ବାଣିଜ୍ୟ

ପୁଣି ବଢିବ ପେଟ୍ରୋଲ-ଡିଜେଲ ଦର? ଇରାନ-ଇସ୍ରାଏଲ ବିବାଦ ଯୋଗୁ ଅଶୋଧିତ ତୈଳ ଦର ବୃଦ୍ଧି, ଆଶଙ୍କାରେ ବିଶ୍ୱବାସୀ

ତେହରାନ,୮।୬: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନୂତନ ସଂଘର୍ଷ ଯୋଗୁ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇପାରେ। ଇସ୍ରାଏଲ ଇରାନ ବିରୁଦ୍ଧରେ ପ୍ରତିଶୋଧମୂଳକ ଆକ୍ରମଣ ଆରମ୍ଭ କରିଛି, ଯାହା ଫଳରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି…

CNG ଠାରୁ ବି ଶସ୍ତା ହେଲା ପେଟ୍ରୋଲ! ଦିଲ୍ଲୀରେ ଲିଟର ପ୍ରତି ମାତ୍ର ୮୨ଟଙ୍କାରେ ମିଳିଲା…

ନୂଆଦିଲ୍ଲୀ,୭।୬: ପଶ୍ଚିମ ଏସିଆ (ମିଡିଲ ଇଷ୍ଟ)ରେ ଜାରି ରହିଥିବା ଯୁଦ୍ଧ ଏବଂ ଆକାଶଛୁଆଁ ତେଲ ଦର ମଧ୍ୟରେ ଦିଲ୍ଲୀର ଗାଡ଼ି ଚାଳକଙ୍କ ପାଇଁ ଏକ ବେଶ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଦେଶର ରାଜଧାନୀରେ ଏବେ ପେଟ୍ରୋଲର ଏକ ସ୍ୱତନ୍ତ୍ର କିସମ…

୯୪୨ ଟଙ୍କା ପାର୍‌ ହେଲା ଘରୋଇ ସିଲିଣ୍ଡର, ଏବେ ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ କେତେ ଟଙ୍କା ସବସିଡି ପଠାଇବେ ସରକାର?

ନୂଆଦିଲ୍‌ଲୀ,୭।୬: ଘରୋଇ ଏଲପିଜି (LPG) ମୂଲ୍ୟରେ ପରିବର୍ତ୍ତନ କରାଯାଇଛି ଏବଂ ନୂଆ ଦର ରବିବାର, ୭ ଜୁନରୁ ଲାଗୁ ହୋଇଯାଇଛି। ସିଲିଣ୍ଡର ପିଛା ୨୯ ଟଙ୍କାର ସାମ୍ପ୍ରତିକ ବୃଦ୍ଧି ପରେ ଘରୋଇ ରୋଷେଇ ଗ୍ୟାସ ଏବେ ଆହୁରି ମହଙ୍ଗା ହୋଇଯାଇଛି। ତେଲ…

LPG ପରେ ବଢିଲା କି ପେଟ୍ରୋଲ ଦର? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୭।୬: ଦେଶରେ ୩ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଘରୋଇ ଏଲପିଜି (LPG) ସିଲିଣ୍ଡର ମୂଲ୍ୟରେ ବୃଦ୍ଧି କରାଯାଇଛି। ଅନ୍ୟପଟେ, ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ ମଧ୍ୟ ଏକ ବଡ଼ ଅପଡେଟ ସାମ୍ନାକୁ ଆସିଛି। ଆଇଓସିଏଲ (IOCL)ର ତଥ୍ୟ…

ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ବଡ଼ ଝଟ୍‌କା; ମାସକୁ ଦେବାକୁ ହେବ ୨୯୯ ଟଙ୍କା, ତା’ ପରେ ମିଳିବ ଏସବୁ ଚଲାଇବାକୁ ସୁବିଧା…

ନୂଆଦିଲ୍ଲୀ,୭।୬: ମେଟା ଭାରତୀୟ ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ଏକ ବଡ଼ ଝଟକା ଦେଇଛି। ମେଟା ନିକଟରେ ହ଼୍ବାଟସଆପ, ଇନଷ୍ଟାଗ୍ରାମ ଏବଂ ଫେସବୁକକୁ ଦେୟଯୁକ୍ତ ସେବା ଯୋଗାଇବା ଯୋଜନା ଘୋଷଣା କରିଛି। ଏବେ, କମ୍ପାନୀ ତାର ଇନଷ୍ଟାଗ୍ରାମ ପ୍ଲସ ଯୋଜନା ଆରମ୍ଭ କରିଛି, ଯାହା…

