ବାଣିଜ୍ୟ

ଭୁବନେଶ୍ୱରରେ ବିଏସ୍‌ଏଚ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୪।୨: ବିଏସ୍‌ଏଚ୍‌ ହୋମ୍‌ ଆପ୍ଲାଏନ୍ସ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶୁକ୍ରବାର ଭୁବନେଶ୍ୱରର ପୁରୀ ବାଇପାସ୍‌ ରୋଡ୍‌ରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଜିରକନ୍‌-ଟେକ୍‌ ଆନୁକୂଲ୍ୟରେ କମ୍ପାନୀର ପ୍ରଥମ ବୋସ୍‌ ଆଣ୍ଡ ସିମେନ୍ସ ବ୍ରାଣ୍ଡ୍‌ ଷ୍ଟୋରର ଶୁଭାରମ୍ଭ…

ପାଓ୍ବାର ଗ୍ରୀଡ୍‌ ବିଶ୍ରାମ ସଦନର ଭିତ୍ତିପ୍ରସ୍ତର

ଭୁବନେଶ୍ୱର, ୨୪।୨: ପାଓ୍ବାର ଗ୍ରୀଡ୍‌ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ପାଓ୍ବାର ଗ୍ରୀଡ୍‌) ର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ‘ବିଶ୍ରାମ ସଦନ’ର ଆନୁଷ୍ଠାନିକ ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ହିମାଚଳ ପ୍ରଦେଶର ବିଳାସପୁର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥା…

ମାଇଁ ଓଡ଼ିଶା,ଇଣ୍ଡିଆଜ୍‌ ପ୍ରାଇଡ୍‌ ଉଦ୍‌ଯାପିତ

ଭୁବନେଶ୍ୱର,୨୪।୨: ଟାଟା ପାୱାର ନେତୃତ୍ୱାଧୀନ ଓଡ଼ିଶା ଡିସ୍‌କମ୍‌ଗୁଡ଼ିକ ପକ୍ଷରୁ ଆୟୋଜିତ ‘ମାଇଁ ଓଡ଼ିଶା, ଇଣ୍ଡିଆଜ୍‌ ପ୍ରାଇଡ୍‌’ ଶୀର୍ଷକ ପ୍ରତିଯୋଗିତାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ରାଜ୍ୟ ସରକାରଙ୍କ ‘ସ୍କିଲ୍ଡ ଇନ୍‌ ଓଡ଼ିଶା’ ଅଭିଯାନ ସହ ମିଶି ଆରମ୍ଭ ହୋଇଥିଲା। ଏପରିକି ବିଭିନ୍ନ…

Byju: ବାୟଜୁସ୍‌ ସିଇଓ ପଦରୁ ହଟିଲେ ରବୀନ୍ଦ୍ରନ୍‌

ନୂଆଦିଲ୍ଲୀ,୨୩ା୨: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଅନ୍‌ଲାଇନ୍‌ ଶିକ୍ଷା ପ୍ରଦାନକାରୀ ଏଡୁଟେକ୍‌ କମ୍ପାନୀ ବାୟଜୁସ୍‌ର ପ୍ରତିଷ୍ଠାତା ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ବାୟଜୁ ରବୀନ୍ଦ୍ରନ୍‌ଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି। ୪୪ ବର୍ଷୀୟ ରବୀନ୍ଦ୍ରନ୍‌ ଏବଂ ତାଙ୍କ ପରିବାରର…

ସ୍ତ୍ରୀଙ୍କ ନାମରେ ସମ୍ପତ୍ତି କିଣିଛନ୍ତି କି? ନିଜର କହି ପାରିବେନି ସ୍ତ୍ରୀ, କୋର୍ଟଙ୍କ ବଡ଼ ରାୟ

ଲକ୍ଷ୍ନୌ,୨୩।୨: ସ୍ତ୍ରୀଙ୍କ ନାମରେ ସମ୍ପତ୍ତି କିଣିଛନ୍ତି କି? ଏନେଇ ବଡ ରାୟ ଦେଇଛନ୍ତି କୋର୍ଟ। ସାଧାରଣତଃ ପୁରୁଷମାନେ କୌଣସି ଜମି କିମ୍ବା ଘରବାଡି ସମ୍ପତ୍ତି କିଣି କିମ୍ବା ସେଗୁଡିକୁ ନିଜ ପାଖରେ ଥିବା ସମ୍ପତ୍ତିକୁ ସ୍ତ୍ରୀଙ୍କ ନାଁରେ କରିଥା’ନ୍ତି। କିନ୍ତୁ ସମ୍ପତ୍ତି…

Paytm ଗ୍ରାହକଙ୍କୁ ଆଶ୍ୱସ୍ତି, UPI ସେବା ବଜାୟ ରଖିବା ପାଇଁ NPCI କୁ ଆରବିଆଇର ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୩।୨: ପେଟିଏମ ଗ୍ରାହକଙ୍କୁ ଆଶ୍ୱସ୍ତି। UPI ସେବା ବଜାୟ ରଖିବା ପାଇଁ NPCI କୁ ଆରବିଆଇର ନିର୍ଦ୍ଦେଶ ଦେଇଛି । ପେଟିଏମର ପ୍ୟାରେଣ୍ଟ କମ୍ପାନି ଓ୍ବାନ୯୭ କମ୍ୟୁନିକେଶନ ଲିମିଟେଡ ଥାର୍ଡ ପାର୍ଟି ଆପ ହେବାକୁ ଅନୁରୋଧ କରିଛି। କାରଣ ଏପରି କଲେ…

