ୟୁନିକମର୍ସ ପକ୍ଷରୁ ଡିଆର୍ଏଚ୍ପି ଦାଖଲ
ଭୁବନେଶ୍ୱର,୮।୧: ଦେଶର ପ୍ରମୁଖ ଇ-କମର୍ସ କମ୍ପାନୀ ୟୁନିକମର୍ସ ଇ-ସଲ୍ୟୁସନ୍ସ ଲିମିଟେଡ୍ ପକ୍ଷରୁ ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିକଟରେ ଡ୍ରାଫ୍ଟ ରେଡ୍ ହିୟରିଂ ପ୍ରସ୍ପେକ୍ଟସ୍ (ଡିଆର୍ଏଚ୍ପି) ଦାଖଲ କରାଯାଇଛି। ଏପରିକି କମ୍ପାନୀର ଅଫର ଫର୍ ସେଲ୍ରେ ଅଂଶଧନକାରୀମାନେ ୨,୯୮,୪୦,୪୮୬…
ଟିପିସିଓଡିଏଲ୍କୁ ଆଇସିଏସ୍ଆଇ ସିଏସ୍ଆର୍ ଏକ୍ସଲେନ୍ସ ଆୱାର୍ଡ
ଭୁବନେଶ୍ୱର, ୮।୧ (ଅଭୟ ଦାଶ): ଟିପି ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ଟିପିସିଓଡିଏଲ୍)କୁ ନିକଟରେ ଆଉ ଏକ ଜାତୀୟସ୍ତରୀୟ ସମ୍ମାନ ‘ଆଇସିଏସ୍ଆଇ ସିଏସ୍ଆର୍ ଏକ୍ସଲେନ୍ସ ଆୱାର୍ଡ’ ପ୍ରଦାନ କରାଯାଇଛି। ଭାରତ ସରକାରଙ୍କ କର୍ପୋରେଟ୍ ବ୍ୟାପାର ମନ୍ତ୍ରଣାଳୟ ଅଧୀନରେ ପରିଚାଳିତ ଦି ଇନ୍ଷ୍ଟିଚ୍ୟୁଟ୍…
ଖିମ୍ଜୀକୁ ରିଟେଲ ଜୁଏଲେରି ଏମ୍ଡି ଆଣ୍ଡ ସିଇଓ ଆୱାର୍ଡ
ଭୁବନେଶ୍ୱର, ୭।୧ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ‘ଖିମ୍ଜୀ ଜୁଏଲର୍ସ’କୁ ନିକଟରେ ଆଉ ଏକ ଜାତୀୟ ସ୍ତରର ସମ୍ମାନ ‘ରିଜିଓନାଲ ରିଟେଲ ଚେନ୍ ଅଫ୍ ଦି ଇୟର (ଇଷ୍ଟ) ପୁରସ୍କାର’ ପ୍ରଦାନ କରାଯାଇଛି। ଏପରିକି ଭାରତର ପୂର୍ବାଞ୍ଚଳରୁ ଜୁଏଲେରି…
ବିଓବିର ନୂତନ ଉତ୍ପାଦ ‘ନ୍ୟାଶନାଲ କମନ୍ ମୋବିଲିଟି କାର୍ଡ’
ଭୁବନେଶ୍ୱର, ୭।୧୨: ବ୍ୟାଙ୍କ ଅଫ୍ ବରୋଦା (ବିଓବି) ର ନୂତନ ଉତ୍ପାଦ ‘ନ୍ୟାଶନାଲ କମନ୍ ମୋବିଲିଟି କାର୍ଡ’ ବା ଏନ୍ସିଏମ୍ସି ରୂପେ ରିଲୋଡେବଲ୍ ପ୍ରିପେଡ୍ କାର୍ଡ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଉକ୍ତ କାର୍ଡ ବସ୍, ଟ୍ରେନ୍, କ୍ୟାବ୍, ଫେରି,…
ଆଜି ସରିବ କଲ୍ୟାଣ ଏଣ୍ଡ ଅଫ୍ ଇୟର ସେଲ୍
