ବାଣିଜ୍ୟ

ନିର୍ବାଚନବେଳେ ଜବତ ମଦ-ଟଙ୍କା କିଏ ରଖନ୍ତି, ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୮।୩: ଦେଶରେ ଲୋକ ସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ଲୋକ ସଭା ନିର୍ବାଚନର ତାରିଖ ମଧ୍ୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ଏହା ଏପ୍ରିଲ ୧୯ରୁ ଆରମ୍ଭ ହୋଇ ଜୁନ୍‌ ୧ ପର୍ଯ୍ୟନ୍ତ ଜାରି ରହିବ। ସମଗ୍ର ଦେଶରେ…

ଗ୍ରାହକଙ୍କୁ ଝଟ୍‌କା ଦେଲା SBI, ଏପ୍ରିଲ ପହିଲାରୁ…

ନୂଆଦିଲ୍ଲୀ,୨୮।୩: ଦେଶର ସର୍ବବୃହତ ସରକାରୀ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏହାର ଗ୍ରାହକଙ୍କୁ ଦେଇଛି ବଡ଼ ଝଟ୍‌କା। ବ୍ୟାଙ୍କ ଡେବିଟ୍‌ କାର୍ଡ ଉପରେ ମେନ୍ଟେନାନ୍ସ ଚାର୍ଜ(ରକ୍ଷଣାବେକ୍ଷଣ ଦେୟ) ବଢ଼ାଇବାକୁ ଘୋଷଣା କରିଛି। କ୍ଲାସିକ୍‌, ସିଲ୍‌ଭର, ଗ୍ଲୋବାଲ, କଣ୍ଟାକ୍ଟଲେସ୍‌ ଏବଂ ଏସ୍‌ବିଆଇ…

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ

ଭୁବନେଶ୍ୱର,୨୮।୩(ଅନୁରାଧା ମହାରଣା): ଗତ ଆର୍ଥିକ ବର୍ଷ ଭଳି ଚଳିତ ଆର୍ଥିକ ବର୍ଷରେ ମଧ୍ୟ ପୂର୍ବତଟ ରେଳପଥ ପଣ୍ୟ ପରିବହନରେନୂତନ ରେକର୍ଡ ହାସଲ କରିଛି। ୨୦୨୩ ଏପ୍ରିଲ ୧ରୁ ୨୦୨୪ ମାର୍ଚ୍ଚ ୨୫ ମଧ୍ୟରେ ପୂର୍ବତଟ ରେଳପଥ ୨୫୦ ନିୟୁତ ଟନ୍‌ ପଣ୍ୟ…

ଏପ୍ରିଲ ୩ ରୁ ପ୍ରଥମ ଏମ୍‌ପିସି ବୈଠକ

ଭୁବନେଶ୍ୱର,୨୮।୩(ଅନୁରାଧା ମହାରଣା): ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ମୁଦ୍ରାନୀତି କମିଟି (ମନିଟାରି ପଲିସି କମିଟି ବା ଏମ୍‌ପିସି) ବୈଠକ ଏପ୍ରିଲ ୩ରୁ ଆରମ୍ଭ ହେବ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର କାର୍ଯ୍ୟସୂଚୀରେ ଉଲ୍ଲେଖ କରାଯାଇଛି। ଏପରିକି ୨୦୨୪-୨୫ଆର୍ଥିକ ବର୍ଷରେ ଆର୍‌ବିଆଇର ପ୍ରଥମ…

ବାଲ୍‌କୋକୁ ଏଏସ୍‌ଆଇ ପ୍ରଦର୍ଶନ ମାନକ ଭି୩ ପ୍ରମାଣପତ୍ର

ଭୁବନେଶ୍ୱର, ୨୮।୩ (ଅଭୟ ଦାଶ): ଦେଶର ଆଇକନିକ୍‌ ଆଲୁମିନିୟମ ଉତ୍ପାଦକ ତଥା ବେଦାନ୍ତ ଆଲୁମିନିୟମର ପ୍ରମୁଖ ୟୁନିଟ୍‌ ଭାରତ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌ ବା ବାଲ୍‌କୋକୁ ନିକଟରେ ଆଉ ଏକ ଜାତୀୟ ସ୍ବୀକୃତି ସହ ପ୍ରମାଣପତ୍ର ଦିଆଯାଇଛି। ବିଶେଷକରି ବାଲ୍‌କୋ ବିଭିନ୍ନ…

ଓ୍ବିକେଣ୍ଡ ଥିବା ସତ୍ତ୍ୱେ ମାର୍ଚ୍ଚ ୩୦-୩୧ରେ ଖୋଲା ରହିବ ଏସବୁ ବ୍ୟାଙ୍କ, ଜାଣନ୍ତୁ କରିପାରିବେ କେଉଁ କାମ…

ନୂଆଦିଲ୍ଲୀ,୨୬।୩: ସରକାରୀ ବ୍ୟାଙ୍କ ରସିଦ ଏବଂ ଦେୟ ପରିଚାଳନା କରୁଥିବା ସମସ୍ତ ଏଜେନ୍ସି ବ୍ୟାଙ୍କ ମାର୍ଚ୍ଚ ୩୦(ଶନିବାର ଏବଂ ୩୧(ରବିବାର) ବ୍ୟବସାୟ ପାଇଁ ଖୋଲା ରହିବ। ଫଳରେ ୨୦୨୩-୨୦୨୪ ଆର୍ଥିକ ବର୍ଷରେ ସମସ୍ତ ସରକାରୀ ରସିଦ ଏବଂ ଦେୟ ହିସାବ କରାଯାଇପାରିବ।…

