ଏଆଇ ପ୍ଲାଟ୍ଫର୍ମ ‘ଜିଓ ବ୍ରେନ୍’ର ଶୁଭାରମ୍ଭ
ଭୁବନେଶ୍ୱର,୩୧।୧: ରିଲାଏନ୍ସ ଗ୍ରୁପ୍ର ଅଗ୍ରଣୀ କମ୍ପାନୀ ଜିଓ ପ୍ଲାଟ୍ଫର୍ମସ୍ର ଏକ ନୂତନ ୫ଜି ସମନ୍ବିତ ମେଶିନ୍ ଲର୍ନିଂ ଏବଂ କୃତ୍ରିମ ଇଣ୍ଟେଲିଜେନ୍ସ (ଏଆଇ) ପ୍ଲାଟ୍ଫର୍ମ ‘ଜିଓ ବ୍ରେନ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଜିଓ ବ୍ରେନ୍ ସମସ୍ତ ପ୍ରକାର ଶିଳ୍ପ…
Income Tax HRA Rule: ସ୍ତ୍ରୀଙ୍କୁ ଘରଭଡ଼ା ଦେଇ ନେଇ ହେବ ଏଚଆରଏ ରିହାତି, ଏସବୁ ହେଉଛି ସର୍ତ୍ତ…
ନୂଆଦିଲ୍ଲୀ,୩୦।୧ : ଆୟକର ଉପରେ ଟିକସ ବୋଝ ହ୍ରାସ କରିବାକୁ ସରକାର ପୁରୁଣା ଟିକସ ବ୍ୟବସ୍ଥାରେ ଟ୍ୟାକ୍ସ ସ୍ଲାବରେ ରିହାତି ସହିତ ଅନେକ ପ୍ରକାରର ରିହାତି ପ୍ରଦାନ କରୁଛନ୍ତି। ଏଥିମଧ୍ୟରୁ ଗୋଟିଏ ହେଉଛି ଏଚଆରଏର ଅର୍ଥାତ ହାଉସ ରେଣ୍ଟ ଆଲାଉନ୍ସ। ଏଚଆରଏର…
୩୧ରେ ଷ୍ଟାର୍ଟଅପ୍ ଉତ୍ସବ-୨୦୨୪
ଭୁବନେଶ୍ୱର,୩୦।୧: ଓଡ଼ିଶା ସରକାରଙ୍କ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ (ମାଇକ୍ରୋ, ସ୍ମଲ୍ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ ବା ଏମ୍ଏସ୍ଏମ୍ଇ) ଅଧୀନରେ କାର୍ଯ୍ୟରତ ଷ୍ଟାର୍ଟଅପ ଓଡ଼ିଶା ପକ୍ଷରୁ ୨୦୨୪ ଜାନୁଆରୀ ୩୧ ରେ ‘ଷ୍ଟାର୍ଟଅପ୍ ଉତ୍ସବ-୨୦୨୪’ ପାଳିତ ହେବାକୁ ଯାଉଛି। ଏପରିକି…
ସ୍ଥିରତା ପ୍ରତି ବେଦାନ୍ତର ପ୍ରତିବଦ୍ଧତା
ଭୁବନେଶ୍ୱର, ୩୦।୧ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ବେଦାନ୍ତ ଗ୍ରୁପର ଅଗ୍ରଣୀ ସଂସ୍ଥା ବେଦାନ୍ତ ଆଲୁମିନିୟମକୁ ନିକଟରେ ଆଉ ଏକ ଉଲ୍ଲେଖନୀୟ ସଫଳତା ମିଳିଛି। ଉଲ୍ଲେଖଯୋଗ୍ୟ, ଏସ୍ ଆଣ୍ଡ ପି କର୍ପୋରେଟ ସଷ୍ଟେନେବିଲିଟି ଆସେସମେଣ୍ଟ ବା ସିଏସଏ-୨୦୨୩ରେ…
୪% କମିପାରେ ଚିନି ଉପତ୍ାଦନ
ଭୁବନେଶ୍ୱର,୩୦।୧: ଦେଶରେ ଚିନି ଉତ୍ପାଦନ ବାର୍ଷିକ ପ୍ରାୟ ୪ ପ୍ରତିଶତ ହ୍ରାସ ପାଇ ୨୦୨୩-୨୪ରେ (ଅକ୍ଟୋବର-ସେପ୍ଟେମ୍ବର) ୩୧.୬ ନିୟୁତ ଟନରେ ପହଞ୍ଚତ୍ବ ବୋଲି ଆକଳନ କରାଯାଇଛ। ଏହାର ପ୍ରଥମ ଉତ୍ପାଦନ ଆକଳନ ପ୍ରକାଶ କରି ଚିନି ବାଣିଜ୍ୟ ସଂସ୍ଥା ଅଲ ଇଣ୍ଡିଆ…
କୃଷିକ୍ଷେତ୍ରରେ ବଢ଼ୁଛି ଡ୍ରୋନ୍ ସ୍ପ୍ରେ ଚାହିଦା
ଭୁବନେଶ୍ୱର,୩୦।୧(ଅନୁରାଧା ମହାରଣା): କୃଷି କ୍ଷେତ୍ରରେ ଡ୍ରୋନ ମାଧ୍ୟମରେ ସ୍ପ୍ରେ କରିବାର ଧାରା ଯୋଗୁଁ ଡ୍ରୋନ ପାଇଲଟ ଚାହିଦା ବୃଦ୍ଧି ପାଇଛି। ଯୁବକମାନେ ଡ୍ରୋନ ପାଇଲଟକୁ ଏକ ବୃତ୍ତି ଭାବରେ ବିଚାର କରିବା ଆରମ୍ଭ କରିଛନ୍ତ। କୃଷିର ପରିବର୍ତ୍ତିତ ବ୍ୟବସ୍ଥାରେ ଝିଅମାନେ ମଧ୍ୟ…