ଭୁବନେଶ୍ୱର, ୭।୧୨: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ କଲ୍ୟାଣ ଜୁଏଲର୍ସର ବହୁ ପ୍ରତୀକ୍ଷିତ ‘ଏଣ୍ଡ ଅଫ୍ ଇୟର ସେଲ୍’ ଆନୁଷ୍ଠାନିକ ଭାବେ ରବିବାର ଶେଷ ହେଉଛି। ଏହା ପୂର୍ବରୁ ଗ୍ରାହକଙ୍କ ଚାହିଦା ଓ କାରବାରକୁ ଆଖି ଆଗରେ ରଖି କଲ୍ୟାଣ ପକ୍ଷରୁ…
ନୂତନ ଏଣ୍ଡେଭର୍ ସହିତ ଭାରତ ବଜାରରେ ପ୍ରତ୍ୟାବର୍ତ୍ତନ କରିପାରେ ଫୋର୍ଡ
ନୂଆଦିଲ୍ଲୀ,୬ା୧: ନୂତନ ଏଣ୍ଡେଭର୍ କାର୍ ସହିତ ଭାରତୀୟ ବଜାରକୁ ପୁଣି ଫେରିବାକୁ ଚାହୁଁଛି ଆମେରିକୀୟ କାର୍ ନିର୍ମାତା କମ୍ପାନୀ ଫୋର୍ଡ। ଏଥିପାଇଁ କମ୍ପାନୀ ଏହାର ଚେନ୍ନାଇ ପ୍ଲାଣ୍ଟରେ କାର୍ ନିର୍ମାଣ କରିବା ସହ ଆମଦାନୀ କରିବାକୁ ଲକ୍ଷ୍ୟ ରଖିଛି। ଟୋୟେଟା ଫ୍ରଚ୍ୟୁନର…
ନୂଆ ବର୍ଷରେ ମହଙ୍ଗା ମାଡ଼, ଆସନ୍ତା ମାସରୁ ଟିଭି ଦେଖିବା ପାଇଁ ଖର୍ଚ୍ଚ କରିବାକୁ ପଡ଼ିବ ଅଧିକ ଟଙ୍କା
ନୂଆଦିଲ୍ଲୀ,୬।୧: ନୂଆ ବର୍ଷରେ ଟିଭି ଦେଖିବା ପାଇଁ ଆପଣଙ୍କୁ ଅଧିକ ଟଙ୍କା ଖର୍ଚ୍ଚ କରିବାକୁ ପଡିବ। ଜି ଏଣ୍ଟରଟେନମେଣ୍ଟ, ଭାୟକମ୍ ୧୮ ଏବଂ ସୋନି ପିକଚର୍ସ ନେଟୱାର୍କ ଇଣ୍ଡିଆ ଭଳି ଦେଶର ପ୍ରମୁଖ ପ୍ରସାରଣକାରୀମାନେ ସେମାନଙ୍କ ଟିଭି ଚ୍ୟାନେଲଗୁଡ଼ିକର ମୂଲ୍ୟ ବୃଦ୍ଧି…
Ram Mandir: ଅଯୋଧ୍ୟାରେ ପହଞ୍ଚିବା ଲାଗି ଶ୍ରଦ୍ଧାଳୁଙ୍କ ପାଇଁ ୪୩୦ ସହରରୁ ଚାଲିବ ୭୨ ଟ୍ରେନ…
ନୂଆଦିଲ୍ଲୀ,୬।୧ : ରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ଅଯୋଧ୍ୟାରେ ପହଞ୍ଚିବା ଲାଗି ଶ୍ରଦ୍ଧାଳୁମାନଙ୍କ ସୁବିଧା ପାଇଁ ଭାରତୀୟ ରେଳବାଇ ସ୍ବତନ୍ତ୍ର ପ୍ରସ୍ତୁତି କରିଛି। ଅଯୋଧ୍ୟା ପାଇଁ ରେଳବାଇ ଅନେକ ନୂତନ ଟ୍ରେନ ଆରମ୍ଭ କରିବାକୁ ଯାଉଛି। ଏଥିରେ ଏସି…
ଏବେ ପୋଷ୍ଟ ଅଫିସ ଜରିଆରେ ବି ବଦଳାଇପାରିବେ ୨୦୦୦ ଟଙ୍କିଆ ନୋଟ୍, ଆର୍ବିଆଇ କଲା ଘୋଷଣା…
