ବାଣିଜ୍ୟ

ଗ୍ୟାସ୍‌ ସିଲିଣ୍ଡର ଲିକ୍‌ ହେଲେ ଭୁଲରେ ବି କରନ୍ତୁ ନାହିଁ ଏହି ୫ କାମ, ସାମାନ୍ୟ ଅସାବଧାନତା ଯୋଗୁ…

ଆଜିର ସମୟରେ ଏଲପିଜି ଗ୍ୟାସ ସିଲିଣ୍ଡର (LPG Gas Cylinder) ପ୍ରାୟ ସମସ୍ତଙ୍କ ରୋଷେଇ ଘରର ଏକ ଅପରିହାର୍ଯ୍ୟ ଅଂଶ ପାଲଟିଛି। କିନ୍ତୁ ଏହାର ବ୍ୟବହାରରେ ସାମାନ୍ୟ ଅବହେଳା ମଧ୍ୟ ବଡ଼ ଧରଣର ଦୁର୍ଘଟଣାର କାରଣ ସାଜିପାରେ। ଅନେକ ସମୟରେ ରେଗୁଲେଟର,…

ପିଏମ ସୂର୍ଯ୍ୟଘର: ଓଡ଼ିଶାର ପ୍ରଥମ ସୋଲାର ଦିଦି ବ୍ୟାଚ୍‌ର ପ୍ରଶିକ୍ଷଣ ସମ୍ପନ୍ନ

ଭୁବନେଶ୍ୱର, ୨୦।୬: ଟାଟା ପାୱାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିସିଓଡିଏଲ) ପକ୍ଷରୁ କଟକସ୍ଥିତ ଟାଟା ପାୱାର ସ୍କିଲ ଡେଭେଲପମେଣ୍ଟ ଇନଷ୍ଟିଚ୍ୟୁଟ (ଟିପିଏସଡିଆଇ)ରେ ପିଏମ ସୂର୍ଯ୍ୟଘର: ମୁଫ୍ତ ବିଜିଲି ଯୋଜନାର ସୋଲାର ଦିଦି କାର୍ଯ୍ୟକ୍ରମ ଅଧୀନରେ କରାଯାଇଥିବା ଓଡ଼ିଶାର ପ୍ରଥମ ସୋଲାର…

ରୟାଲ୍ ଏନଫିଲ୍ଡର ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍ ‘Flying Flea C6’ ଲଞ୍ଚ୍: ଜାଣନ୍ତୁ ଦମଦାର୍ ଫିଚର୍ସ-ମୂଲ୍ୟ

ନୂଆଦିଲ୍ଲୀ,୧୯।୬: ଭାରତୀୟ ବାଇକ୍ ନିର୍ମାତା କମ୍ପାନୀ ରୟାଲ୍ ଏନଫିଲ୍ଡର ନୂଆ ଇଲେକ୍ଟ୍ରିକ୍ ବ୍ରାଣ୍ଡ୍ ‘Flying Flea’ ଏହାର ପ୍ରଥମ ଇଲେକ୍ଟ୍ରିକ୍ ମୋଟରସାଇକେଲ୍ Flying Flea C6 ର ଡେଲିଭରି ଆରମ୍ଭ କରିଦେଇଛି । ବର୍ତ୍ତମାନ ପ୍ରାଥମିକ ପର୍ଯ୍ୟାୟରେ ଏହାର ଡେଲିଭରି ବେଙ୍ଗାଲୁରୁରେ…

ଗ୍ରାହକଙ୍କ ପାଇଁ ସୂବର୍ଣ୍ଣ ସୁଯୋଗ: ରୁପା ୮,୦୪୦ ତ ଏତିକି ଟଙ୍କା ଶସ୍ତା ହେଲା ସୁନା, କିଣିବାର ଥିଲେ…

ନୂଆଦିଲ୍ଲୀ,୧୯।୬: ରାଜଧାନୀ ଦିଲ୍ଲୀର ସରଫା ବଜାରରେ ଶୁକ୍ରବାର ସୁନା ଏବଂ ରୁପା ମୂଲ୍ୟରେ ଏକ ବଡ଼ ଧରଣର ହ୍ରାସ ରେକର୍ଡ କରାଯାଇଛି। କ୍ରମାଗତ ଚତୁର୍ଥ କାରବାର ଦିବସରେ ସୁନା ଦର କମିଛି ଏବଂ ଏହା ୨,୮୪୦ ଟଙ୍କା ହ୍ରାସ ପାଇ ପ୍ରତି…