ଆକ୍ସିସ୍ ବ୍ୟାଙ୍କର ତ୍ରୈମାସିକ ଫଳାଫଳ
ନୂଆଦିଲ୍ଲୀ,୩୦।୧: ଆକ୍ସିସ୍ ବ୍ୟାଙ୍କ ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲାବେଳେ ଚଳିତ ଆର୍ଥତ୍କ ବର୍ଷର ତୃତୀୟ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ବିଶେଷକରି…
ଟାଟା ଷ୍ଟିଲର ତ୍ରୈମାସିକ ଫଳାଫଳ
ଭୁବନେଶ୍ୱର,୩୦।୧: ଟାଟା ଷ୍ଟିଲ୍ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀ କାର୍ଯ୍ୟକଳାପ ଓ କାରବାର ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା ସହ ୨୦୨୩-୨୪ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଏବଂ ୯ମାସର ଆର୍ଥିକ ଫଳାଫଳ ମଧ୍ୟ…
ଚାଇନାର ଶେୟାର ବଜାର ଭୁଶୁଡ଼ିବାରେ ଲାଗିଛି…
ବେଜିଂ,୨୯।୧ : ୨୦୨୧ ଠାରୁ ଆରମ୍ଭ ହୋଇଥିବା ଚାଇନାର ଷ୍ଟକ ମାର୍କେଟର ଅବନତି ଜାରି ରହିଛି। ଏହି ହ୍ରାସକୁ ରୋକିବା ପାଇଁ ଚାଇନା ସରକାର କରିଥିବା ସମସ୍ତ ଉଦ୍ୟମ ମଧ୍ୟ ବିଫଳ ହୋଇଛନ୍ତି। ଫଳସ୍ବରୂପ, ଚାଇନାର ଷ୍ଟକ ମାର୍କେଟ ସଙ୍କଟରେ ପଡ଼ିଛି।…
୧୦୦୦ ପଏଣ୍ଟରୁ ଅଧିକ ବଢ଼ିଲା ସେନସେକ୍ସ, ୨୧,୬୫୦ ଟପିଲା ନିଫ୍ଟି; ନିବେଶକ ଲାଭ କଲେ ୫ ଲକ୍ଷ କୋଟି
ନୂଆଦିଲ୍ଲୀ,୨୯ା୧: ବଜେଟ ପୂର୍ବରୁ ସୋମବାର ଭାରତୀୟ ଶେୟାର ବଜାରରେ ଉତ୍ସାହ ଦେଖିବକୁ ମିଳିଛି। ସମସ୍ତ ଘରୋଇ କ୍ଷେତ୍ରରେ ସ୍ମଲ୍ ସ୍ଟକ୍ ଗୁଡ଼ିକ ବୃଦ୍ଧି ପାଇଛି। ବିଏସଇ ସେନ୍ସେକ୍ସ ୧୦୦୦ ରୁ ଅଧିକ ପଏଣ୍ଟ ବୃଦ୍ଧି ପାଇ ୭୧,୭୦୦ ପଏଣ୍ଟରୁ ଅଧିକ ହୋଇଥିବାବେଳେ…
ଫୋରମ୍ ମାର୍ଟରେ ଆଭୂଷଣ ଫ୍ୟାଶନ ଜୁଏଲର୍ସ
ଭୁବନେଶ୍ୱର,୨୯।୧: ଦେଶର ଅଗ୍ରଣୀ ଫ୍ୟାଶନ ଜୁଏଲେରି ବ୍ରାଣ୍ଡ୍ ‘ଆଭୂଷଣ ଫ୍ୟାଶନ ଜୁଏଲର୍ସ’ର ଏକ୍ସକ୍ଲୁସିଭ ଆଉଟଲେଟ ଭୁବନେଶ୍ୱରର ସତ୍ୟନଗରସ୍ଥିତ ଫୋରମ୍ ମାର୍ଟଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଲିଉଡ ଅଭିନେତ୍ରୀ ଦିବ୍ୟାଦିଶା ମହାନ୍ତି, ଶିବାନୀ ସଙ୍ଗୀତା ଏବଂ ଅଭିନେତା ସୁଜିତ ପାଇକରାୟ ସମ୍ମାନିତ…
ଗୋଦରେଜ ଏକ୍ସପେରିଏନ୍ସ ସେଣ୍ଟର ଉଦ୍ଘାଟିତ
ଭୁବନେଶ୍ୱର,୨୯।୧: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଗୋଦରେଜ ଗ୍ରୁପର ଅଗ୍ରଣୀ କମ୍ପାନୀ ଗୋଦରେଜ ଏକ୍ସପେରିଏନ୍ସ ସେଣ୍ଟରର ଏକ୍ସକ୍ଲୁସିଭ ଆଉଟଲେଟ ଭୁବନେଶ୍ୱରର ବାପୁଜୀ ନଗରଠାରେ ଉଦ୍ଘାଟିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଖାରବେଳ ଟ୍ରେଡିଂ ପ୍ରାଇଭେଟ ଲିମିଟେଡ ଆନୁକୂଲ୍ୟରେ ଉକ୍ତ…
Archives