Investment Scheme: ମହିଳାମାନେ ଏହି ଯୋଜନାରେ କରନ୍ତୁ ଟଙ୍କା ନିବେଶ, ହୋଇଯିବେ ମାଲାମାଲ୍‌

ଘରର ବିଭିନ୍ନ ଖର୍ଚ୍ଚ ଛଡା ମହିଳାମାନେ ପ୍ରତ୍ୟେକ ମାସରେ କିଛି ଟଙ୍କା ସଞ୍ଚୟ କରିଥା’ନ୍ତି। ପରେ କୌଣସି କାମରେ ଏହି ଟଙ୍କାକୁ ଖର୍ଚ୍ଚ କରିଥାନ୍ତି। କିନ୍ତୁ ସଞ୍ଚୟ କରିବା ଦ୍ୱାରା ଆପଣଙ୍କୁ ଏଥିରେ କୌଣସି ଅତିରିକ୍ତ ଲାଭ ମିଳି ନ ଥାଏ।…

ଏହି ୪ ଷ୍ଟେଶନରେ ଫୁଡ୍‌ ଡେଲିଭରୀ କରିବ ସ୍ବିଗି, IRCTC ସହିତ ହେଲା ଚୁକ୍ତି

ନୂଆଦିଲ୍ଲୀ,୨୩।୨: ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟୁରିଜିମ କର୍ପୋରେଶନ (ଆଇଆରସିଟିସି) କହିଛି ଯେ, ସେ ଫୁଡ୍‌ ଡେଲିଭରୀ ସ୍ବିଗି ସହିତ ଏକ ଚୁକ୍ତି କରିଛି। ଏହି ଚୁକ୍ତି ରେଲଓ୍ବେ ଫୁଡ୍‌ ଡେଲିଭରୀକୁ ନେଇ କରାଯାଇଛି। ବର୍ତ୍ତମାନ ଯାତ୍ରୀମାନେ ସହଜରେ ଇ-କ୍ୟାଟରିଂ ପୋର୍ଟାଲ…

ମେକ୍‌ ଇନ୍‌ ଓଡ଼ିଶାକୁ ଓଡ଼ିଶା ଡିସ୍‌କମ୍‌ର ସମର୍ଥନ

ଭୁବନେଶ୍ୱର,୨୩।୨: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ଓଡ଼ିଶା ଡିସ୍‌କମ୍‌ଗୁଡ଼ିକ ରାଜ୍ୟର ଶିଳ୍ପ ବିକାଶକୁ ସମର୍ଥନ ଦେବାରେ ପ୍ରମୁଖ ଭୂମିକା ନିର୍ବାହ କରୁଛି। ଟିପି ଓଡ଼ିଶା ଡିସ୍‌କମ୍‌ ଯଥା ଟିପି ସେଣ୍ଟ୍ରାଲ, ଟିପି ସଦର୍ନ, ଟିପି ନର୍ଦନ…

ଖିମ୍‌ଜୀ ଫ୍ଲାଗ୍‌ଶିପ୍‌ ଷ୍ଟୋରର ବାର୍ଷିକ ଉତ୍ସବ, ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୫୦% ରିହାତି

ଭୁବନେଶ୍ୱର,୨୩।୨ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ(ବ୍ରାଣ୍ଡ) ତଥା ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଗୁରୁବାର ‘ଖିମ୍‌ଜୀ ଫ୍ଲାଗ୍‌ଶିପ୍‌ ଷ୍ଟୋର’ର ବାର୍ଷିକ ଉତ୍ସବ ପାଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଏକ ଆକର୍ଷଣୀୟ ଅଫର ‘ଫ୍ଲାଟ୍‌ ୫୦%’ର ରିହାତି ସମ୍ପର୍କରେ ଘୋଷଣା କରାଯାଇଛି।…

ଭାରତୀୟ ଡେକୋରେଟିଭ୍‌ ପେଣ୍ଟ ବଜାରରେ ବିର୍ଲା ଗ୍ରୁପ୍‌

ଭୁବନେଶ୍ୱର,୨୩।୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ‘ବିର୍ଲା ଓପସ୍‌ ପେଣ୍ଟସ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଅଧ୍ୟକ୍ଷ କୁମାରମଙ୍ଗଳମ୍‌ ବିର୍ଲା…

ହେବାକୁ ଥିବା ବୋହୂ ରାଧିକାଙ୍କୁ ଏତିକି କୋଟି ଟଙ୍କାର କାର୍‌ ଗିଫ୍ଟ କଲେ ମୁକେଶ ଅମ୍ବାନୀ

ମୁମ୍ବାଇ,୨୨।୨: ଦେଶର ସବୁଠାରୁ ଧନୀ ବିଲିୟନେୟାର ବ୍ୟବସାୟୀ ମୁକେଶ ଅମ୍ବାନୀ ଏବଂ ତାଙ୍କ ପତ୍ନୀ ନୀତା ଅମ୍ବାନୀଙ୍କ ସାନପୁଅ ଅନନ୍ତ ଅମ୍ବାନୀଙ୍କ ବିବାହ ପୂର୍ବରୁ ବିବାହ ଉତ୍ସବ ଆରମ୍ଭ ହୋଇଯାଇଛି। ଏହି ବିବାହକୁ ନେଇ ଦେଶରେ ବଡ ଆଲୋଚନା ଚାଲିଛି। ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?