ପାଦ ‘ଆଲୁମିନିୟମ ଆଲୟେ ଇନ୍‌ଗଟ୍‌ ଏଏଲ୍‌-୫୯’କୁ ଆନୁଷ୍ଠାନିକ ଭାବେ ବଜାର ପ୍ରବେଶ କରାଯାଇଛି। ଏପରିକି ଏଏଲ୍‌-୫୯ ମୁଖ୍ୟତଃ…

ପହିଲାରେ ଜମାହେବନି ୨୦୦୦ ଟଙ୍କିଆ

ଭୁବନେଶ୍ୱର,୨୯।୩(ଅନୁରାଧା ମହାରଣା): ୨୦୨୪ ଏପ୍ରିଲ ୧ରୁ ନୂତନ ଆର୍ଥିକ ବର୍ଷ ଆରମ୍ଭ ହୋବକୁ ଯାଉଛି। ନୂତନ ଆର୍ଥିକ ବର୍ଷର ପ୍ରଥମ ଦିନରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଆଞ୍ଚଳିକ କାର୍ଯ୍ୟାଳୟ ଗୁଡିକରେ ୨୦୦୦ ଟଙ୍କିଆ ନୋଟ୍‌ ବିନିମୟ କିମ୍ବା ଜମା ସୁବିଧା ଉପଲବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?