ବାଣିଜ୍ୟ

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ ଖୁସି ଖବର ମିଳିଛି । ପିଏମ୍ କିଷାନ ଯୋଜନା ଯୋଜନାର ଅଫିସିଆଲ୍ ଏକ୍ସ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF) ଉପରେ ଲାଗୁ ହୋଇଥିବା ଶୁଳ୍କ ବୃଦ୍ଧି କରାଯାଇଛି। ଡିଜେଲ ରପ୍ତାନି ପାଇଁ ପ୍ରତି…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ ଜାଳେଣି କିମ୍ୱା ଇନ୍ଧନ ମୂଲ୍ୟରେ ୩.୧% ହ୍ରାସ ଘଟିଛି। କେନ୍ଦ୍ର ପେଟ୍ରୋଲିୟମ ଏବଂ…

୪ଟଙ୍କା କମିଲା ପେଟ୍ରୋଲ ଦର, ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୧୩।୬: ପାକିସ୍ତାନ ସରକାର ପେଟ୍ରୋଲ ଏବଂ ଡିଜେଲ ଦରରେ କ୍ରମାଗତ ପଞ୍ଚମ ଥର ପାଇଁ ହ୍ରାସ କରିଛନ୍ତି। ଇନ୍ଧନ ମୂଲ୍ୟ କମିବା ଦ୍ୱାରା ସାଧାରଣ ଜନତା ଉପକୃତ ହେବେ ବୋଲି ଆଶା କରାଯାଉଛି। ଆସନ୍ତୁ ଜାଣିବା ପାକିସ୍ତାନରେ ପେଟ୍ରୋଲ ଏବଂ ଡିଜେଲର…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ ଏହି ପ୍ଲାନ୍‌ କିଣିବା ସମୟରେ ଅଧିକାଂଶ ଲୋକ ଗୋଟିଏ ବଡ଼ ଦ୍ୱନ୍ଦ୍ୱରେ ପଡ଼ିଥାନ୍ତି…

୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍‌ସିଡି-ସିଲିଣ୍ଡର ଡେଲିଭରି!

ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍‌ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆପଣଙ୍କର ଗୋଟିଏ ଛୋଟ ଅବହେଳା ଯୋଗୁ…

ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…

ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ ଆରମ୍ଭ କରି ଖାଦ୍ୟ ପଦାର୍ଥକୁ ନଷ୍ଟ ହେବାରୁ ରକ୍ଷା କରିବାରେ ଏହା ପ୍ରମୁଖ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut) ହୁଏ, ସେତେବେଳେ ଇନଭର୍ଟର ହିଁ ଆମକୁ ଗୁଳୁଗୁଳି ଓ ଗରମରୁ ରକ୍ଷା…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ ଏବଂ ଆମେରିକା ମଧ୍ୟରେ ପୁନଃ ସାମରିକ ଉତ୍ତେଜନା ଏବଂ ଆମେରିକୀୟ ଡଲାର ସୁଦୃଢ଼…

ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର କରିପାରିବେ। ଏହି ସମୟରେ, ସରକାରୀ ଇନ୍ଧନ ଖୁଚୁରା ବ୍ୟବସାୟୀମାନେ ଜେଟ ଇନ୍ଧନ ମୂଲ୍ୟ…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି ପ୍ରକ୍ରିୟା ବେଶ ଚ୍ୟାଲେଞ୍ଜପୂର୍ଣ୍ଣ ହୋଇପାରେ। ସଠିକ ବଜେଟ ନିର୍ଦ୍ଧାରଣ କରିବାଠାରୁ ଆରମ୍ଭ କରି…

ଭାରତୀୟ ମୁଦ୍ରାକୁ ବଡ଼ ଝଟ୍‌କା! ଡଲାର ତୁଳନାରେ ୫୬ ପଇସା ହ୍ରାସ ପାଇଲା ଟଙ୍କା

ନୂଆଦିଲ୍ଲୀ,୯।୬: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ଘଟିବା ପରେ ଆମେରିକୀୟ ଡଲାର ଆହୁରି ପ୍ରଭାବଶାଳୀ ହୋଇଥିବାରୁ ଡଲାର ତୁଳନାରେ ଭାରତୀୟ ଟଙ୍କା ମୂଲ୍ୟ ପୁଣି ଖସିଛି। ସୋମବାର ହୋଇଥିବା ଆନ୍ତଃବ୍ୟାଙ୍କିଙ୍ଗ ବୈଦେଶିକ ମୁଦ୍ରା କାରବାର ଅନୁଯାୟୀ ଡଲାର ତୁଳନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?