ହ୍ରାସ ପାଉଛି କର ସଂଗ୍ରହ, ସିଗାରେଟ ଉପରୁ ବ୍ୟାନ୍ ହଟାଇବେ ନ୍ୟୁଜିଲାଣ୍ଡ ସରକାର
ନୂଆଦିଲ୍ଲୀ,୨୭।୧୧: ବିଶ୍ୱର ପ୍ରଥମ ଦେଶ ଭାବେ ସିଗାରେଟ ବ୍ୟାନ୍ କରିଥିବା ନ୍ୟୁଜିଲାଣ୍ଡ ସରକାର ଏହି ପ୍ରତିବନ୍ଧକକୁ ହଟାଇବାକୁ ଯାଉଛନ୍ତି। ଦେଶରେ କର ସଂଗ୍ରହ ହ୍ରାସ ପାଉଥିବା ଚିନ୍ତା ଦର୍ଶାଇ ନୂତନ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଦେଶରେ ଥିବା ଜସିଣ୍ଡା...
ସିଗାରେଟ ଦାମ ବଢ଼ାଇ ଦିଅ, ବଜେଟ ପୂର୍ବରୁ ଡାକ୍ତର-ଅର୍ଥନୀତିଜ୍ଞ କେନ୍ଦ୍ର ସରକାରଙ୍କୁ କଲେ ନିବେଦନ…
ନୂଆଦିଲ୍ଲୀ,୨୭।୧୧ : ଗତ ୧୫ ବର୍ଷ ଧରି ଭାରତରେ ସିଗାରେଟ ଟାଣୁଥିବା ଲୋକଙ୍କ ପାଇଁ ସିଗାରେଟ ମୂଲ୍ୟ ପ୍ରାୟ ୨୫୦ ପ୍ରତିଶତ ବୃଦ୍ଧି ପାଇଛି। କିନ୍ତୁ ଡାକ୍ତର ଏବଂ ଅର୍ଥନୀତିଜ୍ଞ କହିଛନ୍ତି ସିଗାରେଟର ମୂଲ୍ୟ ଆହୁରି ବୃଦ୍ଧି ହେବା ଉଚିତ।...
ନିର୍ବାଚନ ଯୋଗୁ ରାଜ୍ୟ ହରାଇପାରନ୍ତି ପୁଞ୍ଜିଗତ ଖର୍ଚ୍ଚ , ୩୫ ପ୍ରତିଶତ ବୃଦ୍ଧି…
ନୂଆଦିଲ୍ଲୀ,୨୭।୧୧ : ଆସନ୍ତା ବର୍ଷ ରାଜ୍ୟ ନିର୍ବାଚନ ଏବଂ ସାଧାରଣ ନିର୍ବାଚନରେ ରାଜସ୍ବ ହ୍ରାସ ପାଇ ଅନେକ ରାଜ୍ୟ ଚଳିତ ଆର୍ଥିକ ବର୍ଷରେ ପୁଞ୍ଜି ଖର୍ଚ୍ଚ ଲକ୍ଷ୍ୟକୁ ହରାଇ ପାରନ୍ତି। ଆଇସିଆରଏ ରିପୋର୍ଟ ଅନୁଯାୟୀ, ବର୍ଷର ପ୍ରଥମାର୍ଦ୍ଧରେ ରାଜ୍ୟଗୁଡିକର ପୁଞ୍ଜି...
ଏନ୍ଟୋଡ୍ର ସ୍ବତନ୍ତ୍ର ଅଭିଯାନ
ଭୁବନେଶ୍ୱର,୨୭।୧୧: ଦେଶର ପ୍ରମୁଖ ଘରୋଇ ସ୍ବାସ୍ଥ୍ୟଭିତ୍ତିକ କମ୍ପାନୀ ଏନ୍ଟୋଡ୍ ଫାର୍ମାସ୍ୟୁଟିକାଲ୍ସର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବର୍ଷର ଜାତୀୟ ମାୟୋପିଆ ସପ୍ତାହ ପାଇଁ କମ୍ପାନୀ ମାତାନନ୍ଦ ଫାଉଣ୍ଡେଶନ ସହିତ ମିଳିତ ଭାବେ କାର୍ଯ୍ୟ କରୁଛି। ଏପରିକି...