ନୂଆଦିଲ୍ଲୀ,୬।୧: ୨୦୦୦ ଟଙ୍କିଆ ନୋଟ୍ ବଦଳାଇବା ନେଇ ନୂଆ ଘୋଷଣା କରିଛି ଆର୍ବିଆଇ। ଏବେ ବ୍ୟାଙ୍କ ବ୍ୟତିତ ଗ୍ରାହକମାନେ ପୋଷ୍ଟଅଫିସ ଜରିଆରେ ଏହି ନୋଟ ବଦଳାଇପାରିବେ। ଏହାକୁ ନେଇ କିଛି ନିର୍ଦ୍ଦେଶନାମା ମାନିବାକୁ ପଡ଼ିବ। ପ୍ରଥମେ ଅନଲାଇନ୍ରେ ଉପଲବ୍ଧ ହେଉଥିବା ଏକ…
ଏହି ଦିନ ଚାଷୀଙ୍କ ଖାତାକୁ ଯିବ ୧୬ ତମ କିସ୍ତି, ଜାଣନ୍ତୁ କେଉଁମାନେ ପାଇପାରିବେନି ଲାଭ
ନୂଆଦିଲ୍ଲୀ,୬।୧: ଦେଶର କୋଟି କୋଟି କୃଷକ ଭାରତ ସରକାରଙ୍କ ଉଚ୍ଚାଭିଳାଷୀ ସ୍କିମ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ଲାଭ ନେଉଛନ୍ତି।ଏହି ଯୋଜନା ଅଧୀନରେ ଭାରତ ସରକାର ଦେଶର ଆର୍ଥିକ ଦୁର୍ବଳ କୃଷକମାନଙ୍କୁ ପ୍ରତିବର୍ଷ ୬,୦୦୦ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି।…
ସ୍କୋଡା ଅଟୋ ଇଣ୍ଡିଆର ନୂଆ ମାଇଲଖୁଣ୍ଟ
ନୂଆଦିଲ୍ଲୀ,୬।୧: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ସ୍କୋଡା ଅଟୋ ଇଣ୍ଡିଆ ଚଳିତ ବର୍ଷ (୨୦୨୩-ବର୍ଷ)ରେ ଉଲ୍ଲେଖନୀୟ ସଫଳତା ହାସଲ ସହ ଏକ ନୂଆ ମାଇଲଖୁଣ୍ଟ ହାସଲ କରିଛି। ଏପରିକି ଗତ ୨ ବର୍ଷ ମଧ୍ୟରେ ବ୍ରାଣ୍ଡ୍ ୧ଲକ୍ଷରୁ ଅଧିକ କାର୍ ବିକ୍ରି କରିବାର…
ବେସିକ୍ କଷ୍ଟମ୍ ଡ୍ୟୁଟିର ଦୀର୍ଘକାଳୀନ ଛାଡ଼ ପ୍ରସ୍ତାବ
ନୂଆଦିଲ୍ଲୀ,୬।୧: ଭାରତର ସର୍ବବୃହତ୍ ଷ୍ଟେନ୍ଲେସ୍ ଷ୍ଟିଲ୍ ଉତ୍ପାଦନକାରୀ କମ୍ପାନୀ ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ (ଜେଏସ୍ଏଲ୍) ୨୦୨୪-୨୫ ବଜେଟ ପୂର୍ବରୁ କଞ୍ଚାମାଲର ପ୍ରବେଶ ସୁନିଶ୍ଚିତ କରିବା ପାଇଁ ଶୁଦ୍ଧ ନିକେଲ ବ୍ୟତୀତ ଷ୍ଟେନ୍ଲେସ ଷ୍ଟିଲ୍ ସ୍କ୍ରାପ୍ ଏବଂ ଷ୍ଟିଲ୍ ସ୍କ୍ରାପ୍ ଉପରେ ଜିରୋ କଷ୍ଟମ…
Archives