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ

ଭୁବନେଶ୍ୱର,୨୫।୩(ଅଭୟ ଦାଶ): ପୂର୍ବତଟ ରେଳପଥ ୨୦୨୩-୨୪ ଆର୍ଥିକ ବର୍ଷରେ ପଣ୍ୟ ପରିବହନରେ ସମସ୍ତ ରେକର୍ଡ ଅତିକ୍ରମ କରିଛି। ୨୦୨୩ ଏପ୍ରିଲ ୧ରୁ ୨୦୨୪ ମାର୍ଚ୍ଚ ୨୫ ତାରିଖ ସୁଦ୍ଧା ପୂର୍ବତଟ ରେଳପଥ ୨୫୦ ନିୟୁତ ଟନ୍‌ ପଣ୍ୟ ପରିବହନ କରି ୨୦୨୨-୨୩…

ସୁବ୍ରତଙ୍କୁ ଓଡ଼ିଶା ଉଦ୍ୟୋଗୀ ପୁରସ୍କାର

ଭୁବନେଶ୍ୱର,୨୫।୩: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଷ୍ଟଲଓ୍ବାର୍ଟ ପ୍ରୋଜେକ୍ଟସ ପ୍ରାଇଭେଟ ଲିମିଟେଡର ଏମ୍‌ଡି ସୁବ୍ରତ ଦାସଙ୍କୁ ନିକଟରେ ଆଉ ଏକ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ସାମାଜିକ କାର୍ଯ୍ୟକ୍ରମ ଓ ଗୃହନିର୍ମାଣ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ସଫଳ…

ଟାଟା ଟ୍ରଷ୍ଟର ଅନ୍ତରଣ ଉତ୍ସବ

ଭୁବନେଶ୍ୱର,୨୫।୩: ଟାଟା ଟ୍ରଷ୍ଟ ପକ୍ଷରୁ ନିକଟରେ ଆୟୋଜିତ ୩ ଦିନିଆ ‘ଅନ୍ତରଣ ଆର୍ଟିସାନ’ ପ୍ରଦର୍ଶନୀ ରବିବାର ଉଦ୍‌ଯାପିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୪ ମାର୍ଚ୍ଚ ୨୨ରୁ ଆରମ୍ଭ ହୋଇଥିବା ଏହି ପ୍ରଦର୍ଶନୀ ମାର୍ଚ୍ଚ ୨୪ (ରବିବାର)ରେ ଆନୁଷ୍ଠାନିକ ଭାବେ ଶେଷ ହୋଇଥିଲା। ବିଶେଷକରି…

କଳିଙ୍ଗ ହସ୍ପିଟାଲର ନୂତନ ବ୍ଲକ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୨୫।୩: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ କଳିଙ୍ଗ ହସ୍ପିଟାଲ ଲିମିଟେଡ୍‌ (କେଏଚ୍‌ଏଲ୍‌)ର ୨୭ତମ ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କେଏଚ୍‌ଏଲ୍‌ର ନୂତନ ବ୍ଲକ୍‌ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟପାଳ ରଘୁବର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ…

ବ୍ୟୁଟିଫୁଲ ଇଣ୍ଡିଆନ୍ସ-୨୦୨୪, ‘ମାମାଆର୍ଥ’ର ୩ୟ ସଂସ୍କରଣ

ଭୁବନେଶ୍ୱର,,୨୫।୩ (ଅଭୟ ଦାଶ): ଦେଶର ପ୍ରମୁଖ ବ୍ୟୁଟି ଆଣ୍ଡ ପର୍ସନାଲ କେୟାର ବ୍ରାଣ୍ଡ୍‌ ତଥା ଦ୍ରୁତ ଅଭିବୃଦ୍ଧିଶୀଳ (ଫାଷ୍ଟେଷ୍ଟ ଗ୍ରୋଇଙ୍ଗ) ଘରୋଇ ସଂସ୍ଥା ମାମାଆର୍ଥର ବହୁ ପ୍ରତୀକ୍ଷିତ ଏବଂ ବ୍ରାଣ୍ଡ୍‌ର ୩ୟ ସଂସ୍କରଣ ‘ବ୍ୟୁଟିଫୁଲ ଇଣ୍ଡିଆନ୍ସ-୨୦୨୪’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ,…

ପେଟିଏମରେ ହେବ ଛଟେଇ ନା ଆପ୍ରେଜଲ, କମ୍ପାନୀ କହିଲା ସତ୍ୟତା

ନୂଆଦିଲ୍ଲୀ,୨୪।୩: ପେଟିଏମ ପେମେଣ୍ଟ ବ୍ୟାଙ୍କ ଉପରେ ଲାଗୁ ହୋଇଥିବା ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ନିଷେଧାଦେଶ ମାର୍ଚ୍ଚ ୧୫ରୁ ଲାଗୁ ହୋଇଛି। ଏହି କାରଣରୁ କମ୍ପାନୀର ବ୍ୟବସାୟରେ ବ୍ୟାପକ କ୍ଷତି ହୋଇଛି। ବର୍ତ୍ତମାନ ଏହି ସଙ୍କଟ ସମୟରେ ପେଟିଏମରେ ଛଟେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?