ରେଟର୍ନ କାର୍ଯ୍ୟାଳୟ ଉଦ୍ଘାଟିତ
ଭୁବନେଶ୍ୱର,୨୭।୧୧ (ଅଭୟ ଦାଶ): ଓଡ଼ିଶା ବୁଣାକାରମାନଙ୍କର ସର୍ବବିଧ ଉନ୍ନତି ତଥା ରାଜ୍ୟ ସରକାରଙ୍କ ବୟନ, ହସ୍ତତନ୍ତ ଓ ହସ୍ତଶିଳ୍ପର ପ୍ରଚାର ଓ ପ୍ରସାର ପାଇଁ ରିଟାୟର୍ଡ ଟେକ୍ସଟାଇଲ ଅଫିସର୍ସ ରି-ନାଟିଭ(ରେଟର୍ନ)ର ରାଜ୍ୟ କାର୍ଯ୍ୟାଳୟ ଶନିବାର ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...
ସ୍ପ୍ଲାସ୍ର ୧୧ତମ ସଂସ୍କରଣ
ଭୁବନେଶ୍ୱର,୨୭।୧୧: ଆକ୍ସିସ୍ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ତଥା ବାର୍ଷିକ ସର୍ବଭାରତୀୟ ପ୍ରତିଯୋଗିତା ‘ସ୍ପ୍ଲାସ୍’ର ୧୧ତମ ସଂସ୍କରଣର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ୭ରୁ ୧୪ବର୍ଷ ବୟସର ପିଲାମାନଙ୍କ ପାଇଁ କଳା, ହସ୍ତଶିଳ୍ପ ଏବଂ ସାହିତ୍ୟ ଆଦି ଉପରେ ଉପରୋକ୍ତ...
“ଏହା ଆବଶ୍ୟକ କି?”: ଡେଷ୍ଟିନେସନ୍ ୱେଡିଂକୁ ନେଇ ପ୍ରଶ୍ନ ଉଠାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ନୂଆଦିଲ୍ଲୀ,୨୬।୧୧: ଦେଶରେ ଏବେ ବିବାହ ଋତୁ ଆରମ୍ଭ ହେଉଥିବା ବେଳେ ଦେଶରେ କିଛି ବଡ଼ ଧନୀ ପରିବାର ବିଦେଶରେ ଧୁମଧାମରେ ସେମାନଙ୍କର ଡେଷ୍ଟିନେସନ୍ ୱେଡିଂ କରୁଛନ୍ତି। ତେବେ ରବିବାର ପ୍ରଧାନମନ୍ତ୍ରୀ ତାଙ୍କର ମାସିକିଆ ‘ମନ୍ କି ବାତ’ କାର୍ଯ୍ୟକ୍ରମରେ ଡେଷ୍ଟିନେସନ୍...
୨୬/୧୧ ମୁମ୍ବାଇ ଆକ୍ରମଣ: ଆଜିବି ଲିଭିନି କ୍ଷତିର ଦାଗ, ଭୁଶୁଡି ପଡିଥିଲା ମୁମ୍ବାଇର ଅର୍ଥନୀତି
ନୂଆଦିଲ୍ଲୀ,୨୬।୧୧: ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ଘଟଣା ଭାରତର ସୁରକ୍ଷା ଚିନ୍ତା ବଢ଼ାଇଥିଲା। ପାକିସ୍ତାନରୁ ସମୁଦ୍ର ପଥରେ ଆସିଥିବା ଆତଙ୍କବାଦୀ ଏକସଙ୍ଗେ ମୁମ୍ବାଇ ମହାନଗରୀରର ବିଭିନ୍ନ ସ୍ଥାନରେ ଆକ୍ରମଣ କରି ୧୬୬ ଜଣଙ୍କୁ ହତ୍ୟା କରିବା ସହ ଅନେକେ ଆହତ...