ସକାଳୁ ସକାଳୁ ବଡ଼ ଝଟ୍‌କା, ମହଙ୍ଗା ହେଲା ଘରୋଇ ସିଲିଣ୍ଡର ଦାମ୍‌; ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୭।୬: ଦେଶରେ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଜନତା ଅତିଷ୍ଠ ହୋଇପଡ଼ିଛନ୍ତି। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦିନକୁ ଦିନ ମହଙ୍ଗା ହେବାରେ ଲାଗିଛି। କ୍ଷୀର, ପେଟ୍ରୋଲ-ଡିଜେଲ ଏବଂ ସିଏନଜି ପରେ ଏବେ ଦେଶରେ ଘରୋଇ ଏଲପିଜି (LPG) ସିଲିଣ୍ଡରର ଦାମ ମଧ୍ୟ ବୃଦ୍ଧି…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି ଧାରଣା ଏବେ ଧୀରେ ଧୀରେ ବଦଳିବାରେ ଲାଗିଛି। ଦେଶରେ ଇଲେକ୍ଟ୍ରିକ ବାହନ (EV)…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ ଠକାମିର ଶିକାର ହେବାର ଆଶଙ୍କା ମଧ୍ୟ ସେତିକି ଅଧିକ। ସାଧାରଣତଃ କୌଣସି ପ୍ରୋଡକ୍ଟ…

ଚାକିରିଆଙ୍କ ପାଇଁ ଖୁସିଖବର: PF ଆକାଉଣ୍ଟ ଥିଲେ ମିଳିବ ୭ ଲକ୍ଷର… ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୫।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ର ମାଗଣା ଜୀବନ ବୀମା ଯୋଜନା (Free Life Insurance Policy) ବିଷୟରେ ଅଧିକାଂଶ ଭାରତୀୟ ଜାଣିନାହାନ୍ତି, ଯଦିଓ ଏହା ଏକ ଅତ୍ୟନ୍ତ ଲାଭଦାୟକ ସ୍କିମ। ଯଦି ଆପଣଙ୍କର ପ୍ରୋଭିଡେଣ୍ଟ ଫଣ୍ଡ…

ଆଉ କାଗଜ ନୁହେଁ, ଭାରତରେ କାରବାର ହେବ ପ୍ଲାଷ୍ଟିକ ନୋଟ; ଆରବିଆଇ ଗଭର୍ନରଙ୍କ ବଡ଼ ଘୋଷଣା!

ନୂଆଦିଲ୍ଲୀ,୫।୬: ଆରବିଆଇ (RBI) ଗଭର୍ନର ସଞ୍ଜୟ ମଲହୋତ୍ରା ଘୋଷଣା କରିଛନ୍ତି ଯେ ଭାରତୀୟ ରିଜର୍ଭ ବ୍ୟାଙ୍କ ଦେଶରେ ‘ପଲିମର’ (Polymer) କରେନ୍ସି ନୋଟ ପ୍ରଚଳନ କରିବା ପ୍ରସ୍ତାବ ଉପରେ ବିଚାର କରୁଛି। ମଲହୋତ୍ରା କହିଛନ୍ତି ଯେ ଏହି ପ୍ରସ୍ତାବ ବର୍ତ୍ତମାନ ପ୍ରାରମ୍ଭିକ…

ଦେଶରେ ବନ୍ଦ ହୋଇଯିବ ATM? ଆଉ ମିଳିବନି କ୍ୟାଶ୍‌!

ନୂଆଦିଲ୍ଲୀ,୫।୬: ଆମକୁ ଯେତେବେଳେ ବି କ୍ୟାଶ (ନଗଦ ଟଙ୍କା) ର ଆବଶ୍ୟକତା ପଡ଼ିଥାଏ, ଆମେ ଏଟିଏମ (ATM) ଯାଇ ତୁରନ୍ତ ବାହାର କରିନେଇଥାଉ। କିନ୍ତୁ ଏବେ ସମସ୍ୟା ଏହା ଆସୁଛି ଯେ ଲୋକଙ୍କୁ ପୂର୍ୱଭଳି କ୍ୟାଶ ମିଳିପାରୁନାହିଁ। ଦେଶର ଏଟିଏମ ଗୁଡ଼ିକ…

ସାଧାରଣ ଲୋକଙ୍କ ପକେଟ ଉପରେ ପଡିବ ମହଙ୍ଗା ମାଡ଼: ବଢ଼ିବ ମୁଦ୍ରାସ୍ଫୀତି, ଚମକାଇଲା RBIର ଆକଳନ

ନୂଆଦିଲ୍ଲୀ,୫।୬: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଗଭର୍ନର ସଞ୍ଜୟ ମାଲହୋତ୍ରା ରେପୋ ହାର ଉପରେ ତାଙ୍କର ନିଷ୍ପତ୍ତି ଘୋଷଣା କରିଛନ୍ତି। ଏଥର, ରିଜର୍ଭ ବ୍ୟାଙ୍କ ରେପୋ ହାରକୁ ୫.୨୫%ରେ ଅପରିବର୍ତ୍ତିତ ରଖିଛି। କେନ୍ଦ୍ରୀୟ ବ୍ୟାଙ୍କ ମଧ୍ୟ ଚଳିତ ଆର୍ଥିକ ବର୍ଷ ୨୦୨୬-୨୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?