ବଡ଼ ଆକଳନ: ଶୀଘ୍ର କିଣି ନିଅନ୍ତୁ ସୁନା, ଛଅ ମାସରେ ମୂଲ୍ୟ ୪୦% ବୃଦ୍ଧି ପାଇବ! ୧୦ ଗ୍ରାମକୁ ୨ ଲକ୍ଷ ପାର କରିପାରେ

ନୂଆଦିଲ୍ଲୀ,୧୯।୬: ବିଶ୍ୱସ୍ତରୀୟ ନିବେଶ ସଂସ୍ଥା JPMorgan ପୂର୍ବାନୁମାନ କରିଛି ଯେ ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୁନା ଏବଂ ରୂପା ମୂଲ୍ୟରେ ଉଲ୍ଲେଖନୀୟ ହ୍ରାସ ଚାପ ପଡ଼ିଥିଲେ ମଧ୍ୟ, ବର୍ତ୍ତମାନ ଶତ୍ରୁତା ବନ୍ଦ ହେବା ମୂଲ୍ୟରେ ପୁନର୍ବାର ବୃଦ୍ଧି ପାଇବାର ସମ୍ଭାବନାକୁ…

ଏହି ଯାତ୍ରୀମାନଙ୍କ ପାଇଁ ଖୁସି ଖବର! ଟ୍ରେନ ଟିକେଟ୍‌ରେ ୭୫% ପର୍ଯ୍ୟନ୍ତ ରିହାତି, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍‌ଲୀ,୧୮।୬: ଭାରତୀୟ ରେଳବାଇ (Indian Railways) ଦେଶର ପ୍ରତ୍ୟେକ ବର୍ଗର ଲୋକଙ୍କ ପାଇଁ ଯାତ୍ରାକୁ ସହଜ, ସୁରକ୍ଷିତ ଏବଂ ଶସ୍ତା କରିବା ପାଇଁ କ୍ରମାଗତ ଭାବେ ପ୍ରୟାସ କରୁଛି। ଏହି କ୍ରମରେ, ପଶ୍ଚିମ ମଧ୍ୟ ରେଳବାଇର ଭୋପାଳ ମଣ୍ଡଳ ଦିବ୍ୟାଙ୍ଗ ଯାତ୍ରୀମାନଙ୍କୁ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍ ଟ୍ରାଭେଲ୍ ଆସିଷ୍ଟାଣ୍ଟ’ ପାଲଟିଛି। ଗତ କିଛି ବର୍ଷ ମଧ୍ୟରେ ଏଥିରେ ଅନେକ ସ୍ମାର୍ଟ…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ ସମସ୍ତଙ୍କୁ ସରକାରୀ ଚାକିରି ମିଳିବା ସହଜ ହେଉନାହିଁ। ଏଭଳି ପରିସ୍ଥିତିରେ ସରକାରଙ୍କର ଅନେକ ଯୋଜନା ଯୁବପିଢ଼ିଙ୍କୁ ନିଯୁକ୍ତି ଦେବା…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା ଭଳି ପ୍ରତିଟି କାମରେ JCB ମେଶିନର ବ୍ୟବହାର କରାଯାଉଛି। କମ୍ ସମୟରେ ଅଧିକ…

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦ ବିଲିୟନ ଡଲାରରେ ଅଧିଗ୍ରହଣ କରିବା ନେଇ ଘୋଷଣା କରିଛି। ଏହି ଅଧିଗ୍ରହଣ ଯୋଗୁଁ…

ଇଥାନଲ୍ ବ୍ୟବସାୟରୁ ବମ୍ପର ଲାଭ! କମ୍ ନିବେଶରେ କୋଟିପତି ବନାଇବ ଏହି ୩ଟି ସୁପରହିଟ୍ ବିଜନେସ୍ ଆଇଡିଆ

ନୂଆଦିଲ୍‌ଲୀ,୧୭।୬: ଭାରତରେ ଗ୍ରୀନ ଏନର୍ଜି (ଶକ୍ତି) ଏବଂ ବୈକଳ୍ପିକ ଇନ୍ଧନର ଚାହିଦା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହି ସମୟରେ ଇଥାନଲ (Ethanol) ଏଭଳି ଏକ ସେକ୍ଟର ଭାବେ ଉଭା ହେଉଛି, ଯାହା ମାଧ୍ୟମରେ ଆଗାମୀ ଦିନରେ ପ୍ରଚୁର ରୋଜଗାରର ସମ୍ଭାବନା…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ ଦେଖିଆସୁଛନ୍ତି । ଏପରି ପରିସ୍ଥିତିରେ ଲୋକମାନଙ୍କ ମନରେ ଇଥାନଲକୁ ନେଇ ସଂଶୟ ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?