ବିଜିୟୁର ୬ଷ୍ଠ ସମାବର୍ତ୍ତନ ଉସତ୍ବ
ଭୁବନେଶ୍ୱର,୨୬।୧୧: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି (ବିଜିୟୁ) ର ୬ଷ୍ଠ ସମାବର୍ତ୍ତନ ଉତ୍ସବ ଶନିବାର ବିଶ୍ୱବିଦ୍ୟାଳୟର ଭୁବନେଶ୍ୱର କ୍ୟାମ୍ପସରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ବିଜିୟୁର ୨୦୨୧-୨୩ ବ୍ୟାଚ୍ର ସ୍ନାତକୋତ୍ତର ଏବଂ ୨୦୨୦-୨୩ ବ୍ୟାଚ୍ର ସ୍ନାତକ ଛାତ୍ରୀଛାତ୍ରମାନଙ୍କ...
ରୁଚି ଫ୍ରୋଜିଟ୍ର ଏକ୍ସକ୍ଲୁସିଭ ଆଉଟ୍ଲେଟ୍
ଭୁବନେଶ୍ୱର,୨୬।୧୧: ରୁଚି ଫ୍ରୋଜିଟ୍ର ଏକ୍ସକ୍ଲୁସିଭ ଆଉଟ୍ଲେଟ୍ ଶନିବାର କଟକସ୍ଥିତ ମଧୁପାଟଣା ଶିଳ୍ପାଞ୍ଚଳ (ରୁଚି କମ୍ପାନୀ ପାଖ)ଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରୁଚି ଫୁଡ୍ଲାଇନ୍ର ନିର୍ଦ୍ଦେଶିକା ସଙ୍ଗୀତା ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍ଘାଟନ କରିଥିଲେ।...
‘୩୩,୦୦୦ କୋଟିରେ ପହଞ୍ଚତ୍ଛି ଗ୍ରାମୀଣ ବ୍ୟବସାୟ’
ଭୁବନେଶ୍ୱର,୨୬।୧୧ (ଅଭୟ ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃଷକ ଉତ୍ପାଦ ସଙ୍ଗଠନ (ଏଫ୍ପିଓ) ଏବଂ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍ଜି)ଙ୍କ ମାଧ୍ୟମରେ ଦେଶର କୃଷକ, ଗ୍ରାମୀଣ ମହିଳାମାନଙ୍କୁ ସଶକ୍ତ କରିବାର ଦାୟିତ୍ୱ ନେଇଛନ୍ତି ବୋଲି ଶନିବାର ନାବାର୍ଡ ପକ୍ଷରୁ ଆୟୋଜିତ...
ସଫଳ ହେଲାନି ପ୍ରେମ, ଏହି ବଡ଼ କମ୍ପାନିର ମାଲିକଙ୍କ ହୋଇଗଲା ବ୍ରେକପ୍
ନୂଆଦିଲ୍ଲୀ,୨୫।୧୧: ପାରିବାରିକ ସମ୍ପର୍କରେ ମତଭେଦ ବର୍ତ୍ତମାନ କମ୍ପାନୀର ବୋର୍ଡ ରୁମରେ ପହଞ୍ଚିବା ଆରମ୍ଭ କରିଛି । ସଦ୍ୟତମ ମାମଲାରେ ରେମଣ୍ଡ ଗ୍ରୁପ କମ୍ପାନୀର ଚେୟାରମ୍ୟାନ ତଥା ଏମଡି ଗୌତମ ସିଘାଂନିଆ ଏବଂ ତାଙ୍କ ସ୍ତ୍ରୀ ନୱାଜ ମୋଦି ସିଘାଂନିଆ ଛାଡପତ୍ର...
Archives


